ସନ୍ଥ କବୀର ଦାସଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶ୍ରଦ୍ଧାଞ୍ଜଳି
June 22nd, 06:35 pm
ସନ୍ଥ କବୀର ଦାସଙ୍କ ଜନ୍ମ ଜୟନ୍ତୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।Chhattisgarh is going to be Congress-free soon: PM Modi in Mungeli
November 13th, 12:00 pm
Ahead of the Assembly Election, PM Modi addressed an emphatic rally in Mungeli, Chhattisgarh. He said, “It is clear in the 1st phase of polling that Chhattisgarh is going to be Congress-free soon.” He added that he is thankful to the youth and the women of the state who voted in favor of the state’s development. PM Modi stated, “Victory for BJP in Chhattisgarh means rapid development, fulfilling dreams of youth, empowerment of women, and an end to rampant corruption.”PM Modi addresses emphatic election rallies in Mungeli and Mahasamund, Chhattisgarh
November 13th, 11:20 am
Ahead of the Assembly Election, PM Modi addressed two massive public meetings in Mungeli and Mahasamund, Chhattisgarh. He said, “It is clear in the 1st phase of polling that Chhattisgarh is going to be Congress-free soon.” He added that he is thankful to the youth and the women of the state who voted in favor of the state’s development. PM Modi stated, “Victory for BJP in Chhattisgarh means rapid development, fulfilling dreams of youth, empowerment of women, and an end to rampant corruption.”ଭାରତର ବିକାଶ କାହାଣୀର ଏହା ହେଉଛି ଟର୍ଣ୍ଣିଙ୍ଗ ପଏଣ୍ଟ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
November 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆମେ ପୁଣି ଥରେ ‘ମନ୍ କି ବାତ୍’ ପାଇଁ ଏକାଠି ହୋଇଛୁ । ଦୁଇ ଦିନ ପରେ ଡିସେମ୍ବର ମାସଟି ମଧ୍ୟ ଆରମ୍ଭ ହେବାକୁ ଯାଉଛି, ଆଉ ଡିସେମ୍ବର ମାସ ଆସିଲା ମାନେ ଆମକୁ ମନସ୍ତାତ୍ୱିକ ସ୍ତରରେ ଲାଗେ ଯେ, ଯାହାହେଉ, ବର୍ଷଟି ସରିଗଲା । ଇଏ ବର୍ଷର ଶେଷ ମାସ । ଆମେ ନୂଆବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ଲାଗିପଡ଼ୁ । ଏହି ମାସରେ ଦେଶ ପାଳନ କରେ ‘ନୌବାହିନୀ ଦିବସ’ ଏବଂ ‘ସଶସ୍ତ୍ର ବାହିନୀ ପତାକା ଦିବସ’ । ଆମ ସମସ୍ତେ ଜାଣୁ, ଯେ, ଡିସେମ୍ବର ୧୬ ତାରିଖ ଦିନ ଦେଶ ୧୯୭୧ରେ ହୋଇଥିବା ଯୁଦ୍ଧର ସୁବର୍ଣ୍ଣ ଜୟନ୍ତୀ ମଧ୍ୟ ପାଳନ କରିବ । ଏହି ସମସ୍ତ ଅବସରରେ ମୁଁ ଦେଶର ପ୍ରତିରକ୍ଷା ବାହିନୀକୁ ସ୍ମରଣ କରୁଛି, ଆମର ବୀରମାନଙ୍କୁ ସ୍ମରଣ କରୁଛି ଏବଂ ବିଶେଷ ଭାବେ ଏଭଳି ବୀରମାନଙ୍କୁ ଜନ୍ମ ଦେଇଥିବା ମା’ମାନଙ୍କୁ ସ୍ମରଣ କରୁଛି । ପ୍ରତିଥର ପରି ଏଥର ମଧ୍ୟ ମୋତେ ନମୋ ଆପ୍, ମାଇ ଗଭ୍ରେ ଆପଣମାନଙ୍କର ଅନେକ ପ୍ରସ୍ତାବ ମିଳିଛି । ଆପଣମାନେ ମୋତେ ନିଜ ପରିବାରର ଏକ ଅଂଶ ଭାବି ନିଜ ଜୀବନର ସୁଖ-ଦୁଃଖ ମଧ୍ୟ ବାଣ୍ଟିଛନ୍ତି । ଏଥିରେ ଅନେକ ଯୁବବର୍ଗର ହୋଇଥିବାବେଳେ ଅନେକ ଛାତ୍ରଛାତ୍ରୀ ମଧ୍ୟ ରହିଛନ୍ତି । ମୋତେ ପ୍ରକୃତରେ ଭଲ ଲାଗୁଛି ଯେ, ଆମର ଏହି ‘ମନ୍ କି ବାତ୍’ର ପରିବାର ନିରନ୍ତର ବିସ୍ତୃତ ହୋଇଚାଲିଛି, ମନ ସହ ମନର ସମ୍ପର୍କ ଦୃଢ଼ ହୋଇଚାଲିଛି, ଉଦ୍ଦେଶ୍ୟ ମଧ୍ୟ ଏକ ହୋଇଚାଲିଛି । ନିବିଡ଼ ହେଉଥିବା ଆମ ସମ୍ପର୍କ ସହ ଆମ ଅନ୍ତରରେ ନିରନ୍ତର ସକାରାତ୍ମକତାର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି ।ସନ୍ଥ କବୀର ଦାସ ଜୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
June 24th, 03:22 pm
ସନ୍ଥ କବୀର ଦାସ ଜୀଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।ଜନନାୟକ ଓ ଯୋଦ୍ଧାମାନଙ୍କୁ ଇତିହାସ ସମ୍ମାନ ଦେଇ ନ ଥିବାରୁ ଆମେ ଭ୍ରମ ସଂଶୋଧାନ କରୁଛୁ-ପ୍ରଧାନମନ୍ତ୍ରୀ
February 16th, 02:45 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆମେ ସ୍ୱାଧୀନତାର ୭୫ତମ ବର୍ଷରେ ପ୍ରଦାର୍ପଣ କରୁଥିବା ସମୟରେ ଦେଶ ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଥିବା ଇତିହାସର ବୀର ଏବଂ ବୀରାଙ୍ଗନାମାନଙ୍କୁ ମନେ ପକାଇବା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ।ଉତର ପ୍ରଦେଶର ବହରାଇଚଠାରେ ମହାରାଜା ସୁହେଲ ଦେବ ସ୍ମରକୀ ଏବଂ ଚିତୌରା ହ୍ରଦର ଉନ୍ନୟନ କାର୍ଯ୍ୟର ଭତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 16th, 11:24 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହାରାଜ ସୁହେଲ ଦେବ ସ୍ମାରକ ଓ ଚିତ୍ତୌରା ହ୍ରଦ ଉନ୍ନୟନ କାର୍ଯ୍ୟର ଶିଳାନ୍ୟାସ
February 16th, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବହରାଇଚରେ ମହାରାଜା ସୁହେଲ ଦେବ ସ୍ମାରକ ଏବଂ ଚିତ୍ତୌରା ହ୍ରଦ ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମହାରାଜା ସୁଢଲ ଦେବଙ୍କ ନାମରେ ନାମିତ ମେଡିକାଲ କଲେଜ ଭବନ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍ତର ପ୍ରଦେଶର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ ।ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 20th, 05:40 pm
PM Modi addressed the nation over Covid-19 situation and said that the lockdown may have been lifted but warned adding the “virus is still out there.” PM Modi cautioned people to not lose guard during the festive season and urged the countrymen to wear masks, maintain social distancing and ensure hand hygiene. PM Modi said, Government is earnestly working towards developing, manufacturing and distribution of Covid-19 vaccine to every citizen, whenever it is available.ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ସ୍ଵତନ୍ତ୍ର ଅଭିଭାଷଣ
October 20th, 05:34 pm
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶରେ ସୁସ୍ଥତା ହାରରେ ଉନ୍ନତି ଘଟିବା ସହ ମୃତ୍ୟୁହାର ମଧ୍ୟ କମ ରହିଛି । ଦେଶରେ 10 ଲକ୍ଷ ଜନସାଧାରଣଙ୍କ ମଧ୍ୟରୁ ପ୍ରାୟ 5,500 ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ତେବେ ଯୁକ୍ତରାଷ୍ଟ୍ର ଆମେରିକା ଓ ବ୍ରାଜିଲରେ ଏହି ସଂଖ୍ୟା 25,000 ବୋଲି ସେ କହିଛନ୍ତି । ଦେଶରେ ପ୍ରତ୍ୟେକ 10 ଲକ୍ଷ ନାଗରିକଙ୍କ ମଧ୍ୟରେ 83 ଜଣ ପ୍ରାଣ ହରାଉଥିବା ବେଳେ ଯୁକ୍ତରାଷ୍ଟ୍ର ଆମେରିକା, ବ୍ରାଜିଲ, ସ୍ପେନ ଓ ବ୍ରିଟେନ ଭଳି ଅନେକ ଉନ୍ନତ ରାଷ୍ଟ୍ରରେ ଏହି ସଂଖ୍ୟା ପ୍ରାୟ 600 ରହିଛି ।ଦୈନିକ ଜାଗରଣର 75ତମ ସ୍ୱନକ୍ଷତ୍ର ଦିବସ ସମାରୋହରେ ଜାଗରଣ ଫୋରମକୁ ପ୍ରଧାନମନନ୍ତ୍ରୀଙ୍କ ସମ୍ବୋଧନ
December 07th, 10:22 am
ସର୍ବ ପ୍ରଥମେ ମୁଁ ଦୈନିକ ଜାଗରଣର ପ୍ରତ୍ୟେକ ପାଠକଙ୍କୁ, ସମ୍ବାଦପତ୍ରର ପ୍ରକାଶନ ଏବଂ ଖବରକାଗଜକୁ ଘରେ – ଘରେ ପହଂଚାଇବାର କାର୍ଯ୍ୟ ସହିତ ଜଡିତ ପ୍ରତ୍ୟେକ ବ୍ୟକ୍ତିଙ୍କୁ, ବିଶେଷ କରି ହକର ବନ୍ଧୁମାନଙ୍କୁ ଆପଣଙ୍କ ସଂପାଦକୀୟ ମଣ୍ଡଳୀକୁ ହୀରକ ଜୟନ୍ତୀ ଅବସରରେ ବହୁତ ବହୁତ ଶୁଭେଚ୍ଛା ଜଣାଉଛି, ବହୁତ ବହୁତ ଶୁଭକାମନା ଜଣାଉଛି ।ଦୈନିକ ଜାଗରଣର 75 ତମ ବାର୍ଷିକୀ ଉପଲକ୍ଷେ ଜାଗରଣ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 07th, 10:21 am
ନୂଆଦିଲ୍ଲୀରେ ସମ୍ବାଦପତ୍ର ‘ଦୈନିକ ଜାଗରଣ’ର 75ତମ ବାର୍ଷିକୀ ଉପଲକ୍ଷେ ଶୁକ୍ରବାର ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି ।BJP believes in strengthening unity in India, Congress speaks about dividing India: PM Modi
November 25th, 01:19 pm
Prime Minister Narendra Modi addressed a massive rally in Alwar, Rajasthan today. The rally comes as the state of Rajasthan gears up to vote for the state Assembly elections scheduled on 7th December 2018.PM Modi addresses Public Meeting at Alwar, Rajasthan
November 25th, 01:17 pm
Prime Minister Narendra Modi addressed a massive rally in Alwar, Rajasthan today. The rally comes as the state of Rajasthan gears up to vote for the state Assembly elections scheduled on 7th December 2018."ପ୍ରଧାନମନ୍ତ୍ରୀ ମୋଦୀ ଛତିଶଗଡ଼ ବିଳାସପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି "
November 12th, 12:08 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବିଳାସପୁର ଛତିଶଗଡ଼ରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଛତିଶଗଡ଼ରେ କଠିନ ପରିଶ୍ରମୀ ବିଜେପି କାର୍ଯ୍ୟକର୍ତ୍ତାମାନଙ୍କ ପ୍ରଶଂସା କରିଛନ୍ତି ,ଯେଉଁମାନେ ଛତିଶଗଡ଼ ଲୋକମାନଙ୍କ ସେବା କରିବା ଏବଂ ସେମାନଙ୍କୁ ସରକାରଙ୍କ ପଦକ୍ଷେପଗୁଡ଼ିକୁ ଅବଗତ କରାଇବା ପାଇଁ ନିରନ୍ତର ଭାବେ କାମ କରୁଛନ୍ତି । କଂଗ୍ରେସ କେନ୍ଦ୍ରରେ ଥିବା ସମୟରେ ଛତିଶଗଡ଼ର କଲ୍ୟାଣର ଉପେକ୍ଷା କରିବା ନେଇ ମଧ୍ୟ କଂଗ୍ରେସ ଉପରେ ବର୍ଷିଥିଲେ ପ୍ରଧାନମନ୍ତ୍ରୀ ମୋଦୀ ।To take the country to newer heights of glory, it is necessary to focus on all-round development: PM Modi in Bilaspur
November 12th, 12:08 pm
Prime Minister Narendra Modi addressed a huge public meeting in Bilaspur, Chhattisgarh today. PM Modi lauded the hardworking BJP Karyakartas in Chhattisgarh who have been working tirelessly to serve the people of Chhattisgarh and making them aware of the government’s initiatives. The PM also attacked the Congress for neglecting the welfare of Chhattisgarh when they were in power at Centre.ସୋସିଆଲ ମିଡିଆ କର୍ଣ୍ଣର ଜୁନ 28, 2018
June 28th, 06:39 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।Sant Kabir represents the essence of India's soul: PM Modi in Maghar
June 28th, 12:35 pm
The Prime Minister, Shri Narendra Modi, visited Maghar in SantKabir Nagar district of Uttar Pradesh today. He offered floral tributes at SantKabir Samadhi, on the occasion of the 500th death anniversary of the great saint and poet, Kabir. He also offered Chadar at SantKabirMazaar. He visited the SantKabir Cave, and unveiled a plaque to mark the laying of Foundation Stone of SantKabir Academy, which will highlight the great saint’s teachings and thought.ସନ୍ଥ କବୀର ନଗରରେ ମହାନ କବି ଓ ସନ୍ଥ କବୀରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧା ସୁମନ ଅର୍ପଣ
June 28th, 12:35 pm
ମହାନ ସାଧୁ ଏବଂ କବି ସନ୍ଥ କବୀରଙ୍କ 500ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ସେ ସନ୍ଥ କବୀର ସମାଧି ପୀଠରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ । ସେ ମଧ୍ୟ ସନ୍ଥ କବୀର ମଜରରେ ଚାଦର ଅର୍ପଣ କରିଛନ୍ତି । ସେ ସନ୍ଥ କବୀର ଗୁମ୍ଫା ପରିଦର୍ଶନ କରିଥିଲେ ଏବଂ ଫଳକ ଉନ୍ମୋଚନ ପୂର୍ବକ ସନ୍ଥ କବୀର ଏକାଡେମୀର ଆଧାରଶିଳା ରଖିଥିଲେ । ଏହି ଏକାଡେମୀ ମହାନ ସନ୍ଥଙ୍କର ଶିକ୍ଷା ଓ ଚିନ୍ତାଧାରାକୁ ଗୁରୁତ୍ୱ ପ୍ରଦାନ କରିବ ।ପ୍ରଧାନମନ୍ତ୍ରୀ ସନ୍ଥ କବୀର ନଗର ଗସ୍ତ କରିବେ ଆସନ୍ତାକାଲି (ଜୁନ 28, 2018)
June 27th, 12:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 2018 ଜୁନ 28 ତାରିଖରେ ଉତ୍ତର ପ୍ରଦେଶର ସନ୍ଥ କବୀର ନଗର ଗସ୍ତ କରିବେ ।