ମଥୁରାରେ ସନ୍ଥ ମୀରାବାଈଙ୍କ ୫୨୫ତମ ଜନ୍ମଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 23rd, 07:00 pm
ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ରଜର ପୂଜ୍ୟ ସନ୍ଥଗଣ, ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଆମର ଦୁଇ ଉପମୁଖ୍ୟମନ୍ତ୍ରୀଗଣ, ମନ୍ତ୍ରିମଣ୍ଡଳର ସହଯୋଗୀ ଓ ସହଯୋଗୀଗଣ, ମଥୁରାର ସାଂସଦ ଭଉଣୀ ହେମାମାଳିନୀ ଜୀ ଏବଂ ମୋର ପ୍ରିୟ ବ୍ରଜବାସୀମାନେ!ଉତ୍ତରପ୍ରଦେଶର ମଥୁରାରେ ସନ୍ଥ ମୀରାବାଇଙ୍କ ଜନ୍ମୋତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
November 23rd, 06:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମଥୁରାଠାରେ ସନ୍ଥ ମୀରାବାଇଙ୍କ ୫୨୫ତମ ଜୟନ୍ତୀ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ସନ୍ଥ ମୀରାବାଇ ଜନ୍ମୋତ୍ସବରେ ଅଂଶଗ୍ରହଣ କରିଛନ୍ତି । ସନ୍ଥ ମୀରା ବାଇଙ୍କ ସମ୍ମାନରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ମାରକୀ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ସେ ଏକ ପ୍ରଦର୍ଶନୀରେ ବୁଲିବା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଦେଖିଛନ୍ତି। ଏହି ଅବସରରେ ସନ୍ଥ ମୀରାବାଇଙ୍କ ସ୍ମୃତିରେ ବର୍ଷବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।ମୀରାବାଈ ଆମ ଦେଶର ମହିଳାଙ୍କ ପାଇଁ ପ୍ରେରଣା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
October 29th, 11:00 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ଏହି ଅଧ୍ୟାୟ ଏଭଳି ସମୟରେ ହେଉଛି, ଯେତେବେଳେ ସାରା ଦେଶରେ ଉତ୍ସବର ବାତାବରଣ ରହିଛି । ଆପଣ ସମସ୍ତଙ୍କୁ ଆଗାମୀ ପର୍ବପର୍ବାଣୀ ପାଇଁ ଅନେକ ଅନେକ ଅଭିନନ୍ଦନ ।ସନ୍ଥ ମୀରାବାଇଙ୍କ ଜୟନ୍ତୀ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
October 28th, 06:32 pm
ସନ୍ଥ ମୀରାବାଇଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ତାଙ୍କୁ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତ ବୋଲି ଅଭିହିତ କରି କହିଥିଲେ ଯେ ତାଙ୍କ ଶବ୍ଦ ସଭିଙ୍କ ପାଇଁ ଦିଗଦର୍ଶନ ପ୍ରଦାନ କରେ ଏବଂ ତାଙ୍କ ଜୀବନ ସମାଜ ପାଇଁ ପ୍ରେରଣା।