Tribal society is the one that led the fight for centuries to protect India's culture and independence: PM Modi
November 15th, 11:20 am
PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 11:00 am
ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।The BJP-NDA government will fight the mafia-driven corruption in recruitment: PM Modi in Godda, Jharkhand
November 13th, 01:47 pm
Attending and addressing rally in Godda, Jharkhand, PM Modi expressed gratitude to the women of the state for their support. He criticized the local government for hijacking benefits meant for women, like housing and water supply. PM Modi assured that under the BJP-NDA government, every family in Jharkhand will get permanent homes, water, gas connections, and free electricity. He also promised solar panels for households, ensuring free power and compensation for any surplus electricity generated.We ensured that government benefits directly reach beneficiaries without intermediaries: PM Modi in Sarath, Jharkhand
November 13th, 01:46 pm
PM Modi addressed a large gathering in Jharkhand's Sarath. He said, Today, the first phase of voting is happening in Jharkhand. The resolve to protect livelihood, daughters, and land is visible at every booth. There is strong support for the guarantees that the BJP has given for the future of women and youth. It is certain that the JMM-Congress will be wiped out in the Santhali region this time.PM Modi engages lively audiences in Jharkhand’s Sarath & Godda
November 13th, 01:45 pm
PM Modi addressed a large gathering in Jharkhand's Sarath. He said, Today, the first phase of voting is happening in Jharkhand. The resolve to protect livelihood, daughters, and land is visible at every booth. There is strong support for the guarantees that the BJP has given for the future of women and youth. It is certain that the JMM-Congress will be wiped out in the Santhali region this time.ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଝାଡଖଣ୍ଡର ସାହେବଗଞ୍ଜଠାରେ ଏକାଧିକ ବିକାଶ ପ୍ରକଳ୍ପର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 06th, 12:59 pm
ଆଜି ଏକ ବହୁତ ବଡ଼ ମହତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ଯାହା ଝାଡଖଣ୍ଡ ଏବଂ ବିହାରକୁ ଯୋଡୁ ଅଛି । ଗଙ୍ଗା ଉପରେ ଦୁଇଟି ରାଜ୍ୟକୁ ଯୋଡୁଥିବା ସବୁଠାରୁ ବଡ଼ ସେତୁ 2,200 କୋଟି ଟଙ୍କାରୁ ଅଧିକ ବିନିଯୋଗ ଏବଂ ଏହା କେବଳ ଦୁଇଟି ରାଜ୍ୟକୁ ଯୋଡୁଛି ତାହା ନୁହେଁ ଏହା ବିକାଶର ନୂଆ ଦ୍ୱାରକୁ ଉନ୍ମୁକ୍ତ କରୁଛି । ଆପଣ ଏହିଠାରୁ ପୂର୍ବ ଭାରତର ବିଶାଳ ଦୃଷ୍ଟିଭଙ୍ଗି ସହିତ ନିଜକୁ ସିଧା ଯୋଡିବା ପାଇଁ ଏହି ସେତୁ ନିର୍ମାଣ ହେବା ଦ୍ୱାରା ଆପଣ ମାନଙ୍କୁ ସୁଯୋଗ ମିଳୁଛି । ମୁଁ ବିହାରବାସୀଙ୍କୁ ଅଭିନନ୍ଦନ ଦେଉଛି ।ଝାଡଖଣ୍ଡରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
April 06th, 12:58 pm
ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଜାତୀୟ ରାଜପଥର ଗୋବିନ୍ଦପୁର-ଜାମତରା-ଦୁମକା-ସାହେବଗଞ୍ଜ ସେକ୍ସନରେ 311 କିଲୋମିଟର ସଡକର ଉଦ୍ଘାଟନ କରିଥିଲେ । ସେହିପରି ସାହେବଗଞ୍ଜ ଜିଲ୍ଲା କୋର୍ଟ ଏବଂ ସଦର ମହକୁମା ହସ୍ପିଟାଲ ପରିସରରେ ସୌରଶକ୍ତି ପ୍ରକଳ୍ପକୁ ଲୋକାର୍ପଣ କରିଥିଲେ ।