ସୁସ୍ଥ ରହିବା ପାଇଁ ଯୋଗାଭ୍ୟାସ ଏକ ଭଲ ଉପାୟ, କାର୍ଯ୍ୟସ୍ଥଳରେ ମଧ୍ୟ:ପ୍ରଧାନମନ୍ତ୍ରୀ
March 15th, 10:39 pm
ବ୍ୟସ୍ତ କାର୍ଯ୍ୟସୂଚୀ ଓ ଅନିୟନ୍ତ୍ରିତ ଜୀବନଶୈଳୀ ଜନିତ ସମସ୍ୟା ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କାର୍ଯ୍ୟସ୍ଥଳରେ ବିରାମ ବେଳେ ଯୋଗ କରିବାକୁ ଲୋକଙ୍କୁ ପ୍ରୋତ୍ସାହିତ କରିଛନ୍ତି ।ରାଜ୍ୟସଭାକୁ ନିର୍ବାଚିତ ହୋଇଥିବାରୁ ସର୍ବାନନ୍ଦ ସୋନଓ୍ୱାଲ ଓ ଡଃ ଏଲ ମୁରୁଗାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
September 28th, 11:38 am
ମନ୍ତ୍ରୀମଣ୍ଡଳ ସହଯୋଗୀ ଶ୍ରୀ ସର୍ବାନନ୍ଦ ସୋନଓ୍ୱାଲ ଓ ଡଃ ଏଲ ମୁରୁଗାନ ଯଥାକ୍ରମେ ଆସାମ ଓ ମଧ୍ୟପ୍ରଦେଶରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ଆସାମ ବନ୍ୟା ପରିସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ
August 14th, 01:36 pm
ଆସାମର ବନ୍ୟା ପରିସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଓ ଆଜି ଲଗାତାର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲଙ୍କ ସହ କଥାବାର୍ତ୍ତା ହୋଇଛନ୍ତି । ପ୍ରଧାନମନ୍ତ୍ରୀ କ୍ରମାଗତ ଟ୍ୱିଟ ଜରିଆରେ ଜଣାଇଛନ୍ତି ଯେ କେନ୍ଦ୍ର ସରକାର ରାଜ୍ୟର ବନ୍ୟା ପରିସ୍ଥିତି ଉପରେ ଅହରହ ନଜର ରଖିଛନ୍ତି ଏବଂ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଆସାମକୁ ସମସ୍ତ ପ୍ରକାର ଆବଶ୍ୟକ ସହାୟତା ଯୋଗାଇ ଦିଆଯାଉଛି ।ପ୍ରଧାନମନ୍ତ୍ରୀ ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ,ମୁଖ୍ୟମନ୍ତ୍ରୀମାନକ ସହିତ ଆଲୋଚନା କଲେ
August 01st, 01:19 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଶ୍ରୀ ମୋଦୀ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ,ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରେମା ଖଣ୍ଡୁ ,ନାଗାଲେଣ୍ଡ ମୁଖ୍ୟମନ୍ତ୍ରୀ ଟି.ଆର. ଜେଲିୱାଙ୍ଗ ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ ସହିତ ସମ୍ପୃକ୍ତ ଅଞ୍ଚଳର ବନ୍ୟା ପରିସ୍ଥିତି ନେଇ ଆଲୋଚନା ଓ ସମୀକ୍ଷା କରିଛନ୍ତି ।Infrastructure is extremely important for development: PM Modi
May 26th, 12:26 pm
PM Narendra Modi inaugurated India’s longest bridge – the 9.15 km long Dhola-Sadiya Bridge built over River Brahmaputra in Assam. The Prime Minister said that infrastructure was extremely important for development. He added that the bridge would enhance connectivity between Assam and Arunachal Pradesh, and open the door for economic development on a big scale.ଆସାମରେ ଦେଶର ଦୀର୍ଘତମ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
May 26th, 12:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମରେ ଆଜି ବ୍ରହ୍ମପୁତ୍ର ନଦୀ ଉପରେ ନିର୍ମିତ 9.15 କିଲୋମିଟର ଦୀର୍ଘର ଢୋଲା-ସାଦିଆ ସେତୁକୁ ଉଦ୍ଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଭାବେ ଶପଥ ଓ ଦାୟିତ୍ଵ ଗ୍ରହଣ କରିବାର 3 ବର୍ଷ ପୂର୍ତ୍ତି ପାଳନ ଅବସରରେ ଏହା ଥିଲା ଶ୍ରୀ ମୋଦୀଙ୍କର ପ୍ରଥମ ଆନୁଷ୍ଠାନିକ କାର୍ଯ୍ୟକ୍ରମ ।ନବନିର୍ମିତ ଢୋଲା-ସାଦିଆ ସେତୁ ଆସାମ ଓ ଅରୁଣାଚଳ ପ୍ରଦେଶ ମଧ୍ୟରେ ଯାତାୟାତ ସମୟକୁ ଅନେକାଂଶରେ ହ୍ରାସ କରିବ ଏବଂ ସଡକ ଯୋଗାଯୋଗ ବ୍ୟବସ୍ଥାରେ ଉନ୍ନତି ଆଣିବ ।Chief Minister of Assam, Sarbananda Sonowal calls on PM Modi
June 11th, 02:01 pm
PM addresses gathering at the swearing-in ceremony of the Council of Ministers of Assam
May 24th, 05:40 pm
Democracy is about bhaagidaari: PM Modi
May 24th, 05:38 pm
#MannKiBaat has connected me with common man in every corner of the country: PM Modi
May 22nd, 11:45 am
PM Modi congratulates BJP karyakartas for exceptional win in Assam Assembly elections
May 19th, 07:00 pm
Our fight is against poverty & unemployment with our sole focus being on development: PM Modi
March 26th, 11:33 am
I have only 3 agendas for Assam–development, fast-paced development & all-round development: PM Modi
March 26th, 11:32 am