Success starts with action: PM Modi at inauguration of National Games

September 29th, 10:13 pm

PM Modi declared the 36th National Games open, which is being held in Gujarat. He reiterated the importance of sports in national life. “The victory of the players in the field of play, their strong performance, also paves the way for the victory of the country in other fields. The soft power of sports enhances the country's identity and image manifold.”

PM Modi declares open the 36th National Games in Ahmedabad, Gujarat

September 29th, 07:34 pm

PM Modi declared the 36th National Games open, which is being held in Gujarat. He reiterated the importance of sports in national life. “The victory of the players in the field of play, their strong performance, also paves the way for the victory of the country in other fields. The soft power of sports enhances the country's identity and image manifold.”

ଟାୟର-2 ଏବଂ ଟାୟର-3 ସହର ଏବେ ଆର୍ଥିକ ଗତିବିଧିର କେନ୍ଦ୍ର ପାଲଟିଛି: ପ୍ରଧାନମନ୍ତ୍ରୀ

September 20th, 08:46 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦୀ ଗୁଜୁରାଟରେ ବିଜେପିର ମେୟର ଏବଂ ଡେପୁଟି ମେୟର ପରିଷଦକୁ ସମ୍ବୋଧିତ କରିଛନ୍ତି

September 20th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ବିଜେପିର ମେୟର ଏବଂ ଡେପୁଟି ମେୟରମାନଙ୍କ ପରିଷଦକୁ ଭର୍ଚୁଆଲ ଭାବେ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ପୌରପାଳିକା ମାଧ୍ୟମରେ ଅହମ୍ମଦାବାଦ ସହର ପାଇଁ କାମ କରିବାଠାରୁ ଆରମ୍ଭ କରି ଉପ-ପ୍ରଧାନମନ୍ତ୍ରୀ ହେବା ପର୍ଯ୍ୟନ୍ତ ତାଙ୍କ ଯାତ୍ରା ସମ୍ପର୍କରେ ଆଲୋକପାତ କରି ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ।

ଗୁଜରାଟରେ ଏକାଦଶ କ୍ରୀଡ଼ା ମହାକୁମ୍ଭର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 12th, 06:40 pm

ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ମହୋଦୟ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ମହାଶୟ, ସଂସଦରେ ମୋର ସାଥୀ ଏବଂ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ସି. ଆର. ପାଟିଲ ମହାଶୟ, ଗୁଜରାଟ ସରକାରଙ୍କର କ୍ରୀଡ଼ା ରାଜ୍ୟମନ୍ତ୍ରୀ ଶ୍ରୀ ହର୍ଷ ସାଂଘଭୀ ମହାଶୟ, ସଂସଦରେ ମୋର ସହଯୋଗୀ ଶ୍ରୀ ହଂସମୁଖ ଭାଇ ପଟେଲ, ଶ୍ରୀ ନରହରୀ ଅମିନ ଏବଂ ଅହମ୍ମଦାବାଦର ମେୟର ଭାଇ ଶ୍ରୀ କିରିଟ କୁମାର ପରମାର ମହାଶୟ, ଅନ୍ୟ ମହାନୁଭବ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଆସିଥିବା ମୋର ଯୁବ ବନ୍ଧୁଗଣ!

ଏକାଦଶ କ୍ରୀଡା ମହାକୁମ୍ଭ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ

March 12th, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ (୧୨.୦୩.୨୦୨୨) ଦିନ ଗୁଜରାଟର ଅହମ୍ମଦବାଦରେ ଏକାଦଶ ଖେଳ ମହାକୁମ୍ଭ ଉଦ୍‌ଘାଟନ କରିଛନ୍ତି । ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ଉପସ୍ଥିତ ଥିଲେ ।

Read what US President Trump said about India at ‘Namaste Trump’ in Ahmedabad...

February 24th, 05:25 pm

Addressing a huge gathering at the world’s largest cricket stadium in Ahmedabad, US President Trump said, “The story of the Indian nation is a tale of astounding progress, a miracle of democracy, extraordinary persity, and above all, you are noble people.”

PM Modi is my true friend: US President Donald Trump at ‘Namaste Trump’ in Ahmedabad

February 24th, 05:23 pm

Prime Minister Narendra Modi hosted US President Donald Trump at the world’s largest cricket stadium in Motera, where they jointly addressed a community programme – ‘Namaste Trump’. In his remarks, US President Donald Trump referred to PM Modi as his ‘true friend’.