The BJP government in Gujarat has prioritised water from the very beginning: PM Modi in Amreli
October 28th, 04:00 pm
PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ
October 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।ଭିଡିଓ କନଫରେନ୍ସିଂ ଜରିଆରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ସୁରଟଠାରେ 'ଜଳ ସଞ୍ଚୟ ଜନ ଭାଗିଦାରୀ' ଅଭିଯାନର ଶୁଭାରମ୍ଭ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅଧୀନରେ ବର୍ଷା ଜଳ ସଂରକ୍ଷଣ ବୃଦ୍ଧି ଏବଂ ଦୀର୍ଘକାଳୀନ ଜଳ ସ୍ଥାୟୀତା ସୁନିଶ୍ଚିତ କରିବା ପାଇଁ ସାରା ରାଜ୍ୟରେ ପ୍ରାୟ ୨୪,୮୦୦ ବର୍ଷା ଜଳ ସଂରକ୍ଷଣ ଢାଞ୍ଚା ନିର୍ମାଣ କରାଯାଉଛି ।It is my mission to make sure water reaches every house & farmer in the country: PM Modi in Jalore
April 21st, 03:00 pm
Campaigning for the 2024 Lok Sabha election has intensified, with Prime Minister Narendra Modi, the star campaigner for the NDA, amplifying his support for BJP candidates in Rajasthan. Addressing a massive rally in Jalore, PM Modi said, “In the first phase of voting, half of Rajasthan has taught Congress a good lesson. Rajasthan, deeply rooted in patriotism, knows that Congress can never build a strong India.”PM Modi delivers high-octane speeches at public meetings in Jalore and Banswara, Rajasthan
April 21st, 02:00 pm
Campaigning for the 2024 Lok Sabha election has intensified, with Prime Minister Narendra Modi, the star campaigner for the NDA, amplifying his support for BJP candidates in Rajasthan. PM Modi addressed public meetings in Jalore and Banswara today. Addressing the event, he said, “In the first phase of voting, half of Rajasthan has taught Congress a good lesson. Rajasthan, deeply rooted in patriotism, knows that Congress can never build a strong India.”India is the Future: PM Modi
February 26th, 08:55 pm
Prime Minister Narendra Modi addressed the News 9 Global Summit in New Delhi today. The theme of the Summit is ‘India: Poised for the Big Leap’. Addressing the gathering, the Prime Minister said TV 9’s reporting team represents the persity of India. Their multi-language news platforms made TV 9 a representative of India's vibrant democracy, the Prime Minister said. The Prime Minister threw light on the theme of the Summit - ‘India: Poised for the Big Leap’, and underlined that a big leap can be taken only when one is filled with passion and enthusiasm.PM addresses News 9 Global Summit
February 26th, 07:50 pm
Prime Minister Narendra Modi addressed the News 9 Global Summit in New Delhi today. The theme of the Summit is ‘India: Poised for the Big Leap’. Addressing the gathering, the Prime Minister said TV 9’s reporting team represents the persity of India. Their multi-language news platforms made TV 9 a representative of India's vibrant democracy, the Prime Minister said. The Prime Minister threw light on the theme of the Summit - ‘India: Poised for the Big Leap’, and underlined that a big leap can be taken only when one is filled with passion and enthusiasm.Congress continues to ignore the contributions of the great Sardar Patel: PM Modi in Sojitra
December 02nd, 12:25 pm
PM Modi called out the fallacies of the Congress for piding Gujarat based on caste and throwing the state into turmoil. The PM further added that the Congress continues to ignore the contributions of the great Sardar Patel till this date and targeted them for not paying their respects at the Statue of Unity.The country is confident that no matter how big the challenges are, only BJP will find solutions: PM Modi in Patan
December 02nd, 12:20 pm
PM Modi reminisced about his memories in Patan and told people about his life when he used to reside in Kagda ki Khadki. He also spoke on the BJP becoming a symbol of trust in the country, PM Modi said, “The country is confident that no matter how big the challenges are, only the BJP will find solutions”. The PM iterated on the efforts of the BJP government in providing vaccines, fiscal support and subsidies to the people during the COVID period.Congress spent most of its time in familyism, appeasement & scams: PM Modi in Ahmedabad
December 02nd, 12:16 pm
PM Modi iterated on Gujarat achieving many feats and leading the country on many fronts, PM Modi said, “Be it social infrastructure or physical infrastructure, the people of Gujarat have presented an excellent model to the country”.Whatever the work, Congress sees its own interest first, and the interest of the country later: PM Modi in Kankrej
December 02nd, 12:01 pm
PM Modi continued his campaigning today for the upcoming elections in Gujarat. In his public meeting at Kankrej, PM Modi talked about the economic and religious importance of cows in Indian society. PM Modi said, “The economic power of India's dairy industry is more than the food grains produced in the country… Today every village is benefiting from the expansion of Banas Dairy”.PM Modi addresses public meetings in Kankrej, Patan, Sojitra and Ahmedabad, Gujarat
December 02nd, 12:00 pm
PM Modi continued his campaigning for the upcoming elections in Gujarat. In his first address at Kankrej, PM Modi talked about the economic and religious importance of cows in India. In his second address at Patan, PM Modi spoke on the assured win for the BJP in Gujarat. PM Modi in his third address for the day focused on the spirit of Ek Bharat, Shreshtha Bharat. In his last address at Ahmedabad, PM Modi spoke on the contributions of the people of Gujarat in building the nation.ହର ଘର ତ୍ରିରଙ୍ଗା ଅଭିଯାନ ପ୍ରତି ଆଗ୍ରହର ବହୁ ଦୃଷ୍ଟାନ୍ତ ଶେୟାର କଲେ ପ୍ରଧାନମନ୍ତ୍ରୀ
August 14th, 02:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାରା ଦେଶରେ ହର ଘର ତ୍ରିରଙ୍ଗା ଅଭିଯାନ ପାଳନର ବହୁ ଉଦାହରଣ ଶେୟାର କରିଛନ୍ତି ।ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 20th, 11:01 am
ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍ଘାଟନ ଓ ଶିଳାନ୍ୟାସ
August 20th, 11:00 am
ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍ଘାଟନ ମଧ୍ୟ କରିଛନ୍ତି । ଉଦ୍ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
August 03rd, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ମତବିନିମୟ
August 03rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।ଅହମ୍ମଦାବାଦ ମେଟ୍ରୋ ଦ୍ୱିତୀୟ ଫ୍ରେଜ୍ ଏବଂ ସୁରତ୍ ମେଟ୍ରୋ ପ୍ରକଳ୍ପର ଭୂମିପୂଜନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
January 18th, 10:30 am
ଉତ୍ତରାୟଣ ଆରମ୍ଭରୁ ଆଜି ମୁଁ ଅହମ୍ମଦାବାଦ ଏବଂ ସୁରତକୁ ଅତ୍ୟନ୍ତ ମୂଲ୍ୟବାନ ଉପହାର ଦେଇଛି । ଦେଶର ଦୁଇଟି ବ୍ୟବସାୟିକ କେନ୍ଦ୍ର ଅହମ୍ମଦାବାଦ ଏବଂ ସୁରତ୍ରେ ଯୋଗଯୋଗ କ୍ଷେତ୍ରକୁ ମେଟ୍ରୋ ସେବା ସୁଦୃଢ କରିପାରିବ । ଗତକାଲି କେଓଡିଆକୁ ସଂଯୋଗ କରୁଥିବା ନୂତନ ରେଳପଥ ଏବଂ ନୂଆ ଟ୍ରେନ ଚଳାଚଳର ଆରମ୍ଭ ହୋଇଛି । ଅହମ୍ମଦାବାଦରୁ ମଧ୍ୟ ଆଧୁନିକ ଜନଶତାବ୍ଦୀ ଏକ୍ସପ୍ରେସ ବର୍ତ୍ତମାନ କେଓଡିଆ ପର୍ଯ୍ୟନ୍ତ ଯିବ । ଏହିସବୁର ଶୁଭାରମ୍ଭ ପାଇଁ ମୁଁ ଗୁଜରାତର ଲୋକମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଜଣାଉଛି ।ଅହମ୍ମଦାବାଦ ମେଟ୍ରୋ ରେଳପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଏବଂ ସୁରତ୍ ମେଟ୍ରୋ ରେଳ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଭୂମିପୂଜ
January 18th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଅହମ୍ମଦାବାଦ ମେଟ୍ରୋରେଳପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଓ ସୁରତ୍ ମେଟ୍ରୋ ରେଳ ପ୍ରକଳ୍ପର ଭୂମି ପୂଜା କରିଛନ୍ତି । ଭିଡିଓ କନ୍ଫରେନ୍ସିଂ ଜରିଆରେ ହୋଇଥିବା ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ, ଗୁଜରାଟ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଆବାସ ଓ ସହରୀକରଣ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ ।