India’s GDP Soars: A Win For PM Modi’s GDP plus Welfare
December 01st, 09:12 pm
Exceeding all expectations and predictions, India's Gross Domestic Product (GDP) has demonstrated a remarkable annual growth of 7.6% in the second quarter of FY2024. Building on a strong first-quarter growth of 7.8%, the second quarter has outperformed projections with a growth rate of 7.6%. A significant contributor to this growth has been the government's capital expenditure, reaching Rs. 4.91 trillion (or $58.98 billion) in the first half of the fiscal year, surpassing the previous year's figure of Rs. 3.43 trillion.Congress is a guarantee of instability: PM Modi
November 09th, 09:26 pm
Prime Minister Narendra Modi today; addressed public meetings in Chambi Himachal Pradesh. PM Modi started his first address at Chambi by highlighting that Himachal, today, is in an important stage of development and, thus, it needs a stable and strong government.PM Modi addresses public meetings in Chambi & Sujanpur, Himachal Pradesh
November 09th, 11:00 am
Prime Minister Narendra Modi today; addressed public meetings in Chambi & Sujanpur, Himachal Pradesh. PM Modi started his first address at Chambi by highlighting that Himachal, today, is in an important stage of development and, thus, it needs a stable and strong government.ମଧ୍ୟ ପ୍ରଦେଶ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ଗ୍ରାମୀଣ ହିତାଧିକାରୀଙ୍କ ‘ଗୃହ ପ୍ରବେଶ’ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
March 29th, 12:42 pm
ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ ଜୀ ଚୌହାନ, କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀଗଣ, ମଧ୍ୟ ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସହଯୋଗୀ, ମଧ୍ୟ ପ୍ରଦେଶର ବିଧାୟକଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମଧ୍ୟ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ମଧ୍ୟପ୍ରଦେଶରେ ପିଏମଏୱାଇ-ଜି ପାଞ୍ଚଲକ୍ଷରୁ ଅଧିକ ହିତାଧିକାରୀଙ୍କ ‘ଗୃହ ପ୍ରବେଶଏମ’ରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
March 29th, 12:41 pm
ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ଆଜି ମଧ୍ୟପ୍ରଦେଶର ପ୍ରାୟ ୫ଲକ୍ଷ ୨୧ହଜାର ହିତାଧିକାରୀଙ୍କୁ ଆବାସ ବଣ୍ଟନ ହୋଇଛି । ଏହି ‘ଗୃହ ପ୍ରବେଶମ’ କାର୍ଯ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଶ୍ୟଶ୍ରାବ୍ୟ ସମ୍ମିଳନୀ ଜରିଆରେ ଅଂଶଗ୍ରହଣ କରିଛନ୍ତି । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହ୍ୱାନ, କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀଗଣ, ସଂସଦ ସଦସ୍ୟ ଓ ରାଜ୍ୟ ବିଧାୟକଗଣ ଏହି ଅବସରରେ ଉପସ୍ଥିତ ଥିଲେ ।ବିଜେପି ସରକାର ସର୍ବଦା ଗରିବ ଏବଂ ମହିଳାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିଛନ୍ତି : ପ୍ରଧାନମନ୍ତ୍ରୀ ମୋଦୀ
February 04th, 03:09 pm
ଦିଲ୍ଲୀର ନିର୍ବାଚନ ପୂର୍ବରୁ ,ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏକ ବିଶାଳ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ଦିଲ୍ଲୀର ଲୋକେ ବିଜେପି ପକ୍ଷରେ ଅଛନ୍ତି । ସେ କହିଛନ୍ତି ,ବିରୋଧୀ ଦଳମାନଙ୍କ ରାତି ନିଦ ହଜିଯାଉଛି ।ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀର ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି
February 04th, 03:08 pm
ଦିଲ୍ଲୀର ନିର୍ବାଚନ ପୂର୍ବରୁ ,ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏକ ବିଶାଳ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ଦିଲ୍ଲୀର ଲୋକେ ବିଜେପି ପକ୍ଷରେ ଅଛନ୍ତି । ସେ କହିଛନ୍ତି ,ବିରୋଧୀ ଦଳମାନଙ୍କ ରାତି ନିଦ ହଜିଯାଉଛି ।ସ୍ୱଚ୍ଛଭାରତ ଦିବସ-2019ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 02nd, 08:04 pm
ମୁଁ ଆଜି ମୋ କଥା ଆରମ୍ଭ କରିବା ପୂର୍ବରୁ ସାବରମତୀର ଏହି କୂଳରେ, ଏଠାରେ ଉପସ୍ଥିତ ସମସ୍ତ ସରପଞ୍ଚମାନଙ୍କ ମାଧ୍ୟମରେ ଦେଶର ସମସ୍ତ ସରପଞ୍ଚମାନଙ୍କୁ, ନଗରପାଳିକା, ମହାନଗର ପାଳିକାର ସମସ୍ତ ପରିଚାଳକ ବନ୍ଧୁଗଣ, ଭଉଣୀମାନେ; ଆପଣ ସମସ୍ତେ ଲଗାତର ପାଞ୍ଚ ବର୍ଷ ଧରି ଯେଉଁ ନିରନ୍ତର ପୁରୁଷାର୍ଥର କାର୍ଯ୍ୟ କରିଛନ୍ତି, ଯେଉଁ ସମର୍ପଣ ଭାବନା ସହ ପରିଶ୍ରମ କରିଛନ୍ତି, ଯେଉଁ ତ୍ୟାଗ ଭାବନାରେ ପୂଜ୍ୟ ବାପୁଙ୍କ ସ୍ୱପ୍ନ ସାକାର କରିଛନ୍ତି, ଏଥିପାଇଁ ମୁଁ ଆଜି ମୋ କଥା ଆରମ୍ଭ କରିବା ପୂର୍ବରୁ ଆପଣ ସମସ୍ତଙ୍କୁ ଆଦର ପୂର୍ବକ ପ୍ରଣାମ କରିବାକୁ ଚାହୁଁଛି ।ସ୍ୱଚ୍ଛ ଭାରତ ଦିବସ 2019ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 02nd, 08:03 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦଠାରେ ସ୍ୱଚ୍ଛ ଭାରତ ଦିବସ 2019ର ଉଦଘାଟନ କରିଛନ୍ତି । ସେ ମହାତ୍ମା ଗାନ୍ଧୀଙ୍କ 150ତମ ଜୟନ୍ତୀ ଅବସରରେ ଡାକ ଟିକଟ ଓ ରୌପ୍ୟ ମୁଦ୍ରା ଜାରି କରିଥିଲେ । ସେ ବିଜେତାମାନଙ୍କୁ ସ୍ୱଚ୍ଛ ଭାରତ ପୁରସ୍କାର ମଧ୍ୟ ପ୍ରଦାନ କରିଥିଲେ । ଏହାପୂର୍ବରୁ ସେ ସାବରମତୀ ଆଶ୍ରମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ । ସେ ମଗନ ନିବାସ ଗସ୍ତ କରିଥିଲେ ଓ ସେଠାରେ ପିଲାମାନଙ୍କୁ ଭେଟିଥିଲେ ।PM Modi addresses National Traders' Convention
April 19th, 04:54 pm
PM Narendra Modi addressed the National Traders' Convention in Delhi. PM Modi said that BJP-led NDA government in the last five years at the Centre worked to simplify lives and businesses of traders by scraping 1,500 archaic laws and simplifying processes. Taking a swipe at previous UPA government, PM Modi further added, Traders are the biggest stakeholder in our economy, but opposition parties remember you only on special occasions.PM Modi addresses NDA Rally at Patna, Bihar
March 03rd, 01:52 pm
Prime Minister Narendra Modi addressed a huge rally of the NDA at the iconic Gandhi Maidan in Patna, Bihar today.PM Modi interacts with BJP Karyakartas from Baramati, Gadchiroli, Hingoli, Nanded & Nandurbar
January 23rd, 06:58 pm
Interacting with the BJP Karyakartas from five Lok Sabha constituencies in Maharashtra, PM Narendra Modi said that it is only the Bharatiya Janata Party, which is democratic in its functioning. He said that the BJP has always stood by the people despite facing political violence in several states.It is only the Bharatiya Janata Party, which is democratic in its functioning: PM Modi
January 23rd, 06:58 pm
Interacting with the BJP Karyakartas from five Lok Sabha constituencies in Maharashtra, PM Narendra Modi said that it is only the Bharatiya Janata Party, which is democratic in its functioning. He said that the BJP has always stood by the people despite facing political violence in several states.ତାଳଚେର ସାର କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 22nd, 04:55 pm
ମଞ୍ଚରେ ଉପସ୍ଥିତ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମହାଶୟ, ରାଜ୍ୟର ମୁଖ୍ୟମନ୍ତ୍ରୀ, ମୋର ବନ୍ଧୁ ଶ୍ରୀମାନ ନବୀନ ପଟ୍ଟନାୟକ ମହାଶୟ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସାଥୀ ଶ୍ରୀମାନ ଜୁଏଲ ଓରାମ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ସଂସଦରେ ମୋର ସାଥୀ ଶ୍ରୀ ସତପଥୀ ମହାଶୟ, ଏଠାକାର ବିଧାୟକ ବ୍ରଜକିଶୋର ପ୍ରଧାନ ମହାଶୟ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ଛତିଶଗଡ଼ରେ ପ୍ରଧାନମନ୍ତ୍ରୀ; ଜାଞ୍ଜଗୀର-ଚମ୍ପାଠାରେ କିସାନ ସମ୍ମେଳନକୁ କଲେ ସମ୍ବୋଧନ; ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପସମୂହର ଶିଳାନ୍ୟାସ
September 22nd, 04:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ ଗସ୍ତ କରିଛନ୍ତି । ଜାଞ୍ଜଗୀର-ଚମ୍ପାଠାରେ ସେ ଏକ ପାରମ୍ପରିକ ହସ୍ତତନ୍ତ ଏବଂ କୃଷି ପ୍ରଦର୍ଶନୀ ପରିଦର୍ଶନ କରିଥିଲେ । ସେ ଜାତୀୟ ରାଜପଥ ପ୍ରକଳ୍ପ ଏବଂ ପେଣ୍ଡ୍ରା-ଅନୁପ୍ପୁର ତୃତୀୟ ରେଳଲାଇନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ କଲ୍ୟାଣମୂଳକ ଯୋଜନାର ହିତାଧିକାରୀମାନଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ପ୍ରମାଣପତ୍ର ବଣ୍ଟନ କରିଥିଲେ ।ଶକ୍ତି ଓ ଖଣି ଭଳି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଗ୍ରଗତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
August 07th, 10:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଶକ୍ତି, ଅକ୍ଷୟ ଉର୍ଜା, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ, କୋଇଲା ଏବଂ ଖଣି ଭଳି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି କ୍ଷେତ୍ରର ପ୍ରଗତିକୁ ସମୀକ୍ଷା କରିଛନ୍ତି । ଦୁଇ ଘଂଟା ଧରି ଚାଲିଥିବା ସମୀକ୍ଷା ବୈଠକରେ ଭିତ୍ତିଭୂମି କ୍ଷେତ୍ର ସହିତ ସଂପୃକ୍ତ ମନ୍ତ୍ରଣାଳୟ, ନୀତି ଆୟୋଗ ଏବଂ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟର ପ୍ରମୁଖ ଅଧିକାରୀମାନେ ଯୋଗ ଦେଇଥିଲେ ।ଗ୍ରାମାଂଚଳ ବିଦ୍ୟୁତକରଣ ଏବଂ ସୌଭାଗ୍ୟ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କାଳରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 19th, 10:30 am
ଆଜି ମୋତେ ଦେଶର ସେହି 18 ହଜାର ଗାଁ’ର ବନ୍ଧୁ, ଆପଣମାନଙ୍କ ସହ ସାକ୍ଷାତ କରିବାର ସୁଯୋଗ ମିଳିଛି, ଯେଉଁଠି ପ୍ରଥମଥର ପାଇଁ ବିଦ୍ୟୁତ ସଂଯୋଗ ପ୍ରଦାନ କରାଯାଇଛି । ଅନ୍ଧକାରରେ ଶତାବ୍ଦୀ ଶତାବ୍ଦୀ ବିତିଗଲା ଏବଂ ବୋଧହୁଏ ଚିନ୍ତା ମଧ୍ୟ କରି ନ ଥିବେ ଯେ ଆପଣମାନଙ୍କ ଗାଁ କେବେ ଆଲୋକିତ ହେବ କି ନ ହେବ । ଆଜି ମୋ ପାଇଁ ଏହା ମଧ୍ୟ ଖୁସିର କଥା ଯେ ମୋତେ ଆପଣମାନଙ୍କ ଖୁସିରେ ସାମିଲ ହେବାର ସୁଯୋଗ ମିଳୁଛି ।ଗ୍ରାମାଞ୍ଚଳ ବିଦ୍ୟୁତକରଣ, ସୌଭାଗ୍ୟ ଯୋଜନାର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
July 19th, 10:30 am
2014 ମସିହା ପରେ ଦେଶବ୍ୟାପୀ ବିଦ୍ୟୁତକରଣ ହୋଇଥିବା ଗ୍ରାମଗୁଡ଼ିକର ଲୋକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ଭିଡିଓ ବ୍ରିଜ୍ କାର୍ଯ୍ୟକ୍ରମ ଜରିଆରେ ‘ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା’ – ‘ସୌଭାଗ୍ୟ’ ଯୋଜନାର ହିତାଧିକାରୀମାନଙ୍କ ସହ କଥା ହୋଇଥିଲେ । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ଶୃଙ୍ଖଳାର ଏହା ଥିଲା ଦଶମ ପର୍ଯ୍ୟାୟ ।ଆମର ସମସ୍ତ ପ୍ରୟାସର ଉଦ୍ଦେଶ୍ୟ ଏକ ନୂଆ ଭାରତ ନିର୍ମାଣ କରିବା :ଜୟପୁରରେ ପ୍ରଧାନମନ୍ତ୍ରୀ ମୋଦୀ
July 07th, 02:21 pm
ପ୍ରଧାନମନ୍ତ୍ରୀ ମୋଦୀ ରାଜସ୍ଥାନର ବିଭିନ୍ନ ସ୍ଥାନରେ 13ଟି ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ବିଜେପି ନେତୃତ୍ୱାଧୀନ ଏନଡିଏ ସରକାରଙ୍କ ଏକମାତ୍ର ଉଦ୍ଦେଶ୍ୟ ସମାବେଶୀ ବିକାଶ କରିବା । ସେ କହିଛନ୍ତି ,ଏକ ନୂଆ ଭାରତର ନିର୍ମାଣ ହେଉଛି ,ଯେଉଁଠି ଭ୍ରଷ୍ଟାଚାରକୁ ସହ୍ୟ କରାଯାଇପାରିବ ନାହିଁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ରାଜସ୍ଥାନରେ କେନ୍ଦ୍ର ଏବଂ ବିଜେପି ସରକାରଙ୍କ ଅନେକ ପଦକ୍ଷେପ ରାଜ୍ୟର ଲୋକମାନଙ୍କ ଜୀବନରେ ସକାରାତ୍ମକ ପ୍ରଭାବ ପକେଇଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଜୟପୁରଠାରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ; ଉନ୍ନୟନ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ ଓ ଜନସଭାକୁ କଲେ ସମ୍ବୋଧନ
July 07th, 02:21 pm
ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତ ସରକାର ତଥା ରାଜସ୍ଥାନ ସରକାରଙ୍କ ଦ୍ୱାରା ପ୍ରବର୍ତ୍ତିତ ହେଉଥିବା ବିଭିନ୍ନ କଲ୍ୟାଣମୂଳକ ଯୋଜନାର ରୂପାୟନ ଏବଂ ଏହାଦ୍ୱାରା ଉପକୃତ ହେଉଥିବା କେତେକ ହିତାଧିକାରୀମାନଙ୍କ ଅନୁଭୂତିର ଅଡ଼ିଓ- ଭିଜୁଆଲ ଉପସ୍ଥାପନ ଦେଖିଥିଲେ । ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ବସୁନ୍ଧରା ରାଜେ ସିନ୍ଧିଆ ଏହି ଅଡ଼ିଓ ଭିଜୁଆଲ କାର୍ଯ୍ୟକ୍ରମ ଉପସ୍ଥାପନର ପରିଚାଳନା କରିଥିଲେ । ଏହି କଲ୍ୟାଣ ଯୋଜନାମାନଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା, ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାମିଲ ।