Assam has picked up a new momentum of development: PM Modi at the foundation stone laying of Ammonia-Urea Fertilizer Project in Namrup
December 21st, 04:25 pm
In a major boost to the agricultural sector, PM Modi laid the foundation stone of Ammonia-Urea Fertilizer Project at Namrup in Assam. He highlighted the start of new industries, the creation of modern infrastructure, semiconductor manufacturing, new opportunities in agriculture, the advancement of tea gardens and their workers as well as the growing potential of tourism in Assam. The PM reiterated his commitment to preserving Assam’s identity and culture.PM Modi lays foundation stone of Ammonia-Urea Fertilizer Project of Assam Valley Fertilizer and Chemical Company Limited at Namrup, Assam
December 21st, 12:00 pm
In a major boost to the agricultural sector, PM Modi laid the foundation stone of Ammonia-Urea Fertilizer Project at Namrup in Assam. He highlighted the start of new industries, the creation of modern infrastructure, semiconductor manufacturing, new opportunities in agriculture, the advancement of tea gardens and their workers as well as the growing potential of tourism in Assam. The PM reiterated his commitment to preserving Assam’s identity and culture.ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 28th, 03:35 pm
ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 28th, 03:30 pm
28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।The energy here today, especially among the youth, says it all - ‘Phir Ek Baar, NDA Sarkar’: PM Modi in Nawada, Bihar
November 02nd, 02:15 pm
In a public rally in Nawada, PM Modi highlighted the enthusiasm among the women of Bihar whenever he visited the state. He noted that from Jeevika Didis powering the rural economy to Lakhpati Didis setting examples of self-reliance, and to Krishi Sakhis, Bank Sakhis and Namo Drone Didis, women are leading the Bihar's transformation. Urging the crowd to switch on their mobile flashlights, he gathered support for the NDAPM Modi addresses large public gatherings in Arrah and Nawada, Bihar
November 02nd, 01:45 pm
Massive crowd attended PM Modi’s rallies in Arrah and Nawada, Bihar, today. Addressing the gathering in Arrah, the PM said that when he sees the enthusiasm of the people, the resolve for a Viksit Bihar becomes even stronger. He emphasized that a Viksit Bihar is the foundation of a Viksit Bharat and explained that by a Viksit Bihar, he envisions strong industrial growth in the state and employment opportunities for the youth within Bihar itself.ମହାରାଷ୍ଟ୍ରର ମୁମ୍ୱାଇରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 08th, 03:44 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀମାନ ଆଚାର୍ଯ୍ୟ ଦେବବ୍ରତ ଜୀ, ଏଠାକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଥିବା ମୋର ସହଯୋଗୀ ରାମଦାସ ଅଠାଓ୍ୱଲେ ଜୀ, କେଆର୍ ନାଇଡୁ ଜୀ, ମୁରଳୀଧର ମୋହୋଳ ଜୀ, ମହାରାଷ୍ଟ୍ର ସରକାରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାଓ୍ୱାର ଜୀ, ଅନ୍ୟ ମନ୍ତ୍ରୀଗଣ, ଭାରତରେ ଅବସ୍ଥାପିତ ଜାପାନର ରାଷ୍ଟ୍ରଦୂତ କେଇଜି ଓନୋ ଜୀ, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ!ନଭି ମୁମ୍ବାଇର ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
October 08th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନଭି ମୁମ୍ବାଇ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରି, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଲୋକାର୍ପଣ କରିଛନ୍ତି। ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ସ୍ୱାଗତ କରି, ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ଏବେ ପାଳିତ ହୋଇଥିବା ବିଜୟା ଦଶମୀ ଏବଂ କୋଜାଗରୀ ପୂର୍ଣ୍ଣିମା ସମ୍ପର୍କରେ କହିଥିଲେ ଏବଂ ଆଗାମୀ ଦୀପାବଳି ଉତ୍ସବ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।ମଣିପୁରର ଚୁରାଚାନ୍ଦପୁରରେ ବିଭିନ୍ନ ବିକାଶମୂଳକ କାମର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 13th, 12:45 pm
ମଣିପୁରର ଏହି ମାଟି ହେଉଛି ଉତ୍ସାହ ଓ ସାହସର ମାଟି, ଏହି ପାହାଡ଼ ପର୍ବତ ହେଉଛି ପ୍ରକୃତିର ମୂଲ୍ୟବାନ ଉପହାର ଏବଂ ଏହା ସହିତ ଏହି ସବୁ ପାହାଡ଼ ପର୍ବତ ମଧ୍ୟ ହେଉଛନ୍ତି ଆପଣ ସମସ୍ତ ଲୋକଙ୍କର ଲଗାତର କଠିନ ପରିଶ୍ରମର ପ୍ରତୀକ। ମୁଁ ମଣିପୁରର ଲୋକଙ୍କ ଉତ୍ସାହକୁ ପ୍ରଣାମ କରୁଛି। ଏତେ ଜୋର୍ ବର୍ଷା ସତ୍ତ୍ୱେ ଏତେ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଛନ୍ତି, ମୁଁ ଆପଣଙ୍କର ଏହି ସ୍ନେହ ଶ୍ରଦ୍ଧା ପାଇଁ ଆପଣ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଜୋର୍ ବର୍ଷା ହେବାରୁ ମୋର ହେଲିକପ୍ଟର ଆସିପାରିଲା ନାହିଁ, ତେଣୁ ମୁଁ ସଡ଼କ ପଥରେ ଆସିବାକୁ ସ୍ଥିର କଲି। ଏବଂ ଆଜି ମୁଁ ସଡ଼କରେ ଯେଉଁ ଦୃଶ୍ୟ ଦେଖିଲି, ତ ମୋର ମନ କହିଲା ପରମାତ୍ମା ଠିକ୍ କରିଛନ୍ତି ମୋର ହେଲିକପ୍ଟର ଆଜି ଚାଲିଲା ନାହିଁ। ମୁଁ ସଡ଼କ ପଥରେ ଆସିଲି ଏବଂ ରାସ୍ତା ସାରା ହାତରେ ତ୍ରିରଙ୍ଗା ଧରି ଆବାଳ ବୃଦ୍ଧ ବନିତା ସମସ୍ତେ ଯେଉଁ ସ୍ନେହ ଶ୍ରଦ୍ଧା ଦେଇଛନ୍ତି, ଯେଉଁ ଆପଣାପଣ ଦେଖାଇଛନ୍ତି, ମୋ ଜୀବନରେ ଏହି ମୁହୂର୍ତ୍ତିକୁ ମୁଁ କେବେ ଭୁଲି ପାରିବି ନାହିଁ। ମୁଁ ନତମସ୍ତକ ହୋଇ ମଣିପୁରବାସୀଙ୍କୁ ପ୍ରଣାମ କରୁଛି।ମଣିପୁର ଚୁରାଚାନ୍ଦପୁରରେ ₹୭,୩୦୦ କୋଟିର ପ୍ରକଳ୍ପ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଣିପୁରର ଚୁରାଚାନ୍ଦପୁରରେ ୭,୩୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମଣିପୁର ମାଟି ହେଉଛି ସାହସ ଓ ଦୃଢ଼ତାର ଭୂମି ଏବଂ ମଣିପୁରର ପାହାଡ଼ଗୁଡ଼ିକ ପ୍ରକୃତିର ଏକ ଅମୂଲ୍ୟ ଉପହାର। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ପାହାଡ଼ଗୁଡ଼ିକ ଲୋକଙ୍କ ନିରନ୍ତର କଠିନ ପରିଶ୍ରମକୁ ମଧ୍ୟ ପ୍ରତିନିଧିତ୍ୱ କରୁଛି। ମଣିପୁରର ଲୋକଙ୍କ ଅଦମ୍ୟ ମନୋବଳକୁ ସଲାମ ଜଣାଇ ଶ୍ରୀ ମୋଦୀ ଏତେ ବିପୁଳ ସଂଖ୍ୟାରେ ଆସିଥିବା ଲୋକଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି ଏବଂ ସେମାନଙ୍କ ସ୍ନେହ ପାଇଁ ଧନ୍ୟବାଦ ଜଣାଇଛନ୍ତି ।ମିଜୋରାମର ବିଭିନ୍ନ ଉନ୍ନତିମୂଳକ କାମର ଶିଳାନ୍ୟାସ ଓ ଉଦଘାଟନ ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 10:30 am
ମିଜୋରାମ ରାଜ୍ୟପାଳ ଭି.କେ.ସିଂହ, ମୁଖ୍ୟମନ୍ତ୍ରୀ ଲାଲଡୁହୋମା, କେନ୍ଦ୍ର କ୍ୟାବିନେଟର ସହଯୋଗୀ ଅଶ୍ୱିନୀ ବୈଷ୍ଣବ, ମିଜୋରାମ ସରକାରଙ୍କ ମନ୍ତ୍ରୀବର୍ଗ, ସାଂସଦ, ଅନ୍ୟ ନିର୍ବାଚିତ ପ୍ରତିନିଧି ସମୂହ ଓ ମିଜୋରାମ ଜନତା ।ମିଜୋରାମର ଆଇଜଲରେ ୯,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 13th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଜୋରାମର ଆଇଜଲରେ ୯୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ରେଳ, ରାସ୍ତା, ବିଦ୍ୟୁତ୍, କ୍ରୀଡା ସମେତ ଅନେକ କ୍ଷେତ୍ରକୁ ଲାଭ ପହଞ୍ଚାଇବ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନୀଳ ପର୍ବତମାଳାର ଏହି ସୁନ୍ଦର ଭୂମିରେ ରାଜତ୍ୱ କରିଥିବା ପରମେଶ୍ୱର ପାଠିଆନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ସେ ମିଜୋରାମର ଲାଙ୍ଗପୁଇ ବିମାନବନ୍ଦରରେ ଉପସ୍ଥିତ ଥିବାରୁ ଏବଂ ଖରାପ ପାଗ ଯୋଗୁଁ ଆଇଜଲରେ ଲୋକଙ୍କୁ ଭେଟିପାରି ନଥିବାରୁ ଦୁଃଖ ପ୍ରକାଶ କରିଥିଲେ। ଏହି ପରିସ୍ଥିତି ସତ୍ତ୍ୱେ, ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଏହି ମାଧ୍ୟମରେ ମଧ୍ୟ ଲୋକଙ୍କ ପ୍ରେମ ଏବଂ ସ୍ନେହ ଅନୁଭବ କରିପାରିବେ।୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।ଉତ୍ତରାଖଣ୍ଡ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
September 11th, 06:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ସେପ୍ଟେମ୍ବର ୨୦୨୫ରେ ଡେରାଡୁନ ଗସ୍ତ କରି, ଉତ୍ତରାଖଣ୍ଡର ପ୍ରଭାବିତ ଅଞ୍ଚଳରେ ବନ୍ୟା, ବାଦଲଫଟା ବର୍ଷା ଏବଂ ଭୂସ୍ଖଳନରେ ସୃଷ୍ଟିତ କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିଛନ୍ତି।ଅଗଷ୍ଟ ୨ ତାରିଖରେ ବାରାଣସୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
July 31st, 06:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨ ତାରିଖ ପୂର୍ବାହ୍ନ ୧୧ଟା ସମୟରେ ଉତ୍ତର ପ୍ରଦେଶର ବାରାଣସୀରେ ପ୍ରାୟ ୨୨୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।ଜାତୀୟ କ୍ରୀଡ଼ା ନୀତି ୨୦୨୫କୁ କ୍ୟାବିନେଟ ମଞ୍ଜୁରି
July 01st, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଜାତୀୟ କ୍ରୀଡ଼ା ନୀତି (ଏନଏସପି)୨୦୨୫କୁ ଅନୁମୋଦନ କରାଯାଇଛି । ଦେଶର କ୍ରୀଡ଼ା ପରିଦୃଶ୍ୟରେ ବ୍ୟାପକ ପରିବର୍ତ୍ତନ ଆଣିବା ଏବଂ କ୍ରୀଡ଼ା ମାଧ୍ୟମରେ ନାଗରିକଙ୍କ ସଶକ୍ତୀକରଣ ଉଦ୍ଦେଶ୍ୟରେ ଏହି ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି ।ଝରିଆ କୋଇଲା କ୍ଷେତ୍ରରେ ଅଗ୍ନିକାଣ୍ଡ ଓ ଭୂସ୍ଖଳନ ମୁକାବିଲା ଏବଂ ପ୍ରଭାବିତ ପରିବାରର ପୁନର୍ବାସ ପାଇଁ ସଂଶୋଧିତ ଝରିଆ ମାଷ୍ଟର ପ୍ଲାନକୁ କ୍ୟାବିନେଟ ମଞ୍ଜୁରି
June 25th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍ କମିଟି ବୈଠକରେ ଝରିଆ ମାଷ୍ଟର ପ୍ଲାନକୁ ଅନୁମୋଦନ କରାଯାଇଛି । ଝରିଆ କୋଇଲା କ୍ଷେତ୍ରରେ ଅଗ୍ନିକାଣ୍ଡ ଓ ଭୂସ୍ଖଳନ ମୁକାବିଲା ଏବଂ ପ୍ରଭାବିତ ପରିବାରର ପୁନର୍ବାସ ଲାଗି ଏହି ମାଷ୍ଟର ପ୍ଲାନକୁ ମଞ୍ଜୁରି ମିଳିଛି। ସଂଶୋଧିତ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ମୋଟ ୫,୯୪୦ କୋଟି ୪୭ ଲକ୍ଷ ଟଙ୍କା ବ୍ୟୟ କରାଯିବ। ଯୋଜନା ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ ହେବା ଦ୍ୱାରା ଅଗ୍ନିକାଣ୍ଡ ଏବଂ ଭୂସ୍ଖଳନ ରୋକିବା ଏବଂ ପ୍ରଭାବିତ ପରିବାରଗୁଡ଼ିକୁ ପ୍ରାଥମିକତା ଭିତ୍ତିରେ ସବୁଠାରୁ କଷ୍ଟକର ସ୍ଥାନରୁ ନେଇ ସୁରକ୍ଷିତ ସ୍ଥାନରେ ଥଇଥାନ କରିବା ସୁନିଶ୍ଚିତ ହେବ।ପଡକାଷ୍ଟରେ ଲେକ୍ସ ଫ୍ରିଡମ୍ୟାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପର ଓଡ଼ିଆ ଅନୁବାଦ
March 16th, 11:47 pm
ମୋର ଶକ୍ତି ମୋଦୀ ହେବାରେ ନୁହେଁ; ଏହା ୧୪୦ କୋଟି ଭାରତୀୟଙ୍କ ଠାରୁ ଆସିଛି, ହଜାର ହଜାର ବର୍ଷର ଆମ ଦେଶର ସମୃଦ୍ଧ ସାଂସ୍କୃତିକ ଏବଂ ଐତିହାସିକ ପରମ୍ପରାରୁ ଆସିଛି। ଏହା ହିଁ ମୋର ପ୍ରକୃତ ଶକ୍ତି । ମୁଁ ଯେଉଁଠିକୁ ବି ଯାଏ, ମୁଁ ମୋଦୀ ଭାବେ ଯାଏ ନାହିଁ- ବେଦ ଠାରୁ ଆରମ୍ଭ କରି ବିବେକାନନ୍ଦ ପର୍ଯ୍ୟନ୍ତ ଆମ ସଭ୍ୟତାର ହଜାର ହଜାର ବର୍ଷ ପୁରୁଣା ମହାନ ପରମ୍ପରାକୁ ମୁଁ ସାଙ୍ଗରେ ନେଇ ଯାଇଥାଏ। ମୁଁ ୧୪୦ କୋଟି ଲୋକଙ୍କ ପ୍ରତିନିଧିତ୍ବ କରୁଛି, ସେମାନଙ୍କ ସ୍ୱପ୍ନ ଏବଂ ସେମାନଙ୍କ ଆକାଂକ୍ଷାକୁ ପ୍ରତିନିଧିତ୍ୱ କରୁଛି । ସେଥିପାଇଁ ଯେତେବେଳେ ମୁଁ ବିଶ୍ୱର କୌଣସି ନେତାଙ୍କ ସହ ହାତ ମିଳାଉଛି, ତାହା କେବଳ ମୋଦୀଙ୍କ ହାତ ନୁହେଁ- ଏହା ୧୪୦ କୋଟି ଭାରତୀୟଙ୍କ ହାତ। ମୋର ଶକ୍ତି ମୋର ନୁହେଁ; ଏହା ହେଉଛି ଭାରତର ଶକ୍ତି । ଯେତେବେଳେ ବି ଆମେ ଶାନ୍ତି କଥା କହୁଛୁ, ବିଶ୍ୱ ଶୁଣେ, କାରଣ ଏହା ମହାତ୍ମା ଗାନ୍ଧୀଙ୍କ ଦେଶ ବୁଦ୍ଧଙ୍କ ଭୂମି। ଆମେ ସଂଘର୍ଷକୁ ନୁହେଁ; ଆମେ ଶାନ୍ତିକୁ ସମର୍ଥନ କରୁଛୁ। ଆମେ ପ୍ରକୃତି ସହିତ ସଂଘର୍ଷ ଚାହୁଁନାହୁଁ କିମ୍ବା ଜାତି ମାନଙ୍କ ମଧ୍ୟରେ ସଂଘର୍ଷ ଚାହୁଁନାହୁଁ - ଆମେ ଏପରି ଦେଶ ଯିଏ ସହଯୋଗରେ ବିଶ୍ୱାସ କରୁ । ଶାନ୍ତି ପ୍ରତିଷ୍ଠା ଦିଗରେ ଯଦି ଆମେ କୌଣସି ପ୍ରକାର ଅବଦାନ ଦେଇପାରିବା, ତେବେ ଆମେ ସବୁବେଳେ ତାହା କରିବାକୁ ଚେଷ୍ଟା କରୁଛୁ। ମୋ ଜୀବନ ଅତ୍ୟଧିକ ଦାରିଦ୍ର୍ୟରୁ ବାହାରିଥିଲା, ତଥାପି ଆମେ କେବେ ବି ଏହା ଦ୍ୱାରା ବୋଝ ଅନୁଭବ କରିନଥିଲୁ। ସାରା ଜୀବନ ଜୋତା ପିନ୍ଧିଥିବା ବ୍ୟକ୍ତି ଯଦି ହଠାତ୍ ଏହାକୁ ହରାଇଥାନ୍ତି, ତେବେ ସେମାନେ ହୁଏତ ସଂଘର୍ଷ କରିପାରନ୍ତି। କିନ୍ତୁ ଯେଉଁମାନେ କେବେ ଜୋତା ପିନ୍ଧି ନାହାନ୍ତି, ସେମାନଙ୍କ ପାଇଁ ଏଥିରୁ ବଞ୍ଚିତ ହେବାର କୌଣସି ଭାବନା ନଥାଏ- ଆମେ କେବଳ ସେମାନଙ୍କ ଭଳି ଜୀବନ ଅତିବାହିତ କରୁଛୁ।ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ୍ମ୍ୟାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତକାର
March 16th, 05:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ପଡ୍କାଷ୍ଟରେ ଲେକ୍ସ ଫ୍ରିଡ଼ମ୍ୟାନଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ମନଖୋଲା ଆଲୋଚନାରେ କାହିଁକି ସେ ଉପବାସ କରନ୍ତି ଓ ଉପବାସ କରିବାରେ କିପରି ସକ୍ଷମ ହୁଅନ୍ତି ବୋଲି ପ୍ରଶ୍ନ କରାଯିବାରୁ ଉପବାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରତି ସମ୍ମାନ ଭାବେ ଗ୍ରହଣ କରିଥିବାରୁ ଲେକ୍ସ ଫ୍ରିଡମ୍ୟାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଥିଲେ ପ୍ରଧାନମନ୍ତ୍ରୀ। ଶ୍ରୀ ମୋଦୀ କହିଥିଲେ, ଭାରତରେ ଧାର୍ମିକ ପରମ୍ପରା ଦୈନନ୍ଦିନ ଜୀବନ ସହିତ ଓତଃପ୍ରୋତ ଭାବେ ଜଡ଼ିତ। ଭାରତର ସୁପ୍ରିମକୋର୍ଟଙ୍କ ବ୍ୟାଖ୍ୟା ଅନୁସାରେ ହିନ୍ଦୁ ଧର୍ମ କେବଳ ଧାର୍ମିକ ବିଧି ବିଧାନ ନୁହେଁ। ବରଂ ଏହା ହେଉଛି ମଣିଷ ଜୀବନକୁ ପଥ ପ୍ରଦର୍ଶନ କରୁଥିବା ଏକ ଦର୍ଶନ। ସେ କହିଥିଲେ ଯେ, ଶୃଙ୍ଖଳିତ ଜୀବନ ପାଇଁ ଉପବାସ ହେଉଛି ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏହା ଜଣକର ଅନ୍ତଃ ଓ ବାହ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା କରିଥାଏ। ପ୍ରଧାନମନ୍ତ୍ରୀ କହିଥିଲେ, ଉପବାସ ଜଣକର ଇନ୍ଦ୍ରିୟଗୁଡ଼ିକୁ ଆହୁରି ଶକ୍ତିଶାଳୀ କରିଥାଏ, ସେମାନଙ୍କୁ ଆହୁରି ସମ୍ବେଦନଶୀଳ ଓ ସଚେତନ କରିଥାଏ। ସେ ନିଜ ଅନୁଭବରୁ କହିଥିଲେ ଯେ, ଉପବାସ ସମୟରେ କୌଣସି ଟିକିଏ ସୂକ୍ଷ୍ମ କଥାକୁ ମଧ୍ୟ ଜଣେ ସ୍ପଷ୍ଟ ଭାବେ ମନେ ରଖିପାରେ। ସେ ଆହୁରି କହିଥିଲେ, ଚିନ୍ତନ ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରିଥାଏ ଉପବାସ। ଏହା ନୂଆ ଦୃଷ୍ଟିକୋଣ ପ୍ରଦାନ କରିବା ସହିତ ଅଭିନବ ଚିନ୍ତନ ପ୍ରକ୍ରିୟାକୁ ପ୍ରୋତ୍ସାହିତ କରିଥାଏ। ଶ୍ରୀ ମୋଦୀ ସ୍ପଷ୍ଟ କରିଥିଲେ ଯେ, କେବଳ ଖାଦ୍ୟ ନ ଖାଇବା ଉପବାସ ନୁହେଁ, ଏହା ହେଉଛି ପ୍ରସ୍ତୁତି ଓ ବିଶୁଦ୍ଧିକରଣର ଏକ ବୈଜ୍ଞାନିକ ପ୍ରକ୍ରିୟା। ସେ କହିଥିଲେ ଯେ, ଉପବାସ କରିବା ପୂର୍ବରୁ ବେଶ୍ କିଛି ଦିନ ଆୟୁର୍ବେଦିକ୍ ଓ ଯୋଗ ଜରିଆରେ ସେ ନିଜ ଶରୀରକୁ ଉପବାସ ପାଇଁ ପ୍ରସ୍ତୁତ କରନ୍ତି। ଏହି ସମୟରେ ନିୟମିତ ଓ ପର୍ଯ୍ୟାପ୍ତ ଭାବେ ପାଣି ପିଇବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଉପବାସ ଆରମ୍ଭ ହେବା ମାତ୍ରେ ଏହାକୁ ସେ ସମର୍ପଣ ଓ ଆତ୍ମଶୃଙ୍ଖଳା ଏକ କାମ ବୋଲି ବିଚାର କରନ୍ତି। ଏହା ସହିତ ଗଭୀର ଆତ୍ମଚିନ୍ତନ ଓ ଧ୍ୟାନକୁ ଗୁରୁତ୍ୱ ଦିଅନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପବାସ କରିବାର ଏହି ଅଭ୍ୟାସ ତାଙ୍କର ନିଜ ଜୀବନର ଏକ ଘଟଣାରୁ ଆରମ୍ଭ ହୋଇଥିଲା। ସ୍କୁଲରେ ପଢୁଥିବା ବେଳେ ମହାତ୍ମା ଗାନ୍ଧିଙ୍କ ପ୍ରେରଣାରୁ ହୋଇଥିବା ଏକ ଅଭିଯାନରୁ ଏହା ଆରମ୍ଭ ହୋଇଥିଲା। ଯେତେବେଳେ ସେ ପ୍ରଥମ ଥର ଉପବାସ କରିଥିଲେ, ତାଙ୍କ ଶରୀରରେ ଅଧିକ ଶକ୍ତି ଓ ଚେତନା ଆସିଥିବାର ସେ ଅନୁଭବ କରିଥିଲେ। ଏଥିରୁ ସେ ନିଶ୍ଚିତ ହେଲେ ଯେ, ଉପବାସର ଏକ ବଡ଼ ପରିବର୍ତ୍ତନକାରୀ ଶକ୍ତି ଅଛି। ସେ ଉଲ୍ଲେଖ କରିଥିଲେ, ଉପବାସ ତାଙ୍କୁ ମାନ୍ଦା କରିନଥାଏ, ବରଂ ଏହା ତାଙ୍କ କାର୍ଯ୍ୟଦକ୍ଷତାକୁ ଆହୁରି ବୃଦ୍ଧି କରିଥାଏ। ଉପବାସ ସମୟରେ ତାଙ୍କ ମନକୁ ସ୍ୱତଃପ୍ରବୃତ୍ତ ଭାବେ ସକରାତ୍ମକ ଚିନ୍ତନ ଓ ସୃଜନଶୀଳତା ଆପେ ଆପେ ଆସିଥାଏ। ନିଜକୁ ପରିପ୍ରକାଶ କରିବାରେ ଏହା ଏକ ଅତୁଳନୀୟ ଅନୁଭବ ପ୍ରଦାନ କରିଥାଏ ବୋଲି କହିଥିଲେ ପ୍ରଧାନମନ୍ତ୍ରୀ।ଉତ୍ତରାଖଣ୍ଡର ହରସିଲଠାରେ ଶୀତକାଳୀନ ପର୍ଯ୍ୟଟନ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 06th, 02:07 pm
ଏଠାର ସାମର୍ଥ୍ୟ ମୁଖ୍ୟମନ୍ତ୍ରୀ, ମୋର ଛୋଟ ଭାଇ ପୁଷ୍କର ସିଂହ ଧାମୀ ଜୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଜୟ ଟମ୍ଟା ଜୀ, ରାଜ୍ୟ ମନ୍ତ୍ରୀ ସତପାଲ ମହାରାଜ ଜୀ, ସଂସଦରେ ମୋର ସାଥି ଏବଂ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମହେନ୍ଦ୍ର ଭଟ୍ଟ ଜୀ, ସଂସଦରେ ମୋର ସହଯୋଗୀ ମାଲା ରାଜ୍ୟ ଲକ୍ଷ୍ମୀ ଜୀ, ବିଧାୟକ ସୁରେଶ ଚୌହାନ ଜୀ, ସମସ୍ତ ଗଣ୍ୟମାନ୍ୟ ବ୍ୟକ୍ତି, ଭାଇ ଓ ଭଉଣୀମାନେ।