Maharashtra will lead the vision of a ’Viksit Bharat’, and the BJP and Mahayuti are working with this commitment: PM in Panvel
November 14th, 02:50 pm
At rally in Panvel, PM Modi highlighted the region's rich marine resources and outlined government efforts to empower the coastal economy. He mentioned initiatives such as the introduction of modern boats and navigation systems, along with the PM Matsya Sampada Yojana, which provided thousands of crores in assistance to fishermen. The government also linked fish farmers to the Kisan Credit Card and launched schemes for the Mahadev Koli and Agari communities. He added that ₹450 crore was being invested to develop three new ports in Konkan, which would further boost fishermen's incomes and support the Blue Economy.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.ଜର୍ମାନୀ ଚାନସେଲରଙ୍କ ସହିତ ସଂଯୁକ୍ତ ପ୍ରେସ୍ ବାର୍ତ୍ତାରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବକ୍ତବ୍ୟ
October 25th, 01:50 pm
ପ୍ରଥମେ ମୁଁ ଚାନସେଲର ସୋଲଜ ଏବଂ ତାଙ୍କ ପ୍ରତିନିଧି ଦଳଙ୍କୁ ଭାରତରେ ସ୍ୱାଗତ କରୁଛି । ମୁଁ ଖୁସିଯେ ବିଗତ ଦୁଇ ବର୍ଷ ମଧ୍ୟରେ ତୃତୀୟ ଥର ପାଇଁ ଆପଣଙ୍କୁ ଭାରତରେ ସ୍ୱାଗତ କରିବାର ସୁଯୋଗ ପାଇଛି ।ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଭାଷଣ
October 25th, 01:00 pm
ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ ବୈଠକରେ ଆପଣଙ୍କୁ ଏବଂ ଆପଣଙ୍କ ପ୍ରତିନିଧି ଦଳକୁ ସ୍ୱାଗତ ।Today India is working in every sector, in every area with unprecedented speed: PM at NDTV World Summit
October 21st, 10:25 am
Prime Minister Narendra Modi addressed the NDTV World Summit 2024. “Today, India is working in every sector and area with unprecedented speed”, the Prime Minister said. Noting the completion of 125 days of the third term of the government, PM Modi threw light on the work done in the country.ନୂଆଦିଲ୍ଲୀରେ ଏନଡିଟିଭି ବିଶ୍ୱ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 21st, 10:16 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୪ କୁ ସମ୍ବୋଧିତ କରିଛନ୍ତି। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରିବା ସହ ଏହି ସମ୍ମିଳନୀରେ ବହୁ ପ୍ରସଙ୍ଗ ଉପରେ ଆଲୋଚନା ହେବ ବୋଲି କହିଥିଲେ। ବିଭିନ୍ନ କ୍ଷେତ୍ରରୁ ବିଶ୍ୱସ୍ତରୀୟ ନେତାଙ୍କ ଉପସ୍ଥିତିକୁ ମଧ୍ୟ ସେ ସ୍ୱୀକାର କରିଥିଲେ, ଯେଉଁମାନେ ସେମାନଙ୍କର ମତ ରଖିବେ।ଆଇଟିୟୁ-ବିଶ୍ୱ ଦୂରସଂଚାର ମାନକୀକରଣ ସଭା ୨୦୨୪ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 15th, 10:05 am
ମନ୍ତ୍ରିମଣ୍ଡଳର ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଚନ୍ଦ୍ରଶେଖର, ଆଇଟିୟୁର ମହାସଚିବ, ବିଭିନ୍ନ ଦେଶର ମନ୍ତ୍ରୀଗଣ, ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ସମସ୍ତ ମନ୍ତ୍ରୀଗଣ, ଶିଳ୍ପନେତାଗଣ, ଟେଲିକମ୍ ବିଶେଷଜ୍ଞ, ଷ୍ଟାର୍ଟଅପ୍ ଦୁନିଆର ମୋର ପ୍ରିୟ ଯୁବକଗଣ, ଦେଶ ଓ ବିଶ୍ୱରୁ ଆସିଥିବା ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଓ ଭଦ୍ରବ୍ୟକ୍ତି ମାନେ ।ନୂଆଦିଲ୍ଲୀରେ ଆଇଟିୟୁ ବିଶ୍ୱ ଦୂରସଞ୍ଚାର ମାନକୀକରଣ ସମାବେଶ ୨୦୨୪ କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 15th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆନ୍ତର୍ଜାତିକ ଦୂରସଞ୍ଚାର ସଂଘ - ବିଶ୍ୱ ଦୂରସଞ୍ଚାର ମାନକ ସମାବେଶ (ଡବ୍ଲୁଟିଏସଏ) ୨୦୨୪କୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଶ୍ରୀ ମୋଦୀ ଇଣ୍ଡିଆ ମୋବାଇଲ୍ କଂଗ୍ରେସର ଅଷ୍ଟମ ସଂସ୍କରଣକୁ ମଧ୍ୟ ଉଦଘାଟନ କରିଥିଲେ। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ।ତୃତୀୟ କୌଟିଲ୍ୟ ଅର୍ଥନୀତି ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 07:45 pm
ଯେତେବେଳେ ବିଶ୍ୱର ଦୁଇଟି ପ୍ରମୁଖ ଅଞ୍ଚଳ ଯୁଦ୍ଧ ସ୍ଥିତିରେ ଅଛି । ଚଳିତ ଥର ଏହି କନ୍କ୍ଲେଭ୍ ଏମିତି ସମୟରେ ଆୟୋଜନ କରାଯାଉଛି, ଏହି ଦୁଇଟି ଅଞ୍ଚଳ ବିଶ୍ୱ ଅର୍ଥନୀତି ପାଇଁ ବିଶେଷ ଶକ୍ତି ନିରାପତ୍ତା ଦୃଷ୍ଟିରୁ ବହୁତ ଗୁରୁତ୍ୱପୂର୍ଣ୍ଣ । ଏଭଳି ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ଅନିଶ୍ଚିତତା ମଧ୍ୟରେ ଆମେ ଏଠାରେ ‘ଭାରତୀୟ ଯୁଗ' ବିଷୟରେ ଆଲୋଚନା କରିବା ପାଇଁ ଏକାଠି ହୋଇଛୁ । ଏହା ଦର୍ଶାଉଛି ଯେ ଆଜି ଭାରତ ଉପରେ ବିଶ୍ୱାସ କିଛି ଅଲଗା ରହିଛି.... ଏହା ଦର୍ଶାଉଛି ଯେ ଆଜି ଭାରତର ଆତ୍ମବିଶ୍ୱାସ କିଛି ବିଶେଷ ଅଛି ।ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭର ତୃତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ଭାଗିଦାରୀରେ ଇନଷ୍ଟିଚ୍ୟୁଟ୍ ଅଫ୍ ଇକୋନୋମିକ୍ ଗ୍ରୋଥ୍ ପକ୍ଷରୁ ଆୟୋଜିତ ଏହି କୌଟିଲ୍ୟ ଇକୋନୋମିକ୍ କନକ୍ଲେଭ୍ ସବୁଜ ପରିବର୍ତ୍ତନ, ଭୂ-ଅର୍ଥନୈତିକ ବିଭାଜନ ଏବଂ ଅଭିବୃଦ୍ଧି ଉପରେ ପ୍ରଭାବ ଏବଂ ସ୍ଥିରତା ବଜାୟ ରଖିବା ପାଇଁ ନୀତିଗତ କାର୍ଯ୍ୟର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେବ।ପ୍ରଧାନମନ୍ତ୍ରୀ ଟାଟା ସନ୍ସ ଏବଂ ପିଏସଏମସି ଲିଡରସିପ୍ ଟିମଙ୍କୁ ଭେଟିଲେ
September 26th, 08:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟାଟା ସନ୍ସ ଏବଂ ପିଏସଏମସି ଲିଡରସିପ ଟିମଙ୍କୁ ଭେଟିଛନ୍ତି । ଭାରତରେ ସେମିକଣ୍ଡକ୍ଟର ନିର୍ମାଣ ପ୍ରକଳ୍ପର ଅଗ୍ରଗତିକୁ ଆଲୋଚନାରେ ଗୁରୁତ୍ୱ ଦିଆଯାଇଥିଲା । ଭାରତରେ ତାର କାରବାରର ବିସ୍ତାର ପାଇଁ ପିଏସଏମସି ଇଚ୍ଛା ପ୍ରକାଶ କରିଥିଲା ।Science for Self-Reliance is our mantra: PM Modi
September 26th, 05:15 pm
PM Modi dedicated to the nation three PARAM Rudra Supercomputers worth around Rs 130 crore. Developed indigenously under the National Supercomputing Mission, these supercomputers have been deployed in Pune, Delhi and Kolkata to facilitate pioneering scientific research. The PM also inaugurated a High-Performance Computing system tailored for weather and climate research.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ କଲେ ସମର୍ପିତ
September 26th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ପ୍ରାୟ ୧୩୦ କୋଟି ଟଙ୍କା ମୂଲ୍ୟର ତିନୋଟି ପରମ ରୁଦ୍ର ସୁପର କମ୍ପ୍ୟୁଟରକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଜାତୀୟ ସୁପରକମ୍ପ୍ୟୁଟିଂ ମିଶନ (ଏନଏସଏମ) ଅଧୀନରେ ସ୍ୱଦେଶୀ ଜ୍ଞାନକୌଶଳରେ ବିକଶିତ ଏହି ସୁପର କମ୍ପ୍ୟୁଟରକୁ ପୁଣେ, ଦିଲ୍ଲୀ ଏବଂ କୋଲକାତାରେ ସ୍ଥାପିତ କରାଯାଇ ବୈଜ୍ଞାନିକ ଗବେଷଣାର ସୁବିଧା ପାଇଁ ନିୟୋଜିତ କରାଯାଇଛି । ପ୍ରଧାନମନ୍ତ୍ରୀ ପାଣିପାଗ ଏବଂ ଜଳବାୟୁ ଗବେଷଣା ପାଇଁ ପ୍ରସ୍ତୁତ ଏକ ହାଇ ପରଫର୍ମାନ୍ସ କମ୍ପ୍ୟୁଟିଂ (ଏଚପିସି) ପ୍ରଣାଳୀର ଉଦଘାଟନ କରିଛନ୍ତି ।PM Modi attends the CEOs Roundtable
September 23rd, 06:20 am
PM Modi interacted with technology industry leaders in New York. The PM highlighted the economic transformation happening in India, particularly in electronics and information technology manufacturing, semiconductors, biotech and green development. The CEOs expressed their strong interest in investing and collaborating with India.ଆମେରିକାର ନ୍ୟୁୟର୍କରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 10:00 pm
ନମସ୍କାର ଆମେରିକା ! ବର୍ତ୍ତମାନ ମୋର ‘ନମସ୍ତେ’ ମଧ୍ୟ ବିଶ୍ୱସ୍ତରୀୟ ହୋଇଯାଇଛି, ସ୍ଥାନୀୟ ଠାରୁ ଆରମ୍ଭ କରି ବିଶ୍ୱସ୍ତରରେ ପରିଣତ ହୋଇଯାଇଛି, ଏବଂ ଏସବୁ ଆପଣମାନେ କରିଛନ୍ତି । ଭାରତକୁ ନିଜ ହୃଦୟରେ ସ୍ଥାନ ଦେଇଥିବା ପ୍ରତ୍ୟେକ ଭାରତୀୟ ଏହା କରିଛନ୍ତି।ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ
September 22nd, 09:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନ୍ୟୁୟର୍କର ଲଙ୍ଗ ଆଇଲ୍ୟାଣ୍ଡରେ ଆୟୋଜିତ କାର୍ଯ୍ୟକ୍ରମରେ ଏକ ବିଶାଳ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ୧୫ ହଜାରରୁ ଅଧିକ ଲୋକ ଯୋଗ ଦେଇଥିଲେ।ୱିଲିମଙ୍ଗଟନ୍, ଡେଲାୱେୟାରଠାରେ ଷଷ୍ଠ କ୍ୱାଡ୍ ନେତୃବୃନ୍ଦଙ୍କ ସମ୍ମିଳନୀରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
September 22nd, 05:21 am
୨୧ ସେପ୍ଟେମ୍ବର ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୱିଲିମଙ୍ଗଟନ୍ , ଡେଲୱେୟାରଠାରେ ଅନୁଷ୍ଠିତ ଷଷ୍ଠ କ୍ୱାଡ୍ ନେତୃବୃନ୍ଦଙ୍କ ଶିଖର ସମ୍ମିଳନୀରେ ଯୋଗ ଦେଇଛନ୍ତି । ଯୁକ୍ତରାଷ୍ଟ୍ର ଆମେରିକାର ପ୍ରଧାନମନ୍ତ୍ରୀ ଶ୍ରୀ ଯୋଶେଫ ଆର. ବାଇଡେନଙ୍କ ଦ୍ୱାରା ଆହୂତ ଏହି ସମ୍ମିଳନୀରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆନ୍ଥୋନି ଆଲବାନିଜ ଓ ଜାପାନ ପ୍ରଧାନମନ୍ତ୍ରୀ ଶ୍ରୀ ଫୁମିଓ କିସିଦା ଉପସ୍ଥିତ ଥିଲେ ।ସେପ୍ଟେମ୍ବର 21 ରୁ 23 ପର୍ଯ୍ୟନ୍ତ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ
September 19th, 03:07 pm
ସେପ୍ଟେମ୍ବର 21 ରୁ 23 ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀ ଆମେରିକା ଗସ୍ତରେ ଯିବେ । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଡେଲାୱେରର ୱିଲ୍ମିଙ୍ଗଟନରେ ଚତୁର୍ଥ କ୍ୱାଡ୍ ଲିଡର୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବେ । ସେପ୍ଟେମ୍ବର 23 ରେ ପ୍ରଧାନମନ୍ତ୍ରୀ ନ୍ୟୁୟର୍କରେ ଜାତିସଂଘ ସାଧାରଣ ସଭାରେ 'ସମିଟ୍ ଅଫ୍ ଦି ଫ୍ୟୁଚର' କୁ ସମ୍ବୋଧିତ କରିବେ ।ଗୁଜରାଟର ଅହମ୍ମଦାବାଦରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦ୍ଘାଟନ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 04:30 pm
ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ , ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ସିଆର ପାଟିଲ, ଏହି କାର୍ଯ୍ୟକ୍ରମ ସହ ଜଡିତ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସମସ୍ତ ରାଜ୍ୟପାଳ, ଉପମୁଖ୍ୟମନ୍ତ୍ରୀ , ସାଂସଦ, ବିଧାୟକ, ଅନ୍ୟ ଜନପ୍ରତିନିଧି ଏବଂ ବହୁ ସଂଖ୍ୟାରେ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀ ମାନେ ।ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 04:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅହମ୍ମଦାବାଦଠାରେ ୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳବାଇ, ସଡ଼କ, ଶକ୍ତି, ଗୃହ ନିର୍ମାଣ ଏବଂ ଆର୍ଥିକ କ୍ଷେତ୍ରର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ | ଏହା ପୂର୍ବରୁ ଶ୍ରୀ ମୋଦୀ ଅହମ୍ମଦାବାଦ ଏବଂ ଭୁଜ ମଧ୍ୟରେ ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳକୁ ଉଦଘାଟନ କରିଥିଲେ | ନାଗପୁରରୁ ସିକନ୍ଦରାବାଦ, କୋହ୍ଲାପୁରରୁ ପୁଣେ, ଆଗ୍ରା କ୍ୟାଣ୍ଟରୁ ବନାରସ, ଦୁର୍ଗରୁ ବିଶାଖାପାଟଣା, ପୁଣେରୁ ହୁବଲି ଏବଂ ବାରଣାସୀରୁ ଦିଲ୍ଲୀ ପର୍ଯ୍ୟନ୍ତ ପ୍ରଥମ ୨୦ ବଗି ବିଶିଷ୍ଟ ବନ୍ଦେ ଭାରତ ଟ୍ରେନ୍ କୁ ସେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହାବ୍ୟତୀତ ସେ ଅନ୍ତର୍ଜାତୀୟ ଆର୍ଥିକ ସେବା କେନ୍ଦ୍ର ପ୍ରାଧିକରଣର ସିଙ୍ଗଲ ୱିଣ୍ଡୋ ଆଇଟି ସିଷ୍ଟମ (ଏସଡବ୍ଲ୍ୟୁଆଇଟିଏସ)ର ଶୁଭାରମ୍ଭ କରିଥିଲେ।