List of Highest Civilian Honours and International Awards Bestowed on PM Modi

May 22nd, 12:14 pm

Prime Minister Narendra Modi has been conferred highest civilian honours by several nations. These recognitions are a reflection of PM Modi’s leadership and vision which has strengthened India’s emergence on the global stage. It also reflects India’s growing ties with countries around the world.

PM donates 21 lakh rupees from his personal savings for welfare of sanitation workers

March 06th, 12:05 pm

Prime Minister Narendra Modi today donated Rs. 21 lakh from his personal savings to the corpus fund for the welfare of sanitation workers of Kumbh Mela.

India is making rapid strides towards becoming an open defecation free nation: PM Modi

February 24th, 04:31 pm

PM Narendra Modi took a dip at the Sangam and offered prayers during his visit to Prayagraj in Uttar Pradesh. PM Modi also felicitated Swachhagrahis, security personnel and fire department personnel for their dedicated services in the Kumbh Mela. In a unique and heart-touching gesture, PM Modi cleansed the sanitation workers’ feet.

ପ୍ରୟାଗରାଜରେ ସ୍ୱଚ୍ଛ କୁମ୍ଭ, ସ୍ୱଚ୍ଛ ଆଭାର କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

February 24th, 04:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରୟାଗରାଜରେ ସ୍ୱଚ୍ଛ କୁମ୍ଭ, ସ୍ୱଚ୍ଛ ଆଭାର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ।

ସିଓଲ ଶାନ୍ତି ପୁରସ୍କାର ଗ୍ରହଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

February 22nd, 10:55 am

ସିଓଲ ଶାନ୍ତି ପୁରସ୍କାର ପାଇ ମୁଁ ନିଜକୁ ଗଭୀର ଭାବେ ଗୌରବାନ୍ୱିତ ମନେ କରୁଛି । ମୋର ବିଶ୍ୱାସ ଯେ ଏହି ପୁରସ୍କାର ବ୍ୟକ୍ତିଗତ ଭାବେ କେବଳ ମୋର ନୁହେଁ, ବରଂ ଭାରତର ଜନସାଧାରଣଙ୍କର । ଏହି ପୁରସ୍କାରର ଶ୍ରେୟ 130 କୋଟି ଭାରତୀୟଙ୍କ ଶକ୍ତି ଏବଂ ଦକ୍ଷତା ଦ୍ୱାରା ଶକ୍ତିଶାଳୀ ହୋଇ ଗତ ପାଞ୍ଚବର୍ଷରୁ କମ ସମୟ ମଧ୍ୟରେ ଭାରତ ହାସଲ କରିଥିବା ଉପଲବ୍ଧିକୁ ଯାଉଛି ଏବଂ ତେଣୁ, ସେମାନଙ୍କ ପକ୍ଷରୁ, ମୁଁ ଉଦାରତାର ସହ ଏହି ପୁରସ୍କାର ଗ୍ରହଣ କରୁଛି ଏବଂ ମୋର କୃତଜ୍ଞତା ବ୍ୟକ୍ତ କରୁଛି ।

କୋରିଆ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି

February 22nd, 08:42 am

କୋରିଆ ଆସିବା ପାଇଁ ନିମନ୍ତ୍ରଣ କରିଥିବାରୁ ଏବଂ ବହୁ ଆଡମ୍ବର ସହ ସ୍ୱାଗତ କରିଥିବାରୁ ମୁଁ ରାଷ୍ଟ୍ରପତି ମୁନଙ୍କୁ ହୃଦୟରୁ ଜ୍ଞୃତଜ୍ଞତା ଜଣାଉଛି । ମୁଁ ପୂର୍ବରୁ ମଧ୍ୟ ଅନେକ ବାର କହିଛି ଏବଂ ଯେତେବେଳେ ମୁଁ ପ୍ରଧାନମନ୍ତ୍ରୀ ହୋଇନଥିଲି, ସେତେବେଳେ ମୁଁ ଭାବୁଥିଲି ଯେ ଭାରତର ବିକାଶ ପାଇଁ, କୋରିଆର ମଡେଲ ବୋଧହୁଏ ସବୁଠାରୁ ଅଧିକ ଅନୁକରଣୀୟ । କୋରିଆର ପ୍ରଗତି ଭାରତ ପାଇଁ ପ୍ରେରଣାର ଉତ୍ସ ଏବଂ ଏଥିପାଇଁ, କୋରିଆ ଯାତ୍ରା କରିବା ମୋ ପାଇଁ ସର୍ବଦା ଖୁସିର ବିଷୟ ।

ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ବାର୍ତ୍ତାଳାପ

November 02nd, 07:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ମିଃ. ଜିମ ୟଙ୍ଗ କିମଙ୍କଠାରୁ ଏକ ଟେଲିଫୋନ କଲ ପାଇଥିଲେ ।

“ମେଁ ନହିଁ ହମ୍” ପୋର୍ଟାଲ ଓ ଆପର ଶୁଭାରମ୍ଭ; ସେଲ୍ଫ4ସୋସାଇଟି ମାଧ୍ୟମରେ ଆଇଟି ପେଶାଦାରଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 24th, 03:15 pm

ମନ୍ତ୍ରୀ ପରିଷଦର ମୋର ସାଥୀଗଣ, ଭାରତର ଔଦ୍ୟୋଗିକ ଜୀବନକୁ ଗତି ପ୍ରଦାନ କରିଥିବା ଆଇଟି ପ୍ରଫେସନକୁ ବଳ ଦେଇଥିବା ସମସ୍ତ ଅନୁଭବୀ ମହାନୁଭବଗଣ ଏବଂ ଆଇଟି କ୍ଷେତ୍ରରେ ଯୋଡ଼ିହୋଇ ରହିଥିବା ଆମର ଯୁବପିଢ଼ି, ଗ୍ରାମାଞ୍ଚଳରେ ସିଏସସି ସେଣ୍ଟରରେ ବସିରହି ଢ଼େର ଆଶାର ସହ ନିଜର ସ୍ୱପ୍ନକୁ ସଜାଉଥିବା ଆମର ସ୍କୁଲ କଲେଜର ଛାତ୍ରଛାତ୍ରୀଗଣ, ଆଇଆଇଟି ସମେତ ଅନେକ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥୀଗଣ, ମୋ ପାଇଁ ଏହା ଖୁସିର କଥା ଯେ ଏହା ମୋର ସବୁଠାରୁ ପ୍ରିୟ କାର୍ଯ୍ୟ ଓ ଏହିଭଳି କାର୍ଯ୍ୟକ୍ରମରେ ଯୋଗ ଦେବାଲାଗି ଏବଂ ଆପଣମାନଙ୍କ ଗହଣରେ ସାମିଲ ହେବା ସକାଶେ ମୋତେ ଆଜି ସୁଯୋଗ ମିଳିଛି ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା “ମୈଁ ନହିଁ ହମ” ପୋର୍ଟାଲ ଓ ଆପ୍‌ର ଶୁଭାରମ୍ଭ; ଆଇଟି ଏବଂ ଇଲେକ୍ଟ୍ରୋନିକ ବିନିର୍ମାତା ପେଶାଦାରଙ୍କ ସହ ଭାବ ବିନିମୟ

October 24th, 03:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ “ମୈଁ ନେହିଁ ହମ” ପୋର୍ଟାଲ ଓ ଆପ୍‌ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ ଆଇଟି ଏବଂ ଇଲେକ୍ଟ୍ରୋନିକ୍‌ ବିନିର୍ମାଣକାରୀ ପେଶାଦାରଙ୍କ ସହ ଭାବ ବିନିମୟ କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସିଓଲ ଶାନ୍ତି ପୁରସ୍କାର-2018

October 24th, 10:07 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ 2018 ସିଓଲ ଶାନ୍ତି ପୁରସ୍କାରରେ ସମ୍ମାନିତ କରାଯିବା ଲାଗି ସିଓଲ ଶାନ୍ତି ପୁରସ୍କାର କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଅନ୍ତର୍ଜାତୀୟ ସହଯୋଗ ଓ ବିଶ୍ୱ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ତାଙ୍କ ଯୋଗଦାନ, ଦ୍ରୁତ ଅଭିବୃଦ୍ଧିଶୀଳ ଭାରତୀୟ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହନ ଦେଇ ମାନବୀୟ ବିକାଶକୁ ତ୍ୱରାନ୍ୱିତ କରିବା ଏବଂ ଦୁର୍ନୀତି ନିରୋଧୀ ତଥା ସାମାଜିକ ସଂହତି ପ୍ରୟାସ ଜରିଆରେ ଗଣତନ୍ତ୍ରର ବିକାଶକୁ ଆଗେଇ ନେବା ଦିଗରେ ସମର୍ପିତ ପ୍ରୟାସ ଲାଗି ତାଙ୍କୁ ଏହି ପୁରସ୍କାରରେ ସମ୍ମାନିତ କରାଯିବ ।