ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀଙ୍କ ସହ ଏସଜିପିସି ପ୍ରତିନିଧି ଦଳ

June 08th, 12:42 pm

କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀମତୀ ହରସିମରତ କୌର ବାଦଲଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଏହି ପ୍ରତିନିଧି ଦଳରେ ମଧ୍ୟ ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟିର ସଦସ୍ୟ ସାମିଲ ଥିଲେ ।