Shahjahanpur & its surrounding areas are witnessing significant development today: PM Modi at Shahjahanpur

April 25th, 01:10 pm

In anticipation of the 2024 Lok Sabha Elections, Prime Minister Narendra Modi delivered stirring addresses to massive crowds in Shahjahanpur in Uttar Pradesh. Amidst an outpouring of affection and respect, PM Modi unveiled a transparent vision for a Viksit Uttar Pradesh and a Viksit Bharat. The PM exposed the harsh realities of the Opposition’s trickery and their “loot system”.

This election is to free country from mentality of 1000 years of slavery: PM in Aonla

April 25th, 01:07 pm

In the Aonla rally, PM Modi continued to criticize the opposition, whether it be the Congress or the Samajwadi Party, stating that they only think about their own families. He said, “For these people, their family is everything, and they do not care about anyone else. In Uttar Pradesh, the Samajwadi Party did not find a single Yadav outside their family to whom they could give a ticket. Whether it's Badaun, Mainpuri, Kannauj, Azamgarh, Firozabad, everywhere, tickets have been given only to members of the same family. Such people will always prioritize the welfare of their own family, and for them, anyone outside their family holds no significance.”

PM Modi captivates massive audiences at vibrant public gatherings in Agra, Aonla & Shahjahanpur, Uttar Pradesh

April 25th, 12:45 pm

In anticipation of the 2024 Lok Sabha Elections, Prime Minister Narendra Modi delivered stirring addresses to massive crowds in Agra, Aonla and Shahjahanpur in Uttar Pradesh. Amidst an outpouring of affection and respect, PM Modi unveiled a transparent vision for a Viksit Uttar Pradesh and a Viksit Bharat. The PM exposed the harsh realities of the Opposition’s trickery and their “loot system”.

ଉତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସ-ୱେର ଭିତି ପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 18th, 06:20 pm

ଶ୍ରୀ ବାବା ବିଶ୍ୱନାଥ ଉତର ଭଗବାନ ପରଶୁରାମଙ୍କ ଚରଣରେ ମୋର ପ୍ରଣାମ। ଜୟ ଗଙ୍ଗା ମାତା କୀ। ହର ହର ଗଙ୍ଗେ। ଉତର ପ୍ରଦେଶର ଦ୍ରୁତ ଗତିଶୀଳ ଏବଂ ଉର୍ଜ୍ଜାବାନ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ବି.ଏଲ ବର୍ମା ମହାଶୟ, ସଂସଦରେ ମୋର ସହଯୋଗୀ ସନ୍ତୋଷ ଗଙ୍ଗୱାର ମହାଶୟ, ୟୁପି ସରକାରରେ ମନ୍ତ୍ରୀ ସୁରେଶ କୁମାର ଖାନ୍ନା ମହାଶୟ, ସତୀଶ ମହାନା ମହାଶୟ, ଜିତିନ ପ୍ରସାଦ ମହାଶୟ, ମହେଶ ଚନ୍ଦ୍ର ଗୁପ୍ତା ମହାଶୟ, ଧର୍ମବୀର ପ୍ରଜାପତି ମହାଶୟ, ସଂସଦରେ ମୋର ଅନ୍ୟ ସହଯୋଗୀ ଗଣ, ୟୁପି ବିଧାନସଭା ଏବଂ ବିଧାନ ପରିଷଦର ଅନ୍ୟ ସାଥୀ, ପଂଚାୟତ ସଦସ୍ୟ ଏବଂ ବିଶାଳ ସଂଖ୍ୟାରେ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ!

ଉତ୍ତରପ୍ରଦେଶ ଶାହାଜାହାନପୁରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ

December 18th, 01:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ଶାହାଜାହାନପୁର ଗଙ୍ଗା ଏକ୍ସପ୍ରେସ ୱେର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟ ନାଥ ଓ କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଏଲ ବର୍ମା ଅନ୍ୟମାନଙ୍କ ମଧ୍ୟରେ ଏହି ଅବସରରେ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ଡିସେମ୍ବର ୧୮ ରେ ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ କରିବେ

December 16th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୮ ଡିସେମ୍ବର ୨୦୨୧ ରେ ଉତ୍ତରପ୍ରଦେଶର ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ।

ଆମେ କୃଷକ କଲ୍ୟାଣ ପାଇଁ ଲଗାତାର ପ୍ରୟାସରତ :ପ୍ରଧାନମନ୍ତ୍ରୀ ମୋଦୀ

July 21st, 01:47 pm

ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶ ସାହଜହାଁପୁରଠାରେ କୃଷକ କଲ୍ୟାଣ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରରେ ଏନଡିଏ ସରକାର କୃଷକ କଲ୍ୟାଣ ଦିଗରେ ସମସ୍ତ ସମ୍ଭବ ପ୍ରୟାସ କରୁଛନ୍ତି । ଦେଶରେ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଲାଗି କେନ୍ଦ୍ର ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରୟାସ ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।

ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶ ସାହଜହାଁପୁରଠାରେ କୃଷକ କଲ୍ୟାଣ ରାଲିକୁ ସମ୍ବୋଧିତ କରିଛନ୍ତି

July 21st, 01:46 pm

ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତରପ୍ରଦେଶ ସାହଜହାଁପୁରଠାରେ କୃଷକ କଲ୍ୟାଣ ରାଲିକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରରେ ଏନଡିଏ ସରକାର କୃଷକ କଲ୍ୟାଣ ଦିଗରେ ସମସ୍ତ ସମ୍ଭବ ପ୍ରୟାସ କରୁଛନ୍ତି । ଦେଶରେ ଲୋକମାନଙ୍କ ଜୀବନରେ ପରିବର୍ତ୍ତନ ଲାଗି କେନ୍ଦ୍ର ଦ୍ୱାରା କରାଯାଉଥିବା ବିଭିନ୍ନ ପ୍ରୟାସ ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ ।