ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

June 22nd, 01:00 pm

ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଏବଂ ତାଙ୍କପ୍ରତିନିଧି ଦଳକୁ ମୁଁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ପ୍ରାୟ ଗତ ଏକ ବର୍ଷ ମଧ୍ୟରେ ଆମେ ୧୦ ଥର ସାକ୍ଷାତ କରିଛୁ । କିନ୍ତୁ ଆଜିର ବୈଠକ ହେଉଛି ସ୍ୱତନ୍ତ୍ର । କାରଣ ଆମ ସରକାରର ତୃତୀୟ ପାଳିରେ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଆମର ପ୍ରଥମ ରାଷ୍ଟ୍ର ଅତିଥି ।

ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଅଂଶଗ୍ରହଣ କରିଥିଲେ

June 09th, 11:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଥିଲା । ସମ୍ମାନିତ ଅତିଥି ଭାବେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଯୋଗ ଦେଇଥିଲେ ।

ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ

June 08th, 12:24 pm

୨୦୨୪ ସାଧାରଣ ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ଅନୁଷ୍ଠିତ ହେବ । ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା

June 05th, 08:04 pm

ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟେଲିଫୋନ୍ ମାଧ୍ୟମରେ ଅଭିନନ୍ଦନ ଜଣାଇଛନ୍ତି । ୧୮ତମ ଲୋକସଭା ନିର୍ବାଚନରେ ଏନ୍‌ଡିଏର ବିଜୟ ପାଇଁ ସେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

କ୍ରମାଗତ ଚତୁର୍ଥ ଥର ବିଜୟ ପାଇଁ ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

January 08th, 07:54 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ୍ ହସିନାଙ୍କ ସହ କଥା ହୋଇ ସଂସଦୀୟ ନିର୍ବାଚନରେ କ୍ରମାଗତ ଚତୁର୍ଥ ଥର ପାଇଁ ବିଜୟୀ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

Our connectivity initiatives emerged as a lifeline during the COVID Pandemic: PM Modi

November 01st, 11:00 am

PM Modi and President Sheikh Hasina of Bangladesh jointly inaugurated three projects in Bangladesh. We have prioritized the strengthening of India-Bangladesh Relations by enabling robust connectivity and creating a Smart Bangladesh, PM Modi said.

ନଭେମ୍ବର ୧ ରେ ଭାରତ ଓ ବାଂଲାଦେଶର ପ୍ରଧାନମନ୍ତ୍ରୀ ମିଳିତ ଭାବେ ୩ ଟି ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିବେ

October 31st, 05:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ପ୍ରଧାନମନ୍ତ୍ରୀମହାମହିମ ଶେଖ ହସିନା ଭିଡିଓ କନଫରେନ୍ସିଂ ମାଧ୍ୟମରେ ୧ ନଭେମ୍ବର ୨୦୨୩ପୂର୍ବାହ୍ନ ପ୍ରାୟ ୧୧ଟା ରେ ମିଳିତ ଭାବେ ତିନୋଟି ଭାରତ ଦ୍ବାରା ସହାୟତା କରାଯାଇଥିବା ବିକାଶ ପ୍ରକଳ୍ପର ଉଦଘାଟନ କରିବେ । ଏହି ତିନୋଟି ପ୍ରକଳ୍ପ ହେଉଛିଆଖାଉରା - ଅଗରତାଲା ସୀମାପାର ରେଳ ସଂଯୋଗ; ଖୁଲନା - ମୋଙ୍ଗଲା ବନ୍ଦରରେଳ ଲାଇନ; ଏବଂ ମୈତ୍ରୀ ସୁପର ଥର୍ମାଲ ପାୱାର ପ୍ଲାଣ୍ଟର ୟୁନିଟ୍ - ୨ ।

ବାଂଲାଦେଶ ପ୍ରଧାନମନ୍ତ୍ରୀ ମହା ମହିମ ଶେଖ ହସିନାଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ

September 08th, 07:53 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବାଂଲାଦେଶର ପ୍ରଧାନମନ୍ତ୍ରୀ ମହାମହିମ ଶେଖ ହସିନାଙ୍କୁ ସାକ୍ଷାତ କରିଛନ୍ତି। 9-10 ସେପ୍ଟେମ୍ବର 2023 ରେ ଜି-20 ନେତାଙ୍କ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ହସିନା ଅତିଥି ଦେଶ ଭାବରେ ଭାରତ ଗସ୍ତ କରିଛନ୍ତି।

ମରିସସ୍ ପ୍ରଧାନମନ୍ତ୍ରୀ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ଆମେରିକା ରାଷ୍ଟ୍ରପତିଙ୍କ ସହ ନୂଆଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ତିନୋଟି ଦ୍ୱିପାକ୍ଷିକ ବୈଠକ କରିବେ ପ୍ରଧାନମନ୍ତ୍ରୀ

September 08th, 01:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ମରିସସ୍ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ତିନୋଟି ଦ୍ୱିପାକ୍ଷିକ ବୈଠକ କରିବେ ବୋଲି ଏକ ଏକ୍ସ ପୋଷ୍ଟରେ ସୂଚନା ଦେଇଛନ୍ତି।

ଭାରତ ଓ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଭର୍ଚୁଆଲ ମାଧ୍ୟମରେ ଉଦଘାଟିତ ହେବ ଭାରତ-ବାଂଲାଦେଶ ବନ୍ଧୁତା ପାଇପଲାଇନ

March 16th, 06:55 pm

ଏହା ହେଉଛି ଭାରତ ଓ ବାଂଲାଦେଶ ମଧ୍ୟରେ ପ୍ରଥମ ସୀମାପାର ଇନ୍ଧନ ପାଇପଲାଇନ ଯାହାକୁ ୩୭୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଛି । ବାଂଲାଦେଶ ପଟେ ଥିବା ପାଇପଲାଇନକୁ ୨୮୫ କୋଟି ଟଙ୍କାରେ ନିର୍ମାଣ କରାଯାଇଛି ଏବଂ ଅନୁଦାନ ସହାୟତା ଆକାରରେ ଭାରତ ସରକାର ଏହାର ଖର୍ଚ୍ଚ ବହନ କରିଛନ୍ତି ।

India - Bangladesh Joint Statement during the State Visit of Prime Minister of Bangladesh to India

September 07th, 03:04 pm

PM Sheikh Hasina of Bangladesh, paid a State Visit to India at the invitation of PM Modi. The two Prime Ministers held discussions on the entire gamut of bilateral cooperation, including political and security cooperation, defence, border management, trade and connectivity, water resources, power and energy, development cooperation, cultural and people-to-people links.

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

September 06th, 02:54 pm

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତ୍ତି

September 06th, 01:11 pm

ସର୍ବ ପ୍ରଥମେ ମୁଁ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଏବଂ ତାଙ୍କ ସହିତ ଆସିଥିବା ପ୍ରତିନିଧି ମଣ୍ଡଳୀଙ୍କୁ ହାର୍ଦ୍ଦିକ ସ୍ୱାଗତ ଜଣାଉଛି । ଗତ ବର୍ଷ ଆମେ ବାଂଲାଦେଶ ସ୍ୱାଧୀନତାର ପଚାଶ ବର୍ଷ ଓ ଆମର କୂଟନୈତିକ ସମ୍ପର୍କର ସ୍ୱର୍ଣ୍ଣ ଜୟନ୍ତୀ ଏବଂ ବଙ୍ଗବନ୍ଧୁ ଶେଖ୍ ମୁଜିବୁର ରହମାନ୍‌ଙ୍କର ଜନ୍ମ ଶତବାର୍ଷିକୀକୁ ଏକା ସହିତ ପାଳନ କରିଥିଲୁ । ଗତ ବର୍ଷ ଡିସେମ୍ବର ୬ରେ ଆମେ ପ୍ରଥମ ‘ମୈତ୍ରୀ ଦିବସ’ ମଧ୍ୟ ଏକା ସହିତ ମିଶି ସାରା ବିଶ୍ୱରେ ପାଳନ କରିଥିଲୁ । ଆଜି ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଜୀ ଆମର ଆଜାଦୀ / ସ୍ୱାଧୀନତାର ଅମୃତ ମହୋତ୍ସବ ସମୟରେ ଏଠାକୁ ପରିଦର୍ଶନରେ ଆସିଛନ୍ତି । ଏବଂ ମୋର ସମ୍ପୂର୍ଣ୍ଣ ବିଶ୍ୱାସ ରହିଛି ଯେ, ଆଗାମୀ ୨୫ ବର୍ଷର ଅମୃତ କାଳରେ ଭାରତ – ବାଂଲାଦେଶ ମଧ୍ୟରେ ରହିଥିବା ବନ୍ଧୁତା ଏକ ନୂତନ ଶିଖର ଛୁଇଁବ ।

ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ବାଂଲାଦେଶ ପ୍ରଧାନମନ୍ତ୍ରୀ

September 06th, 01:10 pm

ନୂଆଦିଲ୍ଲୀରେ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ବାଂଲାଦେଶ ହେଉଛି ଭାରତର ସବୁଠାରୁ ବଡ ବିକାଶ ସହଯୋଗୀ ଏବଂ ଏହି ଅଞ୍ଚଳର ଆମର ସବୁଠାରୁ ବଡ ବାଣିଜ୍ୟିକ ସହଯୋଗୀ । ଲୋକଙ୍କ ସହଯୋଗରେ ଲୋକଙ୍କ ମଧ୍ୟରେ କ୍ରମାଗତ ଉନ୍ନତି ହେଉଛି। କୁଶିୟାରା ନଦୀର ଜଳ ବଣ୍ଟନ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ମଧ୍ୟ ଉଭୟ ଦେଶ ମଧ୍ୟରେ ସ୍ୱାକ୍ଷରିତ ହୋଇଥିଲା ।

ବଙ୍ଗଳାଦେଶ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପରାମର୍ଶଦାତା ମେଜର ଜେନେରାଲ (ଅବସରପ୍ରାପ୍ତ) ତାରିକ ଅହମ୍ମଦ ସିଦ୍ଦିକ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି

March 07th, 09:12 pm

ବଙ୍ଗଳାଦେଶ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପରାମର୍ଶଦାତା ମେଜର ଜେନେରାଲ (ଅବସରପ୍ରାପ୍ତ) ତାରିକ ଅହମ୍ମଦ ସିଦ୍ଦିକ ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଛନ୍ତି।

ଆମେ ମିଳିତ ଭାବରେ ଆମର ୫୦ ବର୍ଷର ଭାରତ-ବାଂଲାଦେଶ ବନ୍ଧୁତ୍ୱର ପ୍ରତିଷ୍ଠାକୁ ସ୍ମରଣ ଏବଂ ପାଳନ କରୁଛୁ: ପ୍ରଧାନମନ୍ତ୍ରୀ

December 06th, 11:48 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଆମେ ମିଳିତ ଭାବେ ଆମର ୫୦ ବର୍ଷର ଭାରତ-ବାଂଲାଦେଶ ବନ୍ଧୁତ୍ୱର ପ୍ରତିଷ୍ଠାକୁ ସ୍ମରଣ ଏବଂ ପାଳନ କରୁଛୁ ।

ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କୁ କବରସ୍ଥଳରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 27th, 01:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶ ଗସ୍ତର ଦ୍ୱିତୀୟ ଦିନରେ ତୁଙ୍ଗିପାରାସ୍ଥିତ ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ କବରସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବଙ୍ଗବନ୍ଧୁଙ୍କ କବରସ୍ଥଳ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା କୌଣସି ବିଦେଶୀ ସରକାରୀ ମୁଖ୍ୟ ଅବା ରାଷ୍ଟ୍ର ମୁଖ୍ୟଙ୍କ ପ୍ରଥମ ଯାତ୍ରା । ପ୍ରଧାନମନ୍ତ୍ରୀ ଶ୍ରୀ ନରେନଦ୍ର ମୋଦୀ ଏହି ଐତିହାସିକ ଅବସରକୁ ସ୍ମରଣ କରିବା ସହ ସେଠାରେ ଏକ ବକୁଳ ଚାରା ରୋପଣ କରିଥିଲେ । ଏହି ଅବସରରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସୀନା ତଥା ତାଙ୍କ ଭଉଣୀ ଶେଖ୍‍ ରେହାନା ପ୍ରମୁଖ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାଂଲାଦେଶ ଗସ୍ତ ଅବସରରେ ଭାରତ ବାଂଲାଦେଶ ପକ୍ଷରୁ ଜାରି ମିଳିତ ବିବୃତ୍ତି

March 27th, 09:18 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାଂଲାଦେଶ ଗସ୍ତ ଅବସରରେ ଭାରତ ବାଂଲାଦେଶ ପକ୍ଷରୁ ଜାରି ମିଳିତ ବିବୃତ୍ତି

ବାଂଲାଦେଶର ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 26th, 04:26 pm

PM Modi took part in the National Day celebrations of Bangladesh in Dhaka. He awarded Gandhi Peace Prize 2020 posthumously to Bangabandhu Sheikh Mujibur Rahman. PM Modi emphasized that both nations must progress together for prosperity of the region and and asserted that they must remain united to counter threats like terrorism.

ଜାତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ

March 26th, 04:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ ବାଂଲାଦେଶ ସ୍ୱାଧୀନତାର ସୁବର୍ଣ୍ଣଜୟନ୍ତୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଂଲାଦେଶ ରାଷ୍ଟ୍ରପତି, ମହାମହିମ ମହମ୍ମଦ ଅବଦୁଲ ହମିଦ, ବାଂଲାଦେଶର ପ୍ରଧାନମନ୍ତ୍ରୀ, ମାନ୍ୟବର ଶେଖ ହସିନା; ଶେଖ୍ ମୁଜିବୁର ରହମାନଙ୍କ ସାନ ଝିଅ ଶେଖ ରେହାନା; ମୁଜିବ ବୋରଶୋ ଉତ୍ସବ ପାଇଁ ଜାତୀୟ କାର୍ଯ୍ୟକାରିତା କମିଟିର ମୁଖ୍ୟ ସଂଯୋଜକ ଡକ୍ଟର କମଲ ଅବଦୁଲ ନାସିର ଚୌଧୁରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ତେଜଗାଓଁର ଜାତୀୟ ପ୍ୟାରେଡ ସ୍କୋୟାରରେ ହୋଇଥିଲା । ଏହା ସହ ବାଂଲାଦେଶର ଜାତୀୟ ପିତା ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀକୁ ସ୍ମରଣ କରିଥିଲା ।