ଗୁଜରାଟର ଗାନ୍ଧୀନଗରରେ ଭାଇବ୍ରେଣ୍ଟ ଗୁଜରାଟ ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 10th, 10:30 am
ମୋଜାମ୍ବିକ୍ର ରାଷ୍ଟ୍ରପତି ମହାମହିମ ଶ୍ରୀ ଫିଲିପ ନ୍ୟୁସି; ମହାମହିମ ଶ୍ରୀ ରାମୋସ୍-ହୋର୍ଟା, ତିମୋର-ଲେଷ୍ଟର ସଭାପତି; ଚେନକ୍ ରିପବ୍ଲିକ୍ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟର ଫିଆଲା; ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ; ଦେଶ ଓ ବିଦେଶରୁ ବିଶିଷ୍ଟ ଅତିଥି; ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି; ଭଦ୍ର ମହିଳା ଓ ପୁରୁଷ ମାନେ !ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ଦଶମ ସଂସ୍କରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
January 10th, 09:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିର ଠାରେ ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ ୨୦୨୪ର ଦଶମ ସଂସ୍କରଣକୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ନିମନ୍ତେ ସମ୍ମିଳନୀର ବିଷୟବସ୍ତୁ ହେଉଛି 'ଗେଟ୍ ୱେ ଟୁ ଦି ଫ୍ୟୁଚର’ ('ଭବିଷ୍ୟତର ପ୍ରବେଶ ଦ୍ୱାର' ) ଏବଂ ଏଥିରେ ୩୪ଟି ଅଂଶୀଦାର ଦେଶ ଏବଂ ୧୬ଟି ଅଂଶୀଦାର ସଂଗଠନ ଅଂଶଗ୍ରହଣ କରିଛନ୍ତି । ଉତ୍ତର - ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟ ଏହି ଶିଖର ସମ୍ମିଳନୀକୁ ଉତ୍ତର - ପୂର୍ବାଞ୍ଚଳରେ ପୁଞ୍ଜି ନିବେଶ ସୁଯୋଗ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଭାବେ ବ୍ୟବହାର କରୁଛି ।ୟୁଏଇ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 03rd, 06:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନହୟାନଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି ।ୟୁଏଇ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
August 24th, 09:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୟୁଏଇ ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହୟନଙ୍କ ସହ ଫୋନରେ କଥା ହୋଇଛନ୍ତି ।ଭାରତ-ୟୁଏଇ ଜଳବାୟୁ ପରିବର୍ତ୍ତନ ନେଇ ମିଳିତ ବିବୃତ୍ତି
July 15th, 06:36 pm
ଭାରତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମିଳିତ ଆରବ ଏମିରେଟ୍ସ (ୟୁଏଇ)ର ରାଷ୍ଟ୍ରପତି ମହାମହିମ ଶେଖ ମହମ୍ମଦ ବିନ୍ ଅଲ ନାହ୍ୟାନ ବୈଶ୍ୱିକ ଜଳବାୟୁ ପରିବର୍ତ୍ତନର ଜରୁରୀ ସମାଧାନ ନେଇ ସମ୍ମତି ବ୍ୟକ୍ତ କରିଛନ୍ତି । ତେବେ ଏହି ବୈଶ୍ୱିକ କାର୍ଯ୍ୟାନୁଷ୍ଠାନ ଜାତିସଂଘ ଜଳବାୟୁ ପରିବର୍ତ୍ତନର ମୌଳିକ ନୀତି ଓ ଦାୟିତ୍ୱ (ୟୁଏନଏଫସିସିସି) ଓ ପ୍ୟାରିସ ରାଜିନାମା ଅନୁସାରେ ସମ୍ପନ୍ନ କରିବାକୁ ସହମତ ହୋଇଛନ୍ତି । ଉଭୟ ନେତା ଜଳବାୟୁ ପରିବର୍ତ୍ତନ ନେଇ ଅଙ୍ଗାରକାମ୍ଲ ଉତ୍ସରଣ ସମସ୍ୟା ଓ ସ୍ୱଚ୍ଛ ଇନ୍ଧନ ନେଇ ସହଯୋଗ କରିବା ତଥା ୟୁଏନଏଫସିସିସିର ୨୮ତମ ଅଧିବେଶନରେ ଆଖିଦୃଶିଆ ଓ ସକାରାତ୍ମକ ଫଳାଫଳ ନେଇ କାର୍ଯ୍ୟ କରିବାକୁ ମଧ୍ୟ ସମ୍ମତ ହୋଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୟୁଏଇ ଗସ୍ତ ଅବସରରେ ଭାରତ-ୟୁଏଇ ମିଳିତ ବକ୍ତବ୍ୟ
July 15th, 06:31 pm
2015ରେ ପ୍ରଧାନମନ୍ତ୍ରୀ ମୋଦୀ ବିଗତ 34 ବର୍ଷ ମଧ୍ୟରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ୟୁଏଇ ଗସ୍ତ କରିଥିଲେ। ଏହାପରେ 2016ରେ ମହାମହିମ ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନ ଭାରତ ଗସ୍ତରେ ଆସିଥିଲେ । ଏହାପରେ 2017ରେ ଭାରତର ସାଧାରଣତନ୍ତ୍ର ଦିବସ ସମାରୋହରେ ମହାମହିମ ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଅଧିକନ୍ତୁ, 2017ରେ ମହାମହିମ ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନଙ୍କ ଭାରତ ଗସ୍ତ ସମୟରେ ଭାରତ-ୟୁଏଇ ସମ୍ପର୍କ ଔପଚାରିକ ଭାବେ ବିସ୍ତୃତ ରଣନୀତିକ ଭାଗିଦାରୀକୁ ଉନ୍ନୀତ ହୋଇଥିଲା।ୟୁଏଇର ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
July 15th, 05:12 pm
ଉଭୟ ନେତା ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ, ଫିନ୍ଟେକ୍, ଶକ୍ତି, ଅକ୍ଷୟଶକ୍ତି, ଜଳବାୟୁ କାର୍ଯ୍ୟଯୋଜନା, ଉଚ୍ଚଶିକ୍ଷା ଏବଂ ଲୋକ ସମ୍ପର୍କ ଥିବା ଦ୍ୱିପାକ୍ଷିକ ସହଭାଗୀତାର ବିଭିନ୍ନ ଦିଗକୁ ନେଇ ବ୍ୟାପକ ଆଲୋଚନା କରିଥିଲେ । ଏହି ଆଲୋଚନାରେ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ମଧ୍ୟ ସ୍ଥାନ ପାଇଥିଲା ।ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଏବଂ ୟୁଏଇ ଗସ୍ତ
July 13th, 06:02 am
ଏହି ଗସ୍ତ ବିଶେଷ ସ୍ୱତନ୍ତ୍ର କାରଣ ମୁଁ ଫ୍ରାନ୍ସର ଜାତୀୟ ଦିବସ ଅଥବା ପ୍ୟାରିସରେ ଅନୁଷ୍ଠିତ ବଷ୍ଟିଲ୍ ଡେ ଉତ୍ସବରେ ଅତିଥି ଅତିଥି ଭାବରେ ଯୋଗଦେବି । ବଷ୍ଟିଲ ଡେ ପ୍ୟାରେଡର ଭାରତୀୟ ସେନାର ତିନିଟି ଦଳ ଅଂଶବିଶେଷ ଥିବାବେଳେ ଭାରତୀୟ ବାୟୁସେନାର ବିମାନ ଏହି ଅବସରରେ ଏକ ଉଡାଣ କୌଶଳ ପ୍ରଦର୍ଶନ କରିବ ।ପ୍ରଧାନମନ୍ତ୍ରୀଙ୍କ ଫ୍ରାନ୍ସ ଏବଂ ୟୁଏଇ ଗସ୍ତ
July 13th, 06:00 am
ଏହି ଗସ୍ତ ବିଶେଷ ସ୍ୱତନ୍ତ୍ର କାରଣ ମୁଁ ଫ୍ରାନ୍ସର ଜାତୀୟ ଦିବସ ଅଥବା ପ୍ୟାରିସରେ ଅନୁଷ୍ଠିତ ବଷ୍ଟିଲ୍ ଡେ ଉତ୍ସବରେ ଅତିଥି ଅତିଥି ଭାବରେ ଯୋଗଦେବି । ବଷ୍ଟିଲ ଡେ ପ୍ୟାରେଡର ଭାରତୀୟ ସେନାର ତିନିଟି ଦଳ ଅଂଶବିଶେଷ ଥିବାବେଳେ ଭାରତୀୟ ବାୟୁସେନାର ବିମାନ ଏହି ଅବସରରେ ଏକ ଉଡାଣ କୌଶଳ ପ୍ରଦର୍ଶନ କରିବ ।ଜୁଲାଇ ୧୩ ରୁ ୧୫, ୨୦୨୩ ପର୍ଯ୍ୟନ୍ତ ଫ୍ରାନ୍ସ ଏବଂ ୟୁଏଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
July 12th, 02:19 pm
ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ୍ ମାକ୍ରୋନ୍ଙ୍କ ଆମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ୧୩ ରୁ ୧୪ ଜୁଲାଇ ୨୦୨୩ ପ୍ୟାରିସ ଗସ୍ତ କରିବେ । ୧୪ ଜୁଲାଇ ୨୦୨୩ ରେ ବଷ୍ଟିଲ୍ ଡେ ପ୍ୟାରେଡରେ ପ୍ରଧାନମନ୍ତ୍ରୀ ସମ୍ମାନିତ ଅତିଥି ଭାବରେ ଯୋଗଦେବେ, ଯେଉଁଠାରେ ଭାରତୀୟ ସଶସ୍ତ୍ର ବାହିନୀ ପକ୍ଷରୁ ତିନିଟି ଦଳ ଅଂଶଗ୍ରହଣ କରିବେ ।‘‘ଆଇ-ଟୁ-ୟୁ-ଟୁ’’ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
July 14th, 04:51 pm
ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବାରୁ ସର୍ବ ପ୍ରଥମେ ପ୍ରଧାନମନ୍ତ୍ରୀ ଲାପିଦଙ୍କୁ ଅନେକ ଅନେକ ଅଭିନନ୍ଦନ ଏବଂ ଶୁଭକାମନା ଜଣାଇବାକୁ ଚାହୁଁଛି ।Meeting between Prime Minister and President of the UAE and Ruler of Abu Dhabi His Highness Sheikh Mohamed bin Zayed Al Nahyan
June 28th, 09:11 pm
Prime Minister made a brief stopover at Abu Dhabi on his return from Munich today. Prime Minister called on President of the UAE and Ruler of Abu Dhabi His Highness Sheikh Mohamed bin Zayed Al Nahyan. This was the first in-person meeting between the two leaders since August 2019 when Prime Minister visited Abu Dhabi last.ପ୍ରଧାନମନ୍ତ୍ରୀ ମୋଦୀ ଆବୁଧାବିରେ ପହଞ୍ଚିଛନ୍ତି
June 28th, 05:32 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁଏଇର ଆବୁଧାବିରେ ପହଞ୍ଚିଥିଲେ। ଏକ ସ୍ୱତନ୍ତ୍ର ଅଙ୍ଗଭଙ୍ଗୀରେ ୟୁଏଇର ରାଷ୍ଟ୍ରପତି ତଥା ରାଜ ପରିବାରର ବରିଷ୍ଠ ସଦସ୍ୟ ଶେଖ ମହମ୍ମଦ ବିନ ଜାୟେଦ ଅଲ ନାହ୍ୟାନ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିଛନ୍ତି ।ୟୁଏଇର ନୂତନ ରାଷ୍ଟ୍ରପତି ଭାବରେ ର୍ନିବାଚିତ ହୋଇଥିବାରୁ ମାନ୍ୟବର ଶେଖ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 14th, 08:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆବୁଧାବିର ଶାସକ ମାନ୍ୟବର ଶେଖ ମହମ୍ମଦ ବିନ୍ ଜାଏଦ ଅଲ ନାହ୍ୟାନଙ୍କୁ ୟୁଏଇର ନୂତନ ରାଷ୍ଟ୍ରପତି ଭାବରେ ର୍ନିବାଚିତ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଆବୁଧାବିର କ୍ରାଉନ ପ୍ରିନ୍ସ ଏଚ୍ ଏଚ୍ ଶେଖ ମହମ୍ମଦ ବିନ୍ ଜାଏଦ ଅଲ ନାହାନଙ୍କ ମଧ୍ୟରେ ଟେଲିଫୋନ୍ ବାର୍ତ୍ତାଳାପ
September 03rd, 10:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆବୁଧାବିର କ୍ରାଉନ୍ ଏଚ୍ ଏଚ୍ ଶେଖ ମହମ୍ମଦ ବିନ୍ ଜାଏଦ ଅଲ ନାହାନଙ୍କ ମଧ୍ୟରେ ଟେଲିଫୋନ୍ ବାର୍ତ୍ତାଳାପ ହୋଇଛି । ଦୁଇ ନେତା ଭାରତ-ୟୁଏଇର ବ୍ୟାପକ ରଣନୀତିକ ଭାଗିଦାରୀ ଅଧୀନରେ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗରେ ଜାରି ଅଗ୍ରଗତିର ସକରାତ୍ମକ ଭାବରେ ମୂଲ୍ୟାଙ୍କନ କରିଛନ୍ତି । କୋଭିଡ -୧୯ ମହାମାରୀ ସମୟରେ ଭାରତୀୟ ସମ୍ପ୍ରଦାୟ ପାଇଁ ୟୁଏଇର ସମର୍ଥନକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ । ଅକ୍ଟୋବର ୧, ୨୦୨୧ ରୁ ଦୁବାଇରେ ଅନୁଷ୍ଠିତ ହେବାକୁ ଥିବା ଏକ୍ସପୋ -୨୦୨୦ ପାଇଁ ସେ ଶୁଭେଚ୍ଛା ଜଣାଇଛନ୍ତି ।Telephone conversation between PM and Crown Prince of Abu Dhabi
May 25th, 07:54 pm
In a telephonic conversation with HH Sheikh Mohamed bin Zayed Al Nahyan, Crown Prince of Abu Dhabi, Prime Minister Modi conveyed Eid greetings. The leaders expressed satisfaction about the effective cooperation between the two countries during the COVID-19 pandemic situation.Telephonic Conversation between PM and Crown Prince of Abu Dhabi
March 26th, 11:35 pm
Prime Minister Shri Narendra Modi spoke on telephone today with His Highness Sheikh Mohammed Bin Zayed Al Nahyan, the Crown Prince of Abu Dhabi."ପ୍ରଧାନମନ୍ତ୍ରୀ ମୋଦୀ ୟୁଏଇରେ ପହଂଚିଛନ୍ତି "
August 23rd, 11:08 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ ପହଂଚିଛନ୍ତି । ଏହା ପ୍ରଧାନମନ୍ତ୍ରୀଙ୍କ ତ୍ରିରାଷ୍ଟ୍ର ଗସ୍ତର ଦ୍ୱିତୀୟ ପର୍ଯ୍ୟାୟର ଆରମ୍ଭ ହୋଇଛି ।ଆବୁଧାବୀ ଯୁବରାଜଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ବାର୍ତ୍ତାଳାପ
March 11th, 08:39 pm
ଆବୁଧାବୀର ଯୁବରାଜ ତଥା ୟୁଏଇ ସେନାବାହିନୀର ଡେପୁଟି ସୁପ୍ରିମ କମାଣ୍ଡର ମହାମହିମ ଶେଖ ମହମ୍ମଦ ବିନ ଯାୟେଦ ଅଲ-ନାହୟାନଙ୍କ ସହିତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟେଲିଫୋନ ଯୋଗେ ବାର୍ତ୍ତାଳାପ କରିଛନ୍ତି ।ଭାରତ ବିଶ୍ୱବ୍ୟାଙ୍କର ଇଜ ଅଫ ଡୁଇଙ୍ଗ ବିଜନେସ ରେଂକିଙ୍ଗରେ ଅଭୂତପୂର୍ବ ଉପଲବ୍ଧି ହାସଲ କରିଛି :ଦୁବାଇରେ ପ୍ରଧାନମନ୍ତ୍ରୀ ମୋଦୀ
February 11th, 12:38 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସଂଯୁକ୍ତ ଆରବ ଅମିରତନ୍ତ୍ର ,ଦୁବାଇ ଓପେରା ହାଉସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କଲେ । ପ୍ରଧାନମନ୍ତ୍ରୀ ମୋଦୀ କାର୍ଯ୍ୟକ୍ରମରେ ଭିଡିଓ କନ୍ଫରେନସିଙ୍ଗ ମାଧ୍ୟମରେ ଆବୁଧାବିର ପ୍ରଥମ ହିନ୍ଦୁ ମନ୍ଦିରର ଶିଳାନ୍ୟାସ କଲେ ।