ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କୁ କବରସ୍ଥଳରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 27th, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶ ଗସ୍ତର ଦ୍ୱିତୀୟ ଦିନରେ ତୁଙ୍ଗିପାରାସ୍ଥିତ ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ କବରସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ବଙ୍ଗବନ୍ଧୁଙ୍କ କବରସ୍ଥଳ ଠାରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା କୌଣସି ବିଦେଶୀ ସରକାରୀ ମୁଖ୍ୟ ଅବା ରାଷ୍ଟ୍ର ମୁଖ୍ୟଙ୍କ ପ୍ରଥମ ଯାତ୍ରା । ପ୍ରଧାନମନ୍ତ୍ରୀ ଶ୍ରୀ ନରେନଦ୍ର ମୋଦୀ ଏହି ଐତିହାସିକ ଅବସରକୁ ସ୍ମରଣ କରିବା ସହ ସେଠାରେ ଏକ ବକୁଳ ଚାରା ରୋପଣ କରିଥିଲେ । ଏହି ଅବସରରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସୀନା ତଥା ତାଙ୍କ ଭଉଣୀ ଶେଖ୍ ରେହାନା ପ୍ରମୁଖ ଉପସ୍ଥିତ ଥିଲେ ।ବାଂଲାଦେଶର ଓରାକଣ୍ଡି ଠାକୁରବାଡିରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 27th, 12:44 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶ ଯାତ୍ରାର ଦ୍ୱିତୀୟ ଦିନରେ ଢ଼ାକାର ଓରକାଣ୍ଡିସ୍ଥିତ ହରି ମନ୍ଦିରକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଈଶ୍ୱରଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ଏବଂ ସେଠାରେ ଆୟୋଜିତ ସାର୍ବଜନୀନ ସମ୍ବର୍ଦ୍ଧନା ସମାରୋହରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସେଠାକାର ପରମ ପୂଜ୍ୟ ଠାକୁର ପରିବାରର ବଂଶଜଙଙ୍କ ସହିତ ମଧ୍ୟ ଭାବ ମିନିମୟ କରିଥିଲେ ।.ଓରକାଣ୍ଡିସ୍ଥିତ ହରି ମନ୍ଦିରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂଜାର୍ଚ୍ଚନା ଏବଂ ସାର୍ବଜନୀନ ସ୍ୱାଗତ ସମାରୋହରେ ଅଂଶଗ୍ରହଣ
March 27th, 12:39 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାଂଲାଦେଶ ଯାତ୍ରାର ଦ୍ୱିତୀୟ ଦିନରେ ଢ଼ାକାର ଓରକାଣ୍ଡିସ୍ଥିତ ହରି ମନ୍ଦିରକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ଈଶ୍ୱରଙ୍କ ଆଶୀର୍ବାଦ ଗ୍ରହଣ କରିଥିଲେ ଏବଂ ସେଠାରେ ଆୟୋଜିତ ସାର୍ବଜନୀନ ସମ୍ବର୍ଦ୍ଧନା ସମାରୋହରେ ଅଂଶଗ୍ରହଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସେଠାକାର ପରମ ପୂଜ୍ୟ ଠାକୁର ପରିବାରର ବଂଶଜଙଙ୍କ ସହିତ ମଧ୍ୟ ଭାବ ମିନିମୟ କରିଥିଲେ ।.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାଂଲାଦେଶ ଗସ୍ତ ଅବସରରେ ଭାରତ ବାଂଲାଦେଶ ପକ୍ଷରୁ ଜାରି ମିଳିତ ବିବୃତ୍ତି
March 27th, 09:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାଂଲାଦେଶ ଗସ୍ତ ଅବସରରେ ଭାରତ ବାଂଲାଦେଶ ପକ୍ଷରୁ ଜାରି ମିଳିତ ବିବୃତ୍ତିବାପୁ-ବଙ୍ଗବନ୍ଧୁ ଡିଜିଟାଲ ପ୍ରଦର୍ଶନୀକୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
March 26th, 06:00 pm
ଦୁଇ ଦିନିଆ ବାଂଲାଦେଶ ଗସ୍ତ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମିଳିତ ଭାବେ ବାପୁ ଏବଂ ବଙ୍ଗବନ୍ଧୁ ଉପରେ ଏକ ଡିଜିଟାଲ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ବାପୁ ଏବଂ ବଙ୍ଗବନ୍ଧୁ ଦକ୍ଷିଣ ଏସୀୟ କ୍ଷେତ୍ରର ଦୁଇ ଉଦାହରଣୀୟ ବ୍ୟକ୍ତିତ୍ୱ, ଯାହାଙ୍କ ଚିନ୍ତାଧାରା ଏବଂ ବାର୍ତ୍ତା ବିଶ୍ଵ ସ୍ତରରେ ପ୍ରତିଧ୍ଵନିତ ହେଉଛି ।ବାଂଲାଦେଶର ଜାତୀୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 26th, 04:26 pm
PM Modi took part in the National Day celebrations of Bangladesh in Dhaka. He awarded Gandhi Peace Prize 2020 posthumously to Bangabandhu Sheikh Mujibur Rahman. PM Modi emphasized that both nations must progress together for prosperity of the region and and asserted that they must remain united to counter threats like terrorism.ଜାତୀୟ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
March 26th, 04:24 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଦୁଇ ଦିନିଆ ବାଂଲାଦେଶ ଗସ୍ତ ଅବସରରେ ବାଂଲାଦେଶ ସ୍ୱାଧୀନତାର ସୁବର୍ଣ୍ଣଜୟନ୍ତୀ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବାଂଲାଦେଶ ରାଷ୍ଟ୍ରପତି, ମହାମହିମ ମହମ୍ମଦ ଅବଦୁଲ ହମିଦ, ବାଂଲାଦେଶର ପ୍ରଧାନମନ୍ତ୍ରୀ, ମାନ୍ୟବର ଶେଖ ହସିନା; ଶେଖ୍ ମୁଜିବୁର ରହମାନଙ୍କ ସାନ ଝିଅ ଶେଖ ରେହାନା; ମୁଜିବ ବୋରଶୋ ଉତ୍ସବ ପାଇଁ ଜାତୀୟ କାର୍ଯ୍ୟକାରିତା କମିଟିର ମୁଖ୍ୟ ସଂଯୋଜକ ଡକ୍ଟର କମଲ ଅବଦୁଲ ନାସିର ଚୌଧୁରୀ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ତେଜଗାଓଁର ଜାତୀୟ ପ୍ୟାରେଡ ସ୍କୋୟାରରେ ହୋଇଥିଲା । ଏହା ସହ ବାଂଲାଦେଶର ଜାତୀୟ ପିତା ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କ ଜନ୍ମ ଶତବାର୍ଷିକୀକୁ ସ୍ମରଣ କରିଥିଲା ।ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଜଣାଇଲେ ଶ୍ରଦ୍ଧାଞ୍ଜଳି
March 17th, 10:17 am
ବଙ୍ଗବନ୍ଧୁ ଶେଖ ମୁଜିବୁର ରେହମାନଙ୍କ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।India-Bangladesh Power Grid Transmission Line is our gateway to the East: PM Modi
March 23rd, 11:38 am
PM Narendra Modi, Bangladesh PM Sheikh Hasina, jointly dedicate second cross border transmission interconnection system between India and Bangladesh
March 23rd, 11:37 am