Lifestyle of the planet, for the planet and by the planet: PM Modi at launch of Mission LiFE

October 20th, 11:01 am

At the launch of Mission LiFE in Kevadia, PM Modi said, Mission LiFE emboldens the spirit of the P3 model i.e. Pro Planet People. Mission LiFE, unites the people of the earth as pro planet people, uniting them all in their thoughts. It functions on the basic principles of Lifestyle of the planet, for the planet and by the planet.

PM launches Mission LiFE at Statue of Unity in Ekta Nagar, Kevadia, Gujarat

October 20th, 11:00 am

At the launch of Mission LiFE in Kevadia, PM Modi said, Mission LiFE emboldens the spirit of the P3 model i.e. Pro Planet People. Mission LiFE, unites the people of the earth as pro planet people, uniting them all in their thoughts. It functions on the basic principles of Lifestyle of the planet, for the planet and by the planet.

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜ୍ଞାପନ ନିମନ୍ତେ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

August 15th, 10:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ବିଶ୍ୱ ନେତାମାନଙ୍କୁ ସେମାନଙ୍କ ଅଭିନନ୍ଦନ ଓ ଶୁଭେଚ୍ଛା ନିମନ୍ତେ ଧନ୍ୟବାଦ ଜଣାଇଛନ୍ତି ।

ନେପାଳରେ ୨୫୬୬ତମ ବୁଦ୍ଧ ଜୟନ୍ତୀ ଏବଂ ଲୁମ୍ବିନୀ ଦିବସ ୨୦୨୨ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ପ୍ରଦତ୍ତ ଅଭିଭାଷଣ

May 16th, 09:45 pm

କିଛି ସମୟ ପୂର୍ବରୁ ମାୟାଦେବୀ ମନ୍ଦିରରେ ଦର୍ଶନ କରିବାର ଯେଉଁ ସୁଯୋଗ ମୋତେ ପ୍ରାପ୍ତ ହୋଇଛି, ତାହା ମଧ୍ୟ ମୋ ପାଇଁ ଅବିସ୍ମରଣୀୟ ହୋଇ ରହିବ । ସେହି ସ୍ଥାନ ଯେଉଁଠାରେ ସ୍ୱୟଂ ଭଗବାନ ବୁଦ୍ଧ ଜନ୍ମଗ୍ରହଣ କରିଥିଲେ, ସେଠାକାର ଶକ୍ତି, ସେଠାକାର ଚେତନା, ତାହା ଏକ ସଂପୂର୍ଣ୍ଣ ଭିନ୍ନ ଧରଣର ଅନୁଭବ । ଏକଥା ଦେଖି ମଧ୍ୟ ମୁଁ ଖୁବ୍‌ ଆନନ୍ଦିତ ଯେ ଏହି ସ୍ଥାନ ନିମନ୍ତେ ୨୦୧୪ ମସିହାରେ ମୁଁ ମହାବୋଧି ବୃକ୍ଷର ଯେଉଁ ଚାରା ପ୍ରଦାନ କରିଥିଲି, ତାହା ଏବେ ବିକଶିତ ହୋଇ ଏକ ବୃକ୍ଷରେ ପରିଣତ ହୋଇଛି ।

ମଇ ୧୬, ୨୦୨୨ରେ ନେପାଳର ଲୁମ୍ବିନି ଗସ୍ତରେ ପ୍ରଧାନମନ୍ତ୍ରୀ

May 16th, 06:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ପ୍ରଧାନମନ୍ତ୍ରୀ ମାନ୍ୟବର ଶେର ବାହାଦୂର ଦେଓବାଙ୍କ ନିମନ୍ତ୍ରଣ କ୍ରମେ ବୁଦ୍ଧ ପୂର୍ଣ୍ଣିମାର ଶୁଭ ଅବସରରେ ମଇ ୧୬, ୨୦୨୨ ରେ ସରକାରୀ ଗସ୍ତରେ ନେପାଳର ଲୁମ୍ବିନି ଯାଇଛନ୍ତି । ପ୍ରଧାନମନ୍ତ୍ରୀ ଭାବରେ ଏହା ଶ୍ରୀ ନରେନ୍ଦ୍ର ମୋଦୀଙ୍କର ପଞ୍ଚମ ନେପାଳ ଗସ୍ତ ଏବଂ ପ୍ରଥମ ଲୁମ୍ବିନି ଗସ୍ତ ଥିଲା ।

ନେପାଳର ଲୁମ୍ବିନୀରେ ବୁଦ୍ଧଜୟନ୍ତୀ ସମାରୋହ

May 16th, 03:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ଲୁମ୍ବିନୀସ୍ଥିତ ଆନ୍ତର୍ଜାତିକ ଅଧିବେଶନ କେନ୍ଦ୍ର ଓ ଧ୍ୟାନ ଭବନରେ ୨୫୬୬ତମ ବୁଦ୍ଧ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି । ତାଙ୍କ ସହିତ ନେପାଳ ପ୍ରଧାନମନ୍ତ୍ରୀ ସମ୍ମାନନୀୟ ଶେର ବାହାଦୁର ଦେଉବା ଓ ତାଙ୍କ ପତ୍ନୀ ଡକ୍ଟର ଆରଜୁ ରାନା ଦେଉବା ମଧ୍ୟ ଯୋଗଦେଇଥିଲେ ।

ମଇ ୧୬ ତାରିଖ ୨୦୨୨ ରେ ନେପାଳର ଲୁମ୍ବିନି ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 15th, 12:24 pm

ମୁଁ ନେପାଳର ପ୍ରଧାନମନ୍ତ୍ରୀ ମାନ୍ୟବର ଶେର ବାହାଦୂର ଦେଓବାଙ୍କ ନିମନ୍ତ୍ରଣ କ୍ରମେ ୧୬ ମଇ ୨୦୨୨ ରେ ନେପାଳର ଲୁମ୍ବିନି ଗସ୍ତ କରିବି ।

୧୬ ମଇ ୨୦୨୨ ରେ ନେପାଳର ଲୁମ୍ବିନି ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 12th, 07:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ପ୍ରଧାନମନ୍ତ୍ରୀ ମାନ୍ୟବର ଶେର ବାହାଦୂର ଦେଓବାଙ୍କ ନିମନ୍ତ୍ରଣ କ୍ରମେ ୧୬ ମଇ, ୨୦୨୨ ରେ ବୁଦ୍ଧ ପୂର୍ଣ୍ଣିମା ଅବସରରେ ସରକାରୀ ଭାବେ ଲୁମ୍ବିନି ଗସ୍ତ କରିବେ । ୨୦୧୪ ପରଠାରୁ ଏହା ହେବ ପ୍ରଧାନମନ୍ତ୍ରୀଙ୍କର ପଞ୍ଚମ ନେପାଳ ଗସ୍ତ ।

ନେପାଳ ପ୍ରଧାନମନ୍ତ୍ରୀଙ୍କ ସହ ଯୁଗ୍ମ ପ୍ରେସ ମିଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ତବ୍ୟର ମର୍ମାନୁବାଦ

April 02nd, 01:39 pm

ପ୍ରଧାନମନ୍ତ୍ରୀ ଦେଓବା ଜୀଙ୍କୁ ଭାରତ ସ୍ୱାଗତ ଜଣାଇ ମୁଁ ଖୁବ୍ ଖୁସୀ ଅନୁଭବ କରୁଛି । ଭାରତୀୟ ନବବର୍ଷ ଓ ନବରାତ୍ରୀର ପବିତ୍ର ଅବସରରେ ଆଜି ଦେଓବା ଜୀ ପହଞ୍ôଚଛନ୍ତି । ମୁଁ ଭାରତ ଓ ନେପାଳର ସମସ୍ତ ନାଗରିକଙ୍କୁ ଶୁଭ ନବରାତ୍ରୀ ଜଣାଉଛି ।

ଶକ୍ତି କ୍ଷେତ୍ରରେ ସହଯୋଗ ଲାଗି ଭାରତ-ନେପାଳ ମିଳିତ ଦୃଷ୍ଟିକୋଣ ବିବୃତ୍ତି

April 02nd, 01:09 pm

02 ଏପ୍ରିଲ 2022 ରେ ମହାମହିମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ଶେର ବାହାଦୁର ଦେବବା ନୂଆଦିଲ୍ଲୀରେ ଫଳପ୍ରଦ ଏବଂ ବ୍ୟାପକ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ବ୍ରିଟେନର ଗ୍ଲାସଗୋରେ ସିଓପି୨୬ ଅବସରରେ ନେପାଳର ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି

November 02nd, 07:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୨, ୨୦୨୧ରେ ବ୍ରିଟେନର ଗ୍ଲାସଗୋରେ ଆୟୋଜିତ ସିଓପି୨୬ ଶିଖର ସମ୍ମିଳନୀ ଅବରସରେ ନେପାଳର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ଶେର ବାହାଦୂର ଦେଓବାଙ୍କୁ ଭେଟିଛନ୍ତି ।

ନେପାଳ ପ୍ରଧାନମନ୍ତ୍ରୀ ଶ୍ରୀ ଶେର ବାହାଦୂର ଦେଉବାଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଟେଲିଫୋନ ବାର୍ତ୍ତାଳାପ

July 19th, 02:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫୋନ ଯୋଗେ ଶ୍ରୀ ଶେର ବାହାଦୂର ଦେଉବାଙ୍କ ସହ ବାର୍ତ୍ତାଳାପ କରି ନେପାଳ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତି ଓ ସଂସଦରେ ଆସ୍ଥା ଭୋଟ ଜିତିବାର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦୀ ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବାଙ୍କୁ ସାକ୍ଷତ କରିଛନ୍ତି

May 12th, 01:00 pm

ଭାରତ-ନେପାଳର ବନ୍ଧୁତାକୁ ଆଗକୁ ବଢ଼ାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେପାଳୀ କଂଗ୍ରେସ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଓବା ଏବଂ କାଠମାଣ୍ଡୁରେ ନେପାଳୀ କଂଗ୍ରେସର ଅନ୍ୟ ସଦସ୍ୟମାନଙ୍କ ସହ ମତ ବିନିମୟ କରିଛନ୍ତି ।

ନେପାଳ ପ୍ରଧାନମନ୍ତ୍ରୀ ଦେଉବାଙ୍କ ଭାରତ ଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରେସ ବକ୍ତବ୍ୟ

August 24th, 12:43 pm

ପ୍ରଧାନମନ୍ତ୍ରୀ ମୋଦୀ ଏବଂ ନେପାଳ ପ୍ରଧାନମନ୍ତ୍ରୀ ଦେଉବା ଆଜି ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ପ୍ରତି ଆପଣଙ୍କ ପ୍ରତିବଦ୍ଧତା ଜଣାଇଲେ । ଦୁଇ ନେତା କଟାଇୟା -କୁଶହା ଏବଂ ରକ୍ସଉଲ-ପରୱାନିପୁର ସୀମା ପାର ଟ୍ରାନ୍ସମିସନ ଲାଇନର ଉଦ୍ଘାଟନ କଲେ । ଦୁଇ ଦେଶ ମଧ୍ୟରେ ଆବାସ ,ସ୍ୱାସ୍ଥ୍ୟ ଏବଂ ଶିକ୍ଷା କ୍ଷେତ୍ର ଉପରେ ରାଜିନାମା ସ୍ୱାକ୍ଷରିତ ହୋଇଥିଲା । ଆଗାମୀ ସମୟରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ବୃଦ୍ଧି ଜାରି ରହିବ ବୋଲି ପ୍ରଧାନମନ୍ତ୍ରୀ ଆଶା ବ୍ୟକ୍ତ କଲେ ।

ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

August 18th, 06:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନେପାଳ ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହିତ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି । ନେପାଳର ବିସ୍ତୀର୍ଣ୍ଣ ଅଞ୍ଚଳରେ ସମ୍ପ୍ରତି ସଂଘଟିତ ବନ୍ୟାରେ ବହୁତ ଜୀବନ ହାନି ଯୋଗୁଁ ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ଓ ସମବେଦନା ପ୍ରକାଶ କରିଛନ୍ତି । ଏହି ଘଡିସନ୍ଧି ମୁହୂର୍ତ୍ତରେ ନେପାଳକୁ ସବୁମନ୍ତେ ଆବଶ୍ୟକ ସହାୟତା ଯୋଗାଇଦେବାକୁ ଭାରତ ପ୍ରସ୍ତୁତ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ନେପାଳର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଶ୍ରୀ ଶେର ବାହାଦୁର ଦେଉବାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 06th, 08:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନେପାଳର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ଶ୍ରୀ ଶେର ବାହାଦୁର ଦେଉବାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । “ନେପାଳର ପ୍ରଧାନମନ୍ତ୍ରୀ ଭାବେ ଶ୍ରୀ ଶେର ବାହାଦୁର ଦେଉବା ନିର୍ବାଚିତ ହୋଇଥିବାରୁ ତାଙ୍କୁ ଡାକି ଅଭିନନ୍ଦନ ଜଣାଇଛି ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନେପାଳର ପୂର୍ବ ପ୍ରଧାନମନ୍ତ୍ରୀ ଶ୍ରୀ ସେର ବାହାଦୂର ଦେଉବା

November 08th, 02:25 pm

Prime Minister, Shri Narendra Modi today met the Former Prime Minister of Nepal, Mr. Sher Bahadur Deuba in New Delhi.

Former PM of Nepal Sher Bahadur Deuba calls on PM

July 31st, 08:03 pm