ଆନ୍ତର୍ଜାତିକ କୃଷି ଅର୍ଥନୀତିଜ୍ଞ ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 03rd, 09:35 am

କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଅନ୍ତର୍ଜାତୀୟ କୃଷି ଅର୍ଥନୀତି ସମ୍ମିଳନୀର ସଭାପତି ଡ. ମତିନ କାଇମ୍‌,ନୀତି ଆୟୋଗର ସଦସ୍ୟ ଶ୍ରୀ ରମେଶ ଜୀ,ଭାରତ ଏବଂ ଅନ୍ୟ ଦେଶର କୃଷି ବୈଜ୍ଞାନିକଗଣ, ଗବେଷଣା ସହ ଜଡ଼ିତ ବିଭିନ୍ନ ବିଶ୍ୱବିଦ୍ୟାଳୟର ଆମର ସହକର୍ମୀ,କୃଷି କ୍ଷେତ୍ର ସହ ଜଡ଼ିତ ବିଶେଷଜ୍ଞ ଏବଂ ଅଂଶୀଦାର, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ,

କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

August 03rd, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବିଜ୍ଞାନ କେନ୍ଦ୍ର (ଏନଏଏସସି) କମ୍ପ୍ଲେକ୍ସରେ କୃଷି ଅର୍ଥନୀତିଜ୍ଞ ମାନଙ୍କର ୩୨ତମ ଆନ୍ତର୍ଜାତିକ ସମ୍ମିଳନୀ (ଆଇସିଏଇ)କୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ସମ୍ମିଳନୀର ବିଷୟବସ୍ତୁ ହେଉଛି, ସ୍ଥାୟୀ କୃଷି - ଖାଦ୍ୟ ପ୍ରଣାଳୀ ଦିଗରେ ପରିବର୍ତ୍ତନ’ । ଜଳବାୟୁ ପରିବର୍ତ୍ତନ, ପ୍ରାକୃତିକ ସମ୍ବଳ ଅବକ୍ଷୟ, ଉତ୍ପାଦନ ଖର୍ଚ୍ଚ ବୃଦ୍ଧି ଏବଂ ସଂଘର୍ଷ ଭଳି ବୈଶ୍ୱିକ ଆହ୍ୱାନର ସମ୍ମୁଖୀନ ହୋଇ ସ୍ଥାୟୀ କୃଷିର ଜରୁରୀ ଆବଶ୍ୟକତାକୁ ମୁକାବିଲା କରିବା ହେଉଛି ଏହାର ଲକ୍ଷ୍ୟ । ଏହି ସମ୍ମିଳନୀରେ ପ୍ରାୟ ୭୫ଟି ଦେଶର ପ୍ରାୟ ୧୦୦୦ ପ୍ରତିନିଧି ଅଂଶଗ୍ରହଣ କରିଥିଲେ ।

ଭୋପାଳ ଏବଂ ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 01st, 03:51 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ମହାଶୟ, ଅନ୍ୟ ସମସ୍ତ ମହାନୁଭବ, ଆଉ ବିଶାଳ ସଂଖ୍ୟାରେ ଆସିଥିବା ଭୋପାଳର ମୋର ପ୍ରିୟ ଭାଇ ଓ ଭଉଣୀମାନେ !

ମଧ୍ୟପ୍ରଦେଶର ଭୋପାଳ କମଳାପତି ଷ୍ଟେସନଠାରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାର କଲେ ଶୁଭାରମ୍ଭ

April 01st, 03:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୪.୨୦୨୩) ମଧ୍ୟପ୍ରଦେଶର ଭୋପାଳସ୍ଥିତ ରାଣୀକମଳପତି ଷ୍ଟେସନରୁ ଭୋପାଳ-ନୂଆଦିଲ୍ଲୀ ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ସ୍ଥଳରେ ପହଞ୍ଚି ରାଣୀ କମଳାପତି -ନୂଆଦିଲ୍ଳୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ନିରୀକ୍ଷଣ କରିବା ସହ ପିଲା ଓ ଟ୍ରେନର କର୍ମଚାରୀଙ୍କ ସହ ମତ ବିନିମୟ କରିଥିଲେ ।

ମଧ୍ୟ ପ୍ରଦେଶର ଶେଓପୁରରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳଲେଖା

September 17th, 01:03 pm

ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀଯୁକ୍ତ ମଙ୍ଗୁଭାଇ ପଟେଲ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ଶିବରାଜ ସିଂହ ଜୀ ଚୌହାନ, କେନ୍ଦ୍ରୀୟ ମନ୍ତ୍ରୀ ପରିଷଦର ମୋର ବନ୍ଧୁଗଣ, ମଧ୍ୟ ପ୍ରଦେଶ ସରକାରର ମନ୍ତ୍ରୀଗଣ, ସାଂସଦ ଓ ବିଧାୟକ ବନ୍ଧୁ, ବିଶାଳ ସଂଖ୍ୟାରେ ଉପସ୍ଥିତ ଥିବା ଅନ୍ୟ ସମସ୍ତ ମହାନୁଭବ ତଥା ଆଜି ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁରେ ଅଛନ୍ତି, ଯେଉଁମାନଙ୍କ ପାଇଁ ଏହି କାର୍ଯ୍ୟକ୍ରମ ହେଉଛି, ଏଭଳି ବହୁତ ବଡ଼ ସଂଖ୍ୟାରେ ଉପସ୍ଥିତ ସ୍ୱୟଂ ସହାୟକ ଗୋଷ୍ଠୀ ସହ ଜଡ଼ିତ ମାଆ ଓ ଭଉଣୀମାନଙ୍କୁ ପ୍ରଣାମ!

PM addresses Women Self Help Groups Conference in Karahal, Madhya Pradesh

September 17th, 01:00 pm

PM Modi participated in Self Help Group Sammelan organised at Sheopur, Madhya Pradesh. The PM highlighted that in the last 8 years, the government has taken numerous steps to empower the Self Help Groups. “Today more than 8 crore sisters across the country are associated with this campaign. Our goal is that at least one sister from every rural family should join this campaign”, PM Modi remarked.

ମଧ୍ୟପ୍ରଦେଶର ବୁରହାନପୁର ଦେଶର ପ୍ରଥମ ହର ଘର ଜଳ ପ୍ରମାଣିତ ଜିଲ୍ଲା ହୋଇଥିବାରୁ ସେଠାକାର ନାଗରିକଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

July 22nd, 09:43 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ବୁରହାନପୁର ନାଗରିକଙ୍କୁ ଦେଶର ପ୍ରଥମ ହର ଘର ଜଳ ପ୍ରମାଣିତ ଜିଲ୍ଲା ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।

ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ

April 23rd, 02:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟି ମଧ୍ୟପ୍ରଦେଶ ସରକାରଙ୍କ ଉତ୍ତମ ଶାସନ ବ୍ୟବସ୍ଥା ଏବଂ ସେମାନଙ୍କ ପରିବର୍ତ୍ତନଶୀଳ ଯୋଜନା କିପରି ଲୋକଙ୍କ ଜୀବନରେ ଏକ ସକରାତ୍ମକ ପରିବର୍ତ୍ତନ ଆଣୁଛି ସେ ବିଷୟରେ ଆଲୋଚନା କରିଛନ୍ତି ।

ମଧ୍ୟ ପ୍ରଦେଶ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ଗ୍ରାମୀଣ ହିତାଧିକାରୀଙ୍କ ‘ଗୃହ ପ୍ରବେଶ’ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

March 29th, 12:42 pm

ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ ଜୀ ଚୌହାନ, କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀଗଣ, ମଧ୍ୟ ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସହଯୋଗୀ, ମଧ୍ୟ ପ୍ରଦେଶର ବିଧାୟକଗଣ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମଧ୍ୟ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

ମଧ୍ୟପ୍ରଦେଶରେ ପିଏମଏୱାଇ-ଜି ପାଞ୍ଚଲକ୍ଷରୁ ଅଧିକ ହିତାଧିକାରୀଙ୍କ ‘ଗୃହ ପ୍ରବେଶଏମ’ରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

March 29th, 12:41 pm

ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ଆଜି ମଧ୍ୟପ୍ରଦେଶର ପ୍ରାୟ ୫ଲକ୍ଷ ୨୧ହଜାର ହିତାଧିକାରୀଙ୍କୁ ଆବାସ ବଣ୍ଟନ ହୋଇଛି । ଏହି ‘ଗୃହ ପ୍ରବେଶମ’ କାର୍ଯ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୃଶ୍ୟଶ୍ରାବ୍ୟ ସମ୍ମିଳନୀ ଜରିଆରେ ଅଂଶଗ୍ରହଣ କରିଛନ୍ତି । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହ୍ୱାନ, କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀଗଣ, ସଂସଦ ସଦସ୍ୟ ଓ ରାଜ୍ୟ ବିଧାୟକଗଣ ଏହି ଅବସରରେ ଉପସ୍ଥିତ ଥିଲେ ।

ମଧ୍ୟପ୍ରଦେଶର ଭୋପ।ଳରେ ଜନଜାତୀୟ ମହାସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

November 15th, 01:05 pm

ମଧ୍ୟପ୍ରଦେଶର ରାଜ୍ୟାଳ ଶ୍ରୀ ମଙ୍ଗୁଭାଇ ପଟେଲ ମହୋଦୟ, ଯିଏ ନିଜର ସମ୍ପୂର୍ଣ୍ଣ ଜୀବନ ଆଦିବାସୀଙ୍କ କଲ୍ୟାଣ ନିମନ୍ତେ ବିନିଯୋଗ କରିଛନ୍ତି । ସେ ଆଜୀବନ ଆଦିବାସୀଙ୍କ କଲ୍ୟାଣ ପାଇଁ ସାମାଜିକ ସଂଗଠନ ରୂପେ, ସରକାରରେ ମନ୍ତ୍ରୀ ଭାବେ ଏକ ସମର୍ପିତ ଆଦିବାସୀଙ୍କ ସେବକ ରୂପେ ରହିଥିଲେ । ଆଉ ମୁଁ ଗର୍ବ ଅନୁଭବ କରୁଛି ଯେ ମଧ୍ୟପ୍ରଦେଶର ପ୍ରଥମ ଆଦିବାସୀ ରାଜ୍ୟପାଳ, ଏହାର ସମ୍ମାନ ଶ୍ରୀ ମଙ୍ଗୁଭାଇ ପଟେଲଙ୍କ ଖାତାକୁ ଯାଉଛି।

ଜନଜାତି ଗୌରବ ଦିବସ ମହାସମ୍ମିଳନୀ ଅବସରରେ ଜନଜାତୀୟ ଗୋଷ୍ଠୀଙ୍କ କଲ୍ୟାଣ ନିମନ୍ତେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ବିବିଧ ପ୍ରୟାସ

November 15th, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନଜାତୀୟ ଗୌରବ ଦିବସ ମହାସମ୍ମେଳନରେ ଜନଜାତୀୟ ସମ୍ପ୍ରଦାୟଙ୍କ କଲ୍ୟାଣ ନିମନ୍ତେ ଅନେକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରିଛନ୍ତି । ମଧ୍ୟ ପ୍ରଦେଶରେ ପ୍ରଧାନମନ୍ତ୍ରୀ ଆଜି ‘ରାସନ ଆପକେ ଗ୍ରାମ’ ଯୋଜନାର ମଧ୍ୟ ଶୁଭାରମ୍ଭ କରିଛନ୍ତି । ସେ ମଧ୍ୟ ପ୍ରଦେଶରେ ସିକଲ ସେଲ ମିଶନକୁ ମଧ୍ୟ ଆନୁଷ୍ଠାନିକ ଭାବେ ଆରମ୍ଭ କରିଛନ୍ତି । ସେହିଭଳି ସମଗ୍ର ଦେଶରେ ଏକାସଙ୍ଗେ ୫୦ଟି ଏକଲବ୍ୟ ମଡ଼େଲ ଆବାସିକ ବିଦ୍ୟାଳୟର ଆଧାରଶିଳା ପ୍ରଧାନମନ୍ତ୍ରୀ ଆଜି ରଖିଛନ୍ତି । ଏହି ଅବସରରେ ମଧ୍ୟ ପ୍ରଦେଶ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ, ଡକ୍ଟର ବୀରେନ୍ଦ୍ର କୁମାର, ଶ୍ରୀ ନରେନ୍ଦ୍ର ସିଂହ ତୋମର, ଶ୍ରୀ ଜ୍ୟୋତିରାଦିତ୍ୟ ଏମ ସିନ୍ଧିଆ ତଥା କେନ୍ଦ୍ରୀୟ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଏସ ପଟେଲ, ଶ୍ରୀ ଫଗନ ସିଂହ କୁଲସ୍ତେ ଏବଂ ଡକ୍ଟର ଏଲ ମୁରୁଗନ ଉପସ୍ଥିତ ଥିଲେ ।

ରାଜ୍ୟର ବିଭିନ୍ନ ଅଞ୍ଚଳର ପ୍ରବଳ ବର୍ଷା ଓ ବନ୍ୟା ପୀଡିତଙ୍କୁ ସହାୟତା ପ୍ରଦାନ ପାଇଁ ମଧ୍ୟପ୍ରଦେଶ ସରକାରଙ୍କ ସହ କେନ୍ଦ୍ର ସରକାର ସମନ୍ୱୟ ରଖି କାମ କରୁଛନ୍ତି: ପ୍ରଧାନମନ୍ତ୍ରୀ

August 04th, 01:23 pm

ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଓ ବନ୍ୟା ପୀଡିତଙ୍କୁ ସହାୟତା ପ୍ରଦାନ ପାଇଁ ମଧ୍ୟପ୍ରଦେଶ ସରକାରଙ୍କ ସହ କେନ୍ଦ୍ର ସରକାର ସମନ୍ୱୟ ରଖି କାମ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ପ୍ରଧାନମନ୍ତ୍ରୀ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ସହ ଆଲୋଚନା କରିବା ସହ ସ୍ଥିତି ସମୀକ୍ଷା କରିଛନ୍ତି ।

Congress sidelined interest of people of this country: PM Modi in Shahdol

November 16th, 02:58 pm

Prime Minister Narendra Modi today addressed a huge public meeting in Shahdol, Madhya Pradesh. PM Modi began his address by applauding the Madhya Pradesh government led by CM Shivraj Singh Chouhan for working tirelessly for the benefit of the people and for empowering their lives. He added that the upcoming Assembly election is not going to be about who wins and who loses the election rather it is going to decide who gets elected to serve the people of Madhya Pradesh and ensure the development of its people.

The country progresses through Jan Shakti: PM Modi

August 09th, 10:00 pm

Addressing a public meeting to mark launch of 70th freedom year celebrations, PM Modi said that country progressed due to the ‘Jan Shakti’, efforts of it’s people & the zeal to fulfil their dreams. Talking about Kashmir, PM said the State needed peace and NDA Govt was committed to fulfilling dreams of every Kashmiri. He urged youth of Kashmir to cooperate with Central & State Governments to take the state to newer heights of progress

PM flags off Tiranga Yatra to mark the launch of 70th Freedom Year Celebrations

August 09th, 02:25 pm

Addressing a rally to mark 70th Freedom Year celebrations, PM Modi said that only dialogue and development can ensure peace in Jammu and Kashmir. PM said that he was pained to see young men pelting stones on security forces in the state. The Prime Minister said that the freedom that every Indian has also belongs to every Kashmiri and Govt wanted the same bright future for every youth in Kashmir.

Knowledge is immortal and is relevant in every era: PM Modi

May 14th, 01:13 pm



PM addresses International Convention on Universal Message of Simhastha

May 14th, 01:10 pm



PM reviews drought and water scarcity situation at high level meeting with Madhya Pradesh CM

May 10th, 09:05 pm



PM appreciates arrangements at Ujjain Simhasth

May 04th, 05:46 pm