ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

June 30th, 11:00 am

ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।

ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିଥିବା ଆଥଲେଟମାନଙ୍କ ସହ ଆଲୋଚନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 10th, 06:25 pm

୧୯୫୧ ମସିହାରେ ଏହି ସ୍ଥାନରେ, ଏହି ଷ୍ଟାଡିୟମରେ ପ୍ରଥମ ଏସୀୟ କ୍ରୀଡ଼ା ଆୟୋଜନ ହେବା କେତେ ଆଶ୍ଚର୍ଯ୍ୟଜନକ ସୌଭାଗ୍ୟ। ଆଜି ଆପଣ ଯେଉଁ ସାହସ ଦେଖାଇଛନ୍ତି, ଯେଉଁ ପ୍ରୟାସ କରିଛନ୍ତି ଏବଂ ଯେଉଁ ଫଳାଫଳ ଆଣିଛନ୍ତି ସେଥିପାଇଁ ଦେଶର କୋଣ ଅନୁକୋଣରେ ଉତ୍ସବର ବାତାବରଣ ସୃଷ୍ଟି ହୋଇଛି । ଆପଣ ଦିନରାତି ପରିଶ୍ରମ କରି ୧୦୦ ପଦକ ଅତିକ୍ରମ କରିଥିଲେ। ଏସୀୟ କ୍ରୀଡ଼ାରେ ଆପଣଙ୍କ ଭଳି ସମସ୍ତ ଆଥଲେଟମାନଙ୍କ ପ୍ରଦର୍ଶନ ଯୋଗୁଁ ସମଗ୍ର ଦେଶ ଗର୍ବ ଅନୁଭବ କରୁଛି।

ଏସୀୟ କ୍ରୀଡ଼ା-୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍‌ଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

October 10th, 06:24 pm

କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଖେଳାଳୀଙ୍କୁ ଦେଶର ପ୍ରତ୍ୟେକ ନାଗରିକଙ୍କ ତରଫରୁ ସ୍ୱାଗତ କରିଥିଲେ ଏବଂ ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ସ୍ମରଣ କରି କହିଥିଲେ ଯେ, ଏସୀୟ କ୍ରୀଡ଼ାର ଉଦଘାଟନୀ ସଂସ୍କରଣ ୧୯୫୧ ମସିହାର ଏହି ଷ୍ଟାଡିୟମରେ ଆୟୋଜନ କରାଯାଇଥିଲା ଯାହାକି ଏକ ସଂଯୋଗର ବିଷୟ। ପ୍ରଧାନମନ୍ତ୍ରୀ ଆଲୋକପାତ କରି କହିଥିଲେ ଯେ, କ୍ରୀଡ଼ାବିତ୍‌ଙ୍କ ସାହସ ଓ ପ୍ରତିବଦ୍ଧତା ଦେଶର ପ୍ରତ୍ୟେକ କୋଣଅନୁକୋଣରେ ପହଞ୍ଚିବା ସହିତ ସବୁ ଦେଶବାସୀଙ୍କୁ ଆନନ୍ଦରେ ଅଧୀର କରି ଦେଇଛି। ୧୦୦ରୁ ଅଧିକ ପଦକ ଲକ୍ଷ୍ୟ ହାସଲ ପଛରେ ରହିଥିବା ପରିଶ୍ରମ ବିଷୟରେ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସାରା ଦେଶ ଏଥିରେ ଗୌରବାନ୍ୱିତ ହୋଇପଡ଼ିଛି। ସେ ମଧ୍ୟ ପ୍ରଶିକ୍ଷକ ଓ ତାଲିମଦାତାମାନଙ୍କୁ ଅଭିନନ୍ଦନ ଜଣାଇବା ସହିତ ଶାରୀରିକ ପ୍ରଶିକ୍ଷକ ଓ ଅନ୍ୟ ଅଧିକାରୀମାନଙ୍କୁ ସେମାନଙ୍କ ଯୋଗଦାନ ପାଇଁ ପ୍ରଶଂସା କରିଥିଲେ । ପ୍ରଧାନମନ୍ତ୍ରୀ ସବୁ କ୍ରୀଡ଼ାବିତଙ୍କ ମାତାପିତାଙ୍କୁ ସମ୍ମାନ ଜଣାଇବା ସହିତ ସେମାନଙ୍କ ପରିବାରର ଅବଦାନ ଓ ବଳିଦାନକୁ ଉଲ୍ଲେଖ କରିଥିଲେ । ପ୍ରଶିକ୍ଷଣ କ୍ଷେତ୍ର ଠାରୁ ଆରମ୍ଭ କରି ପୋଡିୟମ ପର୍ଯ୍ୟନ୍ତ, ମାତାପିତାଙ୍କ ସହାୟତା ବିନା ଏହି ଯାତ୍ରା ସମ୍ଭବ ହୋଇନଥାନ୍ତା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ସୁଟିଂରେ ସ୍ୱର୍ଣ୍ଣ ଜିତିଥିôବା ୧୦ ମିଟର ଏୟାର ପିସ୍ତଲ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 28th, 11:05 am

ଏସୀୟ କ୍ରୀଡ଼ାରେ ସୁଟିଂରେ ସ୍ୱର୍ଣ୍ଣ ଜିତିଥିବା ୧୦ ମିଟର ଏୟାର ପିସ୍ତଲ ପୁରୁଷ ଦଳକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ସୁଟର ସର୍ବଜୋତ ସିଂ, ଅର୍ଜୁନ ସିଂ ଚେମା ଏବଂ ଶିବ ନରୱାଲ ନିଜ ଦକ୍ଷତା ଏବଂ କୌଶଳ ଦ୍ୱାରା ପୂରା ଦେଶକୁ ଗୌରବାନ୍ୱିତ କରିଛନ୍ତି ।

୫୦ମିଟର ରାଇଫଲ ୩ ପୋଜିସନ ମହିଳା ସୁଟିଂରେ ସ୍ୱର୍ଣ୍ଣ ଜିତିଥିବାରୁ ସିଫ୍ଟ କୌର ସାମ୍ରାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 27th, 09:30 pm

ଏସୀୟ କ୍ରୀଡ଼ାରେ ୫୦ମିଟର ରାଇଫଲ ୩ ପୋଜିସନ ମହିଳା ସୁଟିଂରେ ସ୍ୱର୍ଣ୍ଣ ଜିତିଥିବାରୁ ସିଫ୍ଟ କୌର ସାମ୍ରାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

୫୦ମିଟର ରାଇଫଲ ୩ ପୋଜିସନ ମହିଳା ସୁଟିଂରେ ବ୍ରୋଞ୍ଜ ଜିତିଥିବାରୁ ଆଶି ଚୋକ୍ସିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 27th, 09:29 pm

ଏସୀୟ କ୍ରୀଡ଼ାରେ ୫୦ମିଟର ରାଇଫଲ ୩ ପୋଜିସନ ମହିଳା ସୁଟିଂରେ ବ୍ରୋଞ୍ଜ ଜିତିଥିବାରୁ ଆଶି ଚୋକ୍ସିଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ସ୍କିଟ୍ ପୁରୁଷ ସୁଟିଂ ପ୍ରତିଯୋଗିତାରେ ଐତିହାସିକ ରୌପ୍ୟ ପଦକ ଜିତିଥିବା ଅନନ୍ତ ଜିତ୍ ସିଂ ନରୁକାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 27th, 09:25 pm

ଏସୀୟ କ୍ରୀଡ଼ାରେ ସ୍କିଟ୍ ପୁରୁଷ ସୁଟିଂ ପ୍ରତିଯୋଗିତାରେ ଐତିହାସିକ ରୌପ୍ୟ ପଦକ ଜିତିଥିବା ଅନନ୍ତ ଜିତ୍ ସିଂ ନରୁକାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏସୀୟ କ୍ରୀଡ଼ାରେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ଆଣିଥିବା ସୁଟରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

September 25th, 02:53 pm

ଏସୀୟ କ୍ରୀଡ଼ା ୨୦୨୨ରେ ସ୍ୱର୍ଣ୍ଣ ପଦକ ଜିିତିଥିବା ୧୦ ମିଟର ଏୟାର ରାଇଫଲ ପୁରୁଷ ଟିମକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଆଇଏସଏସଏଫ ଜୁନିୟର ବିଶ୍ୱକପରେ ପ୍ରଦର୍ଶନ ପାଇଁ ଭାରତୀୟ ଶୁଟରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 10th, 04:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଇଏସଏସଏଫ ଜୁନିୟର ବିଶ୍ୱକପ ୨୦୨୩ରେ ଭାରତୀୟ ଶୁଟରମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଭାରତ ସର୍ବାଧିକ ୧୫ଟି ପଦକ ହାସଲ କରି ପଦକ ଟେବଲର ଶୀର୍ଷରେ ରହିଥିଲା ।

ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜିତିବା ପାଇଁ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

June 08th, 11:25 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସରେ ରେକର୍ଡ ସ୍କୋର ସହ ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜତିିବା ପାଇଁ ଭାରତୀୟ ସୁଟର ଅଭନୀ ଲେଖରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜିତିବା ପାଇଁ ଭାରତୀୟ ସୁଟର ଶ୍ରୀହର୍ଷ ଦେବରାଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

June 08th, 11:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପାରା ଶୁଟିଂ ବିଶ୍ୱକପରେ ସ୍ୱର୍ଣ୍ଣ ଜିତିବା ପାଇଁ ଭାରତୀୟ ସୁଟର ଶ୍ରୀହର୍ଷ ଦେବରାଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଭାରତୀୟ ପାରାଲିମ୍ପିକ୍ ଦଳକୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

September 09th, 02:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ବାସଭବନରେ ଟୋକିଓ ୨୦୨୦ ପାରାଲିମ୍ପିକ୍ କ୍ରୀଡାର ଭାରତୀୟ ଦଳ ପାଇଁ ଅଭ୍ୟର୍ଥନା ସମାରୋହର ଆୟୋଜନ କରିଛନ୍ତି । ଏହି ଦଳରେ ପାରା-ଆଥଲେଟ୍ସ ଏବଂ ସେମାନଙ୍କ କୋଚ୍ ମଧ୍ୟ ସାମିଲ ହୋଇଥିଲେ ।

ସ୍ୱତନ୍ତ୍ର ଫଟୋଚିତ୍ର : ପାରାଲିମ୍ପିକ୍ ଚାମ୍ପିଆନମାନଙ୍କ ସହିତ ଏକ ସ୍ମରଣୀୟ କଥାବାର୍ତ୍ତା

September 09th, 10:00 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ପାରାଲିମ୍ପିକ୍ ଚାମ୍ପିଆନ୍ସଙ୍କୁ ଭେଟିଛନ୍ତି ଯେଉଁମାନେ 2020 ଟୋକିଓ ପାରାଲିମ୍ପିକ୍ସରେ ଅଂଶଗ୍ରହଣ କରିଥିଲେ ଏବଂ ବିଶ୍ୱ ମଞ୍ଚରେ ଦେଶକୁ ଗର୍ବିତ କରିଥିଲେ।

ପାରାଲିମ୍ପିକ୍ସ ଖେଳରେ ସ୍ୱର୍ଣ୍ଣ ପଦକ ବିଜେତା ଶୁଟର ମନୀଷ ନରଓ୍ୱଲଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 04th, 10:58 am

ପାରାଲିମ୍ପିକ୍ସ ଗେମ୍ସ, ଟୋକିଓରେ ସ୍ୱର୍ଣ୍ଣ ପଦକ ବିଜେତା ଶୁଟର ମନୀଷ ନରଓ୍ୱଲଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ପାରାଲିମ୍ପିକ୍ସ ଖେଳରେ ରୌପ୍ୟ ପଦକ ବିଜେତା ଶୁଟର ସିଂହରାଜ ଅଧାନାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

September 04th, 10:54 am

ପାରାଲିମ୍ପିକ୍ସ ଗେମ୍ସ, ଟୋକିଓରେ ରୌପ୍ୟ ପଦକ ବିଜେତା ଶୁଟର ସିଂହରାଜ ଅଧାନାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।