Sengol links us with a very important part of our past: PM Modi
September 19th, 01:50 pm
PM Modi addressed the Lok Sabha in the new building of the Parliament. Highlighting the importance of the occasion, the Prime Minister remarked that it is the dawn of the Amrit Kaal as India is moving forward with a resolve for the future by heading into the new Parliament edifice.ନୂଆ ସଂସଦ ଭବନର ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 19th, 01:18 pm
ଆଜିଠାରୁ ନୂତନ ସଂସଦ ଭବନରେ ସଂସଦୀୟ କାର୍ଯ୍ୟ ଆରମ୍ଭ ହୋଇଛି । ନୂଆ ଲୋକସଭାରେ ପ୍ରଧାନମନ୍ତ୍ରୀ ଗୃହର ସଦସ୍ୟମାନଙ୍କୁ ଉଦ୍ବୋଧନ ଦେଇଛନ୍ତି । ଏଥିସହିତ ପ୍ରଥମ କାର୍ଯ୍ୟକ୍ରମରେ ନାରୀଶକ୍ତି ବନ୍ଦନ ଅଧିନିୟମ ଉପସ୍ଥାପନ ହୋଇଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ନୂଆ ସଂସଦ ଭବନର ଏହା ପ୍ରଥମ ଐତିହାସିକ ଅଧିବେଶନ । ସେଥି ପାଇଁ ପ୍ରତ୍ୟେକ ସାଂସଦ ଅଭିନନ୍ଦନର ପାତ୍ର । ସେ ନୂଆ ସଂସଦ ଭବନରେ ପ୍ରଥମ ଅଧିବେଶନର ପ୍ରଥମ ଦିବସରେ ଗୃହକୁ ସାଂସଦମାନଙ୍କୁ ସ୍ୱାଗତ କରିବା ସହ ସର୍ବପ୍ରଥମେ ଉଦ୍ବୋଧନ ଦେବାକୁ ବାଚସ୍ପତି ସୁଯୋଗ ଦେଇଥିବାରୁ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି ।ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 26th, 11:28 pm
ଏକ ଅଦ୍ଭୁତ ଦୃଶ୍ୟ ମୋ ସମ୍ମୁଖରେ ଅଛି । ହେଉଛି ଭବ୍ୟ, ହେଉଛି ବିରାଟ, ହେଉଛି ବିହଙ୍ଗମ । ଆଉ ଆଜିର ଏ ଯେଉଁ ଅବସର ଅଛି, ଏହା ପଛରେ ଯେଉଁ କଳ୍ପନା ରହିଛି, ଏବଂ ଆଜି ଆମ ଆଖି ସାମ୍ନାରେ ସେହି ସ୍ୱପ୍ନକୁ ସାକାର ହେଉଥିବା ଦେଖୁଛେ, ସେତେବେଳେ ମୋତେ ଏକ ପ୍ରସିଦ୍ଧ କବିତା ପଂକ୍ତି ଗୁଣୁଗୁଣେଇବାକୁ ଇଚ୍ଛା ହେଉଛି:-ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
July 26th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧକୁ ଉତ୍ସର୍ଗ କରିଛନ୍ତି । ସେ ଜି -୨୦ ମୁଦ୍ରା ଏବଂ ଜି -୨୦ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଡ୍ରୋନ୍ ମାଧ୍ୟମରେ କରାଯାଇଥିବା ସମ୍ମିଳନୀ କେନ୍ଦ୍ରର ନାମକରଣ ଭାରତ ମଣ୍ଡପମ୍” ତଥା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ସମାରୋହର ସାକ୍ଷୀ ରହିଥିଲେ । ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ଅନୁଯାୟୀ ପ୍ରାୟ ୨୭୦୦ କୋଟି ଟଙ୍କା ବ୍ୟୟରେ ଜାତୀୟ ପ୍ରକଳ୍ପ ଭାବରେ ବିକଶିତ ହୋଇଥିବା ପ୍ରଗତି ମଇଦାନରେ ଥିବା ନୂତନ ଆଇଇସିସି ସୌଧ ଭାରତକୁ ଏକ ବିଶ୍ୱ ବ୍ୟବସାୟ ସ୍ଥଳ ଭାବରେ ପରିଣତ କରିବାରେ ସାହାଯ୍ୟ କରିବ ।ଆଇଟିପିଓ ଅନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ରର ଶ୍ରମିକଙ୍କୁ ସମ୍ମାନିତ କଲେ ପ୍ରଧାନମନ୍ତ୍ରୀ
July 26th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆ ଆଇଟିପିଓ ଅନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ରରେ ପୂଜାର୍ଚ୍ଚନା କରିବା ସହ ଏହି ସେଣ୍ଟର ନିର୍ମାଣରେ ଜଡ଼ିତ ଶ୍ରମିକଙ୍କୁ ସମ୍ମାନିତ କରିଛନ୍ତି ।PM Modi addresses public meetings at Tarakeshwar and Sonarpur, West Bengal
April 03rd, 03:00 pm
Continuing his poll campaign before the third phase of assembly election in West Bengal, PM Modi has addressed two mega rallies in Tarakeshwar and Sonarpur. He said, “We have seen a glimpse of what results are going to come on 2 May in Nandigram two days ago. I know for sure, with every step of the election, Didi’s panic will increase, her shower of abuse on me will also grow.”Work is being done with intentions as pure as Gangajal: PM Modi
November 30th, 03:14 pm
PM Narendra Modi inaugurated six-lane widening project of the Varanasi - Prayagraj section of NH-19 in Varanasi. He added that the unprecedented work has been done on new highways, pull-flyovers, widening of roads to reduce traffic jams in and around Varanasi.ଜାତୀୟ ରାଜପଥ-19ର ବାରାଣସୀ-ପ୍ରୟାଗରାଜ ସେକ୍ସନ 6 ଲେନ ବିଶିଷ୍ଟ ପ୍ରକଳ୍ପକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 30th, 03:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀରେ 19 ନମ୍ବର ଜାତୀୟ ରାଜପଥର ବାରାଣସୀ-ପ୍ରୟାଗରାଜ ସେକ୍ସନର 6 ଲେନ ବିଶିଷ୍ଟ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ଆମେ କାଶୀକୁ ଯୋଗାଯୋଗ ବ୍ୟବସ୍ଥା ଏବଂ ଏଠାକାର ସୌନ୍ଦର୍ଯ୍ୟକରଣ ବ୍ୟବସ୍ଥାର ଫଳାଫଳ ଦେଖିବାକୁ ପାଉଛୁ । ସେ ଆହୁରି ଉଲ୍ଲେଖ କରିଥିଲେ ଯେ କାଶୀ ଚାରିପାଖରେ ନୂତନ ରାଜପଥ, ପୁଲ-ଫ୍ଲାଏ ଓଭର, ଟ୍ରାଫିକ ଜାମ ହ୍ରାସ କରିବା ଲାଗି ରାସ୍ତା ପ୍ରଶସ୍ତିକରଣ କ୍ଷେତ୍ରରେ ଅଭୂତପୂର୍ବ କାର୍ଯ୍ୟ କରାଯାଇଛି ।ଜଙ୍ଗଲ ରାଜ ପାଇଁ କୌଣସି ପ୍ରବେଶ ପଥ ନାହିଁ ବୋଲି ବିହାରର ଲୋକମାନେ ନିଷ୍ପତ୍ତି ନେଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
November 01st, 04:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିହାରର ବାଗାହରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ହୋଇଥିବା ଟ୍ରେଣ୍ଡ ସ୍ପଷ୍ଟ ଭାବେ ଦର୍ଶାଉଛି ଯେ ବିହାରର ଲୋକମାନେ ରାଜ୍ୟରେ ଜଙ୍ଗଲ ରାଜ ପାଇଁ କୌଣସି ପ୍ରବେଶ ବୋର୍ଡ ଲଗାଇ ନାହାଁନ୍ତି। ସେ କହିଛନ୍ତି ଯେ ଚାଲିଥିବା ନିର୍ବାଚନରେ ଲୋକମାନେ ନୀତୀଶଙ୍କ ନେତୃତ୍ୱରେ ଏକ ସ୍ଥିର ଏନଡିଏ ସରକାର ବାଛିବା ପାଇଁ ନିଷ୍ପତ୍ତି ନେଇଛନ୍ତି।ବିହାରର ଛପ୍ରା, ସମସ୍ତିପୁର, ମୋତିହାରୀ ଏବଂ ବାଗାହରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର
November 01st, 03:54 pm
ନିର୍ବାଚନ ପ୍ରଚାର ଜାରି ରଖି ପ୍ରଧାନମନ୍ତ୍ରୀ ମୋଦୀ ଆଜି ଛପ୍ରା, ସମସ୍ତିପୁର, ମୋତିହାରୀ ଏବଂ ବାଗାହରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, “ପ୍ରଥମ ପର୍ଯ୍ୟାୟ ମତଦାନ ପରେ ଏହା ସ୍ପଷ୍ଟ ହୋଇଛି ଯେ ନୀତୀଶ ବାବୁ ବିହାରରେ ପରବର୍ତ୍ତୀ ସରକାରର ନେତୃତ୍ୱ ନେବେ। ବିରୋଧୀ ଦଳ ସମ୍ପୂର୍ଣ୍ଣ ଭାବେ ବିଚଳିତ , କିନ୍ତୁ ମୁଁ ସେମାନଙ୍କୁ ବିହାରର ଲୋକମାନଙ୍କ ଉପରେ ସେମାନଙ୍କର ନିରାଶା ପ୍ରକାଶ ନ କରିବାକୁ କହିବି । ”ଗୋଟିଏ ପଟେ ଏନଡିଏ ଗଣତନ୍ତ୍ର ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଅନ୍ୟ ପଟେ 'ପରିବାର ତନ୍ତ୍ର ମେଣ୍ଟ ': ପ୍ରଧାନମନ୍ତ୍ରୀ ମୋଦୀ
November 01st, 03:25 pm
ସମସ୍ତିପୁରରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ , ଭାରତୀୟ ଜନତା ପାର୍ଟି ବିହାରର ଚାଷୀଙ୍କ ପାଇଁ 1000 କୃଷକ ଉତ୍ପାଦକ ସଂଗଠନ (FPO) ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସେ କହିଛନ୍ତି ଯେ ଆମ କୃଷକମାନଙ୍କ ପାଇଁ କୃଷି ଭିତ୍ତିଭୂମି ପାଇଁ କେନ୍ଦ୍ରୀୟ ସରକାର 1 ଲକ୍ଷ କୋଟି ଟଙ୍କାର ପାଣ୍ଠି ସୃଷ୍ଟି କରିଛନ୍ତି।ଜଙ୍ଗଲ ରାଜ ସୁନିଶ୍ଚିତ କରିଛନ୍ତି ଯେ ବିହାରର ହଲମାର୍କ ଥିବା ସମସ୍ତ ଶିଳ୍ପ ଏବଂ ଚିନି ମିଲ୍ ବନ୍ଦ ହୋଇଛି: ପ୍ରଧାନମନ୍ତ୍ରୀ
November 01st, 02:55 pm
ମୋତିହାରୀରେ ହୋଇଥିବା ରାଲିରେ ପ୍ରଧାନମନ୍ତ୍ରୀ ମୋଦୀ ଲୋକଙ୍କୁ ଚେତାବନୀ ଦେଇଛନ୍ତି ଯେ କଂଗ୍ରେସ-ଆରଜେଡି ମିଳିତ ମଞ୍ଚ କ୍ଷମତାକୁ ଆସିଲେ ଜଙ୍ଗଲ ରାଜ ଫେରି ଆସିବ। ସେ କହିଛନ୍ତି ଯେ ଜଙ୍ଗଲ ରାଜ ନିଶ୍ଚିତ କରିଛନ୍ତି ଯେ ବିହାରର ହଲମାର୍କ ଥିବା ସମସ୍ତ ଶିଳ୍ପ ଏବଂ ଚିନି ମିଲ୍ ବନ୍ଦ ହୋଇଯାଇଛି।ବିହାରରେ ଏନଡିଏ “ଡବଲ୍-ଡବଲ୍ ଯୁବରାଜ” କୁ ପରାସ୍ତ କରିବ: ପ୍ରଧାନମନ୍ତ୍ରୀ ମୋଦୀ
November 01st, 10:50 am
ଛପ୍ରାଠାରେ ହୋଇଥିବା ଏକ ରାଲିରେ ପ୍ରଧାନମନ୍ତ୍ରୀ ମୋଦୀ ମହାମେଣ୍ଟକୁ ଇଙ୍ଗିତ କରି ଲୋକମାନଙ୍କୁ ଉତ୍ତମ ଭବିଷ୍ୟତ ପାଇଁ “ସ୍ୱାର୍ଥପର” ବାହିନୀକୁ ଦୂରେଇ ରଖିବାକୁ ଅନୁରୋଧ କରିଛନ୍ତି । ଆତ୍ମବିଶ୍ୱାସର ସହ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ରାଜ୍ୟ ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ମତଦାନ ସୂଚାଇ ଦେଇଛି ଯେ ବିହାରରେ ଏନଡିଏ କ୍ଷମତାକୁ ଆସୁଛି।West Bengal will play a significant role in ‘Purvodaya’: PM Modi
October 22nd, 10:58 am
Prime Minister Narendra Modi joined the Durga Puja celebrations in West Bengal as he inaugurated a puja pandal in Kolkata via video conferencing today. The power of maa Durga and devotion of the people of Bengal is making me feel like I am present in the auspicious land of Bengal. Blessed to be able to celebrate with you, PM Modi said as he addressed the people of Bengal.PM Modi inaugurates Durga Puja Pandal in West Bengal
October 22nd, 10:57 am
Prime Minister Narendra Modi joined the Durga Puja celebrations in West Bengal as he inaugurated a puja pandal in Kolkata via video conferencing today. The power of maa Durga and devotion of the people of Bengal is making me feel like I am present in the auspicious land of Bengal. Blessed to be able to celebrate with you, PM Modi said as he addressed the people of Bengal.ଉତ୍ତରାଖଣ୍ଡରେ ନମାମୀ ଗଙ୍ଗେ କାର୍ଯ୍ୟକ୍ରମ ଅଧୀନରେ ଛଅଟି ମେଗା ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 29th, 11:11 am
ସାଥୀଗଣ, ଏବେ କିଛି ସମୟ ପୂର୍ବରୁ ଜଳ ଜୀବନ ମିଶନର ଏକ ସୁନ୍ଦର ଲୋଗୋ ଏବଂ ମାର୍ଗ ଦର୍ଶିକାର ଉନ୍ମୋଚନ କରାଯାଇଛି । ଜଳ ଜୀବନ ମିଶନ- ଭାରତର ଗ୍ରାମମାନଙ୍କରେ, ପ୍ରତ୍ୟେକ ଘର ପର୍ଯ୍ୟନ୍ତ ବିଶୁଦ୍ଧ ଜଳ, ପାଇପ ଯୋଗେ ପହଞ୍ଚାଇବା ସକାଶେ ବହୁତ ବଡ଼ ଅଭିଯାନ ଆରମ୍ଭ କରାଯାଇଛି । ଏହି ମିଶନର ଲୋଗୋ, ନିରନନ୍ତର ଏହି କଥାର ପ୍ରେରଣା ଦେବ ଯେ ପାଣିର ଗୋଟିଏ ଗୋଟିଏ ବୁନ୍ଦା ସଞ୍ଚୟ କରିବା ଏକାନ୍ତ ଜରୁରି । ଏହା ହେଉଛି ସେହି ମାର୍ଗଦର୍ଶିକା । ଗାଁର ଲୋକମାନଙ୍କୁ, ଗ୍ରାମ ପଞ୍ଚାୟତ ମାନଙ୍କ ସକାଶେ ଏହା ସେତିକି ଜରୁରି ଯେତିକି ସରକାରୀ କଳ ପାଇଁ ଅତ୍ୟାବଶ୍ୟକ ।ପବିତ୍ର ଗଙ୍ଗା ନଦୀକୁ ନିର୍ମଳ ଓ ଅବିରଳ କରିବା ଲାଗି ଉତ୍ତରାଖଣ୍ଡରେ 6ଟି ବୃହତ ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 29th, 11:10 am
ଶ୍ରୀ ମୋଦୀ ହରିଦ୍ୱାରଠାରେ ଗଙ୍ଗା ନଦୀ ତଟରେ ପ୍ରଥମ ଥର ପାଇଁ ‘ଗଙ୍ଗା ଅବଲୋକନ’ ସଂଗ୍ରହାଳୟର ଉଦଘାଟନ କରିଥିଲେ। ସେ ଏକ ପୁସ୍ତକ ରୋଇଙ୍ଗ ଡାଉନ ଗଙ୍ଗେସ ଏବଂ ଜଳ ଜୀବନ ମିଶନର ନୂଆ ଲୋଗୋକୁ ମଧ୍ୟ ଜାରି କରିଥିଲେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଜଳ ଜୀବନ ମିଶନ ଅନ୍ତର୍ଗତ ଗ୍ରାମ ପଞ୍ଚାୟତ ଏବଂ ଜଳ ସମିତି ଲାଗି ଉପଯୋଗୀ ‘ମାର୍ଗଦର୍ଶିକା’ ମଧ୍ୟ ଜାରି କରିଥିଲେ।କୃଷି ବିଲ ଛୋଟ ଏବଂ ସୀମାନ୍ତ କୃଷକମାନଙ୍କୁ ସବୁଠାରୁ ଅଧିକ ଲାଭାନ୍ୱିତ କରିବ: ପ୍ରଧାନମନ୍ତ୍ରୀ ମୋଦୀ
September 25th, 11:10 am
ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅବସରରେ ଏକ କାର୍ଯ୍ୟକ୍ରମରେ ବିଜେପି କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଭାରତକୁ ଏକବିଂଶ ଶତାବ୍ଦୀର ବିଶ୍ୱ ନେତା ଭାବେ ପରିଣତ କରିବା ପାଇଁ ଆଜି ଯାହା ଘଟୁଛି, ତାହାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କର ପ୍ରମୁଖ ଯୋଗଦାନ ରହିଛି । ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ନୂତନ କୃଷି ବିଲ ଉପରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଛି ।ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ବିଜେପି କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରିଛନ୍ତି
September 25th, 11:09 am
ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ଅବସରରେ ଏକ କାର୍ଯ୍ୟକ୍ରମରେ ବିଜେପି କର୍ମକର୍ତ୍ତାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ, ଭାରତକୁ ଏକବିଂଶ ଶତାବ୍ଦୀର ବିଶ୍ୱ ନେତା ଭାବେ ପରିଣତ କରିବା ପାଇଁ ଆଜି ଯାହା ଘଟୁଛି, ତାହାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ଜୀଙ୍କର ପ୍ରମୁଖ ଯୋଗଦାନ ରହିଛି । ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ନୂତନ କୃଷି ବିଲ ଉପରେ ସଚେତନତା ସୃଷ୍ଟି କରିବାର ଆବଶ୍ୟକତା ରହିଛି ।ବିହାରରେ ତିନୋଟି ପ୍ରମୁଖ ପେଟ୍ରୋଲିୟମ ପ୍ରକଳ୍ପ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 13th, 12:01 pm
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଁ ଆପଣମାନଙ୍କ ସହିତ ଏକ ଦୁଃଖଦ ଖବର ବାଣ୍ଟିବାକୁ ଚାହୁଁଛି । ବିହାରର ଜଣେ ବରିଷ୍ଠ ନେତା ଶ୍ରୀମାନ ରଘୁବଂଶ ପ୍ରସାଦ ସିଂହ ଆଉ ଆମମାନଙ୍କ ଗହଣରେ ନାହାନ୍ତି । ମୁଁ ତାଙ୍କ ଅମର ଆତ୍ମା ପ୍ରତି ନମସ୍କାର କରୁଛି । ରଘୁବଂଶ ବାବୁଙ୍କ ବିଦାୟ ସହିତ ବିହାର ଏବଂ ଦେଶର ଚଳନ୍ତି ରାଜନୀତିରେ ଏକ ଶୂନ୍ୟତା ସୃଷ୍ଟି ହୋଇଛି । ସେ ମାଟି ସହିତ ଯୋଡ଼ି ହୋଇ ରହିଥିବା ଜଣେ ବ୍ୟକ୍ତି ଥିଲେ, ରାଜନେତା ଥିଲେ । ଗରିବ ଲୋକଙ୍କ ଦୁଃଖଦୁର୍ଦ୍ଦଶାକୁ ବୁଝି ପାରୁଥିବା ଜଣେ ବ୍ୟକ୍ତିତ୍ୱ ଥିଲେ । ସମଗ୍ର ଜୀବନ ବିହାର ପାଇଁ ସଂଘର୍ଷ କରି ସେ ବିତାଇଛନ୍ତି । ସେ ଯେଉଁ ବିଚାରଧାରାରେ ଜନ୍ମଲାଭ କରିଥିଲେ ଏବଂ ବଢ଼ିଥିଲେ, ଜୀବନବ୍ୟାପୀ ସେହି ଭଳି ଜୀବନ ବଞ୍ଚିବାକୁ ପ୍ରୟାସ କରିଥିଲେ ।