Except for scams and lawlessness, there is nothing in their report cards: PM Modi in Darbhanga

May 04th, 03:45 pm

Prime Minister Narendra Modi addressed a vibrant gathering in Darbhanga, Bihar, where he paid homage to the late Maharaja Kameshwar Singh Ji and praised the sacred land of Mithila and its people.

PM Modi addresses a public meeting in Darbhanga, Bihar

May 04th, 03:30 pm

Prime Minister Narendra Modi addressed a vibrant gathering in Darbhanga, Bihar, where he paid homage to the late Maharaja Kameshwar Singh Ji and praised the sacred land of Mithila and its people.

Ghamandiya Alliance is only interested in destabilizing the future of the youth of Bihar: PM Modi in Jamui

April 04th, 12:01 pm

Ahead of the Lok Sabha elections 2024, PM Modi addressed a public rally in Jamui, Bihar. He said, Jamui's mood is reflective of 'Ab ki Baar 400 Paar' with all the 40 seats in N.D.A.'s favour in Bihar. He expressed his tribute to the contributions of the Late Ramvilas Paswan Ji, who was dedicated to the welfare of Bihar and its development.

Jamui's grand welcome for PM Modi as he addresses a public rally

April 04th, 12:00 pm

Ahead of the Lok Sabha elections 2024, PM Modi addressed a public rally in Jamui, Bihar. He said, Jamui's mood is reflective of 'Ab ki Baar 400 Paar' with all the 40 seats in N.D.A.'s favour in Bihar. He expressed his tribute to the contributions of the Late Ramvilas Paswan Ji, who was dedicated to the welfare of Bihar and its development.

ବିହାରର ବେତିଆଠାରେ ବିକଶିତ ଭାରତ-ବିକଶିତ ବିହାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 06th, 04:00 pm

ମହର୍ଷି ବାଲ୍ମିକୀଙ୍କ କର୍ମଭୂମି, ମାତା ସୀତାଙ୍କ ଶରଣଭୂମି ଏବଂ ଲବ-କୁଶଙ୍କ ଏହି ଭୂମିରେ ମୁଁ ସମସ୍ତଙ୍କୁ ପ୍ରଣାମ କରୁଛି! ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନିତ୍ୟାନନ୍ଦ ରାୟ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ବରିଷ୍ଠ ନେତା ବିଜୟ କୁମାର ଚୌଧୁରୀ ଜୀ ଏବଂ ସନ୍ତୋଷ କୁମାର ସୁମନ ଜୀ, ସାଂସଦ ସଞ୍ଜୟ ଜୟସ୍ୱାଲ ଜୀ, ରାଧା ମୋହନ ଜୀ, ସୁନୀଲ କୁମାର ଜୀ, ରମା ଦେବୀ ଜୀ ଏବଂ ସତୀଶ ଚନ୍ଦ୍ର ଦୁବେ ଜୀ। ଅନ୍ୟ ସମସ୍ତ ସମ୍ମାନିତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବିହାରର ମୋର ପ୍ରିୟ ଭାଇ ଭଉଣୀମାନେ!

ବିହାରର ବେଟିଆଠାରେ ବିକଶିତ ଭାରତ ବିକଶିତ ବିହାର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

March 06th, 03:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପଶ୍ଚିମ ଚମ୍ପାରଣ ଜିଲ୍ଲାର ବେଟିୟାଠାରେ ପ୍ରାୟ ୧୨,୮୦୦ କୋଟି ଟଙ୍କାର ରେଳ, ସଡ଼କ ଏବଂ ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧୀୟ ଏକାଧିକ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।

ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।

March 02nd, 08:06 pm

ବିହାରର ରାଜ୍ୟପାଳ ଶ୍ରୀ ରାଜେନ୍ଦ୍ର ଆର୍ଲେକର ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂ ଜୀ, ହରଦୀପ ସିଂ ପୁରୀ ଜୀ, ଉପମୁଖ୍ୟମନ୍ତ୍ରୀ ବିଜୟ ସିହ୍ନା ଜୀ, ସମ୍ରାଟ ଚୌଧୁରୀ ଜୀ, ମଞ୍ଚରେ ବସିଥିବା ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ବେଗୁସରାଇରୁ ଆସିଥିବା ମୋର ପ୍ରିୟ ଭାଇ ଭଉଣୀମାନେ ।

ବିହାରର ବେଗୁସରାଇରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ

March 02nd, 04:50 pm

: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ବେଗୁସରାଇଠାରେ ଦେଶବ୍ୟାପୀ ପ୍ରାୟ ୧.୪୮ ଲକ୍ଷ କୋଟି ଟଙ୍କାର ଏକାଧିକ ତୈଳ ଓ ଗ୍ୟାସ କ୍ଷେତ୍ର ପ୍ରକଳ୍ପ ଏବଂ ବିହାରରେ ୧୩,୪୦୦ ଟଙ୍କାରୁ ଅଧିକ ମୂଲ୍ୟର ଅନେକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।

ବିହାରର ଔରଙ୍ଗାବାଦରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 02nd, 03:00 pm

ବିହାରର ରାଜ୍ୟପାଳ ଶ୍ରୀମାନ ରାଜେନ୍ଦ୍ର ଅର୍ଲେକରଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ ଏବଂ ଏଠାରେ ବସିଥିବା ସମସ୍ତ ବରିଷ୍ଠ ନେତା, ମୁଁ ସମସ୍ତଙ୍କ ନାମ ମନେ ପକାଉନାହିଁ କିନ୍ତୁ ମୁଁ ସମସ୍ତ ପୁରୁଣା ବନ୍ଧୁମାନଙ୍କୁ ଆଜିର ଏହି ମିଳନ ଏବଂ ଏତେ ସଂଖ୍ୟକ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଥିବା ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ, ଜନତା ଜନାର୍ଦ୍ଦନଙ୍କୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି ।

ପ୍ରଧାନମନ୍ତ୍ରୀ ବିହାରର ଔରଙ୍ଗାବାଦରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି

March 02nd, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଔରଙ୍ଗାବାଦ ଠାରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସଡ଼କ, ରେଳ ବାଇ ଏବଂ ନମାମି ଗଙ୍ଗେ କାର୍ଯ୍ୟକ୍ରମ ଇତ୍ୟାଦି କ୍ଷେତ୍ର ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ଫଟୋ ଗ୍ୟାଲେରୀକୁୁ ମଧ୍ୟ ବୁଲି ଦେଖିଥିଲେ ।

ଶ୍ରୀ କର୍ପୁରୀ ଠାକୁରଙ୍କ ପୂଣ୍ୟତିଥିରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

February 17th, 07:03 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ କର୍ପୁରୀ ଠାକୁରଙ୍କୁ ତାଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଭାରତ ରତ୍ନ ସମ୍ମାନ ପ୍ରାପ୍ତ କର୍ପୁରି ଠାକୁରଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ

February 12th, 05:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଆଜି ଭାରତ ରତ୍ନ ସମ୍ମାନ ପ୍ରାପ୍ତ କର୍ପୁରି ଠାକୁରଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି ।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 05th, 05:44 pm

ମୁଁ ଦେଖୁଛି ଯେ ଆପଣମାନଙ୍କ ମଧ୍ୟରୁ ଅନେକ ଲୋକ ନିର୍ବାଚନ ଲଢ଼ିବାର ମଧ୍ୟ ସାହସ ହରାଇଛନ୍ତି । ଏବଂ ମୁଁ ଶୁଣିଛି ଯେ ଅନେକ ଲୋକ ଗତଥର ସିଟ୍ ପରିବର୍ତ୍ତନ କରିଥିଲେ ଏବଂ ଏଥର ମଧ୍ୟ ସିଟ୍ ପରିବର୍ତ୍ତନ କରିବାକୁ ଚେଷ୍ଟା କରୁଛନ୍ତି । ଏବଂ ମୁଁ ଶୁଣିଛି ଯେ ଅନେକ ଲୋକ ବର୍ତ୍ତମାନ ଲୋକସଭା ପରିବର୍ତ୍ତେ ରାଜ୍ୟସଭାକୁ ଯିବାକୁ ଚାହୁଁଛନ୍ତି, ତେଣୁ ପରିସ୍ଥିତିର ଆକଳନ କରିବା ପରେ ସେମାନେ ନ୍ଖକ୍ସ ନିଜର ବାଟ ଖୋଜୁଛନ୍ତି ।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ

February 05th, 05:43 pm

ପ୍ରଧାନମନ୍ତ୍ରୀ ଗୃହରେ ସେନ୍‌ଗୋଲ ବିଷୟରେ ଉଲ୍ଲେଖ କରି ନିଜର ଅଭିଭାଷଣ ଆରମ୍ଭ କରିଥିଲେ, ଯାହାକି ଗର୍ବ ଓ ଗୌରବର ସହିତ ଶୋଭାଯାତ୍ରାର ନେତୃତ୍ୱ ନେଇଥିଲା। ଯେତେବେଳେ ରାଷ୍ଟ୍ରପତି ତାଙ୍କ ଅଭିଭାଷଣ ଦେବା ପାଇଁ ନୂତନ ଗୃହରେ ପହଞ୍ଚିଥିଲେ, ଅନ୍ୟ ସାଂସଦମାନେ ତାଙ୍କ ନେତୃତ୍ୱକୁ ଅନୁସରଣ କରିଥିଲେ । ଏହି ପରମ୍ପରା ଗୃହର ମର୍ଯ୍ୟାଦାକୁ ବହୁଗୁଣିତ କରିଥାଏ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ । ସେ କହିଥିଲେ ଯେ ୭୫ତମ ସାଧାରଣତନ୍ତ୍ର ଦିବସ, ନୂତନ ସଂସଦ ଭବନ ଏବଂ ସେନଗୋଲର ଆଗମନ ଏକ ଅତ୍ୟନ୍ତ ପ୍ରଭାବଶାଳୀ ଘଟଣା ଥିଲା । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବରେ ଗୃହର ସଦସ୍ୟମାନେ ସେମାନଙ୍କର ବିଚାର ଓ ଚିନ୍ତାଧାରା ବ୍ୟକ୍ତ କରିଥିବାରୁ ସେ ଧନ୍ୟବାଦ ଅର୍ପଣ କରିଥିଲେ।

ଏନସିସି ସହ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ବିବରଣୀ/ ନୂଆଦିଲ୍ଲୀରେ ଏନ୍‌ଏସ୍‌ଏସ୍ କ୍ୟାଡେଟ୍‌

January 24th, 03:26 pm

ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ ଜୀ, କ୍ୟାବିନେଟ୍ ମୋର ଅନ୍ୟ ସହଯୋଗୀ, ଡିଜି ଏନସିସି, ଉପସ୍ଥିତ ଅଧିକାରୀମାନେ , ସମ୍ମାନିତ ଅତିଥି, ଶିକ୍ଷକ, ଏନସିସି ଏବଂ ଏନଏସଏସର ମୋର ଯୁବ ସହଯୋଗୀ ।

ପ୍ରଧାନମନ୍ତ୍ରୀଙ୍କ ସମର ଶିକ୍ଷାର୍ଥୀ (ଏନସିସି) ଓ ଜାତୀୟ ସେବା ଯୋଜନା ସ୍ୱେଚ୍ଛାସେବୀଙ୍କୁ ଉଦ୍‌ବୋଧନ

January 24th, 03:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୪.୦୧.୨୦୨୪) ସମର ଶିକ୍ଷାର୍ଥୀ ଓ ଜାତୀୟ ସମାଜସେବୀ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି । ସମବେତ ବ୍ୟକ୍ତିମାନଙ୍କୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ରାଣୀ ଲକ୍ଷ୍ମୀବାଈଙ୍କ ଜୀବନ ସମ୍ବଳିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ନେଇ ଗବିତ୍‌ର୍ ହେବା ସହ ଏହା ଭାରତୀୟ ଇତିହାସକୁ ଆଜି ସଜୀବ କରିଥିବା କହିଛନ୍ତି । ଏହି କାର୍ଯ୍ୟକ୍ରମ ସହ ସଂଶ୍ଳିଷ୍ଟ ଦଳକୁ ପ୍ରଶଂସା କରିବା ସହ ସେମାନେ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ଅଂଶଗ୍ରହଣ କରିବେ ବୋଲି ସେ କହିଛନ୍ତି । ଏହି କ୍ଷଣ ଦୁଇଟି କାରଣ ପାଇଁ ସ୍ୱତନ୍ତ୍ର ବୋଲି ସେ କହିଛନ୍ତି । ତାହା ହେଲା “୭୫ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ ଓ ଭାରତର ନାରୀଶକ୍ତି ପ୍ରତି ଏହା ଉତ୍ସର୍ଗ ହୋଇଛି ।”

ପ୍ରଧାନମନ୍ତ୍ରୀ ଶ୍ରୀ କର୍ପୁରୀ ଠାକୁରଙ୍କୁ ଭାରତ ରତ୍ନ ମିଳିଥିବାରୁ ଖୁସି ବ୍ୟକ୍ତ କରିଛନ୍ତି

January 23rd, 09:19 pm

କର୍ପୁରୀ ଠାକୁରଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଏହି ନିଷ୍ପତ୍ତି ଦେଶବାସୀଙ୍କୁ ଗର୍ବିତ କରିବ ବୋଲି ଶ୍ରୀ ମୋଦୀ କହିଛନ୍ତି । ପଛୁଆ ଓ ବଞ୍ଚିତ ଲୋକମାନଙ୍କ ଉନ୍ନତି ପାଇଁ ତାଙ୍କର ଅତୁଟ ପ୍ରତିବଦ୍ଧତା ଏବଂ ଦୂରଦର୍ଶୀ ନେତୃତ୍ୱ ଭାରତର ସାମାଜିକ - ରାଜନୈତିକ ଦୃଶ୍ୟପଟ୍ଟରେ ଏକ ଅବିସ୍ମରଣୀୟ ଛାପ ଛାଡ଼ିଛି ।