Tribal society is the one that led the fight for centuries to protect India's culture and independence: PM Modi

November 15th, 11:20 am

PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.

PM Modi participates in Janjatiya Gaurav Divas programme in Jamui, Bihar

November 15th, 11:00 am

PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକ୍କିମ୍‌ର ମୁଖ୍ୟମନ୍ତ୍ରୀ

August 27th, 02:06 pm

ସିକ୍କିମ୍‌ର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂ ତମାଙ୍ଗ ଗତ କାଲି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଥିଲେ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସିକ୍କିମ୍‌ ରାଜ୍ୟପାଳ

August 03rd, 09:53 pm

ସିକ୍କିମ୍‌ର ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର୍ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

Sikkim Governor meets PM

July 18th, 09:35 pm

The Governor of Sikkim Shri Lakshman Prasad Acharya met Prime Minister Shri Narendra Modi today.

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ସିକିମ ମୁଖ୍ୟମନ୍ତ୍ରୀ

June 24th, 05:08 pm

ସିକିମ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂ ତମାଙ୍ଗ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

June 10th, 10:06 pm

ସିକିମ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ପ୍ରେମ ସିଂ ତମାଙ୍ଗଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

NDA formed on principles of 'Nation First', not for power: Shri Narendra Modi Ji

June 07th, 12:15 pm

Speaking at the NDA parliamentary meeting in the Samvidhan Sadan, Shri Narendra Modi Ji said the NDA was an organic alliance and said the group worked on the principle of 'Nation First'. He asserted that the alliance was the most successful in India's political history.

Shri Narendra Modi Ji addresses the NDA Parliamentary Meet in the Samvidhan Sadan

June 07th, 12:05 pm

Speaking at the NDA parliamentary meeting in the Samvidhan Sadan, Shri Narendra Modi Ji said the NDA was an organic alliance and said the group worked on the principle of 'Nation First'. He asserted that the alliance was the most successful in India's political history.

NDA's victory for the 3rd time represents the victory of 140 crore Indians: PM Modi at BJP HQ

June 04th, 08:45 pm

After the announcement of the results of the Lok Sabha Elections 2024, Prime Minister Narendra Modi addressed a programme at BJP HQ in New Delhi. Thanking the people of India, PM Modi said, “The results of the Lok Sabha Elections of 2024 has enabled NDA emerge victorious for the 3rd time. He said that this is the victory of the idea of a ‘Viksit Bharat’ and to safeguard India’s Constitution. He said, “NDA’s victory for the 3rd time represents the victory of 140 crore Indians.”

PM Modi addresses Party Karyakartas at BJP HQ after NDA win in 2024 Lok Sabha Elections

June 04th, 08:31 pm

After the announcement of the results of the Lok Sabha Elections 2024, Prime Minister Narendra Modi addressed a programme at BJP HQ in New Delhi. Thanking the people of India, PM Modi said, “The results of the Lok Sabha Elections of 2024 has enabled NDA emerge victorious for the 3rd time. He said that this is the victory of the idea of a ‘Viksit Bharat’ and to safeguard India’s Constitution. He said, “NDA’s victory for the 3rd time represents the victory of 140 crore Indians.”

ରୋଜଗର ମେଳା ଅଧୀନରେ 51,000ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

November 30th, 04:30 pm

ଦେଶର ଲକ୍ଷ ଲକ୍ଷ ଯୁବକଙ୍କୁ ଭାରତ ସରକାରଙ୍କ ଚାକିରି ଯୋଗାଇବାର ଅଭିଯାନ ଜାରି ରହିଛି । ଆଜି 50 ହଜାରରୁ ଅଧିକ ଯୁବକ-ଯୁବତୀମାନଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ଦିଆଯାଇଛି । ଏହି ନିଯୁକ୍ତି ପତ୍ର ହେଉଛି ଆପଣ ମାନଙ୍କର କଠିନ ପରିଶ୍ରମ ଏବଂ ପ୍ରତିଭାର ଫଳାଫଳ। ମୁଁ ଆପଣମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି ।

ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

November 30th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନବନିଯୁକ୍ତ ପ୍ରାର୍ଥୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ସ୍ଥାନରୁ ଏହି ପ୍ରାର୍ଥୀମାନଙ୍କୁ ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ଥିକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ/ବିଭାଗରେ ନିଯୁକ୍ତି ମିଳିଛି ।

ପ୍ରଧାନମନ୍ତ୍ରୀ ସିକ୍କିମ୍ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି

October 04th, 03:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକ୍କିମ୍‌ର ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରେମ ସିଂହ ତମାଙ୍ଗଙ୍କ ସହ କଥା ହୋଇଥିଲେ ଏବଂ ସିକ୍କିମର କିଛି ଅଂଶରେ ଦୁର୍ଭାଗ୍ୟଜନକ ପ୍ରାକୃତିକ ବିପର୍ଯ୍ୟୟ ପରବର୍ତ୍ତୀ ପରିସ୍ଥିତି ବିଷୟରେ ପଚାରି ବୁଝିଥିଲେ । ଏହି ପରିସ୍ଥିତିରେ ସେ ସମସ୍ତ ସମ୍ଭାବ୍ୟ ସମର୍ଥନକୁ ମଧ୍ୟ ନିଶ୍ଚିତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ସିକ୍କିମ ରାଜ୍ୟପାଳ

August 02nd, 04:41 pm

ସିକ୍କିମ ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ଆଚାର୍ଯ୍ୟ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଛାଡ଼ିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

May 29th, 12:22 pm

ଆସାମର ରାଜ୍ୟପାଳ ଶ୍ରୀମାନ ଗୁଲାବ ଚାନ୍ଦ କଟାରିୟା ଜୀ, ମୁଖ୍ୟମନ୍ତ୍ରୀ ଭାଇ ହେମନ୍ତ ବିଶ୍ୱା ଶର୍ମା ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ସଦସ୍ୟ ଅଶ୍ୱିନୀ ବୈଷ୍ଣବ ଜୀ, ସର୍ବାନନ୍ଦ ସୋନୱାଲ ଜୀ, ରାମେଶ୍ୱର ତେଲି ଜୀ, ନିଶିଥ ପରମାଣିକ ଜୀ, ଜନ୍ ବାରଲା ଜୀ, ଅନ୍ୟ ସମସ୍ତ ମନ୍ତ୍ରୀଗଣ, ସାଂସଦ ଗଣ, ବିଧାୟକ ଏବଂ ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ,

ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

May 29th, 12:21 pm

ପ୍ରଧାନମନ୍ତ୍ରୀ ଆଜି (୨୯-୦୫-୨୦୨୩) ଆସାମର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ଆଭାସୀ ମାଧ୍ୟମରେ ପତାକା ଦେଖାଇ ଯାତ୍ରାରମ୍ଭ କରିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଗୌହାଟୀ ସହ ନ୍ୟୁ ଜଳପାଇଗୁଡ଼ିକୁ ଯୋଡ଼ିବ ଓ ଏହାର ଯାତ୍ରା ଅବଧି ସାଢ଼େ ପାଞ୍ଚ ଘଣ୍ଟା ରହିବ । ପ୍ରଧାନମନ୍ତ୍ରୀ ମଧ୍ୟ ୧୮୨ କିଲୋମିଟର ଦୀର୍ଘ ବିଦ୍ୟୁତକରଣ ହୋଇଥିବା ରେଳପଥ ସେକ୍ସନ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଆସାମର ଲାମଡିଙ୍ଗ ଠାରେ ନବନିର୍ମିତ ଡେମୁ/ମେମୁର ମଧ୍ୟ ଉଦଘାଟନ କରିଥିଲେ ।

ସିକ୍କିମ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

May 16th, 05:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକ୍କିମ ସ୍ଥାପନା ଦିବସରେ ସେଠାକାର ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ସିକ୍କିମର ନିରନ୍ତର ବିକାଶ ମଧ୍ୟ କାମନା କରିଛନ୍ତି ।

ସିକ୍କିମରେ ହିମସ୍ଖଳନ ଯୋଗୁଁ ହୋଇଥିବା ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଶୋକ

April 04th, 06:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିକିମ ଠାରେ ହିମସ୍ଖଳନ ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

'ମନ୍ କୀ ବାତ୍' ଜନ ଭାଗିଦାରୀର ପରିପ୍ରକାଶର ଏକ ଅଦ୍ଭୁତ ମାଧ୍ୟମ ପାଲଟିଛି: ପ୍ରଧାନମନ୍ତ୍ରୀ ମୋଦୀ

February 26th, 11:00 am

ଆପଣମାନଙ୍କର ମନେଥିବ, ସର୍ଦ୍ଦାର ପଟେଲଙ୍କ ଜୟନ୍ତୀ ଅର୍ଥାତ ଏକତା ଦିବସ ଅବସରରେ ‘ମନ୍ କି ବାତ୍‌’ରେ ଆମେ ତିନୋଟି ପ୍ରତିଯୋଗିତା କଥା କହିଥିଲୁ । ଏହି ପ୍ରତିଯୋଗିତାଗୁଡ଼ିକ ଦେଶଭକ୍ତି ଗୀତ ରଚନା, ନାନାବାୟା ଗୀତ ରଚନା ଏବଂ ରଙ୍ଗୋଲି ଅଙ୍କନ ଉପରେ ଆଧାରିତ ଥିଲା । ଏ କଥା କହିବାରେ ମୋତେ ଖୁସି ଲାଗୁଛି ଯେ, ସମଗ୍ର ଦେଶର ୭୦୦ରୁ ଅଧିକ ଜିଲ୍ଲାରୁ ୫ ଲକ୍ଷରୁ ଅଧିକ ଲୋକେ ଏଥିରେ ଉତ୍ସାହର ସହିତ ଅଂଶଗ୍ରହଣ କରିଛନ୍ତି । ପିଲା, ବୟସ୍କ ବ୍ୟକ୍ତି, ବରିଷ୍ଠ ଲୋକେ, ସମସ୍ତେ ଉତ୍ସାହର ସହିତ ଏଥିରେ ଅଂଶଗ୍ରହଣ କରି ୨୦ରୁ ଅଧିକ ଭାଷାରେ ନିଜର କୃତିମାନ ପଠାଇଛନ୍ତି । ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ସମସ୍ତ ଅଂଶ ଗ୍ରହଣକାରୀ ମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଆପଣମାନଙ୍କ ମଧ୍ୟରୁ ପ୍ରତ୍ୟେକେ ଜଣେ ଜଣେ ଚମ୍ପିଆନ୍‌, କଳାର ସାଧକ । ନିଜ ଦେଶର ବିବିଧତା ଏବଂ ସଂସ୍କୃତି ପ୍ରତି ଆପଣମାନଙ୍କ ହୃଦୟରେ କେତେ କେତେ ପ୍ରେମ ଭରି ରହିଛି, ତାହା ଆପଣମାନେ ଦର୍ଶାଇଛନ୍ତି ।