ଅଟଳ ଇନୋଭେସନ ମିଶନର ଅବଧି ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

April 08th, 09:16 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଅଟଳ ଇନୋଭେସନ ମିଶନ (ଏଆଇଏମ)କୁ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏଆଇଏମ ଦେଶରେ ଏକ ନବସୃଜନ ସଂସ୍କୃତି ଏବଂ ଉଦ୍ୟମଶୀଳତା ସହ ଜଡ଼ିତ ଇକୋସିଷ୍ଟମ ବିକଶିତ କରିବା ଦିଗରେ ନିଜର ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ ପାଇଁ କାମ କରିବ । ଏଆଇଏମ ଦ୍ବାରା ଏହି କାର୍ଯ୍ୟ ନିଜର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସମ୍ପାଦନ କରାଯିବ ।

ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ପୁତିନଙ୍କ ସହିତ ସିରିୟସ ଏଜୁକେସନ ସେଣ୍ଟର ପରିଦର୍ଶନ କରିଛନ୍ତି

May 21st, 10:04 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରପତି ପୁତିନଙ୍କ ସହିତ ସିରିୟସ ଏଜୁକେସନ ସେଣ୍ଟର ପରିଦର୍ଶନ କରିଛନ୍ତି । ଉଭୟ ନେତା ବିଦ୍ୟାର୍ଥିମାନଙ୍କ ସହିତ ମଧ୍ୟ ମତ ବିନିମୟ କରିଛନ୍ତି ।