Our government's intentions, policies and decisions are empowering rural India with new energy: PM
January 04th, 11:15 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.PM Modi inaugurates the Grameen Bharat Mahotsav 2025
January 04th, 10:59 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.The relationship between India and Kuwait is one of civilizations, seas and commerce: PM Modi
December 21st, 06:34 pm
PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ୍ ବିବୃତ୍ତି
December 16th, 01:00 pm
ମୁଁ ରାଷ୍ଟ୍ରପତି ଦିଶାନାୟକଙ୍କୁ ଭାରତକୁ ସ୍ୱାଗତ କରୁଛି । ମୁଁ ଆନନ୍ଦିତ ଯେ ଆପଣ ରାଷ୍ଟ୍ରପତି ଭାବରେ ନିଜର ପ୍ରଥମ ବିଦେଶ ଗସ୍ତ ପାଇଁ ଭାରତକୁ ବାଛିଛନ୍ତି । ରାଷ୍ଟ୍ରପତି ଦିଶାନାୟକଙ୍କ ଗସ୍ତ ଆମ ସମ୍ପର୍କରେ ନୂତନ ଗତିଶୀଳତା ଏବଂ ଶକ୍ତି ସୃଷ୍ଟି କରିଛି । ଆମର ଭାଗିଦାରୀ ପାଇଁ ଆମେ ଏକ ଭବିଷ୍ୟତ ଦୃଷ୍ଟିକୋଣ ଗ୍ରହଣ କରିଛୁ । ଆମେ ଆମର ଅର୍ଥନୈତିକ ଭାଗିଦାରୀରେ ନିବେଶ ଭିତ୍ତିକ ଅଭିବୃଦ୍ଧି ଏବଂ ଯୋଗାଯୋଗ ଉପରେ ଗୁରୁତ୍ୱ ଦେଇଛୁ ଏବଂ ସ୍ଥିର କରିଛୁ ଯେ ଭୌତିକ, ଡିଜିଟାଲ ଏବଂ ଶକ୍ତି ସଂଯୋଗ ଆମର ଭାଗିଦାରୀର ମୁଖ୍ୟ ସ୍ତମ୍ଭ ହେବ । ଆମେ ଉଭୟ ଦେଶ ମଧ୍ୟରେ ବିଦ୍ୟୁତ-ଗ୍ରିଡ୍ ସଂଯୋଗ ଏବଂ ମଲ୍ଟି-ପ୍ରଡକ୍ଟ ପେଟ୍ରୋଲିୟମ ପାଇପଲାଇନ ସ୍ଥାପନ ଦିଗରେ କାର୍ଯ୍ୟ କରିବୁ । ସାମପୁର ସୌର ଶକ୍ତି ପ୍ରକଳ୍ପକୁ ତ୍ୱରାନ୍ୱିତ କରାଯିବ । ଏହାବ୍ୟତୀତ ଶ୍ରୀଲଙ୍କାର ପାୱାର ପ୍ଲାଣ୍ଟ ପାଇଁ ଏଲଏନଜି ଯୋଗାଇ ଦିଆଯିବ । ଦ୍ୱିପାକ୍ଷିକ ବାଣିଜ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଉଭୟ ପକ୍ଷ ଖୁବଶୀଘ୍ର ଇଟିସିଏ ସମ୍ପୂର୍ଣ୍ଣ କରିବାକୁ ପ୍ରୟାସ କରିବେ ।Our Constitution is the foundation of India’s unity: PM Modi in Lok Sabha
December 14th, 05:50 pm
PM Modi addressed the Lok Sabha on the 75th anniversary of the Indian Constitution's adoption. He reflected on India's democratic journey and paid tribute to the framers of the Constitution.ସମ୍ବିଧାନ ପ୍ରଣୟନର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭାରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 14th, 05:47 pm
ସମ୍ବିଧାନ ପ୍ରଣୟନର ୭୫ତମ ବାର୍ଷିକୀ ଉପଲକ୍ଷେ ଆଜି ଲୋକସଭାରେ ଆୟୋଜିତ ଏକ ସ୍ବତନ୍ତ୍ର ବିତର୍କ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ । ଗୃହକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଭାରତର ସମସ୍ତ ନାଗିରକ ଓ ଗଣତନ୍ତ୍ରକୁ ସମ୍ମାନ ଜଣାଉଥିବା ବିଶ୍ବର ସମସ୍ତ ଲୋକମାନଙ୍କ ପାଇଁ ଏକ ଗର୍ବ ଓ ସମ୍ମାନର ବିଷୟ ଯେ ଆମେ ଗଣତନ୍ତ୍ରର ଏହି ଉତ୍ସବକୁ ପାଳନ କରୁଛୁ । ଆମ ସମ୍ବିଧାନର ୭୫ ଉଲ୍ଲେଖନୀୟ ବର୍ଷର ଯାତ୍ରା ପାଇଁ ସେ ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଓ ଉଦ୍ୟମକୁ ସେ ପ୍ରସଂଶା କରିବା ସହ କହିଥିଲେ ଯେ ସଫଳତାର ୭୫ ବର୍ଷ ପୂରଣ ପରେ ଗଣତନ୍ତ୍ରର ଏହି ଉତ୍ସବ ପାଳନ ପାଇଁ ସମୟ ଉପନୀତ । ସଂସଦର ସଦସ୍ୟମାନେ ଏହି ସମାରୋହରେ ନିଜକୁ ସାମିଲ କରି ନିଜର ମତାମତ ପ୍ରଦାନ କରୁଥିବାରୁ ସେ ଆନନ୍ଦ ପ୍ରକାଶ କରିବା ସହ ସେ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ ।ଡିସେମ୍ବର ୧୪ ଓ ୧୫ ରେ ମୁଖ୍ୟ ସଚିବମାନଙ୍କ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
December 13th, 12:53 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୪ ଓ ୧୫ ତାରିଖରେ ନୂଆଦିଲ୍ଲୀରେ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀରେ ଅଧ୍ୟକ୍ଷତା କରିବେ । ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଲାଗି ଏହି ସମ୍ମିଳନୀ କାମ ଦେବ ବୋଲି କୁହାଯାଇଛି । ସଂଘୀୟ ବ୍ୟବସ୍ଥାକୁ ମଜଭୂତ କରିବା ଲାଗି ଏହା ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ବୋଲି ବିବେଚନା କରାଯାଏ ।ଡିସେମ୍ବର ୧୧ ରେ ସ୍ମାର୍ଟ ଇଣ୍ଡିଆ ହାକାଥନ ୨୦୨୪ର ଅଂଶଗ୍ରହଣକାରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
December 09th, 07:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ଡିସେମ୍ବର ୨୦୨୩ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସ୍ମାର୍ଟ ଇଣ୍ଡିଆ ହାକାଥନ୍ ୨୦୨୪ର ଗ୍ରାଣ୍ଡ ଫାଇନାଲରେ ଯୁବ ଉଦ୍ଭାବକମାନଙ୍କ ସହ ଆଲୋଚନା କରିବେ । ଗ୍ରାଣ୍ଡ ଫାଇନାଲରେ ୧୩୦୦ରୁ ଅଧିକ ଛାତ୍ର ଦଳ ଅଂଶଗ୍ରହଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ।ହରିୟାଣାର ପାନିପତଠାରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 05:54 pm
ହରିୟାଣାର ରାଜ୍ୟପାଳ ବଣ୍ଡାରୁ ଦତ୍ତାତ୍ରେୟ ଜୀ, ହରିୟାଣାର ଲୋକପ୍ରିୟ ଏବଂ ଶକ୍ତିଶାଳୀ ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ନିର୍ମଳା ସୀତାରମଣଜୀ ଏବଂ ଏହି ରାଜ୍ୟର ସନ୍ତାନ ଏବଂ ଏହି ସ୍ଥାନର ସାଂସଦ, ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ସରକାରରେ ମୋର ସାଥି, ଶ୍ରୀ ମନୋହର ଲାଲ ଜୀ, ଶ୍ରୀ କୃଷ୍ଣପାଲ ଜୀ, ହରିୟାଣା ସରକାରଙ୍କ ମନ୍ତ୍ରୀ ଶ୍ରୁତି ଜୀ, ଆରତୀ ଜୀ, ସାଂସଦ, ବିଧାୟକଗଣ... ଦେଶର ଅନେକ ଏଲଆଇସି କେନ୍ଦ୍ର ସହ ଜଡିତ ସମସ୍ତ ସହକର୍ମୀ ଏବଂ ପ୍ରିୟ ଭାଇ ଓ ଭଉଣୀ।ଏଲଆଇସିର ବୀମା ସଖୀ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ପାନିପତଠାରେ ମହିଳା ସଶକ୍ତିକରଣ ଏବଂ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ଜୀବନ ବୀମା ନିଗମର 'ବୀମା ସଖୀ ଯୋଜନା'ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ କର୍ନାଲସ୍ଥିତ ମହାରାଣା ପ୍ରତାପ ଉଦ୍ୟାନ କୃଷି ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସର ଶିଳାନ୍ୟାସ କରିଥିଲେ। ସଭାକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଭାରତ ମହିଳା ସଶକ୍ତିକରଣ ଦିଗରେ ଆଉ ଏକ ଦୃଢ଼ ପଦକ୍ଷେପ ନେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜି ମାସର ନବମ ଦିନ ବିଶେଷ ଥିଲା କାରଣ ଆମ ଶାସ୍ତ୍ରରେ ୯ ନମ୍ବର କୁ ଶୁଭ ବୋଲି ବିବେଚନା କରାଯାଇଥିଲା ଏବଂ ନବରାତ୍ରୀରେ ପୂଜା କରାଯାଉଥିବା ନବ ଦୁର୍ଗାଙ୍କ ନଅଟି ରୂପ ସହିତ ଜଡିତ ଥିଲା । ଆଜି ନାରୀ ଶକ୍ତିର ଆରାଧନାର ଦିନ ବୋଲି ସେ କହିଥିଲେ।ନୂଆଦିଲ୍ଲୀରେ ଅଷ୍ଟଲକ୍ଷ୍ମୀ ମହୋତ୍ସବର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 06th, 02:10 pm
ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱା ଶର୍ମା ଜୀ, ମେଘାଳୟର ମୁଖ୍ୟମନ୍ତ୍ରୀ କୋନରାଡ ସାଙ୍ଗମା ଜୀ, ତ୍ରିପୁରାର ମୁଖ୍ୟମନ୍ତ୍ରୀ ମାଣିକ ସାହା ଜୀ, ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ ସିଂ ତମାଙ୍ଗଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ସୁକାନ୍ତ ମଜୁମଦାର ଜୀ, ଅରୁଣାଚଳ ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ, ମିଜୋରାମ ଏବଂ ନାଗାଲାଣ୍ଡ ସରକାରଙ୍କ ମନ୍ତ୍ରୀଗଣ, ଅନ୍ୟ ଜନପ୍ରତିନିଧି, ଉତ୍ତର ପୂର୍ବର ସମସ୍ତ ଭାଇ ଭଉଣୀମାନେ। ଭଦ୍ର ମହିଳା ଓ ପୁରୁଷ ମାନେ।ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 06th, 02:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ବାବା ସାହେବ ଡ. ବି ଆର ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ। ବାବାସାହେବ ଆମ୍ବେଦକରଙ୍କ ଦ୍ୱାରା ପ୍ରସ୍ତୁତ ସମ୍ବିଧାନକୁ ୭୫ ବର୍ଷ ପୂରିଛି, ଏହା ସମସ୍ତ ନାଗରିକଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ସେ କହିଛନ୍ତି। ଶ୍ରୀ ମୋଦୀ ଭାରତର ସମସ୍ତ ନାଗରିକଙ୍କ ତରଫରୁ ବାବାସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।The bond between India & Guyana is of soil, of sweat, of hard work: PM Modi
November 21st, 08:00 pm
Prime Minister Shri Narendra Modi addressed the National Assembly of the Parliament of Guyana today. He is the first Indian Prime Minister to do so. A special session of the Parliament was convened by Hon’ble Speaker Mr. Manzoor Nadir for the address.ଗୁୟାନାର ସଂସଦକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 21st, 07:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁୟାନା ସଂସଦର ଜାତୀୟ ଆସେମ୍ବଲିକୁ ସମ୍ବୋଧିତ କରିଛନ୍ତି । ଏପରି କରିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ। ଅଭିଭାଷଣ ପାଇଁ ମାନ୍ୟବର ବାଚସ୍ପତି ମଞ୍ଜୁର ନାଦିର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -ଫଳାଫଳ ତାଲିକା - ଗୁୟାନାକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ (ନଭେମ୍ବର ୧୯-୨୧, ୨୦୨୪)
November 20th, 09:55 pm
ହାଇଡ୍ରୋକାର୍ବନ କ୍ଷେତ୍ରରେ ସହଯୋଗ ପାଇଁ ବୁଝାମଣାପତ୍ରମିଳିତ ବିବୃତି: ଭାରତ-ଅଷ୍ଟ୍ରେଲିଆ ଦ୍ଵିତୀୟ ବାର୍ଷିକ ଶିଖର ସମ୍ମିଳନୀ
November 19th, 11:22 pm
୧୯ନଭେମ୍ବର ୨୦୨୪ରେ ରିଓ ଡି ଜେନେରିଓ ଠାରେ ଗ୍ରୁପ୍ ଅଫ୍ ୨୦ (ଜି-୨୦) ଶିଖର ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସଙ୍କ ଉପସ୍ଥିତିରେ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ୨୦୨୫ରେଭାରତ-ଅଷ୍ଟ୍ରେଲିଆ ବ୍ୟାପକ ରଣନୈତିକ ଭାଗିଦାରୀର ପଞ୍ଚମ ବାର୍ଷିକୀ ପୂର୍ବରୁ ଉଭୟ ପ୍ରଧାନମନ୍ତ୍ରୀ ଜଳବାୟୁ ପରିବର୍ତ୍ତନ ଏବଂ ଅକ୍ଷୟ ଶକ୍ତି, ବାଣିଜ୍ୟ ଏବଂ ନିବେଶ, ପ୍ରତିରକ୍ଷା ଏବଂ ନିରାପତ୍ତା, ଶିକ୍ଷା ଏବଂ ଗବେଷଣା,ଦକ୍ଷତା, ଗତିଶୀଳତା, ବିଜ୍ଞାନ ଏବଂପ୍ରଯୁକ୍ତି ବିଦ୍ୟା ଏବଂବହୁପାକ୍ଷିକ ସହଯୋଗ ଭଳି ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଥିଲେ।ସାମାଜିକ ଓ ସାଂସ୍କୃତିକ ସମ୍ପର୍କ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବାଦିଗରେ ସେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ବିଷୟରେ ସେ ଉଲ୍ଲେଖ କରିଥିଲେ ।ନାଇଜେରିଆ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
November 17th, 06:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭-୧୮ ନଭେମ୍ବର ୨୦୨୪ ନାଇଜେରିଆ ଗସ୍ତରେ ଅଛନ୍ତି । ସେ ଆଜି ଆବୁଜାରେ ନାଇଜେରିଆ ରାଷ୍ଟ୍ରପତି ମହାମହିମ ବୋଲା ଅହମ୍ମଦ ତିନୁବୁଙ୍କ ସହ ଆନୁଷ୍ଠାନିକ ଆଲୋଚନା କରିଛନ୍ତି। ଷ୍ଟେଟ ହାଉସରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ୨୧ ତୋପ ସଲାମି ଦେଇ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା ।