ତୃତୀୟ କୌଟିଲ୍ୟ ଅର୍ଥନୀତି ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 07:45 pm
ଯେତେବେଳେ ବିଶ୍ୱର ଦୁଇଟି ପ୍ରମୁଖ ଅଞ୍ଚଳ ଯୁଦ୍ଧ ସ୍ଥିତିରେ ଅଛି । ଚଳିତ ଥର ଏହି କନ୍କ୍ଲେଭ୍ ଏମିତି ସମୟରେ ଆୟୋଜନ କରାଯାଉଛି, ଏହି ଦୁଇଟି ଅଞ୍ଚଳ ବିଶ୍ୱ ଅର୍ଥନୀତି ପାଇଁ ବିଶେଷ ଶକ୍ତି ନିରାପତ୍ତା ଦୃଷ୍ଟିରୁ ବହୁତ ଗୁରୁତ୍ୱପୂର୍ଣ୍ଣ । ଏଭଳି ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ଅନିଶ୍ଚିତତା ମଧ୍ୟରେ ଆମେ ଏଠାରେ ‘ଭାରତୀୟ ଯୁଗ' ବିଷୟରେ ଆଲୋଚନା କରିବା ପାଇଁ ଏକାଠି ହୋଇଛୁ । ଏହା ଦର୍ଶାଉଛି ଯେ ଆଜି ଭାରତ ଉପରେ ବିଶ୍ୱାସ କିଛି ଅଲଗା ରହିଛି.... ଏହା ଦର୍ଶାଉଛି ଯେ ଆଜି ଭାରତର ଆତ୍ମବିଶ୍ୱାସ କିଛି ବିଶେଷ ଅଛି ।ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭର ତୃତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ଭାଗିଦାରୀରେ ଇନଷ୍ଟିଚ୍ୟୁଟ୍ ଅଫ୍ ଇକୋନୋମିକ୍ ଗ୍ରୋଥ୍ ପକ୍ଷରୁ ଆୟୋଜିତ ଏହି କୌଟିଲ୍ୟ ଇକୋନୋମିକ୍ କନକ୍ଲେଭ୍ ସବୁଜ ପରିବର୍ତ୍ତନ, ଭୂ-ଅର୍ଥନୈତିକ ବିଭାଜନ ଏବଂ ଅଭିବୃଦ୍ଧି ଉପରେ ପ୍ରଭାବ ଏବଂ ସ୍ଥିରତା ବଜାୟ ରଖିବା ପାଇଁ ନୀତିଗତ କାର୍ଯ୍ୟର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେବ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
July 03rd, 12:45 pm
ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ଧନ୍ୟବାଦ ଜଣାଇବା ପାଇଁ ମୁଁ ମଧ୍ୟ ଏହି ଆଲୋଚନାରେ ଯୋଗ ଦେଇଛି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଦେଶବାସୀଙ୍କ ପାଇଁ ପ୍ରେରଣା ଥିଲା, ପ୍ରୋତ୍ସାହନ ମଧ୍ୟ ମିଳିଥିଲା ଏବଂ ଏକ ପ୍ରକାରରେ ସତ୍ୟର ମାର୍ଗକୁ ପୁରସ୍କୃତ ମଧ୍ୟ କରାଯାଇଥିଲା ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର
July 03rd, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଜି ରାଜ୍ୟସଭାରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।Many people want India and its government to remain weak so that they can take advantage of it: PM in Ballari
April 28th, 02:28 pm
Prime Minister Narendra Modi launched the poll campaign in full swing for the NDA in Karnataka. He addressed a mega rally in Ballari. In Ballari, the crowd appeared highly enthusiastic to hear from their favorite leader. PM Modi remarked, “Today, as India advances rapidly, there are certain countries and institutions that are displeased by it. A weakened India, a feeble government, suits their interests. In such circumstances, these entities used to manipulate situations to their advantage. Congress, too, thrived on rampant corruption, hence they were content. However, the resolute BJP government does not succumb to pressure, thus posing challenges to such forces. I want to convey to Congress and its allies, regardless of their efforts... India will continue to progress, and so will Karnataka.”People who refuse the invitation of Lord Ram's glory will now be rejected by the country: PM Modi in Uttara Kannada
April 28th, 11:30 am
Speaking at the second rally in Uttara Kannada, PM Modi said, “On one side there are those in hunger of vote bank disrespected the Ram temple. On the other side, there is an Ansari family, Iqbal Ansari whose entire family fought the case against Ram Temple for three generations but when the Supreme Court's verdict came, he accepted it. The trustees of Ram Temple when invited the Ansari, he attended the 'Pran Pratistha'.PM Modi addresses public meetings in Belagavi, Uttara Kannada, Davanagere & Ballari, Karnataka
April 28th, 11:00 am
Prime Minister Narendra Modi today launched the poll campaign in full swing for the NDA in Karnataka. He addressed back-to-back mega rallies in Belagavi, Uttara Kannada, Davanagere and Ballari. PM Modi stated, “When India progresses, everyone becomes happy. But the Congress has been so indulged in 'Parivarhit' that it gets perturbed by every single developmental stride India makes.”The INDI Alliance has always pushed the country into instability: PM Modi in Chandrapur
April 08th, 05:01 pm
Prime Minister Narendra Modi addressed a public meeting in Maharashtra’s Chandrapur. During the stirring address to the people of Maharashtra, PM Modi emphasized the importance of stability and development while urging support for the BJP-NDA candidates in the upcoming Lok Sabha elections. Speaking at a public meeting, PM Modi highlighted the progress made in various sectors and called for continued efforts towards the betterment of the nation.PM Modi addresses a public meeting in Chandrapur, Maharashtra
April 08th, 05:00 pm
Prime Minister Narendra Modi addressed a public meeting in Maharashtra’s Chandrapur. During the stirring address to the people of Maharashtra, PM Modi emphasized the importance of stability and development while urging support for the BJP-NDA candidates in the upcoming Lok Sabha elections. Speaking at a public meeting, PM Modi highlighted the progress made in various sectors and called for continued efforts towards the betterment of the nation.ଶ୍ରୀନଗରରେ ଜମ୍ମୁ-କଶ୍ମୀରରେ ବିକଶିତ ଭାରତ, ବିକଶିତ ଜମ୍ମୁ-କଶ୍ମୀର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 12:20 pm
ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନାଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ସଂସଦରେ ମୋର ସହଯୋଗୀ, ଏହି ମାଟିର ପୁତ୍ର ଗୁଲାମ ଅଲ୍ଲୀ ଜୀ ଏବଂ ଜମ୍ମୁ-କଶ୍ମୀରର ମୋର ପ୍ରିୟ ଭାଇ ଓ ଭଉଣୀମାନେ!ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମରେ ଉଦବୋଧନ ଦେଇଛନ୍ତି ପ୍ରଧାନମନ୍ତ୍ରୀ
March 07th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାମ୍ମୁ ଓ କାଶ୍ମୀରର ଶ୍ରୀନଗର ଠାରେ ବିକଶିତ ଭାରତ ବିକଶିତ ଜାମ୍ମୁ କାଶ୍ମୀର କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ସେ ପାଖାପାଖି ୫୦୦୦ କୋଟି ଟଙ୍କାର ସାମଗ୍ରିକ କୃଷି ବିକାଶ କାର୍ଯ୍ୟକ୍ରମକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ଏବଂ ଶ୍ରୀନଗରସ୍ଥିତ 'ହଜରତବଲ ଧର୍ମ ସ୍ଥଳୀ ସମନ୍ୱିତ ବିକାଶ' ପ୍ରକଳ୍ପ ସମେତ ସ୍ୱଦେଶ ଦର୍ଶନ ଏବଂ ପ୍ରସାଦ ଯୋଜନା ଅଧୀନରେ ୧୪୦୦ କୋଟି ରୁ ଅଧିକ ଟଙ୍କାର ପର୍ଯ୍ୟଟନ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ | ପ୍ରଧାନମନ୍ତ୍ରୀ 'ଦେଖୋ ଅପନା ଦେଶ ପିପୁଲ୍ସ ଚଏସ୍ ଟୁରିଷ୍ଟ ଡେଷ୍ଟିନେସନ୍ ପୋଲ' ଏବଂ 'ଚଲୋ ଇଣ୍ଡିଆ ଗ୍ଲୋବାଲ ଡାୟସ୍ପୋରା ଅଭିଯାନ'ର ଶୁଭାରମ୍ଭ କରିବା ସହ ସେହି ପର୍ଯ୍ୟଟନସ୍ଥଳୀ ଗୁଡିକ ସମ୍ପର୍କରେ ଘୋଷଣା କରିଥିଲେ , ଯାହା ଚ୍ୟାଲେଞ୍ଜ ବେସ୍ଡ ଡେଷ୍ଟିନେସନ୍ ଡେଭଲପମେଣ୍ଟ (ସିବିଡିଡି) ଯୋଜନା ଅଧୀନରେ ଚୟନ କରାଯାଇଛି। ଜାମ୍ମୁ ଓ କାଶ୍ମୀରର ପ୍ରାୟ ୧୦୦୦ ନୂତନ ସରକାରୀ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ନିଯୁକ୍ତି ଆଦେଶ ବଣ୍ଟନ କରିବା ସହ ସଫଳତା ହାସଲ କରିଥିବା ମହିଳା, ଲକ୍ଷପତି ଦିଦି, କୃଷକ, ଉଦ୍ୟୋଗୀ ଇତ୍ୟାଦିଙ୍କ ସମେତ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରିବେ।India's path to development will be strong through a developed Tamil Nadu: PM Modi
March 04th, 06:08 pm
Prime Minister Narendra Modi addressed a public gathering in Chennai, Tamil Nadu, where he expressed his enthusiasm for the city's vibrant atmosphere and acknowledged its significance as a hub of talent, trade, and tradition. Emphasizing the crucial role of Chennai in India's journey towards development, PM Modi reiterated his commitment to building a prosperous Tamil Nadu as an integral part of his vision for a developed India.PM Modi addresses a public meeting in Chennai, Tamil Nadu
March 04th, 06:00 pm
Prime Minister Narendra Modi addressed a public gathering in Chennai, Tamil Nadu, where he expressed his enthusiasm for the city's vibrant atmosphere and acknowledged its significance as a hub of talent, trade, and tradition. Emphasizing the crucial role of Chennai in India's journey towards development, PM Modi reiterated his commitment to building a prosperous Tamil Nadu as an integral part of his vision for a developed India.ତାମିଲନାଡୁର ମଦୁରାଇ ଠାରେ ଅଟୋମୋଟିଭ୍ ଏମ୍ଏସ୍ଏମ୍ଇ ଗୁଡିକ ପାଇଁ ଡିଜିଟାଲ ମୋବିଲିଟି ଇନିସିଏଟିଭ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 06:30 pm
ସର୍ବପ୍ରଥମେ ମୁଁ ଆପଣ ସମସ୍ତଙ୍କୁ କ୍ଷମା ମାଗୁଛି, କାରଣ ମତେ ଆସିବାରେ ବିଳମ୍ବ ହେଲା ଏବଂ ଆପଣମାନଙ୍କୁ ବହୁତ ସମୟ ଧରି ଅପେକ୍ଷା କରିବାକୁ ପଡିଲା । ମୁଁ ସକାଳେ ଦିଲ୍ଲୀରୁ ତ ଠିକ୍ ସମୟରେ ବାହାରିଥିଲି, କିନ୍ତୁ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେଉ ଦେଉ ସମସ୍ତେ ୫ ଦଶ ମିନିଟ୍ ଅଧିକ ସମୟ ନେଇଯାଆନ୍ତି । ତେଣୁ ଫଳସ୍ୱରୂପ ଯିଏ ଶେଷ ବ୍ୟକ୍ତି ତାକୁ ଶାସ୍ତି ମିଳିଯାଏ । ତେଣୁ ମୁଁ ବିଳମ୍ବରେ ଆସିଥିବାରୁ ପୁଣି ଥରେ ଆପଣମାନଙ୍କୁ କ୍ଷମା ମାଗିନେଉଛି ।PM participates in ‘Creating the Future – Digital Mobility for Automotive MSME Entrepreneurs’ program in Madurai, Tamil Nadu
February 27th, 06:13 pm
Prime Minister Narendra Modi participated in the program ‘Creating the Future – Digital Mobility for Automotive MSME Entrepreneurs’ in Madurai, Tamil Nadu today and addressed thousands of MSMEs entrepreneurs working in the motive sector. Addressing the event, the Prime Minister mentioned that 7 percent of the country’s GDP comes from the mobile industry which makes it a major part of the nation’s nomy. The Prime Minister also acknowledged the role of the mobile industry in promoting manufacturing and innovation.ଉତ୍ତରପ୍ରଦେଶର ବୁଲନ୍ଦସହରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 25th, 02:00 pm
ଉତ୍ତରପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ଏଠିକାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ବ୍ରିଜେଶ ପାଠକ ଜୀ, କେନ୍ଦ୍ରମନ୍ତ୍ରୀ ଶ୍ରୀ ଭିକେ ସିଂଜୀ, ଉତ୍ତର ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ସଭାପତି ଶ୍ରୀ ଭୂପେନ୍ଦ୍ର ଚୌଧୁରୀ ଜୀ, ଅନ୍ୟ ପ୍ରତିନିଧିମାନେ ଏବଂ ବୁଲନ୍ଦସହରର ମୋର ପ୍ରିୟ ଭାଇ ଭଉଣୀମାନେ।ଉତ୍ତରପ୍ରଦେଶର ବୁଲନ୍ଦସହରରେ ୧୯,୧୦୦ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
January 25th, 01:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ବୁଲନ୍ଦସହରରେ ୧୯,୧୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏଥିରେ ରେଳ, ସଡ଼କ, ତୈଳ ଏବଂ ଗ୍ୟାସ୍, ସହରୀ ବିକାଶ ଏବଂ ଆବାସ ସମ୍ବନ୍ଧିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରହିଛି ।ବାରାଣସୀରେ ବିିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 18th, 02:16 pm
ମୋ କାଶୀର ଲୋକମାନଙ୍କ ଏହି ଉତ୍ସାହ ଥଣ୍ଡା ପରିବେଶରେ ମଧ୍ୟ ଉତାପ ଭରି ଦେଇଛି । ବାରଣାସୀରେ କ’ଣ କୁହାଯାଏ .. ଜିୟା ରଜା ବନାରସ !!! ହଁ, ପ୍ରଥମେ କାଶୀର ଲୋକମାନଙ୍କ ପାଖରେ ମୋର ଗୋଟିଏ ଅଭିଯୋଗ ରହିଛି । ଚଳିତ ଥର ଦେବ ଦୀପାବଳୀରେ ମୁଁ ଏଠାରେ ନଥିଲି ଏବଂ ଏଥର ଦେବ ଦୀପାବଳୀରେ କାଶୀର ଲୋକମାନେ ଏକ ସଙ୍ଗେ ମିଶି ରେକର୍ଡ ଭାଙ୍ଗି ଦେଲେ ।ଉତ୍ତର ପ୍ରଦେଶର ବାରଣାସୀରେ ପ୍ରଧାନମନ୍ତ୍ରୀ ୧୯,୧୫୦ କୋଟିରୁ ଅଧିକ ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
December 18th, 02:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରଣାସୀ ଠାରେ ୧୯,୧୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।India’s GDP Soars: A Win For PM Modi’s GDP plus Welfare
December 01st, 09:12 pm
Exceeding all expectations and predictions, India's Gross Domestic Product (GDP) has demonstrated a remarkable annual growth of 7.6% in the second quarter of FY2024. Building on a strong first-quarter growth of 7.8%, the second quarter has outperformed projections with a growth rate of 7.6%. A significant contributor to this growth has been the government's capital expenditure, reaching Rs. 4.91 trillion (or $58.98 billion) in the first half of the fiscal year, surpassing the previous year's figure of Rs. 3.43 trillion.