ଭାରତର ଟିକାକରଣ ଅଭିଯାନ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଥିବାରୁ ସନ୍ତୋଷ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ
December 06th, 11:06 am
ଭାରତର ଟିକାକରଣ ଅଭିଯାନ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଅତିକ୍ରମ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । ଏବେ ଭାରତର ୫୦ ପ୍ରତିଶତରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ସମ୍ପୂର୍ଣ୍ଣ ଟିକାକରଣ ହୋଇ ସାରିଲାଣି ।ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ବସ୍ଥ୍ୟସେବା କର୍ମଚାରୀଙ୍କ ସହ ମତ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 18th, 10:31 am
ଗୋଆର ଉର୍ଜାବାନ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ପ୍ରମୋଦ ସାୱନ୍ତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ, ଗୋଆର ସୁପୁତ୍ର ଶ୍ରୀପଦ ନାୟକ ମହାଶୟ, କେନ୍ଦ୍ର ସରକାରଙ୍କ ମନ୍ତ୍ରୀ ପରିଷଦରେ ମୋର ସହକର୍ମୀ ଡକ୍ଟର ଭାରତୀ ପାୱାର ମହାଶୟା, ଗୋଆର ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକ, ଅନ୍ୟ ଜନ ପ୍ରତିନିଧି, ସମସ୍ତ କରୋନା ଯୋଦ୍ଧା, ଭାଇ ଓ ଭଉଣୀମାନେ !ପ୍ରଧାନମନ୍ତ୍ରୀ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀ ଓ ସ୍ୱାସ୍ଥ୍ୟକର୍ମୀଙ୍କ ସହ ବାର୍ତ୍ତାଳାପ କଲେ
September 18th, 10:30 am
ଗୋଆରେ ସମସ୍ତ ପ୍ରାପ୍ତ ବୟସ୍କ ଲୋକଙ୍କର ୧୦୦% ଟିକାକରଣ ଶେଷ ହେବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ କନଫରେନ୍ସ ଜରିଆରେ ଗୋଆରେ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ଏବଂ ସ୍ୱାସ୍ଥ୍ୟ କର୍ମୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି ।ହିମାଚଳ ପ୍ରଦେଶରେ ସ୍ୱାସ୍ଥ୍ୟକର୍ମୀ ଏବଂ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତାର ମୁଖ୍ୟାଂଶ
September 06th, 11:01 am
ହିମାଚଳ ପ୍ରଦେଶ ଆଜି ମତେ କେବଳ ପ୍ରଧାନ ସେବକ ଭାବରେ ନହେଁ, ବରଂ ଜଣେ ପରିବାର ସଦସ୍ୟ ଭାବରେ ମଧ୍ୟ ଗର୍ବିତ ହେବାର ସୁଯୋଗ ଦେଇଛି । ମୁଁ ଛୋଟ ଛୋଟ ସୁବିଧା ପାଇଁ ସଂଘର୍ଷରତ ହିମାଚଳକୁ ବି ଦେଖିଛି ଏବଂ ଆଜି ବିକାଶର ଗାଥା ଲେଖୁଥିବା ହିମାଚଳକୁ ମଧ୍ୟ ଦେଖୁଛି । ଏସବୁ ଦେବୀ ଦେବତାଙ୍କ ଆଶୀର୍ବାଦରୁ, ହିମାଚଳ ସରକାରଙ୍କ କର୍ମକୁଶଳତାରୁ ଏବଂ ହିମାଚଳର ପ୍ରତ୍ୟେକ ବ୍ୟକ୍ତିଙ୍କର ସଚେତନତା ଯୋଗୁଁ ସମ୍ଭବ ହୋଇ ପାରିଛି । ଯେଉଁମାନଙ୍କ ସହ ମତେ କଥାବାର୍ତା କରିବାର ସୁଯୋଗ ମିଳିଲା ଏବଂ ଯେଉଁଭଳି ଭାବରେ ସେମାନେ ସମସ୍ତେ ନିଜ ନିଜ କଥାସବୁ ବଖାଣିଲେ ସେଥିପାଇଁ ମୁଁ ପୁଣି ଥରେ ସେମାନଙ୍କୁ କୃତଜ୍ଞତା ଜଣାଉଛି । ମୁଁ ସମଗ୍ର ଟିମକୁ ଧନ୍ୟବାଦ ଦେଉଛି । ହିମାଚଳ ଏକ ଟିମ ଭାବରେ କାମ କରି ଉଲ୍ଲେଖନୀୟ ସଫଳତା ହାସଲ କରିଛି । ମୋ ତରଫରୁ ଆପଣ ସମସ୍ତଙ୍କୁ ଅନେକ ଅନେକ ଶୁଭେଚ୍ଛା!!ପ୍ରଧାନମନ୍ତ୍ରୀ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କଲେ
September 06th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଙ୍ଗ ଜରିଆରେ ହିମାଚଳ ପ୍ରଦେଶର ସ୍ୱାସ୍ଥ୍ୟକର୍ମୀ ଓ କୋଭିଡ ଟିକାକରଣ କାର୍ଯ୍ୟକ୍ରମର ହିତାଧିକାରୀଙ୍କ ସହ ବାର୍ତ୍ତାଳାପ କରିଛନ୍ତି । ଏହି ଅବସରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଶ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର, ସାଂସଦ, ବିଧାୟକ, ପଞ୍ଚାୟତ ନେତାଙ୍କ ସମେତ ଅନ୍ୟ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।ଗୁଜରାଟରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 16th, 04:05 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ ଏବଂ ଗାନ୍ଧୀନଗରର ସାଂସଦ ଶ୍ରୀମାନ ଅମିତ ଶାହ ମହାଶୟ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ମହାଶୟ, ଉପ ମୁଖ୍ୟମନ୍ତ୍ରୀ ନିତୀନ ଭାଇ, କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ଦର୍ଶନା ଜରଦୋଶ ମହାଶୟା, ଗୁଜରାଟ ସରକାରଙ୍କର ଅନ୍ୟ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧ୍ୟକ୍ଷ ଶ୍ରୀମାନ ସିଆର ପାଟିଲ ମହାଶୟ, ଅନ୍ୟ ସାଂସଦଗଣ, ବିଧାୟକ ଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ, ଆପଣ ସମସ୍ତଙ୍କୁ ନମସ୍କାର।ଗୁଜରାଟରେ ଏକାଧିକ ପ୍ରକଳ୍ପ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
July 16th, 04:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଗୁଜରାଟରେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ରେଳ ପ୍ରକଳ୍ପକୁ ଉଦଘାଟନ କରିବା ସହିତ ସେଗୁଡ଼ିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ଗୁଜରାଟ ସାଇନ୍ସ ସିଟି ଠାରେ ଆକ୍ବାଟିକ୍ସ ଓ ରୋବୋଟିକ୍ସ ଗ୍ୟାଲେରୀ ଏବଂ ଏକ ପ୍ରାକୃତିକ ଉଦ୍ୟାନକୁ ମଧ୍ୟ ସେ ଉଦଘାଟନ କରିଥିଲେ। ସେ ମଧ୍ୟ ଦୁଇଟି ଟ୍ରେନ ଯଥା:- ଗାନ୍ଧୀନଗର କ୍ୟାପିଟାଲ-ବାରାଣସୀ ସୁପରଫାଷ୍ଟ ଏକ୍ସପ୍ରେସ ଓ ଗାନ୍ଧୀନଗର କ୍ୟାପିଟାଲ ଓ ଭେରେଠା ମଧ୍ୟରେ ମେମୁ ସେବାର ଉଦଘାଟନ କରିଥିଲେ।କୋଭିଡ-୧୯ ସ୍ଥିତି ସମ୍ପର୍କରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନର ବିଷୟବସ୍ତୁ
July 16th, 12:07 pm
କରୋନା ବିରୋଧରେ ଦେଶର ଲଢେଇରେ ଅନେକ ମହତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆପଣମାନେ ସମସ୍ତେ ନିଜ ନିଜର ମତ ରଖିଛନ୍ତି । ଏବେ ଦୁଇ ଦିନ ପୂର୍ବରୁ ମୁଁ ଉତର ପୂର୍ବର ସମସ୍ତ ସମ୍ମାନିତ ମୁଖ୍ୟମନ୍ତ୍ରୀମାନଙ୍କ ସହ ଏହି ବିଷୟରେ ଆଲୋଚନା କରିବାର ସୁଯୋଗ ପାଇଥିଲି । କାରଣ ଯେଉଁଠି ଯେଉଁଠି ଚିନ୍ତାଜନକ ସ୍ଥିତି ରହିଛି ସେହି ସବୁ ରାଜ୍ୟ ସହିତ ମୁଁ ବିଶେଷ ଭାବରେ କଥାବାର୍ତା କରୁଛି ।କୋଭିଡ୍ ପରିସ୍ଥିତିକୁ ନେଇ ଓଡ଼ିଶା ସମେତ 6 ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
July 16th, 12:06 pm
କୋଭିଡ୍ ଜନିତ ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମଧ୍ୟ ଏହି ବୈଠକରେ ଅଂଶଗ୍ରହଣ କରିଥିଲେ । କୋଭିଡ ମୁକାବିଲା ନିମନ୍ତେ ଯଥାସମ୍ଭବ ସହାୟତା ଯୋଗାଇ ଦେଇଥିବାରୁ ମୁଖ୍ୟମନ୍ତ୍ରୀମାନେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସେମାନେ ଟିକାକରଣର ଅଗ୍ରଗତି ଏବଂ ସେମାନଙ୍କ ରାଜ୍ୟରେ ଭୂତାଣୁ ସଂକ୍ରମଣ ହ୍ରାସ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ । ଟିକାକରଣ ରଣନୀତି ସମ୍ପର୍କରେ ମଧ୍ୟ ସେମାନେ ନିଜ ନିଜ ମତାମତ ଦେଇଥିଲେ ।ଗତ 7 ବର୍ଷ ମଧ୍ୟରେ ଆମେ ସମସ୍ତେ 'ଟିମ୍ ଇଣ୍ଡିଆ' ଭାବେ କାର୍ଯ୍ୟ କରିଛୁ : ମନ୍ କି ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
May 30th, 11:30 am
ମୋର ପ୍ରିୟ ଦେଶବାସୀଗଣ, ଆହ୍ୱାନ ଯେତେ ବଡ଼ ହୋଇଥାଉ ନା କାହିଁକି, ଭାରତର ବିଜୟ ସଂକଳ୍ପ ମଧ୍ୟ ସର୍ବଦା ସେତିକି ବିଶାଳ ହୋଇଛି । ଦେଶର ସାମୁହିକ ଶକ୍ତି ଏବଂ ଆମର ସେବା ମନୋଭାବ ଦେଶକୁ ପ୍ରତ୍ୟେକ ବିପର୍ଯ୍ୟୟରୁ ଉଦ୍ଧାର କରିଛି । ବିଗତ ଦିନମାନଙ୍କରେ ଆମେ ଦେଖିଲୁ, କେଉଁଭଳି ଭାବେ ଆମ ଡାକ୍ତରମାନେ, ନର୍ସମାନେ ଏବଂ ଅଗ୍ରଣୀ କରୋନା ଯୋଦ୍ଧାମାନେ ନିଜ କଥା ଚିନ୍ତା ନ କରି ଦିନରାତି କାମ କଲେ ଏବଂ ଆଜି ମଧ୍ୟ କରୁଛନ୍ତି । ଏମାନଙ୍କ ମଧ୍ୟରେ ଅନେକ ଏଭଳି ମଧ୍ୟ ଅଛନ୍ତି, ଯେଉଁମାନଙ୍କର କରୋନା ଦ୍ୱିତୀୟ ଲହରୀ ସହ ସଂଗ୍ରାମରେ ଭୂମିକା ଖୁବ୍ ଗୁରୁତ୍ୱପୂର୍ଣ୍ଣ ରହିଛି । ଏହି କରୋନା ଯୋଦ୍ଧାମାନଙ୍କ ସମ୍ପର୍କରେ ଆଲୋଚନା କରିବା ପାଇଁ ମନ୍ କି ବାତ୍ ର ଅନେକ ଶ୍ରୋତା ନମୋ ଆପ୍ ଏବଂ ଚିଠି ମାଧ୍ୟମରେ ମୋତେ ଅନୁରୋଧ କରିଛନ୍ତି ।ବାରଣାସୀର ଡାକ୍ତର, ପାରାମେଡିକାଲ କର୍ମଚାରୀ ଓ ଆଗଧାଡିର ଯୋଦ୍ଧାମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
May 21st, 12:14 pm
PM Modi interacted with doctors and officials of Varanasi through video conference. The PM underscored the importance of continuous training of the manpower fighting Covid and advised the officials and doctors to conduct training sessions and webinars, especially for the paramedical staff and doctors serving in the rural areas. He also asked the officials to work towards bringing down vaccine wastage in the district.ବାରାଣସୀର ଡାକ୍ତର ଓ ଅଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
May 21st, 12:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ବାରାଣସୀର ଡାକ୍ତର ଓ ଅଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଆଲୋଚନା ସମୟରେ ସମ୍ପୃକ୍ତ ଡାକ୍ତର ଓ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କୁ କରୋନା ବିରୋଧୀ ଲଢେଇରେ ତାଙ୍କ ନିରନ୍ତର ସକ୍ରିୟ ନେତୃତ୍ୱ ଓ ଉତ୍ସାହ ପ୍ରଦାନ ପାଇଁ ଧନ୍ୟବାଦ ଜଣାଇଥିଲେ । ପ୍ରଧାନମନ୍ତ୍ରୀଙ୍କ ବିଶେଷ ଆଗ୍ରହ ଓ ଉଦ୍ୟମ ଯୋଗୁଁ ସ୍ୱାସ୍ଥ୍ୟଭିତ୍ତିଭୂମି ସୁଦୃଢ ହୋଇଛି ଏବଂ ଆବଶ୍ୟକ ଔଷଧପତ୍ର, ଅକ୍ସିଜେନ କନସେନଟ୍ରେଟର ଓ ଭେଣ୍ଟିଲେଟର ଭଳି ଅତି ଜରୁରୀ ଚିକିତ୍ସା ଉପକରଣ ମିଳିବା ସୁନିଶ୍ଚିତ ହୋଇଛି ବୋଲି ସେମାନେ କହିଥିଲେ ।ରାଜ୍ୟ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
May 20th, 11:40 am
Prime Minister Shri Narendra Modi interacted with the state and district officials on the COVID-19 situation through video conference.ରାଜ୍ୟ ଓ ଜିଲ୍ଲା ଅଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କୋଭିଡ-୧୯ ସ୍ଥିତି ସମୀକ୍ଷା
May 20th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ମାଧ୍ୟମରେ ରାଜ୍ୟ ଓ ଜିଲ୍ଲା ଅଧିକାରୀମାନଙ୍କ ସହିତ ଆଲୋଚନା କରି କୋଭିଡ-୧୯ ସ୍ଥିତି ସମୀକ୍ଷା କରିଛନ୍ତି ।କୋଭିଡ଼-୧୯ ପରିଚାଳନା ସମ୍ପର୍କରେ ରାଜ୍ୟ ଏବଂ ଜିଲ୍ଲାସ୍ତରର ଅଧିକାରୀମାନଙ୍କ ସହିତ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 18th, 11:40 am
Prime Minister Modi through video conference interacted with field officials from States and Districts regarding their experience in handling the Covid-19 pandemic. During the interaction, the officials thanked the Prime Minister for leading the fight against the second wave of Covid from the front.କୋଭିଡ ପରିସ୍ଥିତି ସମ୍ପର୍କରେ ସାରା ଦେଶର ଡାକ୍ତରମାନଙ୍କ ଦଳ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ର
May 18th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଭିଡ ସଂକ୍ରାନ୍ତ ପରିସ୍ଥିତି ସମ୍ପର୍କରେ ଆଜି ଦେଶର ବିଭିନ୍ନ ସ୍ଥାନରୁ ଡାକ୍ତରମାନଙ୍କ ଦଳ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି।ପିଏମ୍-କିଷାନ ଯୋଜନା ଅଧୀନରେ ଅଷ୍ଟମ କିସ୍ତି ଆର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
May 14th, 11:04 am
Prime Minister Shri Narendra Modi released 8th instalment of financial benefit of Rs 2,06,67,75,66,000 to 9,50,67,601 beneficiary farmers under Pradhan Mantri Kisan Samman Nidhi (PM-KISAN) scheme today via video conferencing. Prime Minister also interacted with farmer beneficiaries during the event. Union Agriculture Minister was also present on the occasion.