ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ
November 21st, 02:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -Cabinet approves the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore
September 02nd, 06:30 pm
The Union Cabinet Committee chaired by the Prime Minister Shri Narendra Modi approved the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore.