ଡିସେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ
December 16th, 03:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୭ ତାରିଖରେ ରାଜସ୍ଥାନ ଗସ୍ତରେ ଯିବେ । ଏହି ଅବସରରେ ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ ‘ଏକ ବର୍ଷ-ପରିଣାମ ଉତ୍କର୍ଷ’ରେ ସେ ସାମିଲ ହେବେ । ଗସ୍ତ କାଳରେ ସେ ରାଜସ୍ଥାନର ଜୟପୁରଠାରେ ୪୬,୩୦୦ କୋଟି ଟଙ୍କାର ଶକ୍ତି, ସଡ଼କ, ରେଲୱେ ଏବଂ ଜଳ ସମ୍ପର୍କିତ ୨୪ଟି ପ୍ରକଳ୍ପର ଉଦଘାଟନ କିମ୍ବା ଶିଳାନ୍ୟାସ କରିବେ ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.The BJP has entered the electoral field in Jharkhand with the promise of Suvidha, Suraksha, Sthirta, Samriddhi: PM Modi in Garhwa
November 04th, 12:21 pm
Prime Minister Narendra Modi today addressed a massive election rally in Garhwa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”ତାମିଲନାଡୁର ମଦୁରାଇ ଠାରେ ଅଟୋମୋଟିଭ୍ ଏମ୍ଏସ୍ଏମ୍ଇ ଗୁଡିକ ପାଇଁ ଡିଜିଟାଲ ମୋବିଲିଟି ଇନିସିଏଟିଭ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 06:30 pm
ସର୍ବପ୍ରଥମେ ମୁଁ ଆପଣ ସମସ୍ତଙ୍କୁ କ୍ଷମା ମାଗୁଛି, କାରଣ ମତେ ଆସିବାରେ ବିଳମ୍ବ ହେଲା ଏବଂ ଆପଣମାନଙ୍କୁ ବହୁତ ସମୟ ଧରି ଅପେକ୍ଷା କରିବାକୁ ପଡିଲା । ମୁଁ ସକାଳେ ଦିଲ୍ଲୀରୁ ତ ଠିକ୍ ସମୟରେ ବାହାରିଥିଲି, କିନ୍ତୁ ଅନେକ କାର୍ଯ୍ୟକ୍ରମରେ ଯୋଗ ଦେଉ ଦେଉ ସମସ୍ତେ ୫ ଦଶ ମିନିଟ୍ ଅଧିକ ସମୟ ନେଇଯାଆନ୍ତି । ତେଣୁ ଫଳସ୍ୱରୂପ ଯିଏ ଶେଷ ବ୍ୟକ୍ତି ତାକୁ ଶାସ୍ତି ମିଳିଯାଏ । ତେଣୁ ମୁଁ ବିଳମ୍ବରେ ଆସିଥିବାରୁ ପୁଣି ଥରେ ଆପଣମାନଙ୍କୁ କ୍ଷମା ମାଗିନେଉଛି ।PM participates in ‘Creating the Future – Digital Mobility for Automotive MSME Entrepreneurs’ program in Madurai, Tamil Nadu
February 27th, 06:13 pm
Prime Minister Narendra Modi participated in the program ‘Creating the Future – Digital Mobility for Automotive MSME Entrepreneurs’ in Madurai, Tamil Nadu today and addressed thousands of MSMEs entrepreneurs working in the motive sector. Addressing the event, the Prime Minister mentioned that 7 percent of the country’s GDP comes from the mobile industry which makes it a major part of the nation’s nomy. The Prime Minister also acknowledged the role of the mobile industry in promoting manufacturing and innovation.ଗ୍ରୀସର ଏଥେନ୍ସରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 09:30 pm
ଯେତେବେଳେ ଉତ୍ସବର ମାହୋଲ ହୋଇଥାଏ, ଉତ୍ସବର ବାତାବରଣ ହୋଇଥାଏ ସେତେବେଳେ ମନ ହୋଇଥାଏ ଶୀଘ୍ର ଶୀଘ୍ର ନିଜ ପରିବାରର ଲୋକଙ୍କ ଗହଣରେ ପହଞ୍ଚିଯିବା, ମୁଁ ମଧ୍ୟ ନିଜ ପରିବାରଜନଙ୍କ ମଧ୍ୟକୁ ଆସିଯାଇଛି । ଶ୍ରାବଣ ମାସ ଏକ ପ୍ରକାରରେ ହେଉଛି ଶିବଙ୍କ ମାସ, ଆଉ ଏହି ପବିତ୍ର ମାସରେ ଦେଶ ପୁଣି ଥରେ ଏକ ନୂଆ ଉପଳବ୍ଧି ହାସଲ କରିଛି । ଭାରତ ଚନ୍ଦ୍ରମାର ଅନ୍ଧକାର କ୍ଷେତ୍ର ଡାର୍କ ଜୋନ୍ ରେ ଦକ୍ଷିଣ ମେରୁରେ ଅବତରଣ କରିବାବାଲା ବିଶ୍ୱର ପ୍ରଥମ ଦେଶ ପାଲଟି ଗଲା । ଭାରତ ଚନ୍ଦ୍ରମାରେ ତିରଙ୍ଗା ଲହରାଇ ସମଗ୍ର ବିଶ୍ୱକୁ ଭାରତର ସାମର୍ଥ୍ୟ ସହିତ ପରିଚୟ କରାଇଛି । ସାରା ବିଶ୍ୱରୁ ଶୁଭେଚ୍ଛା ସନ୍ଦେଶ ମାନ ଆସୁଛି, ଲୋକ ନିଜର ଶୁଭକାମନା ପଠାଉଛନ୍ତି ଆଉ ମୋର ଦୃଢ଼ ବିଶ୍ୱାସ ଯେ ଲୋକମାନେ ଆପଣମାନଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଉଥିବେ, ଦେଉଛନ୍ତି ନା ? ଅନେକ ଗୁଡ଼ିଏ ଶୁଭେଚ୍ଛା ଆପଣମାନଙ୍କୁ ମଧ୍ୟ ମିଳଛି ନା ? ପ୍ରତ୍ୟେକ ହିନ୍ଦୁସ୍ତାନୀଙ୍କୁ ମିଳୁଛି । ସମଗ୍ର ସାମାଜିକ ଗଣମାଧ୍ୟମ ଶୁଭେଚ୍ଛା ସନ୍ଦେଶରେ ଭରପୂର ହୋଇ ରହିଛି । ଯେତେବେଳେ ସଫଳତା ଏତେ ବଡ଼ ହୋଇଥାଏ ସେତେବେଳେ ସଫଳତାର ଉତ୍ସାହ ଏହା ମଧ୍ୟ କ୍ରମାଗତ ଭାବେ ବଜାୟ ରହିଥାଏ । ଆପଣମାନଙ୍କ ଚେହେରା ମଧ୍ୟ କହୁଛି ବିଶ୍ୱର କେଉଁଠାରେ ମଧ୍ୟ ରୁହନ୍ତୁ କିନ୍ତୁ ଆପଣମାନଙ୍କ ହୃଦୟ ଭାରତ ପାଇଁ ସ୍ପନ୍ଦିତ ହେଉଛି । ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ, ଆପଣମାନଙ୍କ ହୃଦୟରେ ସ୍ପନ୍ଦିତ ହେଉଛି ଭାରତ । ମୁଁ ଆଜି ଗ୍ରୀସରେ ଆପଣମାନଙ୍କ ଗହଣକୁ ଆସି ପୁଣି ଥରେ ସମସ୍ତଙ୍କୁ ଚନ୍ଦ୍ରଯାନ, ତାହାର ଭବ୍ୟ ସଫଳତା ପାଇଁ ବହୁତ- ବହୁତ ଶୁଭେଚ୍ଛା ଜଣାଉଛି ।ଏଥେନ୍ସରେ ଭାରତୀୟ ସମୁଦାୟକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
August 25th, 09:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଅଗଷ୍ଟ ୨୫ରେ ଏଥେନ୍ସର ଏଥେନ୍ସ କଞ୍ଜରଭଟୋଏରଠାରେ ଭାରତୀୟ ସମୁଦାୟକୁ ସମ୍ବୋଧନ କରିଥିଲେ ।ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ସଂଳାପରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
August 25th, 12:12 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ ସଂଳାପରେ ଭାଗ ନେଇଥିଲେ।ବ୍ରିକ୍ସ - ଆଫ୍ରିକା ଆଉଟ୍ରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ଡାଏଲଗରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
August 24th, 02:38 pm
ଆଫ୍ରିକା ମାଟିରେ ଆପଣ ସମସ୍ତ ବନ୍ଧୁ ମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ମୋତେ ବହୁତ ଆନନ୍ଦିତ କରୁଛି ।ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 26th, 11:28 pm
ଏକ ଅଦ୍ଭୁତ ଦୃଶ୍ୟ ମୋ ସମ୍ମୁଖରେ ଅଛି । ହେଉଛି ଭବ୍ୟ, ହେଉଛି ବିରାଟ, ହେଉଛି ବିହଙ୍ଗମ । ଆଉ ଆଜିର ଏ ଯେଉଁ ଅବସର ଅଛି, ଏହା ପଛରେ ଯେଉଁ କଳ୍ପନା ରହିଛି, ଏବଂ ଆଜି ଆମ ଆଖି ସାମ୍ନାରେ ସେହି ସ୍ୱପ୍ନକୁ ସାକାର ହେଉଥିବା ଦେଖୁଛେ, ସେତେବେଳେ ମୋତେ ଏକ ପ୍ରସିଦ୍ଧ କବିତା ପଂକ୍ତି ଗୁଣୁଗୁଣେଇବାକୁ ଇଚ୍ଛା ହେଉଛି:-ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ
July 26th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଆନ୍ତର୍ଜାତୀୟ ପ୍ରଦର୍ଶନୀ ତଥା ସମ୍ମିଳନୀ କେନ୍ଦ୍ର (ଆଇଇସିସି) ସୌଧକୁ ଉତ୍ସର୍ଗ କରିଛନ୍ତି । ସେ ଜି -୨୦ ମୁଦ୍ରା ଏବଂ ଜି -୨୦ ଡାକ ଟିକଟ ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଡ୍ରୋନ୍ ମାଧ୍ୟମରେ କରାଯାଇଥିବା ସମ୍ମିଳନୀ କେନ୍ଦ୍ରର ନାମକରଣ ଭାରତ ମଣ୍ଡପମ୍” ତଥା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ସମାରୋହର ସାକ୍ଷୀ ରହିଥିଲେ । ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ଅନୁଯାୟୀ ପ୍ରାୟ ୨୭୦୦ କୋଟି ଟଙ୍କା ବ୍ୟୟରେ ଜାତୀୟ ପ୍ରକଳ୍ପ ଭାବରେ ବିକଶିତ ହୋଇଥିବା ପ୍ରଗତି ମଇଦାନରେ ଥିବା ନୂତନ ଆଇଇସିସି ସୌଧ ଭାରତକୁ ଏକ ବିଶ୍ୱ ବ୍ୟବସାୟ ସ୍ଥଳ ଭାବରେ ପରିଣତ କରିବାରେ ସାହାଯ୍ୟ କରିବ ।ଜି-୨ଠ ଦେଶର ଶକ୍ତି ମନ୍ତ୍ରୀମାନଙ୍କ ବୈଠକ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତାର ମୂଳ ପାଠ
July 22nd, 10:00 am
ଛୋଟ ପଦକ୍ଷେପଗୁଡ଼ିକ ବଡ଼ ଫଳାଫଳ ଦେଇଥାଏ । ୨୦୧୫ ମସିହାରେ ଆମେ ଏଲଇଡି ଲାଇଟ ବ୍ୟବହାର ପାଇଁ ଯୋଜନା ଆରମ୍ଭ କରିବା ପାଇଁ ଏକ ଛୋଟ ଆନ୍ଦୋଳନ ଆରମ୍ଭ କରିଥିଲୁ । ଏହା ଆମକୁ ବାର୍ଷିକ ୪୫ ବିଲିଅନ ୟୁନିଟ୍ ଶକ୍ତି ସଞ୍ଚୟ କରି ବିଶ୍ୱର ସର୍ବବୃହତ୍ ଏଲଇଡି ବିତରଣ କାର୍ଯ୍ୟକ୍ରମରେ ପରିଣତ ହୋଇଛି । ଆମେ ବିଶ୍ୱର ସବୁଠାରୁ ବଡ଼ କୃଷି ପମ୍ପ ସୌରୀକରଣ ପଦକ୍ଷେପ ମଧ୍ୟ ଆରମ୍ଭ କରିଛୁ । ୨୦୩୦ ସୁଦ୍ଧା ଭାରତର ବୈଦ୍ୟୁତିକ ଯାନ ବାର୍ଷିକ ୧୦ ନିୟୁତ ବ୍ରିକ୍ରିରେ ପହଞ୍ଚôବ ବୋଲି ଆଶା କରାଯାଉଛି । ଆମେ ଚଳିତ ବର୍ଷ ୨୦ ପ୍ରତିଶତ ଇଥାନଲ ମିଶ୍ରିତ ପେଟ୍ରୋଲର ଶୁଭାରମ୍ଭ କରିଛୁ । ଆମେ ୨୦୨୫ ସୁଦ୍ଧା ସମଗ୍ର ଦେଶକୁ ଏହି ସେବା ଯୋଗାଇବାକୁ ଲକ୍ଷ୍ୟ ରଖିଛୁ । ଭାରତକୁ ଏକ କାର୍ବନ ନିରପେକ୍ଷ ଶକ୍ତିର ଗନ୍ତବ୍ୟସ୍ଥଳ କରିବା ପାଇଁ ବିକଳ୍ପ ଭାବରେ ଆମେ ଗ୍ରୀନ ହାଇଡ୍ରୋଜେନ ପାଇଁ ମିଶନ ମୋଡରେ କାର୍ଯ୍ୟ କରୁଛୁ । ସବୁଜ ହାଇଡ୍ରୋଜେନ ଏବଂ ଏହାର ଉପ-ଉତ୍ପାଦନ (ଡେରିଭେଟିବ)ର ଉତ୍ପାଦନ, ଉପଯୋଗ ଏବଂ ରପ୍ତାନୀ ପାଇଁ ଭାରତକୁ ଏକ ବିଶ୍ୱସ୍ତରୀୟ କେନ୍ଦ୍ର କରିବାକୁ ଲକ୍ଷ୍ୟ ରଖିଛୁ । ଆମେ ଆମର ଶିକ୍ଷାକୁ ବାଣ୍ଟିବାକୁ ନେଇ ଖୁସୀ ଅଛୁ ।ଜି୨୦ ଶକ୍ତି ମନ୍ତ୍ରୀଙ୍କ ବୈଠକକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
July 22nd, 09:48 am
ପ୍ରଧାନମନ୍ତ୍ରୀ ସୂଚାଇ ଦେଇଛନ୍ତି ଯେ ଯଦିଓ ଶକ୍ତି ରୂପାନ୍ତରଣ ପାଇଁ ପ୍ରତ୍ୟେକ ଦେଶର ଭିନ୍ନ ବାସ୍ତବତା ଏବଂ ଲକ୍ଷ୍ୟ ଅଛି, ତଥାପି ସେ ଦୃଢ ଭାବରେ ବିଶ୍ୱାସ କରନ୍ତି ଯେ ପ୍ରତ୍ୟେକ ଦେଶର ଲକ୍ଷ୍ୟ ସମାନ । ସବୁଜ ଅଭିବୃଦ୍ଧି ଏବଂ ଶକ୍ତି ରୂପାନ୍ତରଣରେ ଭାରତର ପ୍ରୟାସ ଉପରେ ଆଲୋକପାତ କରି ସେ ଦର୍ଶାଇଛନ୍ତି ଯେ ଭାରତ ହେଉଛି ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ ଏବଂ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି ଏବଂ ତଥାପି ଏହାର ଜଳବାୟୁ ପ୍ରତିଶ୍ରୁତି ପୂରଣ ଆଡକୁ ଦୃଢ ଭାବରେ ଗତି କରୁଛି । ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ଭାରତ ନଅ ବର୍ଷ ପୂର୍ବରୁ ଅଣ-ଜୀବାଶ୍ମ ସ୍ଥାପିତ ବିଦ୍ୟୁତ କ୍ଷମତା ଲକ୍ଷ୍ୟ ହାସଲ କରିଛି ଏବଂ ନିଜ ପାଇଁ ଏକ ଉଚ୍ଚ ଲକ୍ଷ୍ୟ ସ୍ଥିର କରିଛି । ୨୦୩୦ ସୁଦ୍ଧା ଦେଶ ୫୦ ପ୍ରତିଶତ ଅଣ-ଜୀବାଶ୍ମ ସ୍ଥାପିତ ଶକ୍ତି କ୍ଷମତା ହାସଲ କରିବାକୁ ଯୋଜନା କରିଛି ବୋଲି ସେ ଉଲ୍ଲେଖ କରିଛନ୍ତି । ସୌର ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତ ମଧ୍ୟ ବିଶ୍ୱର ଅଗ୍ରଣୀ ଦେଶମାନଙ୍କ ମଧ୍ୟରେ ଅଛି ବୋଲି ଦର୍ଶାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କାର୍ଯ୍ୟ ଗୋଷ୍ଠିର ଅତିଥିମାନଙ୍କ ପାଇଁ ପାଭଗଡ ସୋଲାର ପାର୍କ ଏବଂ ମୋଧେରା ସୌର ଗ୍ରାମ ପରିଦର୍ଶନ କରି ସ୍ୱଚ୍ଛ ଶକ୍ତି ପ୍ରତି ଭାରତର ପ୍ରତିବଦ୍ଧତାର ସ୍ତର ଏବଂ ଲକ୍ଷ୍ୟ ଦେଖିବାର ସୁଯୋଗ ମିଳିଲା ।ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀରେ ସାଇ ହୀରା ଗ୍ଲୋବାଲ କନଭେନସନ ସେଣ୍ଟରର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
July 04th, 11:00 am
ସାଇରାମ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ଅବଦୁଲ ନଜିର, ଶ୍ରୀ ସତ୍ୟସାଇ ସେଣ୍ଟ୍ରାଲ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟୀ ଶ୍ରୀ ଆର. ଜେ. ରତ୍ନାକର ଜୀ, ଶ୍ରୀ କେ. ଚକ୍ରବର୍ତ୍ତୀ ଜୀ, ମୋର ବହୁତ ପୁରୁଣା ବନ୍ଧୁ ଶ୍ରୀ ୟୁକୋ ହୀରା ଜୀ, ଡ. ମୋହନ ଜୀ, ଶ୍ରୀ ଏମ ଏମ ନାଗାନନ୍ଦ ଜୀ, ଶ୍ରୀ ନିମିଷ ପାଣ୍ଡ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ଲୋକମାନେ, ଆପଣ ସମସ୍ତଙ୍କୁ ପୁଣିଥରେ ସାଇରାମ ।ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀ ସାଇ ହୀରା ବୈଶ୍ୱିକ ଅଧିବେଶନ କେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ଉଦଘାଟିତ
July 04th, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୭.୨୦୨୩) ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀ ଠାରେ ସାଇ ହୀରା ବୈଶ୍ୱିକ ଅଧିବେଶନ କେନ୍ଦ୍ରକୁ ଆଭାସୀ ଜରିଆରେ ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ ସମାରୋହରେ ବିଶ୍ୱର ଅନେକ ବିଶିଷ୍ଟ ବ୍ୟକ୍ତି ଓ ଭକ୍ତମାନେ ଉପସ୍ଥିତ ଥିଲେ ।ଇଣ୍ଡିଆ ଟୁଡେ କନକ୍ଲେଭ୍ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 18th, 11:17 pm
ଇଣ୍ଡିଆ ଟୁଡେ କନକ୍ଲେଭ୍ ସହିତ ସଂଶ୍ଳିଷ୍ଟ ସମସ୍ତ ମହାନୁଭବମାନଙ୍କୁ ମୋର ନମସ୍କାର । ଦେଶ- ବିଦେଶରୁ ଯେଉଁ ଦର୍ଶକ- ପାଠକ, ଡିଜିଟାଲ ମାଧ୍ୟମ ଆମ ସହିତ ଯୋଡ଼ି ହୋଇଛନ୍ତି, ସେମାନଙ୍କୁ ମଧ୍ୟ ଅଭିନନ୍ଦନ । ମୋତେ ଏହା ଦେଖି ଅତ୍ୟନ୍ତ ଖୁସି ଲାଗୁଛି ଯେ ଏହି କନକ୍ଲେଭ୍ ଯାହା ରଖାଯାଇଛି - ଦି ଇଣ୍ଡିଆ ମୁମେଣ୍ଟ୍ - ଅର୍ଥାତ୍ ଆଜି ବିଶ୍ୱର ବଡ଼ ବଡ଼ ଅର୍ଥନୀତିଜ୍ଞ, ବିଶ୍ଳେଷକ, ଚିନ୍ତକ ସମସ୍ତେ ଏଇ କଥା କହୁଛନ୍ତି ଏବଂ ସମ ସ୍ୱରରେ କହୁଛନ୍ତି “ଏହା ହେଉଛି ଭାରତର ସମୟ”। କିନ୍ତୁ ଯେତେବେଳେ ଇଣ୍ଡିଆ ଟୁଡେ ଗ୍ରୁପ୍ ଏହି ସକାରାତ୍ମକ ମାନସିକତା ଦେଖାଉଛନ୍ତି, ସେତେବେଳେ ଏହାର କିଛି ଅଧିକ ବିଶେଷତା ରହିଛି । ଏମିତିରେ ତ ମୁଁ ୨୦ ମାସ ପୂର୍ବରୁ ଲାଲକିଲ୍ଲାର ମଞ୍ଚ ଉପଯୁ କହିଥିଲା- ଏହା ହେଉଛି ଉପଯୁକ୍ତ ଅବସର, ଏହା ହେଉଛି ପ୍ରକୃଷ୍ଟ ସମୟ । କିନ୍ତୁ ସେହି ବାର୍ତ୍ତା ଏଠାରେ ପହଞ୍ଚôବାକୁ ୨୦ ମାସ ସମୟ ଲାଗିଗଲା । ସେଇ ଏକା ଭାବନା ଥିଲା – ଦିସ୍ ଇଜ୍ ଇଣ୍ଡିଆସ୍ ମୁମେଣ୍ଟ୍ ।ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
March 18th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ହୋଟେଲ ତାଜ ପ୍ୟାଲେସରେ ଇଣ୍ଡିଆ ଟୁଡେ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି।ନୂତନ ବିଦ୍ୟୁତ ବିତରଣ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 30th, 12:31 pm
ଆଜିକାର ଏହି କାର୍ଯ୍ୟକ୍ରମ, ଏକବିଂଶ ଶତାବ୍ଦୀର ନୂତନ ଭାରତର ନୂତନ ଲକ୍ଷ୍ୟ ଏବଂ ନୂତନ ସଫଳତାର ହେଉଛି ପ୍ରତୀକ। ସ୍ୱାଧୀନତାର ଏହି ଅମୃତକାଳରେ ଭାରତ, ଆଗାମୀ 25 ବର୍ଷର ଦୃଷ୍ଟିକୋଣକୁ ନେଇ କାର୍ଯ୍ୟ କରିବା ଆରମ୍ଭ କରି ଦେଇଛି। ଆଗାମୀ 25 ବର୍ଷରେ ଭାରତର ପ୍ରଗତିକୁ ଗତି ପ୍ରଦାନ କରିବାରେ ଏହି ଶକ୍ତି କ୍ଷେତ୍ର, ଉର୍ଜ୍ଜା କ୍ଷେତ୍ରର ବହୁତ ବଡ଼ ଭୂମିକା ରହିଛି। ଶକ୍ତି କ୍ଷେତ୍ରର ଦୃଢ଼ତା, ବ୍ୟବସାୟ ସୁଗମତା ପାଇଁ ମଧ୍ୟ ହେଉଛି ଜରୁରୀ ଆଉ ସହଜରେ ସହାବସ୍ଥାନ ପାଇଁ ମଧ୍ୟ ସେତିକି ହିଁ ଗୁରୁତ୍ୱପୂର୍ଣ୍ଣ। ଆମେ ସମସ୍ତେ ଦେଖିଛୁ ଯେ ଏବେ ମୋର ଯେଉଁ ହିତାଧିକାରୀ ସାଥୀମାନଙ୍କ ସହିତ ବାର୍ତାଳାପ ହେଲା, ସେମାନଙ୍କ ଜୀବନରେ ବିଜୁଳି କେତେ ବଡ଼ ପରିବର୍ତନ ଆଣି ପାରିଛି।