Mahayuti government stands firmly on the side of national unity and development: PM in Mumbai
November 14th, 02:51 pm
PM Modi addressed the public meeting in Mumbai, emphasizing the choice Maharashtra faces in the upcoming elections: a government committed to progress or one mired in pisive politics. He recalled the legacy of Maharashtra’s great leaders like Balasaheb Thackeray, who first raised the demand to rename Aurangabad to Chhatrapati Sambhajinagar. Despite opposition from Congress, the Mahayuti government fulfilled this promise, highlighting the contrast between the BJP’s respect for Maharashtra's pride and Congress’s attempts to obstruct progress.The Mahayuti government delivered on its promise to rename Aurangabad as Chhatrapati Sambhajinagar: PM Modi
November 14th, 02:40 pm
In a powerful address at a public meeting in Chhatrapati Sambhajinagar, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra
November 08th, 12:05 pm
A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”PM Modi addresses public meetings in Dhule & Nashik, Maharashtra
November 08th, 12:00 pm
A large audience gathered for public meetings addressed by Prime Minister Narendra Modi in Dhule and Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.We stamped out terrorism in the last eight years with resolute actions: PM Modi in Jamnagar
November 28th, 02:15 pm
Addressing his third public meeting of the day, The Prime Minister said, “It is equally important for a developed India to be a self-reliant India. And that's why Gujarat's industries, MSMEs-small scale industries have a huge role to play. Jamnagar's brass industry and bandhani art have received a lot of support over the years. Today, Jamnagar produces everything from pins to aeroplane parts”.From once manufacturing cycles, Gujarat is now moving towards manufacturing aeroplanes: PM Modi in Rajkot
November 28th, 02:05 pm
Addressing his third public meeting of the day, The Prime Minister said, “It is equally important for a developed India to be a self-reliant India. And that's why Gujarat's industries, MSMEs-small scale industries have a huge role to play. Jamnagar's brass industry and bandhani art have received a lot of support over the years. Today, Jamnagar produces everything from pins to aeroplane parts”.BJP does not consider border areas or border villages as the last village of the country but as the first village: PM Modi in Anjar
November 28th, 01:56 pm
PM Modi came down heavily on the Congress for colluding with those who opposed the delivery of water to Kutch. PM Modi said, “The Congress has always been encouraging those who opposed the Sardar Sarovar Dam. The people of Kutch can never forget such a party, which created hurdles for the people of Kutch.” PM Modi further talked about how the Kutch Branch Canal is changing lives, PM Modi said, “The hard work of the BJP government is paying off for Kutch. Today many agricultural products are exported from Kutch”.BJP has done the work of making Gujarat a big tourism destination of the country: PM Modi in Palitana
November 28th, 01:47 pm
Continuing his campaigning to ensure consistent development in Gujarat, PM Modi today addressed a public meeting in Palitana, Gujarat. PM Modi started his first rally of the day by highlighting that the regions of Bhavnagar and Saurashtra are the embodiment of ‘Ek Bharat, Shreshtha Bharat’.PM Modi addresses public meetings in Palitana, Anjar, Jamnagar & Rajkot, Gujarat
November 28th, 01:46 pm
Continuing his campaigning to ensure consistent development in Gujarat, PM Modi today addressed public meetings in Palitana, Anjar & Jamnagar, Gujarat. In his first rally of the day, PM Modi said that the region of Saurashtra embodies the spirit of ‘Ek Bharat, Shreshtha Bharat’. In his second address at Anjar, PM Modi talked about Kutch’s recovery from the earthquake in 2001. In his last two public meetings for the day, PM Modi talked about the economy and the manufacturing sector of Gujarat.ପିଏମ- କିଷାନ ଯୋଜନା ଅଧୀନରେ ୧୦ମ କିସ୍ତିର ଅର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 01st, 12:31 pm
ଉପସ୍ଥିତ ସମସ୍ତ ଆଦରଣୀୟ ମହାନୁଭବ, ସର୍ବପ୍ରଥମେ ମୁଁ ମାତା ବୈଷ୍ଣୋଦେବୀ ପରିସରରେ ହୋଇଥିବା ଦୁଃଖଦ ଘଟଣା ଉପରେ ଶୋକ ବ୍ୟକ୍ତ କରୁଛି । ଯେଉଁ ଲୋକମାନେ ଦଳାଚକଟାରେ, ନିଜର ଲୋକମାନଙ୍କୁ ହରାଇଛନ୍ତି, ଯେଉଁ ଲୋକମାନେ ଆହତ ହୋଇଛନ୍ତି, ମୋର ସମବେଦନା ସେମାନଙ୍କ ସହିତ ରହିଛି । କେନ୍ଦ୍ର ସରକାର, ମୁଁ ଜମ୍ମୁ- କଶ୍ମୀର ପ୍ରଶାସନର ସମ୍ପର୍କରେ କ୍ରମାଗତ ଭାବେ ରହିଛି। ଉପ-ରାଜ୍ୟପାଳ ମନୋଜ ସିହ୍ନା ମହାଶୟଙ୍କ ସହିତ ମଧ୍ୟ କଥା ହୋଇଥିଲି। ଉଦ୍ଧାର କାର୍ଯ୍ୟର, ଆହତମାନଙ୍କର ସମ୍ପୂର୍ଣ୍ଣ ଭାବେ ଧ୍ୟାନ ରଖା ଯାଉଛି।ପିଏମ୍ କିଷାନ ଯୋଜନାରେ ଦଶମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 01st, 12:30 pm
ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୧.୨୦୨୨) ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି(ପି.ଏମ୍-କିଷାନ) ଯୋଜନା ଅଧୀନରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଦଶମ କିସ୍ତି ପ୍ରଦାନ କରିଛନ୍ତି । ଏହାଦ୍ୱାରା ଦଶକୋଟିରୁ ଅଧିକ ହିତାଧିକାରୀ ଚାଷୀ ପରିବାରଙ୍କୁ ୨୦ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପହଂଚିବ । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ୩୫୧ଟି କୃଷକ ଉତ୍ପାଦନ ସଂଗଠନ (ଏଫପିଓ)କୁ ୧୪କୋଟି ଟଙ୍କାର ଅଂଶଧନ ବାବଦ ଅର୍ଥ ମଧ୍ୟ ପ୍ରଦାନ କରିଥିଲେ । ଏଥିପାଇଁ ୧. ୨୪ ଲକ୍ଷ କୃଷକ ଉପକୃତ ହେବେ । ଏହି ଅବରସରେ ପ୍ରଧାନମନ୍ତ୍ରୀ କୃଷକ ସଂଗଠନମାନଙ୍କ ସହ ମତ ବିନିମୟ କରିଥିଲେ । କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏବଂ ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, କେତେକ ରାଜ୍ୟର କୃଷିମନ୍ତ୍ରୀ ଓ କୃଷକମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଥିଲେ ।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ପ୍ରଜାତିର ଶସ୍ୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ପ୍ରଧାନମନ୍ତ୍ରୀ
September 28th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱତନ୍ତ୍ର ଗୁଣବତ୍ତା ସମ୍ପନ୍ନ ୩୫ଟି ବିଭିନ୍ନ ପ୍ରଜାତିର ଶସ୍ୟକୁ ଆଜି ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଭିଡିଓ କନଫରେନ୍ସିଂ ଜରିଆରେ ଅନୁଷ୍ଠିତ ସମାରୋହରେ ଶ୍ରୀ ମୋଦୀ ନବନିର୍ମିତ ରାୟପୁର ସ୍ଥିତ ଜାତୀୟ ବାୟୋଟିକ ଷ୍ଟ୍ରେସ ମ୍ୟାନେଜମେଂଟ ପ୍ରତିଷ୍ଠାନକୁ ମଧ୍ୟ ଦେଶ ଉଦ୍ଦେଶ୍ୟରେ ସମର୍ପଣ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷି ବିଶ୍ୱବିଦ୍ୟାଳୟ ଗୁଡିକୁ ଗ୍ରୀନ୍ କ୍ୟାମ୍ପସ ସମ୍ମାନ ମଧ୍ୟ ପ୍ରଦାନ କରିଥିଲେ । ନୂଆ ନୂଆ ପଦ୍ଧତି ଅନୁସରଣ କରୁଥିବା ଚାଷୀମାନଙ୍କ ସହ ମତ ବିନିମୟ କରିବା ଲାଗି ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେଇଥିଲେ ।PM Modi addresses public meetings at West Bengal’s Bardhaman, Kalyani and Barasat
April 12th, 11:59 am
PM Modi addressed three mega rallies in West Bengal’s Bardhaman, Kalyani and Barasat today. Speaking at the first rally the PM said, “Two things are very popular here- rice and mihi dana. In Bardhaman, everything is sweet. Then tell me why Didi doesn't like Mihi Dana. Didi's bitterness, her anger is increasing every day because in half of West Bengal's polls, TMC is wiped out. People of Bengal hit so many fours and sixes that BJP has completed century in four phases of assembly polls.”କେରଳରେ ପ୍ରମୁଖ ଶକ୍ତି ଓ ସହରୀ ଯୋଜନା ପ୍ରକଳ୍ପର ଶିଳାନ୍ୟାସ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନର ମୂଳପାଠ
February 19th, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।କେରଳରେ ବହୁ ଗୁରୁତ୍ୱପୂର୍ଣ୍ଣ ଶକ୍ତି ଓ ସହରାଞ୍ଚଳ କ୍ଷେତ୍ରର ପ୍ରକଳ୍ପ ଉଦଘାଟନ କରିବା ସହିତ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 19th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ କେରଳର ପୁଗାଲୁର-ତ୍ରିଶୁର ବିଦ୍ୟୁତ ସଞ୍ଚାରଣ ପ୍ରକଳ୍ପ, କାସାରଗୋଡ଼ ସୌର ଶକ୍ତି ପ୍ରକଳ୍ପ ଏବଂ ଆରୁଭିକ୍କରା ଠାରେ ଜଳ ପରିଚାଳନା ପ୍ରକଳ୍ପକୁ ଉଦଘାଟନ କରିଛନ୍ତି। ସେ ମଧ୍ୟ ଏହି କାର୍ଯ୍ୟକ୍ରମ ଅବସରରେ ଥିରୁଅନନ୍ତପୁରମରେ ସମନ୍ୱିତ କମାଣ୍ଡ ଏବଂ ନିୟନ୍ତ୍ରଣ କେନ୍ଦ୍ର ଓ ସ୍ମାର୍ଟ ରୋଡ୍ ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଥିଲେ।ପଣ୍ଡିତ ଦୀନଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର 8ମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
November 21st, 11:06 am
ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ବହୁତ ବହୁତ ବଧେଇ । ଯେଉଁ ସାଥୀ ଆଜି ଗ୍ରାଜୁଏଟ ହେବାକୁ ଯାଉଛନ୍ତି, ସେମାନଙ୍କ ଏବଂ ସେମାନଙ୍କର ମାତାପିତାମାନଙ୍କୁ ମଧ୍ୟ ମୋର ଅନେକ ଅନେକ ଶୁଭକାମନା! ଆଜି ଦେଶକୁ ଆପଣମାନଙ୍କ ଭଳି ଶିଳ୍ପସଂସ୍ଥାରେ କାର୍ଯ୍ୟକ୍ଷମ ଗ୍ରାଜୁଏଟ ମିଳିପାରୁଛି । ଆପଣମାନଙ୍କ ପରିଶ୍ରମ ପାଇଁ, ଆପଣମାନେ ବିଶ୍ୱବିଦ୍ୟାଳୟରୁ ଯାହା କିଛି ଶିକ୍ଷାଲାଭ କରିଛନ୍ତି ସେଥି ପାଇଁ ସେଥିପାଇଁ ଆପଣମାନଙ୍କୁ ବହୁତ ଶୁଭକାମନା ଜ୍ଞାପନ କରୁଛି । ରାଷ୍ଟ୍ର ନିର୍ମାଣ ଭଳି ବିରାଟ ଲକ୍ଷ୍ୟକୁ ନେଇ ଆଜି ଆପଣମାନେ ଏଠାରୁ ପ୍ରସ୍ଥାନ କରିବାକୁ ଯାଉଛନ୍ତି, ସେହି ଲକ୍ଷ୍ୟସ୍ଥଳରେ ପହଞ୍ଚବା ସକାଶେ, ଆପଣମାନଙ୍କର ଏହି ନୂତନ ଯାତ୍ରା ନିମନ୍ତେ ମୋର ଶୁଭକାମନା ।ଗୁଜରାଟ ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
November 21st, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (21.11.2020) ଗୁଜରାଟର ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ 45 ମେଗାୱାଟଯୁକ୍ତ ମନୋକ୍ରିଷ୍ଟାଲିନ ସୋଲାର ଫୋଟୋ ଭୋଲ୍ଟାଇକ ପ୍ୟାନେଲ ଯୁକ୍ତ ଜଳ ପ୍ରଯୁକ୍ତି ଉତ୍କର୍ଷ କେନ୍ଦ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହାବ୍ୟତୀତ ଶ୍ରୀ ମୋଦୀ ଉଦ୍ଭାବନ ଓ ଇନକ୍ୟୁବେଶନ ସେଣ୍ଟର, ପ୍ରଯୁକ୍ତି ବ୍ୟାପାର ଇନକ୍ୟୁବେଶନ, ଅନୁବାଦ ଗବେଷଣା କେନ୍ଦ୍ର ଓ କ୍ରିଡାଙ୍ଗନ ଇତ୍ୟାଦି ବିଶ୍ଵବିଦ୍ୟାଳୟ ପରିସର ମଧ୍ୟରେ ଉଦଘାଟନ କରିଛନ୍ତି ।