ଶ୍ରୀ ସୋମନାଥ ଟ୍ରଷ୍ଟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 16th, 10:29 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ସୋମନାଥ ଟ୍ରଷ୍ଟର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ ।

ଗୁଜରାଟର ଗାନ୍ଧୀନରଗରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶ୍ରୀ ସୋମନାଥ ଟ୍ରଷ୍ଟର ବୈଠକ

October 30th, 11:08 pm

ଗୁଜରାଟର ଗାନ୍ଧୀନଗରରେ ଶ୍ରୀ ସୋମନାଥ ଟ୍ରଷ୍ଟର ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିଛନ୍ତି ଏବଂ ଟ୍ରଷ୍ଟର କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଆସନ୍ତା ୨୧.୦୧.୨୦୨୨ ଦିନ ସୋମନାଥଠାରେ ନୂତନ ସର୍କିଟ ହାଉସର କରିବେ ଉଦଘାଟନ

January 20th, 12:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ସୋମନାଥଠାରେ ଦିନ ୧୧ଟା ବେଳେ ଏକ ନୂତନ ସର୍କିଟ ହାଉସ ଭିଡିଓ କନଫରେନ୍ସିଂ ଜରିଆରେ ଉଦଘାଟନ କରିବେ । ଉଦଘାଟନ କରିସାରି ପ୍ରଧାନମନ୍ତ୍ରୀ ଏହି ଅବସରରେ ଉଦବୋଧନ ଦେବେ ।

ଗୁଜରାଟର ସୋମନାଥଠାରେ ବହୁମୁଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଭିତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 20th, 11:01 am

ଜୟ ସୋମନାଥ ! କାର୍ଯ୍ୟକ୍ରମରେ ଆମ ସହିତ ସାମିଲ ହୋଇଥିବା ଶ୍ରଧେୟ ଲାଲକୃଷ୍ଣ ଆଡୱାଣୀ ମହାଶୟ, ଦେଶର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା ମହାଶୟ, ଶ୍ରୀପଦ ନାଇକ ମହାଶୟ, ଅଜୟ ଭଟ୍ଟ ମହାଶୟ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, ଗୁଜରାଟର ଉପମୁଖ୍ୟମନ୍ତ୍ରୀ ନୀତିନ ଭାଇ, ଗୁଜରାଟ ସରକାର ପର୍ଯ୍ୟଟନ ମନ୍ତ୍ରୀ ଜବାହର ମହାଶୟ, ୱାସନ ଭାଇ, ଲୋକସଭାରେ ମୋର ସାଥୀ ରାଜେଶ ଭାଇ, ସୋମନାଥ ମନ୍ଦିରର ଟ୍ରଷ୍ଟର ଷ୍ଟଟ୍ରି ଶ୍ରୀ ପ୍ରବୀଣ ଲାହିରୀ ମହାଶୟ, ସମସ୍ତ ଶ୍ରଦ୍ଧାଳୁ, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିମାନେ !

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସୋମନାଥର ବହୁମୁଖୀ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ

August 20th, 11:00 am

ଗୁଜରାଟର ସୋମନାଥଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ସହ କେତେକର ଉଦ୍‌ଘାଟନ ମଧ୍ୟ କରିଛନ୍ତି । ଉଦ୍‌ଘାଟିତ ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି ସୋମନାଥ ପ୍ରମୋଦ ସ୍ଥଳୀ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପ୍ରାଚୀନ ସୋମନାଥ ପରିସର ମଧ୍ୟରେ ପୁର୍ନଗଠିତ ମନ୍ଦିର । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ମଧ୍ୟ ଶିଳାନ୍ୟାସ କରିଛନ୍ତି । ଶ୍ରୀ ଲାଲକୃଷ୍ଣ ଆଡଭାନୀ, କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।

ଅଗଷ୍ଟ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ସୋମନାଥ ଠାରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ

August 18th, 05:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ସୋମନାଥରେ ଅଗଷ୍ଟ ୨୦ତାରିଖ ଦିନ ପୂର୍ବାହ୍ନ ୧୧ ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରକଳ୍ପର ଉଦଘାଟନ କରିବେ । ଉଦଘାଟିତ ହେବାକୁ ଥିବା ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ସୋମନାଥ ପ୍ରୋମେନାଡ, ସୋମନାଥ ପ୍ରଦର୍ଶନୀ କେନ୍ଦ୍ର ଏବଂ ପୁରୁଣା (ଜୁନା) ସୋମନାଥର ପୁନଃ ର୍ନିମାଣ ମନ୍ଦିର ପରିସର ଅନ୍ତର୍ଭୁକ୍ତ । ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ପାର୍ବତୀ ମନ୍ଦିରର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ ।

ଶ୍ରୀ ସୋମନାଥ ଟ୍ରଷ୍ଟ ବୈଠକରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

January 18th, 10:34 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ସୋମନାଥ ଟ୍ରଷ୍ଟ ବୈଠକରେ ଯୋଗ ଦେଇଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଟ୍ରଷ୍ଟିମାନେ ଟ୍ରଷ୍ଟର ପୂର୍ବତନ ଅଧ୍ୟକ୍ଷ ସ୍ଵର୍ଗତ ଶ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ସୋମନାଥ ଟ୍ରଷ୍ଟର 116 ତମ ବୈଠକ ସୋମନାଥଠାରେ ଅନୁଷ୍ଠିତ

March 08th, 03:04 pm

In a meeting of the Somnath Trust, PM Narendra Modi suggested that the entire campus of the temple be upgraded with water, greenery and facilities. He recommended that the Trust should actively participate in the effort to make Veraval and Prabhas Patan cashless. He also said that the Trust should organise special Mahotsavas in all major cities.

Social Media Corner 11th September

September 11th, 07:56 pm

Your daily does of governance updates from Social Media. Your tweets on governance get featured here daily. Keep reading and sharing!

ସୋମନାଥ ଟ୍ରଷ୍ଟ ବୈଠକରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

September 10th, 06:59 pm

PM Narendra Modi today attended a meeting of Somanth Trust. Shri L.K. Advani chaired the meeting. PM Modi stressed the need to develop the Somnath as an ancient heritage pilgrimage as well as a tourist destination. The PM also suggested excavations of areas to establish various missing historic links. The Somnath Trust decided to deposit about 6 kg gold under Gold Monetisation Scheme of Government of India.

PM attends meeting of Somnath Trust

January 12th, 08:44 pm