ପ୍ରଧାନମନ୍ତ୍ରୀ ଦକ୍ଷିଣ ଏସିଆରେ ଭାରତର ରାମସର ସାଇଟ ସର୍ବ ବୃହତ ନେଟୱାର୍କ ହୋଇଥିବାରୁ ଖୁସି ବ୍ୟକ୍ତ କରିଛନ୍ତି

February 03rd, 10:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଉ ଦୁଇଟି ଆଦ୍ରଭୂମି, ଗୁଜୁରାଟର ଖିଜାଦିଆ ବନ୍ୟପ୍ରାଣୀ ଅଭୟାରଣ୍ୟ ଏବଂ ଉତ୍ତରପ୍ରଦେଶରେ ଥିବା ବଖିରା ବନ୍ୟପ୍ରାଣୀ ଅଭୟାରଣ୍ୟକୁ ରାମସର ସାଇଟ ତାଲିକାରେ ଅନ୍ତର୍ଭୁକ୍ତ କରାଯିବା ନେଇ ଖୁସି ବ୍ୟକ୍ତ କରିଛନ୍ତି ।

74ତମ ସ୍ୱାଧୀନତା ଦିବସ ସମାରୋହ-ଅଗଷ୍ଟ 15, 2020 ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

August 15th, 02:49 pm

ଆଜି ଆମେ ସ୍ୱାଧୀନ ଭାରତରେ ଶାନ୍ତିରେ ନିଶ୍ୱାସ ନେଉଛୁ, ଏହା ପଛରେ ମା’ ଭାରତୀଙ୍କ ଲକ୍ଷ ଲକ୍ଷ ସନ୍ତାନଙ୍କ ତ୍ୟାଗ, ବଳିଦାନ ଓ ଦେଶକୁ ସ୍ୱାଧୀନ କରିବା ଲାଗି ସମର୍ପଣ ରହିଛି । ଆଜି ସେ ସମସ୍ତ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଶହୀଦମାନଙ୍କୁ ପ୍ରଣାମ କରିବାର ପର୍ବ ।

74ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବୋଧନ

August 15th, 02:38 pm

ମୋର ପ୍ରିୟ ଦେଶବାସୀ, ଆଜିର ଏହି ଶୁଭ ଅବସରରେ ଆପଣମାନଙ୍କୁ ମୁଁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରୁଛି ।

India celebrates 74th Independence Day

August 15th, 07:11 am

Prime Minister Narendra Modi addressed the nation on the occasion of 74th Independence Day. PM Modi said that 130 crore countrymen should pledge to become self-reliant. He said that it is not just a word but a mantra for 130 crore Indians. “Like every young adult in an Indian family is asked to be self-dependent, India as nation has embarked on the journey to be Aatmanirbhar”, said the PM.

କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ଦିଗରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀଙ୍କ ସାର୍କ ଦେଶଗୁଡିକୁ ଆହ୍ୱାନ

March 13th, 02:02 pm

କରୋନା ସଂକ୍ରମଣ ମୁକାବିଲା ପାଇଁ ଏକ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାର୍କ ଦେଶଗୁଡିକୁ ଆହ୍ୱାନ ଜଣାଇଛନ୍ତି । ଭିଡିଓ କନଫରେନ୍ସ ମାଧ୍ୟମରେ ରଣନୈତିକ କୌଶଳ ସମ୍ପର୍କରେ ଆଲୋଚନା କରିବାକୁ ସେ ପ୍ରସ୍ତାବ ଦେବା ସହ ସାର୍କ ଦେଶଗୁଡିକ ମିଳିମିଶି ଏହାର ମୁକାବିଲା କଲେ ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ସୃଷ୍ଟି କରିବ ଏବଂ ଏକ ସୁସ୍ଥ ସମାଜ ଗଠନ ଦିଗରେ ସହାୟକ ହେବ ବୋଲି ସେ କହିଛନ୍ତି ।

ଆସନ୍ତାକାଲି ହାଇଦ୍ରାବାଦରେ ବିଶ୍ୱ ଉଦ୍ୟୋଗ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

November 27th, 07:00 pm

ପ୍ରଥମ ଥର ଲାଗି ବିଶ୍ୱ ଉଦ୍ୟୋଗ ସମ୍ମିଳନୀ (GES) ଦକ୍ଷିଣ ଏସିଆରେ ଆୟୋଜିତ ହେଉଛି । ଏହା ଆସନ୍ତା 28 ରୁ 30 ତାରିଖ ପର୍ଯ୍ୟନ୍ତ ହାଇଦ୍ରାବାଦଠାରେ ଅନୁଷ୍ଠିତ ହେବ । ଆମେରିକା ଏବଂ ଭାରତ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଆୟୋଜିତ ଜିଇଏସକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ । ଏଥିରେ ଆମେରିକୀୟ ପ୍ରତିନିଧି ଦଳର ନେତୃତ୍ୱ ନେବେ ଆମେରିକା ରାଷ୍ଟ୍ରପତିଙ୍କ ପରାମର୍ଶଦାତା ଇଭାଙ୍କା ଟ୍ରମ୍ପ ।

ଘନିଷ୍ଠ ସମ୍ପର୍କକୁ ମହାକାଶ ବାହାରକୁ ସମ୍ପ୍ରସାରିତ କରିଛି !

May 05th, 11:00 pm

ମେ 5,2017, ହେଉଛି ଦକ୍ଷିଣ ଏସିଆ ପାଇଁ ଐତିହାସିକ ଦିନ । ଦୁଇ ବର୍ଷ ପୂର୍ବରୁ ଭାରତ ଦକ୍ଷିଣ ଏସିଆରେ ବିକାଶ ଓ ସମୃଦ୍ଧି ପାଇଁ ଉନ୍ନତ ମହାକାଶ ଜ୍ଞାନକୌଶଳ ଯୋଗାଇବାକୁ ପ୍ରତିଶ୍ରୁତି ଦେଇଥିଲା । ଦକ୍ଷିଣ ଏସିଆ ସାଟେଲାଇଟର ସଫଳ ପ୍ରକ୍ଷେପଣ ଏହାକୁ ପ୍ରମାଣିତ କରୁଛି ।

ସୋସିଆଲ ମିଡିଆ କର୍ଣ୍ଣର ମେ 5 2017

May 05th, 08:06 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

ଦକ୍ଷିଣ ଏସୀୟ ଉପଗ୍ରହ- କିଛି ଗୁରୁତ୍ଵପୂର୍ଣ୍ଣ ତଥ୍ୟ

May 05th, 07:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଏସୀୟ ପଡ଼ୋଶୀ ରାଷ୍ଟ୍ର ମାନଙ୍କୁ ମହାକାଶରେ ଏକ ବିଶେଷ ଉପହାର ଦେବା ପରେ ମହାକାଶ କୂଟନୀତି ଏକ ନୂତନ ସୋପାନରେ ପହଞ୍ଚିଛି ।ପଡ଼ୋଶୀ ରାଷ୍ଟ୍ର ଗୁଡିକୁ ବୀନା ମୂଲ୍ୟରେ ଏକ ଯୋଗାଯୋଗ ଉପଗ୍ରହ ବ୍ୟବାହାର କରିବା ଲାଗି ଦେବା ବୋଧହୁଏ ବିଶ୍ଵର ଅନ୍ୟ କୌଣସି ଠାରେ ଦେଖିବାକୁ ମିଳିନାହିଁ ।

ଦକ୍ଷିଣ ଏସୀୟ ନେତାଗଣ ଭାରତ ଦ୍ୱାରା ଦକ୍ଷିଣ ଏସୀୟ ସେଟଲାଇଟ ପ୍ରକ୍ଷେପଣକୁ ସ୍ୱାଗତ କରିଛନ୍ତି

May 05th, 06:59 pm

ଦକ୍ଷିଣ ଏସୀୟ ନେତାଗଣ ଭାରତ ଦ୍ୱାରା ଦକ୍ଷିଣ ଏସୀୟ ସେଟଲାଇଟ ପ୍ରକ୍ଷେପଣକୁ ପ୍ରଶଂସା କରି କହିଲେ ଏହି ପଦକ୍ଷେପ 'ସବକା ସାଥ ,ସବକା ବିକାଶ ' ପ୍ରତି ଭାରତର ପ୍ରତିବଦ୍ଧତାକୁ ଦର୍ଶାଉଛି ।

ଦକ୍ଷିଣ ଏସୀୟ ଉପଗ୍ରହ ପ୍ରକ୍ଷେପଣ ଅବସରରେ ଦକ୍ଷିଣ ଏସୀୟ ରାଷ୍ଟ୍ରମୁଖ୍ୟଙ୍କ ସହ ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଅଭିଭାଷଣ

May 05th, 06:38 pm

ଦକ୍ଷିଣ ଏସୀୟ ଉପଗ୍ରହ ଆମକୁ ଏହି ବାର୍ତ୍ତା ଦେଉଛି ଯେ ସମଭାବାପନ୍ନ ରାଷ୍ଟ୍ରଗୁଡିକ ମଧ୍ୟରେ ଆଞ୍ଚଳିକ ସହଯୋଗ ଆକାଶ ଭଳି ଅସିମୀତ ହେବା ଉଚିତ । ସବକା ସାଥ ସବକା ବିକାଶ, ଦକ୍ଷିଣ ଏସିଆରେ କାର୍ଯ୍ୟ ଏବଂ ସହଯୋଗ ବୃଦ୍ଧି କରିବାରେ ମାର୍ଗଦର୍ଶନ କରିବ । ଏବଂ ଆମ ଲୋକମାନଙ୍କ ଅର୍ଥନୈତିକ ସମୃଦ୍ଧି ହାସଲ କରିବା ଲାଗି ଆମର ପ୍ରମୁଖ ଲକ୍ଷ୍ୟ ସାଧିତ ହୋଇପାରିବ । ଏବଂ ଏହା ଭିତରେ ଆପଣମାନେ ଏକ ସୁଦୃଢ ତଥା ସମର୍ପିତ୍ତ ସହଯୋଗୀ ଭାବେ ଭାରତକୁ ପାଇପାରିବେ ଯାହା ବାସ୍ତବରେ ସେହି ସଂକଳ୍ପ ଓ ସିଦ୍ଧାନ୍ତରେ ବିଶ୍ଵାସ କରିଥାଏ ।

ଦକ୍ଷିଣ ଏସିଆ ସାଟେଲାଇଟ ପ୍ରକ୍ଷେପଣ ଅବସରରେ ଦକ୍ଷିଣ ଏସୀୟ ରାଷ୍ଟ୍ର ମୁଖ୍ୟଙ୍କ ସହ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ମନ୍ତବ୍ୟ

May 05th, 04:02 pm

ଆଜି ହେଉଛି ଦକ୍ଷିଣ ଏସିଆ ପାଇଁ ଐତିହାସିକ ଦିନ । ଦୁଇ ବର୍ଷ ପୂର୍ବରୁ ଭାରତ ପ୍ରତିଶ୍ରୁତି ଦେଇଥିଲା । ଦକ୍ଷିଣ ଏସିଆରେ ଆମର ଭାଇ ଓ ଭଉଣୀମାନଙ୍କ ବିକାଶ ଓ ସମୃଦ୍ଧି ପାଇଁ ଉନ୍ନତ ମହାକାଶ ଜ୍ଞାନକୌଶଳ ଯୋଗାଇବାକୁ ପ୍ରତିଶ୍ରୁତି ଦିଆଯାଇଥିଲା । ଦକ୍ଷିଣ ଏସିଆ ସାଟେଲାଇଟର ସଫଳ ପ୍ରକ୍ଷେପଣ ଏହାକୁ ପ୍ରମାଣିତ କରୁଛି । ଏହି ପ୍ରକ୍ଷେପଣ ସହ ସବୁଠୁ ଉନ୍ନତ ମାନର ଭାଗିଦାରୀତାର ଯାତ୍ରା ଆରମ୍ଭ ହୋଇଛି ।

ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'ର ଓଡ଼ିଆ ଭାଷାନ୍ତର

April 30th, 11:32 am

ପ୍ରତ୍ୟେକ ଥର ମନ କି ବାତ୍ ପୂର୍ବରୁ ଦେଶର କୋଣ ଅନୁକୋଣରୁ, ସବୁ ବୟସର ଲୋକମାନଙ୍କଠାରୁ, ମନ କି ବାତକୁ ନେଇ ଅନେକଗୁଡ଼ିଏ ପରାମର୍ଶ ଆସେ । ଆକାଶବାଣୀ ମାଧ୍ୟମରେ ଆସେ, Narendra Modi App ରେ ଆସେ, My Gov ଜରିଆରେ ଆସେ, ଫୋନ ଦ୍ୱାରା ଆସେ । Recorded Message ଦ୍ୱାରା ଆସେ ଏବଂ ଯେତେବେଳେ ସମୟ ବାହାର କରି ମୁଁ ସେଗୁଡ଼ିକୁ ଦେଖେ, ତାହା ମୋ ପାଇଁ ଗୋଟିଏ ସୁଖକର ଅନୁଭୂତି ହୋଇଥାଏ । ସେଥିରୁ ବିବିଧତା ପୂର୍ଣ୍ଣ ସୂଚନା ମିଳେ । ଦେଶର ପ୍ରତିଟି କୋଣରେ ଶକ୍ତିର ଭଣ୍ଡାର ରହିଛି । ଜଣେ ସାଧକ ଭଳି ସମାଜରେ ରହିଥିବା ଲୋକମାନଙ୍କର ବିପୁଳ ଯୋଗଦାନ, ଅନ୍ୟପକ୍ଷରେ ସମସ୍ୟାଗୁଡ଼ିକର ଭଣ୍ଡାର ମଧ୍ୟ ଦେଖିବାକୁ ମିଳେ ଯେଉଁ ଦିଗକୁ ହୁଏତ ସରକାରଙ୍କ ଦୃଷ୍ଟି ମଧ୍ୟ ଯାଏନି । ବୋଧହୁଏ ଶାସନ ବ୍ୟବସ୍ଥା ଏଥିସହିତ ଅଭ୍ୟସ୍ତ ହୋଇପଡ଼ିଛି, ଲୋକେ ମଧ୍ୟ ଅଭ୍ୟସ୍ତ ହୋଇପଡ଼ିଛନ୍ତି । ମୁଁ ଲକ୍ଷ୍ୟ କରିଛି ଯେ, ଏଥିରେ ପିଲାଙ୍କ ଜିଜ୍ଞାସା, ଯୁବଗୋଷ୍ଠୀର ମହତ୍ୱାଂକାଂକ୍ଷା, ବୟସ୍କମାନଙ୍କ ଅନୁଭୂତିର ସାରମର୍ମ, ଭଳିକି ଭଳି କଥା ସାମନାକୁ ଆସେ ।

ଦ୍ୱିତୀୟ ରାଇସିନା ବାର୍ତ୍ତାର ଉଦ୍ଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 17th, 06:06 pm

Prime Minister Narendra Modi addressed the second Raisina Dialogue where he shared his thoughts on the country’s international collaborations and relations with neighbouring countries. Talking about India’s role in the global economy, PM Modi said that the world needs India's sustained rise as much as India needs the world. Shri Modi said, “India as a nation prefers partnerships over polarizations.

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଅବସରରେ ଭାରତ ଓ ଇଣ୍ଡୋନେସିଆର ମିଳିତ ବିବୃତି

December 12th, 08:40 pm

PM Narendra Modi met President of Indonesia, Mr. Joko Widodo in New Delhi today. The leaders held wide ranging talks to enhance Partnership between India and Indonesia. Both the leaders agreed to pursue new opportunities to take the economic and cultural ties to new heights.

ଇଣ୍ଡୋନେସିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ (ଡିସେମ୍ବର ୧୨, ୨୦୧୬) ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ ବିବୃତି

December 12th, 02:18 pm

Prime Minister Shri Narendra Modi held extensive talks with the President of Indonesia, Mr. Joko Widodo in New Delhi today. The leaders deliberated upon several issues and discussed ways to strengthen ties between both countries. Both the countries agreed to enhance cooperation on several sectors.

My vision for South Asia is same as my vision for India – Sabka Saath, Sabka Vikas: PM

February 05th, 05:51 pm



Opportunities in ‘Start-up India’ are endless: PM Modi during Mann Ki Baat

January 31st, 10:30 am



Prime Minister speaks to Nepal PM; condemns killing of youngster from Bihar

November 02nd, 08:11 pm