ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।ଘରଚଟିଆ ସଂରକ୍ଷଣ ଉଦ୍ୟମକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
February 19th, 09:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟସଭା ସାଂସଦ ବ୍ରିଜ ଲାଲ ନିଜ ଘରେ ଘରଚଟିଆ ସଂରକ୍ଷଣ ପାଇଁ କରୁଥିବା ଉଦ୍ୟମକୁ ପ୍ରଶଂସା କରିଛନ୍ତି ।ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍”ର ଓଡ଼ିଆ ଭାଷାନ୍ତର
March 28th, 11:30 am
ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ମନ୍ କି ବାତ୍”ର ଓଡ଼ିଆ ଭାଷାନ୍ତର