The mantra of the Bharatiya Nyaya Sanhita is - Citizen First: PM Modi
December 03rd, 12:15 pm
The Prime Minister, Shri Narendra Modi dedicated to the nation the successful implementation of three transformative new criminal laws—Bharatiya Nyaya Sanhita, Bharatiya Nagarik Suraksha Sanhita and Bharatiya Sakshya Adhiniyam today at Chandigarh.Odisha is experiencing unprecedented development: PM Modi in Bhubaneswar
November 29th, 04:31 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.Our Constitution is the guide to our present and our future: PM Modi on Samvidhan Divas
November 26th, 08:15 pm
PM Modi participated in the Constitution Day programme at the Supreme Court. “Our Constitution is a guide to our present and our future”, exclaimed Shri Modi and added that the Constitution had shown the right path to tackle the various challenges that have cropped up in the last 75 years of its existence. He further noted that the Constitution even encountered the dangerous times of Emergency faced by Indian Democracy.For India, Co-operatives are the basis of culture, a way of life: PM Modi
November 25th, 03:30 pm
PM Modi inaugurated the ICA Global Cooperative Conference 2024. Emphasising the centuries-old culture, Prime Minister Modi said, “For the world, cooperatives are a model but for India it is the basis of culture, a way of life.”Essential for Parliament to engage in healthy discussions where as many people as possible contribute: PM Modi
November 25th, 10:31 am
Ahead of the start of the Winter Session of the Parliament, PM Modi said, This session of Parliament is special in many ways, with the most significant aspect being the 75-year journey of our Constitution, as it steps into its 75th year. This is a momentous occasion for democracy. Tomorrow, we will collectively begin the celebration of the 75th year of our Constitution in the Constitution Hall. The Constitution framers debated every point in great detail while drafting the Constitution, resulting in this excellent document. A significant pillar of this is our Parliament and its members.ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.ଭିଡିଓ କନଫରେନ୍ସିଂ ଜରିଆରେ ନ୍ୟୁଜ୍ ୯ ଗ୍ଲୋବାଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 22nd, 10:50 pm
ମନ୍ତ୍ରୀ ୱିନଫ୍ରିଡ, କ୍ୟାବିନେଟରେ ମୋର ସହଯୋଗୀ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ଏହି ଶିଖର ସମ୍ମିଳନୀରେ ସାମିଲ ହେଉଥିବା ମହିଳା ଏବଂ ଭଦ୍ରବ୍ୟକ୍ତିମାନେ!ଗୁୟାନାରେ ଭାରତୀୟ ସମୁଦାୟଙ୍କୁ ଉଦବୋଧନ କଲେ ପ୍ରଧାନମନ୍ତ୍ରୀ
November 22nd, 03:02 am
ଆଜି ମୁଁ ଆପଣମାନଙ୍କ ସହ ଥିବାରୁ ବହୁତ ଖୁସି । ପ୍ରଥମତ ଆମ ସହ ଯୋଗ ଦେଇଥିବାରୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ । ମୁଁ ଆସିବା ଦିନରୁ ମିଳୁଥିବା ଭଲପାଇବା ଓ ସ୍ନେହରେ ମୁଁ ଅଭିଭୂତ । ରାଷ୍ଟ୍ରପତି ଅଲ୍ଲୀ ତାଙ୍କର ଘରର ଦ୍ୱାର ମୋ ପାଇଁ ଖୋଲିଥିବାରୁ ଧନ୍ୟବାଦ । ଦୟାଳୁ ଭାବନା ଓ ଉତ୍ସାହ ପାଇଁ ତାଙ୍କ ପରିବାରଙ୍କୁ ଧନ୍ୟବାଦ । ଆତିଥେୟତାର ଆତ୍ମା ଆମ ସଂସ୍କୃତିର ହୃଦୟରେ ରହିଛି । ବିଗତ ଦୁଇ ଦିନ ଧରି ମୁଁ ତାହା ଅନୁଭବ କରିପାରୁଛି । ରାଷ୍ଟ୍ରପତି ଅଲ୍ଲୀ ଏବଂ ତାଙ୍କ ଜେଜେ ମା’ଙ୍କ ସହ ଆମେ ଏକ ବୃକ୍ଷରୋପଣ କରିଛୁ । ଏହା ‘ଏକ ପେଡ଼୍ ମା କେ ନାମ୍’ ତଥା ‘ମାଆଙ୍କ ନାମରେ ଗୋଟିଏ ଗଛ’ ଅଭିଯାନର ଅଂଶବିଶେଷ । ଏହା ଏକ ଆବେଗିକ ମୁହୂର୍ତ୍ତ ଥିଲା ଯାହା କି ସର୍ବଦା ମୋର ମନେ ରହିବ ।The bond between India & Guyana is of soil, of sweat, of hard work: PM Modi
November 21st, 08:00 pm
Prime Minister Shri Narendra Modi addressed the National Assembly of the Parliament of Guyana today. He is the first Indian Prime Minister to do so. A special session of the Parliament was convened by Hon’ble Speaker Mr. Manzoor Nadir for the address.ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଭାଷଣ
November 21st, 02:21 am
ଆପଣମାନେ ଦେଇଥିବା ମୂଲ୍ୟବାନ ପରାମର୍ଶ ଏବଂ ବ୍ୟକ୍ତ କରିଥିବା ସକାରାତ୍ମକ ଚିନ୍ତାଧାରା ମୁଁ ସ୍ୱାଗତ କରୁଛି । ଭାରତର ପ୍ରସ୍ତାବ ସହ ମୋର ଟିମ ଆପଣଙ୍କ ସହିତ ସମସ୍ତ ବିବରଣୀ ବାଣ୍ଟିବ ଏବଂ ଆମେ ଏକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମସ୍ତ ବିଷୟ ଉପରେ ଆଗକୁ ବଢ଼ିବା ।ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 21st, 02:15 am
ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।ଦୀର୍ଘସ୍ଥାୟୀ ବିକାଶ ଏବଂ ଶକ୍ତି ସଂକ୍ରମଣ ଉପରେ ଜି-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
November 20th, 01:40 am
ଆଜି ଅଧିବେଶନର ପ୍ରସଙ୍ଗ ବହୁତ ପ୍ରାସଙ୍ଗିକ, ଆମର ଭାବୀ ପିଢ଼ିର ଭବିଷ୍ୟତ ସହ ଯୋଡ଼ି ହୋଇ ରହିଛି । ନୂଆଦିଲ୍ଲୀ ଜି-୨୦ ଶିଖର ସମ୍ମିଳନୀରେ ଏସଡିଜିକୁ ଗତି ଦେବା ପାଇଁ ଆମେ ବାରାଣସୀ କାର୍ଯ୍ୟକାରିତା ଯୋଜନାକୁ ଆଦରିଥିଲୁ ।ସାମାଜିକ ଅନ୍ତର୍ଭୁକ୍ତୀକରଣ ଏବଂ କ୍ଷୁଧା ଓ ଦାରିଦ୍ର୍ୟ ମୁକାବିଲା ଉପରେ ଜି୨୦ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବିବୃତି
November 18th, 08:00 pm
ପ୍ରାରମ୍ଭରେ, ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ଜି-୨୦ ଶିଖର ସମ୍ମିଳନୀର ଆୟୋଜନ ଏବଂ ତାଙ୍କର ସଫଳ ଜି-୨୦ ଅଧ୍ୟକ୍ଷତା ପାଇଁ କରାଯାଇଥିବା ଭବ୍ୟ ବ୍ୟବସ୍ଥା ପାଇଁ ଅଭିନନ୍ଦନ ଜଣାଇବାକୁ ଚାହୁଁଛି ।ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ନାଇଜର ପୁରସ୍କାର ସ୍ବୀକୃତି ଗ୍ରହଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 17th, 08:30 pm
ନାଇଜେରିଆର ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜର’ରେ ସମ୍ମାନିତ ହୋଇଥିବାରୁ ମୁଁ ଆପଣଙ୍କର, ନାଇଜେରିଆ ସରକାର ଏବଂ ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି। ଏହି ସମ୍ମାନକୁ ମୁଁ ବି ନମ୍ରତା ଓ ଆଦର ପୂର୍ବକ ସହ ଗ୍ରହଣ କରୁଛି। ମୁଁ ଏହି ସମ୍ମାନ ୧୪୦ କୋଟି ଭାରତୀୟଏବଂ ଭାରତ ଓ ନାଇଜେରିଆର ଗଭୀର ବନ୍ଧୁତାକୁ ସମର୍ପିତ କରୁଛି । ଏହି ସମ୍ମାନ ଆମକୁ ଭାରତ ଓ ନାଇଜେରିଆ ମଧ୍ୟରେ ରଣନୈତିକ ଭାଗୀଦାରୀକୁ ନୂତନ ଶିଖରକୁ ନେବା ପାଇଁ ପ୍ରେରଣା ଯୋଗାଇବ ।ନାଇଜେରିଆରେ ଭାରତୀୟ ଗୋଷ୍ଠୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 17th, 07:20 pm
ଆଜି ଆପଣ ଅବୁଜାରେ ଚମତ୍କାର କରି ଦେଇଛନ୍ତି । ଅବୁଜାରେ ଆମେ ଏକ ଚମତ୍କାର ସମୟ ବାନ୍ଧିଛୁ। ଆଉ ଏସବୁ ଦେଖି ମୁଁ ଗତକାଲି ସନ୍ଧ୍ୟାରୁ ଦେଖୁଛି ଯେ ମୁଁ ଅବୁଜାରେ ନୁହେଁ ବରଂ ଭାରତର ଏକ ସହରରେ ଉପସ୍ଥିତ ଅଛି । ଆପଣମାନଙ୍କ ମଧ୍ୟରୁ ଅନେକ ଲୋକ ଲାଗୋସ୍, କାନୋ, କାଡୁନା ଏବଂ ପୋର୍ଟ ହାରର୍କୋର୍ଟରୁ, ଏମିତି ଭିନ୍ନ ଭିନ୍ନ ଅଞ୍ଚଳରୁ ଅବୁଜାରେ ପହଞ୍ଚିଛନ୍ତି ଏବଂ ଆପଣଙ୍କ ମୁହଁରେ ଏହି ଚମକ, ଆପଣଙ୍କର ଏହି ଉତ୍ସାହ ଯେତିକି ଆପଣ ଏଠାକୁ ଆସିବାକୁ ଆଗ୍ରହୀ ଥିଲେ, ମୁଁ ମଧ୍ୟ ଆପଣମାନଙ୍କୁ ଭେଟିବାକୁ ଅପେକ୍ଷା କରିଥିଲି । ଆପଣମାନଙ୍କର ଭଲ ପାଇବା, ଏହି ସ୍ନେହ ମୋ ପାଇଁ ଏକ ବଡ଼ ସମ୍ପତ୍ତି । ଆପଣଙ୍କ ମଧ୍ୟକୁ ଆସିବା, ଆପଣଙ୍କ ଭିତରେ ଆସୁଛି, ତୁମ ସହିତ ସମୟ ବିତାଇବା ଏବଂ ଏହି ମୁହୂର୍ତ୍ତଗୁଡ଼ିକ ମୋ ସହିତ ସାରା ଜୀବନ ରହିବ।The Mahayuti government is striving for the empowerment of every section of the society: PM to BJP Karyakartas, Maharashtra
November 16th, 11:48 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 16th, 10:15 am
୧୦୦ ବର୍ଷ ପୂର୍ବେ ହିନ୍ଦୁସ୍ତାନ ଟାଇମ୍ସକୁ ଉଦଘାଟନକୁ ପୂଜ୍ୟ ବାପୁ କରିଥିଲେ.... ସେମାନେ ଗୁଜୁରାଟୀ ଭାଷୀ ଥିଲେ ଏବଂ ୧୦୦ ବର୍ଷ ପରେ ଆପଣମାନେ ଆଉ ଜଣେ ଗୁଜରାଟୀଙ୍କୁ ଡାକିଛନ୍ତି । ଏହି ଐତିହାସିକ ଯାତ୍ରା ପାଇଁ ମୁଁ ହିନ୍ଦୁସ୍ତାନ ଟାଇମ୍ସକୁ ଅଭିନନ୍ଦନ ଜଣାଉଛି ଏବଂ ଯେଉଁମାନେ ୧୦୦ ବର୍ଷର ଯାତ୍ରାରେ ଏହା ସହିତ ଜଡ଼ିତ ଅଛନ୍ତି, ଯେଉଁମାନେ ନିଜର ଭାତହାଣ୍ଡି ଭାବି କାମ କରିଛନ୍ତି, ସଂଘର୍ଷ କରିଛନ୍ତି, ସଙ୍କଟର ସମ୍ମୁଖୀନ ହୋଇଛନ୍ତି ..., କିନ୍ତୁ ଅଟଳ ରହିଛନ୍ତି । ସେମାନେ ସମସ୍ତେ ଆଜି ଅଭିନନ୍ଦନର ଯୋଗ୍ୟ, ଅଭିନନ୍ଦନର ଯୋଗ୍ୟ। ଆପଣ ସମସ୍ତଙ୍କ ପାଇଁ ୧୦୦ ବର୍ଷର ଯାତ୍ରା ବହୁତ ବଡ ହୋଇଛି । ଆପଣମାନେ ସମସ୍ତେ ଏହି ଅଭିନନ୍ଦନ ପାଇବାକୁ ଯୋଗ୍ୟ ଏବଂ ମୁଁ ଆପଣମାନଙ୍କୁ ଭବିଷ୍ୟତ ପାଇଁ ଅନେକ ଶୁଭେଚ୍ଛା ଜଣାଉଛି । ଯେତେବେଳେ ମୁଁ ଏଠାକୁ ଆସିଥିଲି, ମୁଁ ପରିବାର ସଦସ୍ୟଙ୍କୁ ଭେଟିଥିଲି, କିନ୍ତୁ ମୋତେ ୧୦୦ ବର୍ଷର ଯାତ୍ରାର ଏକ ଚମତ୍କାର ପ୍ରଦର୍ଶନୀ ଦେଖିବାର ସୁଯୋଗ ମିଳିଥିଲା । ମୁଁ ଆପଣମାନଙ୍କୁ ଏହା ମଧ୍ୟ କହିବି ଯେ ଯଦି ସମୟ ଅଛି, ତେବେ ସେଠାରେ କିଛି ସମୟ ବିତାନ୍ତୁ । ଏହା କେବଳ ଏକ ପ୍ରଦର୍ଶନୀ ନୁହେଁ, ମୁଁ କହୁଛି ଏହା ଏକ ଅନୁଭୂତି । ଏମିତି ଲାଗୁଥିଲା ଯେମିତି ୧୦୦ ବର୍ଷର ଇତିହାସ ଆମ ଆଖି ସାମ୍ନାରେ ବିତିଗଲା । ମୁଁ ସେହି ଦିନର ଖବରକାଗଜ ଦେଖିଲି ଯାହା ଦେଶ ସ୍ୱାଧୀନ ହେବା ଏବଂ ସମ୍ବିଧାନ ଗ୍ରହଣ ହେବା ଦିନ ଛପା ଯାଇଥିଲା । ବହୁତ ବଡ ବଡ ଲେଖକ, ମହାନୁଭବ ହିନ୍ଦୁସ୍ତାନ ଟାଇମ୍ସ ପାଇଁ ଲେଖୁଥିଲେ। ମାର୍ଟିନ ଲୁଥର କିଙ୍ଗ, ନେତାଜୀ ସୁଭାଷ ବାବୁ, ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀ, ଅଟଳ ବିହାରୀ ବାଜପେୟୀ, ଡ. ଏମ୍.ଏସ୍ ସ୍ଵାମୀନାଥନ ଲେଖା ଆପଣଙ୍କ ଖବରକାଗଜକୁ ଉଜ୍ଜ୍ୱଳ କରିଛି । ପ୍ରକୃତରେ ଏକ ଲମ୍ବା ଯାତ୍ରା ପରେ ଆମେ ଏହି ସ୍ଥାନରେ ପହଞ୍ଚି ପାରିଛୁ । ସ୍ୱାଧୀନତା ପାଇଁ ଲଢ଼େଇ ଠାରୁ ଆରମ୍ଭ କରି ସ୍ୱାଧୀନତା ପରେ ଆଶାର ଅଥଳ ତଳବିହୀନ ସମୁଦ୍ରର ଚଢ଼ିବା ପର୍ଯ୍ୟନ୍ତ ଆମେ ଆଗକୁ ବଢ଼ିଛୁ। ଏହି ଯାତ୍ରା ନିଜେ ହିଁ ଅଭୂତପୂର୍ବ ଏବଂ ଏହା ଆଶ୍ଚର୍ଯ୍ୟଜନକ । ଅକ୍ଟୋବର ୧୯୪୭ରେ କଶ୍ମୀର ର ମିଶ୍ରଣ ପରେ ପ୍ରତ୍ୟେକ ଭାରତୀୟଙ୍କ ମଧ୍ୟରେ ଯେଉଁ ଉତ୍ସାହ ଥିଲା ତାହା ମୁଁ ଆପଣଙ୍କ ଖବରକାଗଜ ରିପୋର୍ଟରେ ଅନୁଭବ କଲି | କିନ୍ତୁ ସେହି ମୁହୂର୍ତ୍ତରେ ମୁଁ ଏହା ମଧ୍ୟ ଅନୁଭବ କରିଥିଲି ଯେ କିପରି ୭ ଦଶନ୍ଧି ଧରି କାଶ୍ମୀରରେ ଅନିଶ୍ଚିତତା ପରିସ୍ଥିତି ହିଂସାରେ ଘେରି ରହିଥିଲା। ଆଜି ଆପଣଙ୍କ ଖବରକାଗଜ ଜମ୍ମୁ-କଶ୍ମୀରରେ ରେକର୍ଡ ଭୋଟିଂ ଭଳି ଖବର ପ୍ରକାଶ କରୁଛି, ଏହା ବିପରୀତ। ଗୋଟିଏ ପ୍ରକାରରେ ପ୍ରତ୍ୟେକ ଖବରକାଗଜକୁ ଏକ ପ୍ରକାର ଦେଖାଯିବ, ଆପଣଙ୍କ ଆଖି ସେଠାରେ ସ୍ଥିର ହୋଇଯିବ । ଗୋଟିଏ ପଟେ ଆସାମକୁ ଅଶାନ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ଖବର ଆସିଥିବା ବେଳେ ଅନ୍ୟପଟେ ଅଟଳଜୀ ବିଜେପିର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ଖବର ସାମ୍ନାକୁ ଆସିଥିଲା । ଆଉ କେତେ ଖୁସିର କଥା ଯେ ବିଜେପି ଆଜି ଆସାମରେ ସ୍ଥାୟୀ ଶାନ୍ତି ଆଣିବାରେ ବଡ଼ ଭୂମିକା ଗ୍ରହଣ କରୁଛି ।ନୂଆଦିଲ୍ଲୀରେ ପ୍ରଥମ ବୋଡୋଲ୍ୟାଣ୍ଡ ମହୋତ୍ସବ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 15th, 06:32 pm
ଆଜି କାର୍ତ୍ତିକ ପୂର୍ଣ୍ଣିମାର ପବିତ୍ର ଅବସର । ଆଜି ଦେବ ଦୀପାବଳି ପାଳନ କରାଯାଉଛି। ମୁଁ ଦେଶବାସୀଙ୍କୁ ଏହି ପର୍ବର ଶୁଭେଚ୍ଛା ଜଣାଉଛି । ଆଜି ହେଉଛି ଗୁରୁ ନାନକ ଦେବଜୀଙ୍କର ୫୮୮ତମ ପ୍ରକାଶ ପର୍ବ ମଧ୍ୟ ଅଟେ। ଏହି ଅବସରରେ ମୁଁ ସମଗ୍ର ଦେଶକୁ, ବିଶେଷ କରି ବିଶ୍ୱର ଶିଖ୍ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ସମଗ୍ର ଦେଶ ଜନଜାତୀୟ ଗୌରବ ଦିବସ ପାଳନ କରୁଛି। ଆଜି ସକାଳେ ମୁଁ ବିହାରର ଜମୁଇଠାରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥିଲି ଏବଂ ବର୍ତ୍ତମାନ ସନ୍ଧ୍ୟାରେ ଏଠାରେ ପ୍ରଥମ ବୋଡୋ ମହୋତ୍ସବ ଆରମ୍ଭ ହେବ । ପ୍ରଥମ ବୋଡୋଲ୍ୟାଣ୍ଡ ଫେଷ୍ଟିଭାଲରେ ଆସାମ ସମେତ ଦେଶର ବିଭିନ୍ନ ରାଜ୍ୟରୁ ବୋଡ଼ୋ ସମ୍ପ୍ରଦାୟର ଲୋକ ଆସିଛନ୍ତି। ଶାନ୍ତି, ସଂସ୍କୃତି ଏବଂ ସମୃଦ୍ଧିର ନୂତନ ଭବିଷ୍ୟତ କୁ ପାଳନ କରିବା ପାଇଁ ଏଠାରେ ଏକାଠି ହୋଇଥିବା ସମସ୍ତ ବୋଡ଼ୋ ବନ୍ଧୁମାନଙ୍କୁ ମୁଁ ଅଭିନନ୍ଦନ ଜଣାଉଛି ।