ପ୍ରୟାଗରାଜରେ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 13th, 02:10 pm
ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଜୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, ବ୍ରଜେଶ ପାଠକ ଜୀ, ଉତ୍ତରପ୍ରଦେଶର ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ସାଥିମାନେ, ପ୍ରୟାଗରାଜର ମେୟର ଏବଂ ଜିଲ୍ଲା ପଞ୍ଚାୟତ ସଭାପତି, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ପ୍ରୟାଗରାଜରେ ପ୍ରାୟ ୫୫୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
December 13th, 02:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ପ୍ରାୟ ୫୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସଙ୍ଗମର ପବିତ୍ର ଭୂମିକୁ ପ୍ରଣାମ କରିଥିଲେ ଓ ମହାକୁମ୍ଭକୁ ଆସୁଥିବା ସାଧୁସନ୍ୟାସୀଙ୍କ ପ୍ରତି ନିଜର ସମ୍ମାନ ପ୍ରକଟ କରିଥିଲେ । ନିଜର କଠିନ ପରିଶ୍ରମ ଓ ନିଷ୍ଠା ବଳରେ ମହାକୁମ୍ଭକୁ ସଫଳ କରିଥିବା ଶ୍ରମିକ, ସଫାଇ କର୍ମଚାରୀମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ନିଜର କୃତଜ୍ଞତା ଜଣାଇଥିଲେ । ମହାକୁମ୍ଭର ବୃହତ୍ ଆୟୋଜନ ଓ ବିଶାଳ ଆକାର କଥା ଉଲ୍ଲେଖକରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ବିଶ୍ବର ଅନ୍ୟତମ ବୃହତ୍ ଜନସମାଗମ । ୪୫ ଦିନ ପାଇଁ ଆୟୋଜନ ହେଉଥିବା ଏହି ମହାଯଜ୍ଞକୁ ପ୍ରତିଦନ ଲକ୍ଷ ଲକ୍ଷ ଲୋକଙ୍କୁ ସ୍ବାଗତ କରାଯାଇଥାଏ ଓ ଏଥିପାଇଁ ଏକ ସମ୍ପୂର୍ଣ୍ଣ ନୂଆ ସହର ଛିଡ଼ା କରିଦିଆଯାଏ । “ପ୍ରୟାଗରାଜର ଭୂମିରେ ଏକ ନୂଆ ଇତିହାସ ଲେଖାଯାଉଛି” ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସନ୍ତା ବର୍ଷ ଆୟୋଜନ ହେଉଥିବା ମହାକୁମ୍ଭ ଦେଶର ଆଧ୍ୟାତ୍ମିକ ଓ ସାଂସ୍କୃତିକ ପରିଚୟକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ଓ ଏକତାର ଏପରି ଏକ ମହାଯଜ୍ଞ ସଂପର୍କରେ ସମଗ୍ର ବିଶ୍ବରେ ଚର୍ଚ୍ଚା ହେବ । ମହାକୁମ୍ଭର ସଫଳ ଆୟୋଜନ ନିମସ୍ତେ ସେ ଲୋକମାନଙ୍କୁ ନିଜର ଶୁଭେଚ୍ଛା ଜଣାଇଛନ୍ତି ।ତାମିଲ କବି ସୁବ୍ରମଣ୍ୟମ ଭାରତୀଙ୍କ ସମ୍ପୂର୍ଣ୍ଣ ରଚନା ଗୁଡିକର ସଂକଳନ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 11th, 02:00 pm
କେନ୍ଦ୍ରମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ଜୀ, ରାଓ ଇନ୍ଦ୍ରଜିତ୍ ସିଂ, ଏଲ୍ ମୁରୁଗାନ୍ ଜୀ ଏବଂ ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାହିତ୍ୟ ସେଭି, ସିନି ବିଶ୍ୱନାଥନ ଜୀ, ପ୍ରକାଶକ ଭି ଶ୍ରୀନିବାସନ ଜୀ ଏବଂ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଭଦ୍ର..... ମହିଳା ଏବଂ ଭଦ୍ର ମାନେ।PM Modi releases compendium of complete works of great Tamil poet Subramania Bharati
December 11th, 01:30 pm
PM Modi released the compendium of complete works of great Tamil poet and freedom fighter Subramania Bharati at 7, Lok Kalyan Marg. The Prime Minister lauded the extraordinary, unprecedented and tireless work of six decades for the compilation of 'Kaala Varisaiyil Bharathiyar Padaippugal' in 21 volumes. He added that the hard work of Seeni Vishwanathan ji was such a penance, which will benefit many generations to come.ମୁମ୍ବାଇରେ ଅଭିଜାତ ମରାଠୀ ଭାଷା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 05th, 07:05 pm
ମହାରାଷ୍ଟ୍ରର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଏକନାଥ ସିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ, ଅଜିତ ପାୱାର, କେନ୍ଦ୍ରରେ ଥିବା ମୋର ସମସ୍ତ ସହଯୋଗୀ, ଅନେକ ପିଢି ଧରି ନିଜର ଗାୟକିର ଛାପ ଛାଡିଥିବା ଆଶା ପ୍ରସିଦ୍ଦ ଅଭିନେତା ଭାଇ ସଚିନ, ନାମଦେବ କାମ୍ବଲେ, ସଦାନନ୍ଦ ମୋରେ ଜୀ, ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଭାଇ ଦୀପକ, ମଙ୍ଗଳପ୍ରଭାତ ଲୋଧା, ମଙ୍ଗଲପ୍ରଭାତ ଲୋଧା, ବିଜେପିର ମୁମ୍ବାଇ ସଭାପତି ଭାଇ ଆଶିଷ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଭାଇ ଏବଂ ଭଉଣୀମାନେ !Prime Minister Shri Narendra Modi participates in Abhijat Marathi language program in Mumbai, Maharashtra
October 05th, 07:00 pm
Addressing the gathering, the Prime Minister remarked that the Marathi language has officially been granted the status of a classical langPrime Minister Narendra Modi participated in the Abhijat Marathi Language program in Mumbai, Maharashtra. Addressing the gathering, PM Modi remarked that the Marathi language has officially been granted the status of a classical language by the Central Government. PM Modi emphasized the significance of this moment, describing it as a golden milestone in the history of the Marathi language as he acknowledged the long-standing aspirations of Marathi-speaking people and expressed delight in contributing towards fulfilling Maharashtra's dream.uage by the Central Government. Shri Modi emphasized the significance of this moment, describing it as a golden milestone in the history of the Marathi language as he acknowledged the long-standing aspirations of Marathi-speaking people and expressed delight in contributing towards fulfilling Maharashtra's dream.ସନ୍ଥ ଶ୍ରୀ ସେବାଲାଲ ଜୀ ମହାରାଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 05th, 02:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଥ ଶ୍ରୀ ବୋଲାଲ ଜୀ ମହାରାଜଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଶ୍ରୀ ମୋଦୀ ତାଙ୍କୁ ସାମାଜିକ ସଂସ୍କାର ଓ ଆଧ୍ୟାତ୍ମିକତା ମାର୍ଗଦର୍ଶନର ଅଗ୍ରଦୂତ ଭାବେ ପ୍ରଶଂସା କରିଥିଲେ ।ପ୍ରଧାନମନ୍ତ୍ରୀ ମୋଦୀଙ୍କ ଆଧ୍ୟାତ୍ମିକ କନ୍ୟାକୁମାରୀ ଗସ୍ତ
May 31st, 02:32 pm
ନିର୍ବାଚନ ପ୍ରଚାର ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡୁର କନ୍ୟାକୁମାରୀ ଗସ୍ତ କରିଛନ୍ତି। ସେଠାରେ ପହଞ୍ଚିବା ପରେ ସେ ଭଗବତୀ ଅମ୍ମାନ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ। ଏହାପରେ ସେ ପ୍ରସିଦ୍ଧ ବିବେକାନନ୍ଦ ରକ୍ ସ୍ମାରକୀ ପରିଦର୍ଶନ କରିଥିଲେ, ଯେଉଁଠାରେ ସେ ଧ୍ୟାନରେ ସମୟ ବିତାଇଥିଲେ ।ଜୈନ ସାଧୁ ଆଚାର୍ଯ୍ୟ ଶ୍ରୀ ୧୦୮ ବିଦ୍ୟାସାଗର ଜୀ ମହାରାଜ ସମାଧି ଲାଭ କରିଥିବାରୁ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି
February 18th, 10:58 am
ଜୈନ ସାଧୁ ଆଚାର୍ଯ୍ୟ ବିଦ୍ୟାସାଗର ମହାରାଜ ସମାଧି ଲାଭ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ-ପ୍ରତିଷ୍ଠା ଉପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାର୍ତ୍ତା
January 12th, 11:00 am
ଆଜି ସମସ୍ତ ଭାରତୀୟ ଏବଂ ସାରା ବିଶ୍ୱରେ ବିସ୍ତାରିତ ଭଗବାନ ରାମଙ୍କ ଭକ୍ତମାନଙ୍କ ପାଇଁ ଏକ ପବିତ୍ର ଅବସର । ସବୁଠି ଭଗବାନ ରାମଙ୍କ ପ୍ରତି ଭକ୍ତିର ଏକ ଆକର୍ଷଣୀୟ ବାତାବରଣ ଦେଖିବାକୁ ମିଳୁଛି । ପ୍ରଭୁ ରାମଙ୍କ ମଧୁର ଜପ, ସବୁ ଦିଗରେ ରାମ ଭଜନର ଉତ୍କୃଷ୍ଟ ସୌନ୍ଦର୍ଯ୍ୟ । ଜାନୁଆରୀ ୨୨, ସେହି ଐତିହାସିକ ପବିତ୍ର ମୁହୂର୍ତ୍ତକୁ ସମସ୍ତେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି । ଆଉ ଏବେ ଅଯୋଧ୍ୟାରେ ଭଗବାନ ରାମଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଆଉ ମାତ୍ର ୧୧ ଦିନ ବାକି ରହିଛି । ମୋର ସୌଭାଗ୍ୟ ଯେ ମୋତେ ମଧ୍ୟ ଏହି ପୂଣ୍ଣ୍ୟ ଅବସରରେ ସାକ୍ଷୀ ହେବା ପାଇଁ ସୁଯୋଗ ମଳିଛି । ଏହା ମୋ ପାଇଁ କଳ୍ପନା ବାହାରେ ଅନୁଭବ କରିବାର ସମୟ ଅଟେ ।ଶ୍ରୀ ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା ନିମନ୍ତେ ଏଗାରଦିନିଆ ସ୍ୱତନ୍ତ୍ର ପୂଜାବିଧି ଆରମ୍ଭ କଲେ ପ୍ରଧାନମନ୍ତ୍ରୀ
January 12th, 10:31 am
): ଜାନୁୟାରୀ ୨୨ତାରିଖ ଦିନ ଅଯୋଧ୍ୟା ଧାମରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏଗାରଦିନ ବ୍ୟାପୀ ସ୍ୱତନ୍ତ୍ର ବିଧିବିଧାନ ପାଳନ ଆରମ୍ଭ କରିଛନ୍ତି । ଏହା ଏକ ବିରାଟ ଦାୟିତ୍ୱ । ଆମ ଧର୍ମ ଗ୍ରନ୍ଥରେ କୁହାଯାଇଛି ଯେ ଭଗବାନଙ୍କ ଆରାଧନା ଓ ପୂଜା ନିମନ୍ତେ ଆମକୁ ନିଜ ମଧ୍ୟରେ ଦିବ୍ୟ ଚେତନା ଜାଗ୍ରତ କରାଇବାକୁ ପଡିବ । ସେଥିପାଇଁ ଧର୍ମଗ୍ରନ୍ଥରେ ଉପବାସ ଓ କଠିନ ନିୟମ ମାନ ଦର୍ଶାଯାଇଛି ଓ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସେଗୁଡିକୁ ଅନୁସରଣ କରିବାକୁ ପଡିବ । ମୁଁ ଆଧ୍ୟାତ୍ମିକ ଯାତ୍ରାରେ ମହାନ୍ ବ୍ୟକ୍ତି ଓ କେତେକ ପବିତ୍ର ଆତ୍ମାମାନଙ୍କ ଠାରୁ ଯେଉଁ ମାର୍ଗଦର୍ଶନ ପାଇଛି ସେମାନଙ୍କ ଦ୍ୱାରା ପ୍ରସ୍ତାବିତ ‘ନିୟମ’ ଅନୁସାରେ ମୁଁ ଆଜିଠାରୁ ସ୍ୱତନ୍ତ୍ର ପୂଜା ବିଧିବିଧାନ ପାଳନ ଏଗାର ଦିନ ନିମନ୍ତେ ଆରମ୍ଭ କରିଛି ।ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀରେ ସାଇ ହୀରା ଗ୍ଲୋବାଲ କନଭେନସନ ସେଣ୍ଟରର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
July 04th, 11:00 am
ସାଇରାମ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ଅବଦୁଲ ନଜିର, ଶ୍ରୀ ସତ୍ୟସାଇ ସେଣ୍ଟ୍ରାଲ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟୀ ଶ୍ରୀ ଆର. ଜେ. ରତ୍ନାକର ଜୀ, ଶ୍ରୀ କେ. ଚକ୍ରବର୍ତ୍ତୀ ଜୀ, ମୋର ବହୁତ ପୁରୁଣା ବନ୍ଧୁ ଶ୍ରୀ ୟୁକୋ ହୀରା ଜୀ, ଡ. ମୋହନ ଜୀ, ଶ୍ରୀ ଏମ ଏମ ନାଗାନନ୍ଦ ଜୀ, ଶ୍ରୀ ନିମିଷ ପାଣ୍ଡ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ଲୋକମାନେ, ଆପଣ ସମସ୍ତଙ୍କୁ ପୁଣିଥରେ ସାଇରାମ ।ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀ ସାଇ ହୀରା ବୈଶ୍ୱିକ ଅଧିବେଶନ କେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ଉଦଘାଟିତ
July 04th, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୭.୨୦୨୩) ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀ ଠାରେ ସାଇ ହୀରା ବୈଶ୍ୱିକ ଅଧିବେଶନ କେନ୍ଦ୍ରକୁ ଆଭାସୀ ଜରିଆରେ ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ ସମାରୋହରେ ବିଶ୍ୱର ଅନେକ ବିଶିଷ୍ଟ ବ୍ୟକ୍ତି ଓ ଭକ୍ତମାନେ ଉପସ୍ଥିତ ଥିଲେ ।କୋଟ୍ଟାୟାମ (ସାବରିମାଲା)ରେ ଗ୍ରୀନଫିଲ୍ଡ ବିମାନ ବନ୍ଦର ପ୍ରକଳ୍ପ ପାଇଁ ଜମି ମଞ୍ଜୁରୀକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 18th, 10:33 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କୋଟ୍ଟାୟାମ (ସାବରିମାଲା)ରେ ଗ୍ରୀନଫିଲ୍ଡ ବିମାନ ବନ୍ଦର ପ୍ରକଳ୍ପ ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟଙ୍କ ପକ୍ଷରୁ ୨୨୫୦ଏକରରୁ ଅଧିକ ଜମି ମଞ୍ଜୁରୀକୁ ପ୍ରଶଂସା କରିଛନ୍ତି ।ଅହମଦାବାଦରେ ପ୍ରମୁଖ ସ୍ୱାମୀ ମହାରାଜ ଶତାବ୍ଦୀ ମହୋତ୍ସବର ଉଦଘାଟନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
December 14th, 05:45 pm
ପରମ ପୂଜ୍ୟ ମହନ୍ତ ସ୍ୱାମୀ ଜୀ, ପୂଜ୍ୟ ସନ୍ଥଗଣ, ଗଭର୍ଣ୍ଣର ଶ୍ରୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏବଂ ଉପସ୍ଥିତ ସମସ୍ତ ସତସଙ୍ଗ ପରିବାରଗଣ, ଏହା ମୋର ସୌଭାଗ୍ୟ ଯେ ମୋତେ ଏହି ଐତିହାସିକ କାର୍ଯ୍ୟକ୍ରମରେ ସାକ୍ଷୀ ହେବାର ଏବଂ ସତସଙ୍ଗୀ ହେବାର ସୌଭାଗ୍ୟ ପ୍ରାପ୍ତ ହୋଇଛି । ଏତେ ବଡ଼ ସ୍ତରରେ ଆହୁରି ଏକ ମାସ ବ୍ୟାପି ଚାଲିବାକୁ ଥିବା କାର୍ଯ୍ୟକ୍ରମ କେବଳ ସଂଖ୍ୟା ହିସାବରେ ବଡ଼ ଅଟେ । ସମୟ ଅନୁସାରେ ବହୁତ ଲମ୍ବା ଅଟେ । ସମୟ ଅନୁସାରେ ବହୁତ ଲମ୍ବା, କିନ୍ତୁ ଏଠାରେ ଯେତେ ସମୟ ମୁଁ ଅତିବାହିତ କରିଛି, ମୋତେ ଲାଗୁଛି ଯେ ଏଠାରେ ଗୋଟିଏ ଦିବ୍ୟତାର ଅନୁଭୂତି ଅଛି । ଏଠାରେ ସକଂଳ୍ପର ଭବ୍ୟତା ରହିଛି । ଏଠାରେ ବାଲ ବୃଦ୍ଧ ସମସ୍ତଙ୍କ ପାଇଁ ଆମର ଐତିହ୍ୟ କ’ଣ, ଆମର ଧରୋହର କ’ଣ ଅଟେ, ଆମର ଆସ୍ଥା କ’ଣ ଅଟେ, ଆମର ଆଧ୍ୟାତ୍ମିକତା କ’ଣ ଅଟେ, ଆମର ପରମ୍ପରା କ’ଣ, ଆମର ସଂସ୍କୃତି କ’ଣ, ଆମର ପ୍ରକୃତି କ’ଣ ଅଟେ, ଏହି ସବୁୁକୁ ଏହି ପରିସରରେ ଏକତ୍ରୀକରଣ କରାଯାଇ ପାରିଛି । ଏଠାରେ ଭାରତର ପ୍ରତ୍ୟେକଟି ରଙ୍ଗ ପ୍ରଦର୍ଶିତ ହେଉଛି । ମୁଁ ଏହି ଅବସରରେ ସମସ୍ତ ପୂଜ୍ୟ ସନ୍ଥଗଣଙ୍କୁ ଏହି ଆୟୋଜନ ପାଇଁ କଳ୍ପନା ସାମର୍ଥ୍ୟ ପାଇଁ ଏବଂ ସେହି କଳ୍ପନାକୁ ଚରିତାର୍ଥ କରିବା ପାଇଁ ଯେଉଁ ପୁରୁଷାର୍ଥ କରାଯାଇଛି, ମୁଁ ସେହି ସମସ୍ତଙ୍କର ଚରଣ ବନ୍ଦନା କରୁଛି, ହୃଦୟରୁ କୃତଜ୍ଞତା ଜଣାଉଛି ଏବଂ ପୂଜ୍ୟ ମହନ୍ତ ସ୍ୱାମୀ ଜୀଙ୍କ ଆଶୀର୍ବାଦ ପାଇ ଏତେ ବଡ଼ ଭବ୍ୟ ଆୟୋଜନ ଏବଂ ଏହି ଦେଶ ଏବଂ ଦୁନିଆକୁ ଆକର୍ଷିତ କରିବ କେବଳ ଏତିକି ନୁହେଁ, ଏହା ପ୍ରଭାବିତ କରିବ, ଏହା ଆଗାମୀ ପିଢ଼ିକୁ ପ୍ରେରିତ କରିବ ।PM addresses inaugural function of Pramukh Swami Maharaj Shatabdi Mahotsav
December 14th, 05:30 pm
PM Modi addressed the inaugural function of Pramukh Swami Maharaj Shatabdi Mahotsav in Ahmedabad. “HH Pramukh Swami Maharaj Ji was a reformist. He was special because he saw good in every person and encouraged them to focus on these strengths. He helped every inpidual who came in contact with him. I can never forget his efforts during the Machchhu dam disaster in Morbi”, the Prime Minister said.When the forces of good cooperate, the forces of crime cannot operate: PM Modi
October 18th, 01:40 pm
Prime Minister Modi addressed the INTERPOL General Assembly in New Delhi. He said, There are many harmful globalised threats that the world faces. Terrorism, corruption, drug trafficking, poaching and organised crime. The pace of change of these dangers is faster than earlier. When threats are global, the response cannot be just local! It is high time that the world comes together to defeat these threats.ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଆୟୋଜିତ ଇଣ୍ଟରପୋଲ୍ର ୯୦ତମ ସାଧାରଣ ପରିଷଦ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
October 18th, 01:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମୈଦାନରେ ଅନୁଷ୍ଠିତ ଇଣ୍ଟରପୋଲରେ ୯୦ ତମ ସାଧାରଣ ପରିଷଦ(ଜେନେରାଲ ଆସେମ୍ଲି)ରେ ଉଦ୍ବୋଧନ ଦେଇଛନ୍ତି । ସେ ତାଙ୍କ ଉଦ୍ବୋଧନ ଅବସରରେ ଏହି ସମାବେଶରେ ଭାଗ ନେଇଥିବା ସମସ୍ତ ପ୍ରତିନିଧି ଓ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।ମନର କଥା 2.0 (ସପ୍ତଦଶ ଅଧ୍ୟାୟ)
October 25th, 11:00 am
ବନ୍ଧୁଗଣ, ଆମେ ଯେତେବେଳେ ପର୍ବପର୍ବାଣୀ କଥା କହୁଁ, ସେଗୁଡ଼ିକ ପାଇଁ ପ୍ରସ୍ତୁତି କରୁଁ, ସେତେବେଳେ ପ୍ରଥମେ ମନରେ ପ୍ରଶ୍ନ ଆସେ ବଜାରକୁ କେବେ ଯିବା? କ’ଣ କ’ଣ ସବୁ କିଣିବା? ବିଶେଷକରି ପିଲାମାନଙ୍କ ମଧ୍ୟରେ ଏସବୁକୁ ନେଇ ବିଶେଷ ଉତ୍ସାହ ରହିଥାଏ । ଏଥର ପର୍ବପର୍ବାଣୀରେ ନୂଆ କ’ଣ ମିଳିବ? ପର୍ବପର୍ବାଣୀର ଏହି ଉତ୍ସାହ ଓ ବଜାରର ଆକର୍ଷଣ ପରସ୍ପର ସହିତ ଜଡ଼ିତ । କିନ୍ତୁ ଏଥର ବଜାରକୁ ଯିବାବେଳେ ଆପଣମାନେ ‘ଭୋକାଲ ଫର ଲୋକାଲ’ର ନିଜର ସଂକଳ୍ପ ନିଶ୍ଚୟ ମନେରଖିବେ । ବଜାରରୁ ଜିନିଷ କିଣିବା ସମୟରେ ଆମକୁ ସ୍ଥାନୀୟ ସାମଗ୍ରୀଗୁଡ଼ିକୁ ଅଗ୍ରାଧିକାର ଦେବାକୁ ହେବ ।West Bengal will play a significant role in ‘Purvodaya’: PM Modi
October 22nd, 10:58 am
Prime Minister Narendra Modi joined the Durga Puja celebrations in West Bengal as he inaugurated a puja pandal in Kolkata via video conferencing today. The power of maa Durga and devotion of the people of Bengal is making me feel like I am present in the auspicious land of Bengal. Blessed to be able to celebrate with you, PM Modi said as he addressed the people of Bengal.