ଗୋରଖପୁର ସାଂସଦ ଖେଳ ମହାକୁମ୍ଭରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ସମ୍ବୋଧନର ମୂଳ ପାଠ
February 16th, 03:15 pm
ଉତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଗୋରଖପୁରର ସାଂସଦ ରବି କିଶନ ଶୁକ୍ଳା ଜୀ, ଉପସ୍ଥିତ ଯୁବ ଖେଳାଳୀବୃନ୍ଦ, କ୍ରୀଡା ପ୍ରଶିକ୍ଷକସମୁହ, ଅଭିଭାବକଗଣ ଏବଂ ବନ୍ଧୁଗଣ!ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୋରଖପୁର ସାଂସଦ ଖେଳ ମହାକୁମ୍ଭକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 16th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୋରଖପୁର ସାଂସଦ ଖେଳ ମହାକୁମ୍ଭକୁ ସମ୍ବୋଧିତ କରିଛନ୍ତି ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
August 15th, 07:38 am
ସ୍ୱାଧୀନତାର ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣମାନଙ୍କୁ, ସମସ୍ତଙ୍କୁ ଏବଂ ବିଶ୍ୱବ୍ୟାପୀ ଭାରତକୁ ଶ୍ରଦ୍ଧା କରୁଥିବା, ଲୋକତନ୍ତ୍ରକୁ ଭଲ ପାଉଥିବା ସମସ୍ତଙ୍କୁ ବହୁତ ବହୁତ ଶୁଭକାମନା ।ଭାରତ 75 ତମ ସ୍ୱାଧୀନତା ଦିବସ ପାଳନ କରିଛି
August 15th, 07:37 am
ଭାରତ 75ତମ ସ୍ୱାଧୀନତା ଦିବସ ପାଳନ କରିଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲାଲକିଲ୍ଲା ପ୍ରାଚୀରରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସରକାରଙ୍କ ସଫଳତାର ତାଲିକା ଉଲ୍ଲେଖ କରିଛନ୍ତି ଏବଂ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କର ଲୋକପ୍ରିୟ ସ୍ଲୋଗାନ ସବକା ସାଥ, ସବକା ବିକାଶ ଏବଂ ସବକା ବିଶ୍ୱାସରେ ଯୋଗ କରିଛନ୍ତି ସବକା ପ୍ରୟାସ ।‘ଖେଲୋ ଇଣ୍ଡିଆ’ ସ୍କୁଲ କ୍ରୀଡା ପ୍ରଥମ ସଂସ୍କରଣକୁ ଉଦ୍ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 31st, 05:27 pm
ମନ୍ତ୍ରୀ ପରିଷଦରେ ମୋର ସାଥୀ କର୍ଣ୍ଣେଲ ରାଜ୍ୟବର୍ଦ୍ଧନ ସିଂହ ରାଠୋର, ଶ୍ରୀ ଅନୀଲ ବୈଜଲ ମହାଶୟ, ଶ୍ରୀ ରାହୁଲ ଭଟ୍ଟନାଗର ମହାଶୟ, ଶ୍ରୀ ନରେନ୍ଦ୍ର ବାତ୍ରା ମହାଶୟ, ସୁଶୀଲ କୁମାର ମହାଶୟ, ଦେଶ ଏବଂ ଦୁନିଆରେ ଭାରତର ନାମକୁ ଉଜ୍ଜ୍ୱଳ କରିଥିବା ସମସ୍ତ ଖେଳାଳୀ ଏବଂ ସେମାନଙ୍କର ଗୁରୁଜନ, ଆଉ ଭବିଷ୍ୟତରେ ଦେଶର ନାମକୁ ଉଜ୍ଜ୍ୱଳ କରିବାର ସଂକଳ୍ପ ନେଇକରି, ମନ-ପ୍ରାଣ ସହିତ ଏକାଠି ହୋଇଥିବା, ଦେଶର କୋଣ ଅନୁକୋଣରୁ ଆସିଥିବା ମୋର ସମସ୍ତ ଯୁବ ସାଥୀ । ମୁଁ ଆପଣ ସମସ୍ତଙ୍କୁ ହୃଦୟର ସହିତ ସ୍ୱାଗତ କରୁଛି ।ଖେଲୋ ଇଣ୍ଡିଆ ବିଦ୍ୟାଳୟ କ୍ରୀଡା ଉଦ୍ଘାଟନୀ ସମାରୋହକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 31st, 05:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ବିଦ୍ୟାଳୟ କ୍ରୀଡାର ପ୍ରଥମ ସଂସ୍କରଣକୁ ଉଦ୍ଘାଟନ କରିଛନ୍ତି ।ଜାତୀୟ କ୍ରୀଡ଼ା ଦିବସରେ କ୍ରୀଡ଼ାବିତ ଓ କ୍ରୀଡ଼ାପ୍ରେମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ;
August 29th, 11:06 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ କ୍ରୀଡ଼ା ଦିବସ ଅବସରରେ ସମସ୍ତ କ୍ରୀଡ଼ାବିତ ଓ କ୍ରୀଡ଼ାପ୍ରେମୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ କିମ୍ବଦନ୍ତୀ ଭାରତୀୟ ହକି ଖେଳାଳି ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ଆକାଶବାଣୀ କାର୍ଯ୍ୟକ୍ରମ "ମନ୍ କି ବାତ୍”, 27.08.2017
August 27th, 11:36 am
ଏକପକ୍ଷରେ ଦେଶ ଉତ୍ସବର ପରିବେଶରେ ବୁଡ଼ି ରହିଛି ଏବଂ ଅନ୍ୟପକ୍ଷରେ ଭାରତର କୌଣସି କୋଣରୁ ଯେତେବେଳେ ହିଂସାକାଣ୍ଡର ଖବର ଆସୁଛି, ସେତେବେଳେ ଦେଶର ଚିନ୍ତା ମନରେ ଆସିବା ସ୍ୱାଭାବିକ । ଆମ ଦେଶ ବୁଦ୍ଧ ଏବଂ ଗାନ୍ଧୀଙ୍କ ଦେଶ; ଦେଶର ଏକତା ପାଇଁ ପ୍ରାଣପଣେ ଲାଗିପଡ଼ିଥିବା ସର୍ଦ୍ଦାର ପଟେଲଙ୍କ ଦେଶ । ଶହ ଶହ ବର୍ଷଧରି ଆମର ପୂର୍ବପୁରୁଷମାନେ ଯେଉଁ ସାର୍ବଜନୀନ ଜୀବନର ମୂଲ୍ୟକୁ, ଅହିଂସାକୁ, ସମାଦରକୁ ସ୍ୱୀକାର କରିଛନ୍ତି, ତାହା ଆମ ଆତ୍ମାରେ ସମାହିତ ହୋଇରହିଛି ।