ପିଏସଏଲଭି-ସି-47ର ସଫଳ ଉତକ୍ଷେପଣ ଲାଗି ଇସ୍ରୋ ଟିମକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

November 27th, 12:33 pm

ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କାର୍ଟୋସାଟ-3 ଉପଗ୍ରହ ଏବଂ ଆମେରିକାର ଏକ ଡଜନରୁ ଊର୍ଦ୍ଧ୍ଵ କ୍ଷୁଦ୍ର ଉପଗ୍ରହକୁ ପିଏସଏଲଭି-ଭି-ସି-47 ମହାକାଶଯାନ ଜରିଆରେ ସଫଳ ଉତକ୍ଷେପଣ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମହକାଶ ଗବେଷଣା ସଂଗଠନ (ଇସ୍ରୋ)ର ସମ୍ପୂର୍ଣ୍ଣ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।

ଦକ୍ଷିଣ ଏସୀୟ ଉପଗ୍ରହ ପ୍ରକ୍ଷେପଣ ଅବସରରେ ଦକ୍ଷିଣ ଏସୀୟ ରାଷ୍ଟ୍ରମୁଖ୍ୟଙ୍କ ସହ ଭିଡିଓ କନଫେରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଅଭିଭାଷଣ

May 05th, 06:38 pm

ଦକ୍ଷିଣ ଏସୀୟ ଉପଗ୍ରହ ଆମକୁ ଏହି ବାର୍ତ୍ତା ଦେଉଛି ଯେ ସମଭାବାପନ୍ନ ରାଷ୍ଟ୍ରଗୁଡିକ ମଧ୍ୟରେ ଆଞ୍ଚଳିକ ସହଯୋଗ ଆକାଶ ଭଳି ଅସିମୀତ ହେବା ଉଚିତ । ସବକା ସାଥ ସବକା ବିକାଶ, ଦକ୍ଷିଣ ଏସିଆରେ କାର୍ଯ୍ୟ ଏବଂ ସହଯୋଗ ବୃଦ୍ଧି କରିବାରେ ମାର୍ଗଦର୍ଶନ କରିବ । ଏବଂ ଆମ ଲୋକମାନଙ୍କ ଅର୍ଥନୈତିକ ସମୃଦ୍ଧି ହାସଲ କରିବା ଲାଗି ଆମର ପ୍ରମୁଖ ଲକ୍ଷ୍ୟ ସାଧିତ ହୋଇପାରିବ । ଏବଂ ଏହା ଭିତରେ ଆପଣମାନେ ଏକ ସୁଦୃଢ ତଥା ସମର୍ପିତ୍ତ ସହଯୋଗୀ ଭାବେ ଭାରତକୁ ପାଇପାରିବେ ଯାହା ବାସ୍ତବରେ ସେହି ସଂକଳ୍ପ ଓ ସିଦ୍ଧାନ୍ତରେ ବିଶ୍ଵାସ କରିଥାଏ ।

ଦକ୍ଷିଣ ଏସିଆ ସାଟେଲାଇଟ ପ୍ରକ୍ଷେପଣ ଅବସରରେ ଦକ୍ଷିଣ ଏସୀୟ ରାଷ୍ଟ୍ର ମୁଖ୍ୟଙ୍କ ସହ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଘାଟନୀ ମନ୍ତବ୍ୟ

May 05th, 04:02 pm

ଆଜି ହେଉଛି ଦକ୍ଷିଣ ଏସିଆ ପାଇଁ ଐତିହାସିକ ଦିନ । ଦୁଇ ବର୍ଷ ପୂର୍ବରୁ ଭାରତ ପ୍ରତିଶ୍ରୁତି ଦେଇଥିଲା । ଦକ୍ଷିଣ ଏସିଆରେ ଆମର ଭାଇ ଓ ଭଉଣୀମାନଙ୍କ ବିକାଶ ଓ ସମୃଦ୍ଧି ପାଇଁ ଉନ୍ନତ ମହାକାଶ ଜ୍ଞାନକୌଶଳ ଯୋଗାଇବାକୁ ପ୍ରତିଶ୍ରୁତି ଦିଆଯାଇଥିଲା । ଦକ୍ଷିଣ ଏସିଆ ସାଟେଲାଇଟର ସଫଳ ପ୍ରକ୍ଷେପଣ ଏହାକୁ ପ୍ରମାଣିତ କରୁଛି । ଏହି ପ୍ରକ୍ଷେପଣ ସହ ସବୁଠୁ ଉନ୍ନତ ମାନର ଭାଗିଦାରୀତାର ଯାତ୍ରା ଆରମ୍ଭ ହୋଇଛି ।

ପ୍ରଧାନମନ୍ତ୍ରୀ ଅତ୍ୟାଧୁନିକ ଉପଗ୍ରହ SCSAT-1 ର ସଫଳ ପ୍ରକ୍ଷେପଣ ପାଇଁ ଇସ୍ରୋକୁ ଜଣାଇଲେ ଅଭିନନ୍ଦନ

September 26th, 11:15 am

PM Narendra Modi congratulated ISRO and its scientists on successful launch of PSLV-35 and advanced weather satellite SCSAT-1 and 7 other co-passenger satellites. The PM tweeted, “Our space scientists keep scripting history. Their innovative zeal has touched the lives of 125 crore Indians & made India proud worldwide.”