Our government is working in mission mode keeping in mind the future of the youth: PM Modi
October 28th, 01:20 pm
PM Modi addressed the National Rozgar Mela via video conferencing today and distributed more than 51,000 appointment letters to newly inducted recruits in various Government departments and organizations. Government is strengthening the traditional sectors providing employment opportunities while also promoting new sectors such as renewable energy, space, mation and defence exports, PM Modi said.PM addresses National Rozgar Mela
October 28th, 12:50 pm
PM Modi addressed the National Rozgar Mela via video conferencing today and distributed more than 51,000 appointment letters to newly inducted recruits in various Government departments and organizations. Government is strengthening the traditional sectors providing employment opportunities while also promoting new sectors such as renewable energy, space, mation and defence exports, PM Modi said.ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳା ଅଧୀନରେ ପ୍ରାୟ ୭ଠଠଠଠ ନବନିଯୁକ୍ତିଦାତାଙ୍କୁ ନିଯୁକ୍ତିପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 13th, 11:00 am
ଏହି ଜାତୀୟ ସ୍ତରୀୟ ‘ରୋଜଗାର ମେଳା’ କିମ୍ବା ରୋଜଗାର ମେଳା ଏନଡିଏ ଏବଂ ଭାଜପା ସରକାରଙ୍କ ନୂତନ ପରିଚୟ ହୋଇଯାଇଛି । ଆଜି ପୁଣିଥରେ ୭୦ ହଜାରରୁ ଅଧିକ ଯୁବକ ଯବୁବତୀ ନିଯୁକ୍ତିପତ୍ର ଗ୍ରହଣ କରିଛନ୍ତି । ମୁଁ ଖୁସି ଯେ ବିଜେପି ଶାସିତ ରାଜ୍ୟ ସରକାରମାନେ ମଧ୍ୟ ସମୟ ସମୟରେ ସମସ୍ତ ଭାଜପା ଶାସିତ ରାଜ୍ୟରେ ଏହିଭଳି ରୋଜଗାର ମେଳା ଆୟୋଜନ କରୁଛନ୍ତି । ଯେଉଁମାନେ ଏହି ସମୟରେ ସରକାରୀ ଚାକିରିରେ ଆସୁଛନ୍ତି ସେମାନଙ୍କ ପାଇଁ ଏହା ଏକ ବହୁତ ଗୁରୁତ୍ୱପୂର୍ଣ୍ଣ ସମୟ ଅଟେ ।ଜାତୀୟ ରୋଜଗାର ମେଳାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 13th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୩-୦୬-୨୦୨୩) ଜାତୀୟ ରୋଜଗାର ମେଳାକୁ ଆଭାସୀ ମାଧ୍ୟମରେ ସମ୍ବୋଧିତ କରିବା ସହ ପ୍ରାୟ ୭୦,୦୦୦ ନିଯୁକ୍ତିପତ୍ର ବିଭିନ୍ନ ସରକାରୀ ବିଭାଗ ଓ ସଂଗଠନର ନବନିଯୁକ୍ତଙ୍କୁ ବାଣ୍ଟିଛନ୍ତି । ଦେଶବ୍ୟାପୀ ବଛାଯାଇଥିବା ନବନିଯୁକ୍ତମାନେ ସରକାରଙ୍କ ବିଭିନ୍ନ ବିଭାଗ ଯଥା- ଆର୍ଥିକ ସେବା ବିଭାଗ, ଡାକ ବିଭାଗ, ବିଦ୍ୟାଳୟ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ରାଜସ୍ୱ ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆଣବିକ ଶକ୍ତି ବିଭାଗ, ରେଳ ମନ୍ତ୍ରଣାଳୟ, ହିସାବ ଓ ଲେଖା ବିଭାଗ ଏବଂ ସୌରାଷ୍ଟ୍ର ମନ୍ତ୍ରଣାଳୟ ଇତ୍ୟାଦିରେ ଯୋଗଦେବେ । ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ କାଳରେ ଦେଶବ୍ୟାପୀ ୪୩ ଟି ସ୍ଥାନକୁ ସଂଯୋଗ କରାଯାଇଥିଲା ।