ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
July 10th, 04:37 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଦେଶର କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁଁ ସୃଷ୍ଟ ସ୍ଥିତି ସମୀକ୍ଷା କରିବା ସହ ବରିଷ୍ଠ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି ।‘ୟାସ’ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା ଲାଗି ଆୟୋଜିତ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ର
May 23rd, 01:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ବାତ୍ୟା ‘ୟାସ’ ଜନିତ ପରିସ୍ଥିତିର ମୁକାବିଲା ଲାଗି ହୋଇଥିବା ପ୍ରସ୍ତୁତି ଓ ଯୋଜନାର ସମୀକ୍ଷା କରିଛନ୍ତି। ଏଥିରେ ସେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ/ସଂସ୍ଥାର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି ଯେ ‘ୟାସ’ ବାତ୍ୟା 26 ତାରିଖ ସନ୍ଧ୍ୟାରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବ।ପ୍ରଧାନମନ୍ତ୍ରୀ ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କଲେ ,ମୁଖ୍ୟମନ୍ତ୍ରୀମାନକ ସହିତ ଆଲୋଚନା କଲେ
August 01st, 01:19 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପୂର୍ବ ରାଜ୍ୟଗୁଡ଼ିକର ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ଶ୍ରୀ ମୋଦୀ ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ,ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରେମା ଖଣ୍ଡୁ ,ନାଗାଲେଣ୍ଡ ମୁଖ୍ୟମନ୍ତ୍ରୀ ଟି.ଆର. ଜେଲିୱାଙ୍ଗ ଏବଂ ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ ସହିତ ସମ୍ପୃକ୍ତ ଅଞ୍ଚଳର ବନ୍ୟା ପରିସ୍ଥିତି ନେଇ ଆଲୋଚନା ଓ ସମୀକ୍ଷା କରିଛନ୍ତି ।PM reviews drought and water scarcity situation at high level meeting with Odisha CM
May 21st, 05:46 pm
PM reviews drought and water scarcity situation at high level meeting with Andhra Pradesh CM
May 17th, 06:30 pm
PM reviews drought and water scarcity situation at high level meeting with Chhattisgarh CM
May 17th, 06:06 pm
PM reviews drought and water scarcity situation at high level meeting with Rajasthan CM
May 14th, 09:20 pm
PM reviews drought and water scarcity situation at high level meeting with Jharkhand CM
May 14th, 09:18 pm
PM reviews drought and water scarcity situation at high level meeting with Madhya Pradesh CM
May 10th, 09:05 pm
PM reviews drought and water scarcity situation at high level meeting with Telangana CM
May 10th, 03:30 pm
PM reviews drought and water scarcity situation at high level meeting with Karnataka CM
May 07th, 07:03 pm
PM reviews drought and water scarcity situation at high level meeting with Uttar Pradesh CM
May 07th, 12:42 pm