ପ୍ରୟାଗରାଜରେ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 13th, 02:10 pm
ଉତ୍ତରପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଜୀ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଜୀ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, ବ୍ରଜେଶ ପାଠକ ଜୀ, ଉତ୍ତରପ୍ରଦେଶର ମନ୍ତ୍ରୀ, ସାଂସଦ ଏବଂ ବିଧାୟକ ସାଥିମାନେ, ପ୍ରୟାଗରାଜର ମେୟର ଏବଂ ଜିଲ୍ଲା ପଞ୍ଚାୟତ ସଭାପତି, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ପ୍ରିୟ ଭାଇ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ପ୍ରୟାଗରାଜରେ ପ୍ରାୟ ୫୫୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
December 13th, 02:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ପ୍ରୟାଗରାଜଠାରେ ପ୍ରାୟ ୫୫୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ଅବସରରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ ସଙ୍ଗମର ପବିତ୍ର ଭୂମିକୁ ପ୍ରଣାମ କରିଥିଲେ ଓ ମହାକୁମ୍ଭକୁ ଆସୁଥିବା ସାଧୁସନ୍ୟାସୀଙ୍କ ପ୍ରତି ନିଜର ସମ୍ମାନ ପ୍ରକଟ କରିଥିଲେ । ନିଜର କଠିନ ପରିଶ୍ରମ ଓ ନିଷ୍ଠା ବଳରେ ମହାକୁମ୍ଭକୁ ସଫଳ କରିଥିବା ଶ୍ରମିକ, ସଫାଇ କର୍ମଚାରୀମାନଙ୍କୁ ମଧ୍ୟ ଶ୍ରୀ ମୋଦୀ ନିଜର କୃତଜ୍ଞତା ଜଣାଇଥିଲେ । ମହାକୁମ୍ଭର ବୃହତ୍ ଆୟୋଜନ ଓ ବିଶାଳ ଆକାର କଥା ଉଲ୍ଲେଖକରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ବିଶ୍ବର ଅନ୍ୟତମ ବୃହତ୍ ଜନସମାଗମ । ୪୫ ଦିନ ପାଇଁ ଆୟୋଜନ ହେଉଥିବା ଏହି ମହାଯଜ୍ଞକୁ ପ୍ରତିଦନ ଲକ୍ଷ ଲକ୍ଷ ଲୋକଙ୍କୁ ସ୍ବାଗତ କରାଯାଇଥାଏ ଓ ଏଥିପାଇଁ ଏକ ସମ୍ପୂର୍ଣ୍ଣ ନୂଆ ସହର ଛିଡ଼ା କରିଦିଆଯାଏ । “ପ୍ରୟାଗରାଜର ଭୂମିରେ ଏକ ନୂଆ ଇତିହାସ ଲେଖାଯାଉଛି” ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆସନ୍ତା ବର୍ଷ ଆୟୋଜନ ହେଉଥିବା ମହାକୁମ୍ଭ ଦେଶର ଆଧ୍ୟାତ୍ମିକ ଓ ସାଂସ୍କୃତିକ ପରିଚୟକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ଓ ଏକତାର ଏପରି ଏକ ମହାଯଜ୍ଞ ସଂପର୍କରେ ସମଗ୍ର ବିଶ୍ବରେ ଚର୍ଚ୍ଚା ହେବ । ମହାକୁମ୍ଭର ସଫଳ ଆୟୋଜନ ନିମସ୍ତେ ସେ ଲୋକମାନଙ୍କୁ ନିଜର ଶୁଭେଚ୍ଛା ଜଣାଇଛନ୍ତି ।ଅଯୋଧ୍ୟାରେ ଶ୍ରୀରାମଲାଲାଙ୍କ ପ୍ରାଣ-ପ୍ରତିଷ୍ଠା ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 22nd, 05:12 pm
ଶ୍ରଦ୍ଧେୟ ମଞ୍ଚ, ସମସ୍ତ ସାଧୁ ସନ୍ଥ, ଏଠାରେ ଉପସ୍ଥିତ ଥିବା ଏବଂ ପୃଥିବୀର କୋଣ ଅନୁକୋଣରେ ଆମ ସମସ୍ତଙ୍କ ସହ ଯୋଡ଼ି ହୋଇ ରହିଥିବା ସମସ୍ତ ରାମ ଭକ୍ତ, ଆପଣ ସମସ୍ତଙ୍କୁ ନମସ୍କାର, ସମସ୍ତଙ୍କୁ ରାମ-ରାମ ।ଅଯୋଧ୍ୟାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
January 22nd, 01:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟା ଠାରେ ନବନିର୍ମିତ ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ଶ୍ରୀ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ସମାରୋହରେ ଯୋଗ ଦେଇଥିଲେ । ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ ଯୋଗଦାନ କରିଥିବା ଶ୍ରମଜୀବୀ ମାନଙ୍କ ସହ ଶ୍ରୀ ମୋଦୀ ବାର୍ତ୍ତାଳାପ କରିଥିଲେ ।Under the BJP govt, direct taxes reduced, providing relief to the middle class: PM Modi
November 20th, 06:58 pm
Amidst the ongoing election campaigning in Rajasthan, PM Modi’s rally spree continued as he addressed public meetings in Pali and Pilibanga. Addressing a massive gathering, PM Modi emphasized the nation’s commitment to development and the critical role Rajasthan plays in India’s advancement in the 21st century. The Prime Minister underlined the development vision of the BJP government and condemned the misgovernance of the Congress party in the state.PM Narendra Modi addresses public meetings in Pali & Pilibanga, Rajasthan
November 20th, 12:00 pm
Amidst the ongoing election campaigning in Rajasthan, PM Modi’s rally spree continued as he addressed public meetings in Pali and Pilibanga. Addressing a massive gathering, PM Modi emphasized the nation’s commitment to development and the critical role Rajasthan plays in India’s advancement in the 21st century. The Prime Minister underlined the development vision of the BJP government and condemned the misgovernance of the Congress party in the state.କାଶୀ ସାଂସଦ ସାଂସ୍କୃତିକ ମହୋତ୍ସବ ୨୦୨୩ର ସମାପନୀ ସମାରୋହ ଏବଂ ବାରାଣସୀରେ ଅଟଳ ଆବାସିକ ବିଦ୍ୟାଳୟର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
September 23rd, 08:22 pm
ଉତ୍ତରପ୍ରଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥଜୀ, ମଞ୍ଚରେ ଉପସ୍ଥିତ ସମସ୍ତ ସମ୍ମାନିତ ଅତିଥି, କାଶୀ ସାଂସଦ ସାଂସ୍କୃତିକ ମହୋତ୍ସବର ସମସ୍ତ ଅଂଶଗ୍ରହଣକାରୀ ଏବଂ ରୁଦ୍ରାକ୍ଷ କେନ୍ଦ୍ରରେ ଉପସ୍ଥିତ କାଶୀର ମୋର ପ୍ରିୟ ବାସିନ୍ଦା!କାଶୀ ସଂସଦ ସାଂସ୍କୃତିକ ମହୋତ୍ସବ ୨୦୨୩ ଉଦଯାପିତ
September 23rd, 04:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୩-୦୯-୨୦୨୩) ଉତ୍ତର ପ୍ରଦେଶର ବାରଣାସୀର ରୁଦ୍ରାକ୍ଷ ଆନ୍ତର୍ଜାତିକ ସହଯୋଗ ଓ ଅଧିବେଶନ କେନ୍ଦ୍ରରେ କାଶୀ ସଂସଦ ସାଂସ୍କୃତିକ ମହୋତ୍ସବ ୨୦୨୩ର ଉଦଯାପନୀ ସମାରୋହରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୧୧୫ କୋଟି ଟଙ୍କା ବ୍ୟୟରେ ଉତ୍ତର ପ୍ରଦେଶର ବିଭିନ୍ନ ସ୍ଥାନରେ ନିର୍ମିତ ୧୬ଟି ଅଟଳ ଆବାସୀୟ ବିଦ୍ୟାଳୟର ମଧ୍ୟ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ କାଶୀ ସଂସଦ ଖେଳ ପ୍ରତିଯୋଗିତା ପାଇଁ ପଞ୍ଜୀକରଣ ପୋର୍ଟାଲ ମଧ୍ୟ ଉନ୍ମୋଚନ କରିଛନ୍ତି । କାଶୀ ସଂସଦ ସାଂସ୍କୃତିକ ମହୋତ୍ସବର ବିଜେତାଗଣଙ୍କୁ ମଧ୍ୟ ସେ ପୁରସ୍କାର ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଆଗରୁ ପ୍ରଧାନମନ୍ତ୍ରୀ ଅଟଳ ଆବାସୀୟ ବିଦ୍ୟାଳୟ ବିଦ୍ୟାର୍ଥୀମାନଙ୍କ ସହ ମଧ୍ୟ ମତ ବିନିମୟ କରିଥିଲେ ।With the blessings of Akka Mahadevi BJP Govt has enabled 'Nari Shakti' to take lead in the 21st Century: PM Modi
May 07th, 03:00 pm
As campaigning has entered into the last phase for the assembly elections in Karnataka, PM Modi addressed a mega rally in Shivamogga. At the beginning of his speech, he expressed gratitude towards those who showed significant support for the BJP. He specifically thanked the people of Bengaluru for their participation in a large-scale roadshow, which elicited an enormous response from the crowd.PM Modi's poll campaign speeches in Karnataka electrify Shivamogga and Nanjanagudu
May 07th, 02:15 pm
As campaigning has entered into the last phase for the assembly elections in Karnataka, PM Modi today addressed two mega rallies in Shivamogga and Nanjanagudu. At the beginning of his speech, he expressed gratitude towards those who showed significant support for the BJP. He specifically thanked the people of Bengaluru for their participation in a large-scale roadshow, which elicited an enormous response from the crowd.People of Karnataka must be wary of both JD(S) and Congress. Both are corrupt and promote dynastic politics: PM in Chitradurga
May 02nd, 11:30 am
Prime Minister Narendra Modi today addressed a public meeting in Karnataka’s Chitradurga.. PM Modi congratulated the Karnataka BJP on their Sankalp Patra, stating that it outlines a roadmap for the state to become the leading state in the country with modern infrastructure. The Sankalp Patra also prioritizes the welfare of the underprivileged, including the poor, downtrodden, exploited, deprived, tribals, and backward communities.PM Modi’s high-octane speeches in Karnataka's Chitradurga, Hosapete and Sindhanur
May 02nd, 11:00 am
Prime Minister Narendra Modi today addressed public meetings in Karnataka’s Chitradurga, Hosapete and Sindhanur. PM Modi congratulated the Karnataka BJP on their Sankalp Patra, stating that it outlines a roadmap for the state to become the leading state in the country with modern infrastructure. The Sankalp Patra also prioritizes the welfare of the underprivileged, including the poor, downtrodden, exploited, deprived, tribals, and backward communities.କନ୍ୟାକୁମାରୀ ବିବେକାନନ୍ଦ କେନ୍ଦ୍ରଠାରେ ରାମାୟଣ ଦର୍ଶନମ ପ୍ରଦର୍ଶନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ କନଫେରେନ୍ସିଙ୍ଗ ଯୋଗେ ସମ୍ବୋଧନ
January 12th, 05:41 pm
PM Narendra Modi today inaugurated Ramayana Darshnam, Bharatmata Sadnam & Statue of Lord Hanuman in Kanyakumari through video conferencing. Addressing the event, Shri Modi paid tribute to Swami Vivekananda on his birth anniversary. PM Modi also said that India is a youthful nation and thoughts of Vivekananda can inspire them towards nation building.କନ୍ୟାକୁମାରୀ ବିବେକାନନ୍ଦ କେନ୍ଦ୍ରରେ ରାମାୟଣ ଦର୍ଶନକ ପ୍ରଦର୍ଶନୀର ଉଦ୍ଘାଟନୀ ସମାବେଶକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 12th, 05:40 pm
PM Narendra Modi today inaugurated Ramayana Darshnam, Bharatmata Sadnam & Statue of Lord Hanuman in Kanyakumari through video conferencing. Addressing the event, Shri Modi paid tribute to Swami Vivekananda on his birth anniversary. PM Modi also said that India is a youthful nation and thoughts of Vivekananda can inspire them towards nation building.