ଅକ୍ଟୋବର ୧୩ରେ ପିଏମ ଗତିଶକ୍ତିର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

October 12th, 06:30 pm

ଦେଶରେ ଭିତ୍ତିଭୂମିର କାୟାକଳ୍ପ ପରିବର୍ତ୍ତନ ପାଇଁ ଏକ ଐତିହାସିକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୩ ତାରିଖ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀର ପ୍ରଗତି ମଇଦାନ ଠାରେ ‘ପିଏମ ଗତିଶକ୍ତି-ବହୁମୁଖି ଯୋଗାଯୋଗ (ମଲ୍ଟିମୋଡାଲ କନେକ୍ଟିଭିଟି) ପାଇଁ ଜାତୀୟ ମାଷ୍ଟର ପ୍ଲାନ’ର ଶୁଭାରମ୍ଭ କରିବେ ।

74ତମ ସ୍ୱାଧୀନତା ଦିବସ ସମାରୋହ-ଅଗଷ୍ଟ 15, 2020 ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

August 15th, 02:49 pm

ଆଜି ଆମେ ସ୍ୱାଧୀନ ଭାରତରେ ଶାନ୍ତିରେ ନିଶ୍ୱାସ ନେଉଛୁ, ଏହା ପଛରେ ମା’ ଭାରତୀଙ୍କ ଲକ୍ଷ ଲକ୍ଷ ସନ୍ତାନଙ୍କ ତ୍ୟାଗ, ବଳିଦାନ ଓ ଦେଶକୁ ସ୍ୱାଧୀନ କରିବା ଲାଗି ସମର୍ପଣ ରହିଛି । ଆଜି ସେ ସମସ୍ତ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଶହୀଦମାନଙ୍କୁ ପ୍ରଣାମ କରିବାର ପର୍ବ ।

74ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍‌ବୋଧନ

August 15th, 02:38 pm

ମୋର ପ୍ରିୟ ଦେଶବାସୀ, ଆଜିର ଏହି ଶୁଭ ଅବସରରେ ଆପଣମାନଙ୍କୁ ମୁଁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରୁଛି ।

India celebrates 74th Independence Day

August 15th, 07:11 am

Prime Minister Narendra Modi addressed the nation on the occasion of 74th Independence Day. PM Modi said that 130 crore countrymen should pledge to become self-reliant. He said that it is not just a word but a mantra for 130 crore Indians. “Like every young adult in an Indian family is asked to be self-dependent, India as nation has embarked on the journey to be Aatmanirbhar”, said the PM.

Submarine OFC project connecting Andaman-Nicobar to rest of the world is a symbol of our commitment towards ease of living: PM

August 10th, 12:35 pm

PM Narendra Modi launched the submarine Optical Fibre Cable facility in Andaman and Nicobar Islands via video conferencing. In his address the PM said, This submarine OFC project that connects Andaman Nicobar Islands to the rest of the world is a symbol of our commitment towards ease of living. Thousands of families in Andaman-Nicobar will now get its access, the residents will reap the benefits of internet connectivity.

PM Modi launches submarine Optical Fibre Cable facility in Andaman and Nicobar Islands

August 10th, 10:14 am