2020 ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ଘୋଷଣା
March 22nd, 09:37 pm
2020 ବର୍ଷ ପାଇଁ ଗାନ୍ଧୀ ଶାନ୍ତି ପୁରସ୍କାର ବଙ୍ଗବନ୍ଧୁ ଶେଖ ମୁଜିବୁର ରହମାନଙ୍କୁ ପ୍ରଦାନ କରାଯାଉଛି । ଗାନ୍ଧୀ ଶାନ୍ତି ପୁରସ୍କାର ହେଉଛି 1995 ମସିହାରୁ ଭାରତ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବାର୍ଷିକ ପୁରସ୍କାର, ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ 125 ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି । ଜାତୀୟତା, ବର୍ଣ୍ଣ, ଭାଷା, ଜାତି, ଧର୍ମ କିମ୍ବା ଲିଙ୍ଗ ନିର୍ବିଶେଷରେ ଏହି ପୁରସ୍କାର ସମସ୍ତଙ୍କ ପାଇଁ ଉନ୍ମୁକ୍ତ ରହିଛି।Gandhi Peace Prize for the Year 2019 announced
March 22nd, 09:36 pm
The Gandhi Peace Prize for the year 2019 is being conferred on (Late) His Majesty Sultan Qaboos bin Said Al Said of Oman. Gandhi Peace Prize is an annual award instituted by Government of India since 1995, the 125th Birth Anniversary commemoration year of Mahatma Gandhi. The award is open to all persons regardless of nationality, race, language, caste, creed or sex.ମହାମହିମ ସୁଲତାନ କବୁସ ବିନ ସୟିଦ ଅଲ ସୟିଦଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ
January 11th, 09:42 am
ମହାମହିମ ସୁଲତାନ କବୁସ ବିନ ସୟିଦ ଅଲ ସୟିଦଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ଓମାନ ସୁଲତାନ କାବୁସଙ୍କୁ ସାକ୍ଷାତ କଲେ
February 11th, 10:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓମାନ ସୁଲତାନ କାବୁସଙ୍କୁ ସାକ୍ଷାତ କଲେ । ଦୁଇ ନେତା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କଲେ ।