ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 24th, 08:48 pm
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 24th, 08:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ କରାଯିବା ସମ୍ପର୍କରେ ଉଲ୍ଲେଖ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ ଏବଂ ଓଡ଼ିଆ ଭାଗବତର ଲେଖକ ଶ୍ରୀଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।9 ରୁ 11 ଅକ୍ଟୋବର ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 08th, 12:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 9 ରୁ 11 ଅକ୍ଟୋବର ପର୍ଯ୍ୟନ୍ତ ଗୁଜରାଟର ପରିଦର୍ଶନ କରିବେ ଏବଂ ଏହାପରେ 11 ଅକ୍ଟୋବରରୁ ମଧ୍ୟ ପ୍ରଦେଶର ପରିଦର୍ଶନରେ ଯିବେ।