Institutional service has the ability to solve big problems of the society and the country: PM at the Karyakar Suvarna Mahotsav
December 07th, 05:52 pm
PM Modi addressed the Karyakar Suvarna Mahotsav in Ahmedabad via video conferencing. He highlighted the Karyakar Suvarna Mahotsav as a key milestone in 50 years of service by BAPS. He praised the initiative of connecting volunteers to service work, which began five decades ago and applauded the dedication of lakhs of BAPS workers.ଅହମ୍ମଦାବାଦରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 07th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ,ସତସଙ୍ଗୀ ପରିବାରର ଶ୍ରଦ୍ଧେୟ ସନ୍ଥ ଓ ସଦସ୍ୟମାନେ, ଗଣ୍ୟମାନ୍ୟ ବ୍ୟକ୍ତି ଓ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବ ଅବସରରେ ଶ୍ରୀ ମୋଦୀ ଭଗବାନ ସ୍ୱାମୀ ନାରାୟଣଙ୍କୁ ପ୍ରଣିପାତ କରିବା ସହ କହିଥିଲେ, ଆଜି ମଧ୍ୟ ପ୍ରମୁଖ ସ୍ୱାମୀ ମହାରାଜଙ୍କ ୧୦୩ ତମ ଜୟନ୍ତୀ । ସେ କହିଥିଲେ, ଭଗବାନ ସ୍ୱାମୀ ନାରାୟଣଙ୍କ ଶିକ୍ଷା, ପ୍ରମୁଖ ସ୍ୱାମୀ ମହାରାଜଙ୍କ ସଂକଳ୍ପ ଆଜି ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜଙ୍କ ପ୍ରଗାଢ଼ ଉଦ୍ୟମ ଯୋଗୁ ଫଳ ଆଣିପାରିଛି । ପ୍ରାୟ ଏକ ଲକ୍ଷ କର୍ମୀଙ୍କ ସମାବେଶରେ ଏପରି ଏକ ବିଶାଳ କାର୍ଯ୍ୟକ୍ରମର ସାକ୍ଷୀ ହୋଇପାରିଥିବାରୁ ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଥିଲେ । ବ୍ୟକ୍ତିଗତ ଭାବେ ସେ କାର୍ଯ୍ୟକ୍ରମରେ ଉପସ୍ଥିତ ନଥିଲେ ମଧ୍ୟ ଯୁବକ ଓ ପିଲାମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉତ୍ସବର ଉତ୍ସାହକୁ ଭଲ ଭ।।ବେ ଅନୁଭବ କରିପାରିଥିଲେ । ଏଭଳି ଭବ୍ୟ ଦିବ୍ୟ ସମାରୋହ ପାଇଁ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ ଓ ସମସ୍ତ ସନ୍ଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।Any country can move forward only by being proud of its heritage and preserving it: PM Modi
November 11th, 11:30 am
PM Modi participated in the 200th anniversary celebration of Shree Swaminarayan Mandir in Vadtal, Gujarat. Noting that the 200th year celebrations in Vadtal dham was not mere history, Shri Modi remarked that it was an event of a huge importance for many disciples including him who had grown up with utmost faith in Vadtal Dham. He added that this occasion was a testimony to the eternal flow of Indian culture.PM Modi participates in 200th year celebrations of Shree Swaminarayan Mandir in Vadtal, Gujarat
November 11th, 11:15 am
PM Modi participated in the 200th anniversary celebration of Shree Swaminarayan Mandir in Vadtal, Gujarat. Noting that the 200th year celebrations in Vadtal dham was not mere history, Shri Modi remarked that it was an event of a huge importance for many disciples including him who had grown up with utmost faith in Vadtal Dham. He added that this occasion was a testimony to the eternal flow of Indian culture.ଗୁଜରାଟର ଭଡ଼ତାଳରେ ନଭେମ୍ବର ୧୧ରେ ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ ତମ ବାର୍ଷିକୀ ଉତ୍ସବରେ ଅଂଶ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
November 10th, 07:09 pm
ଗୁଜରାଟର ଭଡ଼ତାଳରେ ନଭେମ୍ବର ୧୧ ତାରିଖରେ ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ମିନିଟରେ ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ତମ ବାର୍ଷିକୀ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଂଶ ଗ୍ରହଣ କରିବେ । ଉପସ୍ଥିତ ଜନସାଧାରଣଙ୍କୁ ମଧ୍ୟ ସେ ଉଦବୋଧନ ଦେବେ ।The BAPS Hindu Temple in Abu Dhabi, UAE is a golden moment in the ties between India & UAE: PM Modi
February 14th, 07:16 pm
Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.PM Modi inaugurates BAPS Hindu Mandir in Abu Dhabi, UAE
February 14th, 06:51 pm
Prime Minister Narendra Modi inaugurated the BAPS Hindu Mandir in Abu Dhabi, UAE. The PM along with the Mukhya Mahant of BAPS Hindu Mandir performed all the rituals. The PM termed the Hindu Mandir in Abu Dhabi as a symbol of shared heritage of humanity.କୋଭିଡ-୧୯ ଏବଂ ୟୁକ୍ରେନ ସଙ୍କଟ ସମୟରେ ବିଏପିଏସ୍ର ରିଲିଫ କାର୍ଯ୍ୟକୁ ପ୍ରଶଂସା କରଛନ୍ତି ପ୍ରଧାନମନ୍ତ୍ରୀ
April 16th, 07:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବରିଷ୍ଠ ବିଏପିଏସ୍ ସାଧୁ, ଇଶ୍ୱରଚରଣ ସ୍ୱାମୀ ଏବଂ ବ୍ରହ୍ମବିହାରୀ ସ୍ୱାମୀଙ୍କୁ ଭେଟି କୋଭିଡ-୧୯ ଏବଂ ୟୁକ୍ରେନ ସଙ୍କଟ ସମୟରେ ବିଏପିଏସ୍ର ରିଲିଫ କାର୍ଯ୍ୟକୁ ପ୍ରଶଂସା କରିଥିଲେ । ଶ୍ରୀ ମୋଦୀ ମଧ୍ୟ ଏଚ୍ଏଚ୍ ପ୍ରମୁଖ ସ୍ୱାମୀ ମହାରାଜ ଜୀଙ୍କ ଆସନ୍ତା ଜନ୍ମ ଶତବାର୍ଷିକୀ ପାଳନ ନେଇ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀ ବାହାରିନର ମହାମହିମ ଯୁବରାଜ ତଥା ପ୍ରଧାନମନ୍ତ୍ରୀ ସଲମାନ ବିନ୍ ହମାଦ ଅଲ୍ ଖଲିଫାଙ୍କ ସହିତ ଟେଲିଫୋନରେ କଥା ହୋଇଛନ୍ତି
February 01st, 06:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାହାରିନର ଯୁବରାଜ ତଥା ପ୍ରଧାନମନ୍ତ୍ରୀ ସଲମାନ ବିନ ହମାଦ ଅଲ ଖଲିଫାଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି । ଭାରତର ଗଣତନ୍ତ୍ର ଦିବସ ଅବସରରେ ଯୁବରାଜ ସଲମାନ ଶୁଭେଚ୍ଛା ଜଣାଇଛନ୍ତି ।