
Government, society and saints are all united in the fight against cancer: PM Modi in Madhya Pradesh
February 23rd, 06:11 pm
PM Modi laid the foundation stone of Bageshwar Dham Medical and Science Research Institute in Chhatarpur, Madhya Pradesh. He remarked that when the country entrusted him with the opportunity to serve, he made the mantra ‘Sabka Saath, Sabka Vikas’ as the Government's resolution. He highlighted that a major foundation of ‘Sabka Saath, Sabka Vikas’ was ‘Sabka Ilaaj, Sabko Aarogya’ meaning Healthcare for all and underscored the focus on disease prevention at various levels.
ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 23rd, 04:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଛତରପୁର ଜିଲ୍ଲାର ଗଡ଼ା ଗ୍ରାମରେ ବାଗେଶ୍ୱର ଧାମ ଚିକିତ୍ସା ଓ ବିଜ୍ଞାନ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି । ଅଳ୍ପ ସମୟ ମଧ୍ୟରେ ଦ୍ୱିତୀୟ ଥର ପାଇଁ ବୁନ୍ଦେଲଖଣ୍ଡକୁ ଫେରିବା ତାଙ୍କ ସୌଭାଗ୍ୟ ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ ଆଧ୍ୟାତ୍ମିକ କେନ୍ଦ୍ର ଥିବା ବାଗେଶ୍ୱର ଧାମ ଖୁବଶୀଘ୍ର ଏକ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପରିଣତ ହେବ । ବାଗେଶ୍ୱର ଧାମ ମେଡିକାଲ ଆଣ୍ଡ ସାଇନ୍ସ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ ୧୦ ଏକର ଜମିରେ ନିର୍ମାଣ କରାଯିବ ଏବଂ ପ୍ରଥମ ପର୍ଯ୍ୟାୟରେ ୧୦୦ ଶଯ୍ୟା ବିଶିଷ୍ଟ ସୁବିଧା ପ୍ରସ୍ତୁତ କରାଯିବ । ସେ ଶ୍ରୀ ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ଏହି ମହାନ କାର୍ଯ୍ୟ ପାଇଁ ଅଭିନନ୍ଦନ ଜଣାଇବା ସହ ବୁନ୍ଦେଲଖଣ୍ଡବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ।
ଇ. ଟି. ନାଓ ବୈଶ୍ୱିକ ବ୍ୟବସାୟ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
February 15th, 08:30 pm
ଶେଷ ଥର ଯେତେବେଳେ ମୁଁ ଇ. ଟି. ଶିଖର ସମ୍ମିଳନୀକୁ ଆସିଥିଲି, ସେତେବେଳେ ନିର୍ବାଚନ ହେବାକୁ ଯାଉଥିଲା। ଏବଂ ସେହି ସମୟରେ, ମୁଁ ଆପଣମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ବିନମ୍ରତାର ସହ କହିଥିଲି ଯେ ଆମର ତୃତୀୟ କାର୍ଯ୍ୟକାଳରେ ଭାରତ ଏକ ନୂତନ ଗତିରେ କାର୍ଯ୍ୟ କରିବ। ମୁଁ ସନ୍ତୁଷ୍ଟ ଯେ ଏହି ଗତି ଆଜି ଦୃଶ୍ୟମାନ ହେଉଛି ଏବଂ ଦେଶ ମଧ୍ୟ ଏହାକୁ ସମର୍ଥନ କରୁଛି। ନୂଆ ସରକାର ଗଠନ ହେବା ପରେ ବି. ଜେ. ପି.- ଏନ୍. ଡି. ଏ. କୁ ଦେଶର ଅନେକ ରାଜ୍ୟରେ ଲୋକଙ୍କ ଆଶୀର୍ବାଦ ମିଳିବା ଜାରି ରହିଛି। ଜୁନ ମାସରେ ଓଡ଼ିଶାର ଲୋକମାନେ ବିକଶିତ ଭାରତର ସଂକଳ୍ପକୁ ଗତି ଦେଇଥିଲେ, ପୁଣି ହରିୟାଣାର ଲୋକମାନେ ସମର୍ଥନ କରିଥିଲେ ଏବଂ ଏବେ ଦିଲ୍ଲୀର ଲୋକମାନେ ଆମକୁ ସମ୍ପୂର୍ଣ୍ଣ ସମର୍ଥନ ଦେଇଛନ୍ତି। ଏକ ବିକଶିତ ଭାରତର ଲକ୍ଷ୍ୟ ପାଇଁ ଦେଶର ଲୋକମାନେ ଆଜି କିପରି କାନ୍ଧରେ କାନ୍ଧ ମିଶାଇ ଚାଲିଛନ୍ତି, ଏହା ତାହାର ଏକ ସ୍ୱୀକୃତି।ଇଟି ନାଓ ଗ୍ଲୋବାଲ ବିଜିନେସ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭାଭାଷଣ
February 15th, 08:00 pm
ଶନିବାର ଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ଇଟି ନାଓଗ୍ଲୋବାଲ ବିଜିନେସ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ ଅଂଶଗ୍ରହଣ କରିଥିଲେ । ତୃତୀୟ ପାଳିରେ ଭାରତବର୍ଷଏକ ବିକାଶମ୍ନୁଖୀ ଦିଗରେ ଗତି କରୁଥିବ ବୋଲି ପୂର୍ବ ଇଟିସିମିଟରେ ସେ କହିଥିବା ପ୍ରଧାନମନ୍ତ୍ରୀ ମନେ ପକାଇଥିଲେ ।ବିକଶିତ ଭାରତ ହେବା ଲକ୍ଷ୍ୟରେ ଅନନ୍ୟ ଯୋଗଦାନଦେଇଥିବା ଓଡିଶା, ମହାରାଷ୍ଟ୍ର, ହରିୟାଣା ଓ ନୂଆଦିଲ୍ଲୀଅଧିବାସୀଙ୍କୁ ଅଶେଷ କୃତଜ୍ଞତା ଜ୍ଞାପନ କରିଥିଲେ । ଏକବିକଶିତ ଭାରତ ଲକ୍ଷ୍ୟରେ ଏହି ଦେଶର ନାଗରିକମାନେକାନ୍ଧକୁ କାନ୍ଧ ମିଳାଇ କାମ କରୁଥିବା ପ୍ରଧାନମନ୍ତ୍ରୀ ଉଲ୍ଲେଖକରିଥିଲେ ।Our government is working in mission mode keeping in mind the future of the youth: PM Modi
October 28th, 01:20 pm
PM Modi addressed the National Rozgar Mela via video conferencing today and distributed more than 51,000 appointment letters to newly inducted recruits in various Government departments and organizations. Government is strengthening the traditional sectors providing employment opportunities while also promoting new sectors such as renewable energy, space, mation and defence exports, PM Modi said.PM addresses National Rozgar Mela
October 28th, 12:50 pm
PM Modi addressed the National Rozgar Mela via video conferencing today and distributed more than 51,000 appointment letters to newly inducted recruits in various Government departments and organizations. Government is strengthening the traditional sectors providing employment opportunities while also promoting new sectors such as renewable energy, space, mation and defence exports, PM Modi said.ପ୍ରଧାନମନ୍ତ୍ରୀଙ୍କ ଅକ୍ଟୋବର ୨୬ ରେ ମହାରାଷ୍ଟ୍ର ଏବଂ ଗୋଆ ଗସ୍ତ
October 25th, 11:21 am
ଦିନ ପ୍ରାୟ ଗୋଟାଏ ବେଳେ ପ୍ରଧାନମନ୍ତ୍ରୀ ଅହମ୍ମଦନଗର ଜିଲ୍ଲାର ଶିରିଡିଠାରେ ପହଞ୍ଚି ଶ୍ରୀ ସାଇବାବା ସମାଧି ମନ୍ଦିରରେ ପୂଜା କରିବା ସହ ଦର୍ଶନ କରିବେ । ମନ୍ଦିରରେ ସେ ମଧ୍ୟ ନବନିର୍ମିତ ଧାଡିି ଦର୍ଶନ ପରିସରକୁ ଉଦ୍ଘାଟନ କରିବେ । ପ୍ରାୟ ଅପରାହ୍ନ ଦୁଇଟା ବେଳେ, ପ୍ରଧାନମନ୍ତ୍ରୀ ନୀଳୱାଣ୍ଡେ ଆନିକଟରେ ଜଳପୂଜନ କରିବା ସହ ବାମପାର୍ଶ୍ଵ କେନାଲକୁ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଅପରାହ୍ନ ପ୍ରାୟ ୩ଟା ୧୫ମିନିଟ୍ରେ ପ୍ରଧାନମନ୍ତ୍ରୀ ଶିରିଡିଠାରେ ଏକ ଜନସାଧାରଣ କାର୍ଯ୍ୟକ୍ରମରେ ଯୋଗଦେବେ । ସେଠାରେ ସେ ସ୍ୱାସ୍ଥ୍ୟ, ରେଳ, ସଡକ ଏବଂ ତୈଳ ଓ ଗ୍ୟାସ କ୍ଷେତ୍ରରେ ପ୍ରାୟ ୭୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ । ପ୍ରାୟ ସନ୍ଧ୍ୟା ୬ଟା ୩୦ରେ ପ୍ରଧାନମନ୍ତ୍ରୀ ଗୋଆ ପହଂଚି ୩୭ତମ ଜାତୀୟ କ୍ରୀଡାକୁ ଉଦ୍ଘାଟନ କରିବେ ।ରିପବ୍ଲିକ୍ ଟିଭିର କନକ୍ଲେଭରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଓଡ଼ିଆ ଅନୁବାଦ
April 26th, 08:01 pm
ଅର୍ଣ୍ଣବ ଗୋସ୍ୱାମୀ ଜୀ, ରିପବ୍ଲିକ୍ ମିଡିଆ ନେଟୱାର୍କର ସମସ୍ତ ସହକର୍ମୀ, ଦେଶ ତଥା ବିଦେଶରେ ରିପବ୍ଲିକ୍ ଟିଭିର ସମସ୍ତ ଦର୍ଶକ, ମହିଳା ଏବଂ ସଜ୍ଜନମଣ୍ଡଳୀ! ମୁଁ କିଛି କହିବା ପୂର୍ବରୁ, ମୁଁ ଆପଣମାନଙ୍କୁ ଏକ ମଜା କଥା କହିବାକୁ ଚାହେଁ ଯାହା ମୁଁ ମୋର ପିଲାଦିନରେ ଶୁଣିଥିଲି । ସେଠାରେ ଜଣେ ପ୍ରଫେସର ଥିଲେ ଏବଂ ତାଙ୍କ ଝିଅ ଆତ୍ମହତ୍ୟା କରି ଏକ ନୋଟ୍ ଛାଡି କହିଥିଲେ ଯେ ସେ ତାଙ୍କ ଜୀବନ ସଂଘର୍ଷରେ ଥକି ଯାଇଛନ୍ତି ଏବଂ ଆଉ ବଞ୍ଚିବାକୁ ଚାହୁଁ ନାହାଁନ୍ତି। ସେ ଲେଖିଛନ୍ତି ଯେ ସେ କଙ୍କରିଆ ନଦୀରେ ଡେଇଁ ମରିଯିବେ। ପରଦିନ ସକାଳେ ପ୍ରଫେସର ଜାଣିବାକୁ ପାଇଲେ ଯେ ତାଙ୍କ ଝିଅ ଘରେ ନାହାଁନ୍ତି। ତାଙ୍କ ବାପା ତାଙ୍କ କୋଠରୀକୁ ଯାଇ ଏକ ଚିଠି ପାଇଲେ। ସେ ଚିଠି ପାଇବା ପରେ ବହୁତ ରାଗି ଯାଇଥିଲେ। ସେ କହିଲେ, ‘ମୁଁ ପ୍ରଫେସର, ମୁଁ ଏତେ ବର୍ଷ ଧରି କଠିନ ପରିଶ୍ରମ କଲି ଏବଂ ତଥାପି ତାଙ୍କ ଆତ୍ମହତ୍ୟା ପତ୍ରରେ କଙ୍କରିଆର ବନାନ ଭୁଲ ଭାବେ ଲେଖାଯାଇଛି।’ମୁଁ ଖୁସି ଯେ ଅର୍ଣ୍ଣବ ଭଲ ହିନ୍ଦୀ କହିବା ଆରମ୍ଭ କରିଛନ୍ତି। ସେ କଣ କହିଛନ୍ତି ମୁଁ ଶୁଣି ନାହିଁ, କିନ୍ତୁ ମୁଁ ତାଙ୍କ ହିନ୍ଦୀ ସଠିକ୍ କି ନୁହେଁ ତାହା ଉପରେ ଧ୍ୟାନ ଦେଉଥିଲି । ବୋଧହୁଏ, ମୁମ୍ବାଇରେ ରହିବା ପରେ ଆପଣ ହିନ୍ଦୀ ଭଲ ଭାବରେ ଶିଖି ଯାଇଛନ୍ତି।ନୂଆଦିଲ୍ଲୀ ଠାରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
April 26th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ତାଜ ପ୍ୟାଲେସରେ ହୋଟେଲରେ ଗଣତନ୍ତ୍ର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ।The 'Panch Pran' must be the guiding force for good governance: PM Modi
October 28th, 10:31 am
PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.PM addresses ‘Chintan Shivir’ of Home Ministers of States
October 28th, 10:30 am
PM Modi addressed the ‘Chintan Shivir’ of Home Ministers of States. The Prime Minister emphasized the link between the law and order system and the development of the states. “It is very important for the entire law and order system to be reliable. Its trust and perception among the public are very important”, he pointed out.ଗୁଜରାଟର ଗାନ୍ଧିନଗରରେ ଡିଜିଟାଲ ଭାରତ ସପ୍ତାହ ୨୦୨୨ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
July 04th, 10:57 pm
ନମସ୍ତେ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ମହାଶୟ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ମହାଶୟ, ଶ୍ରୀ ରାଜୀବ ଚନ୍ଦ୍ରଶେଖର ମହାଶୟ, ଭିନ୍ନ -ଭିନ୍ନ ରାଜ୍ୟମାନଙ୍କରୁ ସାମିଲ ହୋଇଥିବା ହୋଇଥିବା ସମସ୍ତ ପ୍ରତିନିଧି, ଡିଜିଟାଲ ଇଣ୍ଡିଆର ସମସ୍ତ ହିତାଧିକାରୀ, ଷ୍ଟାର୍ଟ ଅପ୍ସ ଏବଂ ଉଦ୍ୟୋଗ ସହିତ ଜଡିତ ସମସ୍ତ ସାଥୀ, ବିଶେଷଜ୍ଞଗଣ, ଶିକ୍ଷାଦାତା, ଗବେଷକଗଣ ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ଗାନ୍ଧୀନଗରରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
July 04th, 04:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗର ଠାରେ ଡିଜିଟାଲ୍ ଇଣ୍ଡିଆ ସପ୍ତାହ ୨୦୨୨ର ଉଦ୍ଘାଟନ କରିଛନ୍ତି, ଯାହାର ବିଷୟ ହେଉଛି ନୂତନ ଭାରତରେ ପ୍ରଯୁକ୍ତିର ତ୍ୱରିତ ବିକାଶ । ଏହି କାର୍ଯ୍ୟକ୍ରମ ଅବସରରେ, ସେ ପ୍ରଯୁକ୍ତିର ବ୍ୟାପକତାକୁ ବୃଦ୍ଧି କରିବା, ଜୀବନକୁ ସହଜ ଏବଂ ସୁଗମ କରିବା ନିମନ୍ତେ ଡିଜିଟାଲ୍ ସେବା ବିତରଣକୁ ସୁବ୍ୟବସ୍ଥିତ କରିବା ଏବଂ ଷ୍ଟାର୍ଟଅପ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଅନେକ ଡିଜିଟାଲ୍ ପଦକ୍ଷେପ ଆରମ୍ଭ କରିଥିଲେ ।Democracy is in DNA of every Indian: PM Modi
June 26th, 06:31 pm
PM Modi addressed and interacted with the Indian community in Munich. The PM highlighted India’s growth story and mentioned various initiatives undertaken by the government to achieve the country’s development agenda. He also lauded the contribution of diaspora in promoting India’s success story and acting as brand ambassadors of India’s success.ଜର୍ମାନୀର ମୁନିଚରେ ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
June 26th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁନିଚର ଅଡି ଡୋମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟ ସହିତ ଆଲୋଚନା ଏବଂ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜର୍ମାନୀରେ ଥିବା ଭାରତୀୟ ସମ୍ପ୍ରଦାୟର ହଜାର ହଜାର ସଦସ୍ୟ ଅଂଶଗ୍ରହଣ କରିଥିଲେ ।Paraunkh is a fine example of Ek Bharat Shreshtha Bharat: PM Modi
June 03rd, 04:00 pm
The Prime Minister Shri Narendra Modi accompanied Hon’ble President Shri Ram Nath Kovind to Pathri Mata Mandir in Paraunkh village, Kanpur. Thereafter they visited Dr. B R Ambedkar Bhawan, followed by a visit to Milan Kendra. The Kendra is the ancestral house of Hon’ble President, that was donated for public use and converted to a community centre (Milan Kendra). Both the dignitaries attended a public function at Paraunkh village. First Lady Smt Savita Kovind, Governor of Uttar Pradesh Smt Anandiben Patel, Chief Minister of Uttar Pradesh, Shri Yogi Adityanath, Union Ministers, State Ministers, people’s representatives were among those present on the occasion.PM addresses public function at Paraunkh village, Kanpur
June 03rd, 03:59 pm
The Prime Minister Shri Narendra Modi accompanied Hon’ble President Shri Ram Nath Kovind to Pathri Mata Mandir in Paraunkh village, Kanpur. Thereafter they visited Dr. B R Ambedkar Bhawan, followed by a visit to Milan Kendra. The Kendra is the ancestral house of Hon’ble President, that was donated for public use and converted to a community centre (Milan Kendra). Both the dignitaries attended a public function at Paraunkh village. First Lady Smt Savita Kovind, Governor of Uttar Pradesh Smt Anandiben Patel, Chief Minister of Uttar Pradesh, Shri Yogi Adityanath, Union Ministers, State Ministers, people’s representatives were among those present on the occasion.We have made technology a key tool to impart new strength, speed and scale to the country: PM Modi
May 27th, 03:45 pm
PM Modi inaugurated India's biggest Drone Festival - Bharat Drone Mahotsav 2022 in New Delhi. Addressing the gathering, the Prime Minister conveyed his fascination and interest in the drone sector and said that he was deeply impressed by the drone exhibition and the spirit of the entrepreneurs and innovation in the sector.PM inaugurates India's biggest Drone Festival - Bharat Drone Mahotsav 2022
May 27th, 11:21 am
PM Modi inaugurated India's biggest Drone Festival - Bharat Drone Mahotsav 2022 in New Delhi. Addressing the gathering, the Prime Minister conveyed his fascination and interest in the drone sector and said that he was deeply impressed by the drone exhibition and the spirit of the entrepreneurs and innovation in the sector.ପ୍ରତ୍ୟେକ ଭୋଟ ଆମକୁ ଆଗାମୀ ବିଧାନସଭା ନିର୍ବାଚନରେ ରେକର୍ଡ ବିଜୟ ହାସଲ କରିବା ସାହାଯ୍ୟ କରିବ : ଗାଜିପୁରରେ ପ୍ରଧାନମନ୍ତ୍ରୀ ମୋଦୀ
March 02nd, 12:40 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଗାଜିପୁରରେ ଜନସଭାକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଫସି ରହିଥିବା ନାଗରିକମାନଙ୍କୁ ସ୍ଥାନାନ୍ତର କରିବା ପ୍ରକ୍ରିୟାରେ ଭାରତ ଅଛି ବୋଲି ଆଲୋକପାତ କରି ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣ ଆରମ୍ଭ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଅପରେସନ୍ ଗଙ୍ଗା ଅଧୀନରେ ଅନେକ ହଜାର ନାଗରିକଙ୍କୁ ଦେଶକୁ ଫେରାଇ ଅଣାଯାଇଛି। ଏହି ମିଶନକୁ ପ୍ରୋତ୍ସାହନ ଦେବା ପାଇଁ ଭାରତ ଏହାର ଚାରି ଜଣ କ୍ୟାବିନେଟ ମନ୍ତ୍ରୀଙ୍କୁ ମଧ୍ୟ ସେଠାକୁ ପଠାଇଛି । ବିପଦରେ ଥିବା ଭାରତୀୟମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ବାୟୁସେନା ମଧ୍ୟ ନିୟୋଜିତ କରାଯାଇଛି।