ସ୍ୱିସ୍ କନ୍ଫେଡେରେସନର ଅଧ୍ୟକ୍ଷଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
December 01st, 08:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁବାଇରେ ୨୦୨୩ ଡିସେମ୍ବର ୧ରେ କପ୍ ୨୮ ବୈଠକରେ ଯୋଗ ଦେବାକୁ ଯାଇଥିବାବେଳେ ସେଠାରେ ସ୍ୱିସ୍ କନ୍ଫେଡେରେସନର ଅଧ୍ୟକ୍ଷ ଶ୍ରୀ ଆଲେନ୍ ବର୍ସେଟଙ୍କୁ ଭେଟିଛନ୍ତି ।ଡାଭୋସ ବିଶ୍ୱ ଅର୍ଥନୈତିକ ଫୋରମରେ “ବିଖଣ୍ଡିତ ବିଶ୍ଵରେ ସମ୍ମିଳିତ ଭବିଷ୍ୟତର ସଂରଚନା” ବିଷୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ (23, ଜାନୁଆରୀ, 2018)
January 23rd, 05:02 pm
ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ ଏହି 48ତମ ବାର୍ଷିକ ବୈଠକରେ ସାମିଲ ହୋଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ ଅନୁଭବ କରୁଛି । ସର୍ବପ୍ରଥମେ ମୁଁ ଶ୍ରୀ କ୍ଲଜ ସ୍କ୍ଵାବଙ୍କୁ ତାଙ୍କର ଏହି ପ୍ରୟାସ ପାଇଁ ଏବଂ ବିଶ୍ୱ ଅର୍ଥନୈତିକ ଫୋରମକୁ ଏକ ସଶକ୍ତ ଏବଂ ବ୍ୟାପକ ମଂଚରେ ପରିଣତ କରିବା ଲାଗି ଅନେକ-ଅନେକ ସାଧୁବାଦ ଜଣାଉଛି । ତାଙ୍କର ଦୂରଦୃଷ୍ଟିରେ ଏକ ମହତ୍ୱାକାଂକ୍ଷୀ ଏଜେଣ୍ଡା ରହିଛି ଯାହାର ଉଦ୍ଦେଶ୍ୟ ବିଶ୍ୱର ସ୍ଥିତି ସୁଧାରିବ । ସେ ଏହି ଏଜେଣ୍ଡାକୁ ଆର୍ଥିକ ଏବଂ ରାଜନୈତିକ ବିଚାରରେ ଅତ୍ୟନ୍ତ ଦୃଢ଼ତାର ସହିତ ଯୋଡ଼ିଦେଇଛନ୍ତି । ଏଥିସହିତ ଆମକୁ ସାଦର ସ୍ୱାଗତ-ସତ୍କାର କରିବା ଲାଗି ସ୍ୱିଜରଲାଣ୍ଡ ସରକାର ଏବଂ ଏହାର ନାଗରିକମାନଙ୍କ ପ୍ରତି ନିଜର କୃତଜ୍ଞତା ବ୍ୟକ୍ତ କରିବାକୁ ଚାହୁଁଛି ।ପ୍ରଧାନମନ୍ତ୍ରୀ ମୋଦୀ ସ୍ୱିଜରଲ୍ୟାଣ୍ଡ ରାଷ୍ଟ୍ରପତି ମିଷ୍ଟର ଆଲେନ ବର୍ସତଙ୍କୁ ସାକ୍ଷାତ କଲେ
January 23rd, 09:08 am
ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସରେ ସ୍ୱିଜରଲ୍ୟାଣ୍ଡ ରାଷ୍ଟ୍ରପତି ମିଷ୍ଟର ଆଲେନ ବର୍ସତଙ୍କୁ ସାକ୍ଷାତ କଲେ । ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବାର ପ୍ରକ୍ରିୟା ଉପରେ ଆଲୋଚନା ହୋଇଛି ।ଡାଭୋସ ଯାତ୍ରା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
January 21st, 09:04 pm
ଡାଭୋସ ଯାତ୍ରାର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତି ନିମ୍ନରେ ପ୍ରଦତ୍ତ ହେଲା ।