ସ୍ୱିଜରଲ୍ୟାଣ୍ଡର ଜେନେଭାରେ ବିଶ୍ୱ ସ୍ୱାସ୍ଥ୍ୟ ସଭାର 76 ତମ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
May 21st, 06:35 pm
ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନକୁ 75 ବର୍ଷ ଧରି ସେବା କରିବାର ଐତିହାସିକ ମାଇଲଖୁଣ୍ଟ ପୂରଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। 100 ବର୍ଷ ସେବାରେ ପହଞ୍ଚିବା ପରେ ବିଶ୍ବ ସ୍ବାସ୍ଥ୍ୟ ସଙ୍ଗଠନ ଆସନ୍ତା 25 ବର୍ଷ ପାଇଁ ଲକ୍ଷ୍ୟ ସ୍ଥିର କରିବ ବୋଲି ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।ଜାନୁଆରୀ ୧୩ ତାରିଖରେ ବାରଣାସୀ ଠାରେ ବିଶ୍ୱର ଦୀର୍ଘତମ ପୋତ- ଏମ୍ଭି ଗଙ୍ଗା ବିଳାସକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସହିତ ଟେଣ୍ଟ ସିଟିର ଉଦଘାଟନ କରବେ ପ୍ରଧାନମନ୍ତ୍ରୀ
January 11th, 03:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁୟାରୀ ୧୩ ତାରିଖ ପୂର୍ବାହ୍ନ ୧୦.୩୦ ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ବାରଣାସୀ ଠାରେ ବିଶ୍ୱର ଦୀର୍ଘତମ ପୋତ-ଏମଭି ଗଙ୍ଗା ବିଳାସକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ଏବଂ ଟେଣ୍ଟ ସିଟିର ଉଦଘାଟନ କରିବେ । ସେ ମଧ୍ୟ ୧୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଅନ୍ୟାନ୍ୟ ଆଭ୍ୟନ୍ତରୀଣ ଜଳପଥ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରିବେ ।ଜୁନ ୧୯ରେ ହେବାକୁ ଥିବା ୪୪ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଦୌଡ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
June 17th, 04:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ ୧୯, ସନ୍ଧ୍ୟା ୫ଟା ବେଳେ ଇନ୍ଦିରା ଗାନ୍ଧି ଷ୍ଟାଡିୟମ, ନୂଆଦିଲ୍ଲୀ ଠାରେ ୪୪ତମ ଚେସ ଅଲିମ୍ପିଆଡ ପାଇଁ ଐତିହାସିକ ମଶାଲ ଦୌଡ ଶୁଭାରମ୍ଭ କରିବେ । ଏହି ଅବସରରେ ଆୟୋଜିତ ସଭାରେ ସେ ଉଦବୋଧନ ଦେବେ ।ବିଶ୍ୱ ଅର୍ଥନୈତିକ ଫୋରମର ଡାଭୋସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ‘ଷ୍ଟେଟ ଅଫ ୱାର୍ଲ୍ଡ’ ଅଭିଭାଷଣର ମୂଳ ପାଠ
January 17th, 08:31 pm
୧୩ଠ କୋଟି ଭାରତୀୟଙ୍କ ତରଫରୁ ମୁଁ ବିଶ୍ୱ ଅର୍ଥନୈତିକ ଫୋରମରେ ଏକତ୍ରିତ ହୋଇଥିବା ବିଶ୍ୱର ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଅଭିନନ୍ଦନ ଜଣାଉଛି । ଆଜି ଯେତେବେଳେ ମୁଁ ଆପଣମାନଙ୍କ ସହ କଥାବାର୍ତ୍ତା କରୁଛି, ଭାରତ ସତର୍କତାର ସହିତ କରୋନାର ଆଉ ଏକ ତରଙ୍ଗର ସମ୍ମୁଖୀନ ହେଉଛି । ଏଥିସହିତ ଭାରତ ମଧ୍ୟ ଅନେକ ଆଶାବାଦୀ ଫଳାଫଳ ସହିତ ଅର୍ଥନୈତିକ କ୍ଷେତ୍ରରେ ଆଗକୁ ବଢୁଛି । ଆଜି ସ୍ୱାଧୀନତାର ୭୫ ବର୍ଷରେ ଭାରତ ମଧ୍ୟ ଉତ୍ସାହିତ ଏବଂ କେବଳ ଗୋଟିଏ ବର୍ଷରେ ୧୬ଠ କୋଟି କରୋନା ଟିକା ନେଇ ଭାରତ ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ।PM Modi's remarks at World Economic Forum, Davos 2022
January 17th, 08:30 pm
PM Modi addressed the World Economic Forum's Davos Agenda via video conferencing. PM Modi said, The entrepreneurship spirit that Indians have, the ability to adopt new technology, can give new energy to each of our global partners. That's why this is the best time to invest in India.ଜୟନ୍ତୀ ଅବସରରେ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 04th, 10:39 am
ଜୟନ୍ତୀ ଅବସରରେ ଶ୍ୟାମଜୀ କୃଷ୍ଣ ବର୍ମାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ୨୦୦୩ରେ ତାଙ୍କ ଚିତାଭସ୍ମ ସ୍ୱିଜରଲ୍ୟାଣ୍ଡରୁ ଭାରତ ଅଣାଯିବା ଓ ୨୦୧୫ରେ ଇଂଲଣ୍ଡ ନିକଟରୁ ମରଣୋତ୍ତର ପୁନଃସ୍ଥାପନ ପ୍ରମାଣପତ୍ର ମିଳିବା କଥା ସେ ମନେ ପକାଇଥିଲେ ।ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 24, 2018
January 24th, 07:35 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସର ଅନ୍ତରାଷ୍ଟ୍ରୀୟ ବ୍ୟାପାର ପରିଷଦରେ ଅନେକ ସିଇଓଙ୍କୁ ସାକ୍ଷାତ କଲେ
January 23rd, 09:38 pm
ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସର ଅନ୍ତରାଷ୍ଟ୍ରୀୟ ବ୍ୟାପାର ପରିଷଦରେ ଅନେକ ସିଇଓଙ୍କୁ ସାକ୍ଷାତ କଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସିଇଓମାନଙ୍କୁ ଭାରତର ବିକାଶ କାହାଣୀ କହିଲେ ଏବଂ ଭାରତରେ ନିବେଶର ଆକର୍ଷକ ଅବସର ଲାଗି ତାଙ୍କୁ ଆମନ୍ତ୍ରିତ କଲେ ।ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 23, 2018
January 23rd, 08:07 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ଡାଭୋସରେ ବିଶ୍ୱ ଆର୍ଥିକ ମଞ୍ଚର ବୈଠକ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ବୈଠକ
January 23rd, 07:06 pm
ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସରେ ବିଶ୍ୱ ଆର୍ଥିକ ମଞ୍ଚର ବୈଠକ ଅବସରରେ ବିଭିନ୍ନ ଦେଶର ନେତାମାନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କଲେ ।ଡାଭୋସ ବିଶ୍ୱ ଅର୍ଥନୈତିକ ଫୋରମରେ “ବିଖଣ୍ଡିତ ବିଶ୍ଵରେ ସମ୍ମିଳିତ ଭବିଷ୍ୟତର ସଂରଚନା” ବିଷୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ (23, ଜାନୁଆରୀ, 2018)
January 23rd, 05:02 pm
ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ ଏହି 48ତମ ବାର୍ଷିକ ବୈଠକରେ ସାମିଲ ହୋଇଥିବାରୁ ମୁଁ ଅତ୍ୟନ୍ତ ଆନନ୍ଦିତ ଅନୁଭବ କରୁଛି । ସର୍ବପ୍ରଥମେ ମୁଁ ଶ୍ରୀ କ୍ଲଜ ସ୍କ୍ଵାବଙ୍କୁ ତାଙ୍କର ଏହି ପ୍ରୟାସ ପାଇଁ ଏବଂ ବିଶ୍ୱ ଅର୍ଥନୈତିକ ଫୋରମକୁ ଏକ ସଶକ୍ତ ଏବଂ ବ୍ୟାପକ ମଂଚରେ ପରିଣତ କରିବା ଲାଗି ଅନେକ-ଅନେକ ସାଧୁବାଦ ଜଣାଉଛି । ତାଙ୍କର ଦୂରଦୃଷ୍ଟିରେ ଏକ ମହତ୍ୱାକାଂକ୍ଷୀ ଏଜେଣ୍ଡା ରହିଛି ଯାହାର ଉଦ୍ଦେଶ୍ୟ ବିଶ୍ୱର ସ୍ଥିତି ସୁଧାରିବ । ସେ ଏହି ଏଜେଣ୍ଡାକୁ ଆର୍ଥିକ ଏବଂ ରାଜନୈତିକ ବିଚାରରେ ଅତ୍ୟନ୍ତ ଦୃଢ଼ତାର ସହିତ ଯୋଡ଼ିଦେଇଛନ୍ତି । ଏଥିସହିତ ଆମକୁ ସାଦର ସ୍ୱାଗତ-ସତ୍କାର କରିବା ଲାଗି ସ୍ୱିଜରଲାଣ୍ଡ ସରକାର ଏବଂ ଏହାର ନାଗରିକମାନଙ୍କ ପ୍ରତି ନିଜର କୃତଜ୍ଞତା ବ୍ୟକ୍ତ କରିବାକୁ ଚାହୁଁଛି ।ଡାଭୋସରେ ବିଶ୍ୱର ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀ ଗୋଲ ଟେବୁଲ ବୈଠକ
January 23rd, 09:41 am
ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସରେ ବିଶ୍ୱର ଅନେକ ସିଇଓମାନଙ୍କ ସହ ମତବିନିମୟ କଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସିଇଓଙ୍କୁ ଭାରତର ବିକାଶ ଏବଂ ଭାରତରେ ନିବେଶର ଆକର୍ଷକ ସୁଯୋଗ ଉପରେ କହିଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ସ୍ୱିଜରଲ୍ୟାଣ୍ଡ ରାଷ୍ଟ୍ରପତି ମିଷ୍ଟର ଆଲେନ ବର୍ସତଙ୍କୁ ସାକ୍ଷାତ କଲେ
January 23rd, 09:08 am
ପ୍ରଧାନମନ୍ତ୍ରୀ ମୋଦୀ ଡାଭୋସରେ ସ୍ୱିଜରଲ୍ୟାଣ୍ଡ ରାଷ୍ଟ୍ରପତି ମିଷ୍ଟର ଆଲେନ ବର୍ସତଙ୍କୁ ସାକ୍ଷାତ କଲେ । ଏହି ଅବସରରେ ଦୁଇ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବାର ପ୍ରକ୍ରିୟା ଉପରେ ଆଲୋଚନା ହୋଇଛି ।ସ୍ୱିଜରଲ୍ୟାଣ୍ଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
January 22nd, 06:59 pm
ବିଶ୍ୱ ଆର୍ଥିକ ମଂଚ ବୈଠକରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱିଜରଲ୍ୟାଣ୍ଡରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏହି ଗସ୍ତ ଅବସରରେ ବିଶ୍ୱ ଆର୍ଥିକ ମଞ୍ଚର ବୈଠକର ଉଦ୍ଘାଟନୀ ଅଧିବେଶନକୁ ସମ୍ବୋଧିତ କରିବେ ଏବଂ ବିଭିନ୍ନ ଦେଶର ନେତାମାନଙ୍କୁ ସାକ୍ଷାତ କରିବେ ।ଡାଭୋସ ଯାତ୍ରା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
January 21st, 09:04 pm
ଡାଭୋସ ଯାତ୍ରାର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତି ନିମ୍ନରେ ପ୍ରଦତ୍ତ ହେଲା ।ସ୍ଵିଜରଲାଣ୍ଡ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ କାଳରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବକ୍ତବ୍ୟ
August 31st, 01:43 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସ୍ଵିଜରଲାଣ୍ଡ ରାଷ୍ଟ୍ରପତି ଡୋରିସ ଲିୟୁଥର୍ଡ଼ଙ୍କ ମଧ୍ୟରେ ଆଜି ଦ୍ୱିପକ୍ଷୀୟ ଆଲୋଚନା ହୋଇଛି । ଦୁଇ ଦେଶ ମଧ୍ୟରେ ରେଳ କ୍ଷେତ୍ରରେ ବୈଷୟିକ ସହଯୋଗ ଲାଗି ଭାରତୀୟ ରେଳବାଇ ମନ୍ତ୍ରଣାଳୟ ଏବଂ ସ୍ଵିସ ମହାସଂଘର ପର୍ଜ୍ୟାବରଣ, ପରିବହନ, ଶକ୍ତି, ଯୋଗାଯୋଗ ବିଭାଗ ମଧ୍ୟରେ ବୁଝାମଣା ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଏମଟିସିଆର ର ସଦସ୍ୟ ହେବା ଏବଂ ଏନଏସଜିରେ ଭାରତର ସଦସ୍ୟତାକୁ ସମର୍ଥନ ଲାଗି ସ୍ଵିଜରଲାଣ୍ଡକୁ କୃତଜ୍ଞତା ବ୍ୟକ୍ତ କଲେ ।Social Media Corner 23rd June 2016
June 23rd, 06:06 pm
Switzerland supports India's bid for Nuclear Suppliers Group
June 06th, 03:50 pm
PM Narendra Modi attends business meeting in Geneva
June 06th, 01:49 pm
PM Modi meets Swiss President, Johann Schneider Ammann
June 06th, 01:00 pm