ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ପିଏମ୍ ମୋଦୀଙ୍କ ସହ
April 01st, 01:57 pm
ଆପଣ ସମସ୍ତଙ୍କୁ ନମସ୍କାର। ସେମିତିରେ ଏହା ହେଉଛି ମୋର ବଡ଼ ପ୍ରିୟ କାର୍ଯ୍ୟକ୍ରମ କିନ୍ତୁ କରୋନା ଯୋଗୁଁ, ମଝିରେ ମୁଁ ଆପଣମାନଙ୍କ ଭଳି ବନ୍ଧୁମାନଙ୍କୁ ସାକ୍ଷାତ କରି ପାରିଲି ନାହିଁ। ମୋ ପାଇଁ ଆଜିର କାର୍ଯ୍ୟକ୍ରମ ହେଉଛି ଟିକେ ବିଶେଷ ଖୁସି ଓ ଆତ୍ମ ସନ୍ତୋଷର। କାରଣ ଏକ ଦୀର୍ଘ ସମୟର ବ୍ୟବଧାନ ପରେ ଆପଣ ସମସ୍ତଙ୍କୁ ସାକ୍ଷାତ କରିବାର ସୁଯୋଗ ମିଳିଛି। ମୁଁ ଅନୁଭବ କରି ପାରୁ ନାହିଁ ଯେ, ପରୀକ୍ଷା ତୁମମାନଙ୍କ ପାଇଁ କୌଣସି ଚାପ ସୃଷ୍ଟି କରିବ। କ’ଣ ମୁଁ ଠିକ୍ କହୁଛି ତ ? ମୁଁ ଠିକ୍ କହୁଛି ତ ? ତୁମମାନଙ୍କ ପାଇଁ କୌଣସି ଚାପ ସୃଷ୍ଟି କରିବ ନାହିଁ ତ? ଯଦି କିଛି ଚିନ୍ତାଗ୍ରସ୍ତ କରିବ ତେବେ ତୁମ ମାତା-ପିତାଙ୍କ ପାଇଁ। ଆରେ ଇଏ କ’ଣ କରିବ।ପରୀକ୍ଷା ପେ ଚର୍ଚ୍ଚା ୨୦୨୨ରେ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ
April 01st, 01:56 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମର ପଞ୍ଚମ ସଂସ୍କରଣରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଅଭିଭାବକମାନଙ୍କ ସହିତ ମତ ବିନିମୟ କରିଛନ୍ତି । ନୂଆଦିଲ୍ଲୀ ତାଲକଟୋରା ଷ୍ଟାଡିୟମରେ ଆଜି ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମତବିନିମୟ କାର୍ଯ୍ୟକ୍ରମ ପରିସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ପ୍ରଦର୍ଶିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ । କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଶ୍ରୀମତୀ ଅନ୍ନପୂର୍ଣ୍ଣ ଦେବୀ, ଡକ୍ଟର ସୁଭାଷ ସରକାର, ଡକ୍ଟର ରାଜକୁମାର ରଞ୍ଜନ ସିଂ ଏବଂ ଶ୍ରୀ ରାଜୀବ ଚନ୍ଦ୍ରଶେଖର ସମାରୋହରେ ଉପସ୍ଥିତ ଥିଲେ । ଏମାନଙ୍କ ବ୍ୟତୀତ ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ ଏବଂ ଅଭିଭାବକମାନେ ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଥିଲେ । ପ୍ରଧାନମନ୍ତ୍ରୀ ଏହି ଆଲୋଚନା ସମୟରେ ସମସ୍ତଙ୍କ ସହିତ ଆଗ୍ରହର ସହ, ଉଦାରତାପୂର୍ଣ୍ଣ ମତ ବିନିମୟ କରିଥିଲେ । ପ୍ରଧାନମନ୍ତ୍ରୀ ସମସ୍ତଙ୍କ ସହିତ ଆପୋସ ଆଲୋଚନା କରିଥିଲେ ।ଏପ୍ରିଲ୍ ୧, ୨୦୨୨ ରେ ‘ପରୀକ୍ଷା ପେ ଚର୍ଚ୍ଚା' ରେ ଛାତ୍ରଛାତ୍ରୀ, ସେମାନଙ୍କ ପିତାମାତା ଏବଂ ଶିକ୍ଷକମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
March 26th, 11:56 am
ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଛାତ୍ରଛାତ୍ରୀ, ସେମାନଙ୍କ ପିତାମାତା ଏବଂ ଶିକ୍ଷକମାନଙ୍କ ସହ ଦିଲ୍ଲୀର ତାଲକାଟୋରା ଷ୍ଟାଡିୟମରେ ଏପ୍ରିଲ ୧, ୨୦୨୨ ରେ ଧାର୍ଯ୍ୟ ହୋଇଥିବା ‘ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଆଲୋଚନା କରିବେ । ସେ ଚାପମୁକ୍ତ ପରୀକ୍ଷା ବିଷୟରେ କହିବେ ।‘ପରୀକ୍ଷା ପେ ଚର୍ଚ୍ଚା 2021’ : ସ୍ମିତହାସ୍ୟ ଏବଂ ଚାପମୁକ୍ତ ହୋଇ ପରୀକ୍ଷା ଦିଅନ୍ତୁ!
February 18th, 02:33 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ପରୀକ୍ଷା ପେ ଚର୍ଚ୍ଚା 2021’ ସମୟରେ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କ ସହ କଥାବାର୍ତ୍ତା କରିବେ । ଏଥର ଏହି କାର୍ଯ୍ୟକ୍ରମ ସଂପୂର୍ଣ୍ଣ ଅନଲାଇନ୍ ହେବ ଏବଂ ସମଗ୍ର ବିଶ୍ୱରୁ ଛାତ୍ରମାନଙ୍କ ପାଇଁ ଖୋଲା ରହିବ | ସେମାନେ କିପରି ପରୀକ୍ଷା ଚାପକୁ ଦୂର କରିପାରିବେ ସେନେଇ ପ୍ରଧାନମନ୍ତ୍ରୀ ମୋଦୀ ଛାତ୍ରଛାତ୍ରୀ, ଅଭିଭାବକ ତଥା ଶିକ୍ଷକ/ଶିକ୍ଷୟିତ୍ରୀମାନଙ୍କ ସହ କଥାବାର୍ତ୍ତା କରିବେ।Be confident about your preparation: PM Modi to students appearing for exams
January 20th, 10:36 am
PM Modi interacted with students as part of Pariksha Pe Charcha. He answered several questions from students across the country on how to reduce examination stress. The PM discussed subjects like importance of technology in education, dealing with the expectations of teachers and parents, future career options & more.“ପରୀକ୍ଷା ପେ ଚର୍ଚ୍ଚା 2020”ରେ ବିଦ୍ୟାର୍ଥୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
January 20th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋମବାର ‘ପରୀକ୍ଷା ପେ ଚର୍ଚ୍ଚା 2020’ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀସ୍ଥିତ ତାଲକଟୋରା ଷ୍ଟାଡିୟମଠାରେ ବିଦ୍ୟାର୍ଥୀଙ୍କ ସହ ଆଲୋଚନା କରିଥିଲେ । ଏହି ଆଲୋଚନା କାର୍ଯ୍ୟକ୍ରମରେ 50 ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମଧ୍ୟ ଅଂଶଗ୍ରହଣ କରିଥିଲେ । 90 ମିନିଟ୍ ଧରି ଚାଲିଥିବା ଏହି ଆଲୋଚନାରେ ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରସଙ୍ଗର ଗୁରୁତ୍ୱ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ନିକଟରୁ ମାର୍ଗଦର୍ଶନ ଚାହିଁଥିଲେ । ଚଳିତ ବର୍ଷ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାରା ଦେଶର ବିଭିନ୍ନ ଭାଗ ସମେତ ବିଦେଶରୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହ ‘ପରୀକ୍ଷା ପେ ଚର୍ଚ୍ଚା-2020’ କାର୍ଯ୍ୟକ୍ରମରେ ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ
January 19th, 08:08 pm
ଜାନୁଆରୀ 20ରେ ‘ପରୀକ୍ଷା ପେ ଚର୍ଚ୍ଚା-2020’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହ ମତ ବିନିମୟ କରିବେ । ନୂଆଦିଲ୍ଲୀସ୍ଥିତ ତାଲକଟୋରା ଷ୍ଟାଡିୟମଠାରେ ସକାଳ 11ଟାରେ ଛାତ୍ରଛାତ୍ରୀମାନଙ୍କ ସହ ‘ପରୀକ୍ଷା ପେ ଚର୍ଚ୍ଚା-2020’ ର ତୃତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମତ ବିନିମୟ କରିବେ । ପରୀକ୍ଷାରେ କିପରି ସଫଳତା ଲାଭ କରିବେ ସେ ସଂପର୍କରେ ମନୋନୀତ ଛାତ୍ରମାନଙ୍କ ପ୍ରଶ୍ନର ଉତ୍ତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିବେ ।Join Live: Pariksha Pe Charcha with PM Modi!
January 19th, 10:40 am
PM Modi will be interacting with students, parents and teachers from all across the country on Monday, 20th January 2020 and discuss ways to reduce examination stress.ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କର ଶୁଭ ଉଦଘାଟନ ଅବସରରେ ଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 01st, 10:54 pm
ମଞ୍ଚ ଉପରେ ବିରାଜମାନ ମନ୍ତ୍ରିପରିଷଦର ମୋର ସହଯୋଗୀ, ଶ୍ରୀମାନ ମନୋଜ ସିହ୍ନା ମହାଶୟ, ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କର ସିଇଓ, ଏବଂ ଡାକ ବିଭାଗ ସଚିବ, ଆଇବିପିର ସମସ୍ତ ସାଥୀ, ଏଠାରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ମହିଳା ଏବଂ ଭଦ୍ର ବ୍ୟକ୍ତିଗଣ ।ଇଣ୍ଡିଆ ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ ଆର୍ଥିକ ଅନ୍ତର୍ଭୂକ୍ତୀକରଣ ଦିଗରେ ଏକ ବୃହତ ପଦକ୍ଷେପ – ପ୍ରଧାନମନ୍ତ୍ରୀ
September 01st, 04:45 pm
ନୂଆଦିଲ୍ଲୀର ତାଲକୋଟ୍ରା ଷ୍ଟାଡିୟମ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କ (ଆଇପିପିବି)ର ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀରେ ଆୟୋଜିତ ମୁଖ୍ୟ କାର୍ଯ୍ୟକ୍ରମ ସହିତ ସାରା ଦେଶର 3 ହଜାରରୁ ଉର୍ଦ୍ଧ୍ଵ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମ ସଂଯୁକ୍ତ ହୋଇଥିଲା ।ଇଣ୍ଡିଆ ପୋଷ୍ଟ ପେମେଣ୍ଟ୍ସ ବ୍ୟାଙ୍କକୁ ଆସନ୍ତାକାଲି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
August 31st, 10:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ତାଲକୋତରା ଷ୍ଟାଡିୟମରେ 2018 ସେପ୍ଟେମ୍ବର 1 ତାରିଖ ଦିନ ଇଣ୍ଡିଆ ପୋଷ୍ଟ ପେମେଣ୍ଟ୍ସ ବ୍ୟାଙ୍କ (ଆଇପିପିବି)ର ଶୁଭାରମ୍ଭ କରିବେ ।