We are focussing on making tax-paying seamless, painless, faceless: PM Modi
August 13th, 11:28 am
PM Narendra Modi rolled out a taxpayers charter and faceless assessment on Thursday as part of the government's effort to easing the compliance for assessees and reward the honest taxpayer. He also launched the Transparent Taxation - Honoring The Honest platform, in what he said will strengthen efforts of reforming and simplifying the country's tax system.“ପାରଦର୍ଶୀ ଟିକସ ବ୍ୟବସ୍ଥା-ସଚ୍ଚୋଟଙ୍କୁ ସମ୍ମାନ” ପ୍ଲାଟଫର୍ମର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 13th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ “ପାରଦର୍ଶୀ ଟିକସବ୍ୟବସ୍ଥା-ସଚ୍ଚୋଟଙ୍କୁ ସମ୍ମାନ” ପ୍ଲାଟଫର୍ମର ଶୁଭାରମ୍ଭ କରିଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 2020 ଅଗଷ୍ଟ 13ରେ ‘ସ୍ୱଚ୍ଛ ଟିକସବ୍ୟବସ୍ଥା-ସଚ୍ଚୋଟଙ୍କୁ ସମ୍ମାନ’ ପ୍ଲାଟଫର୍ମର ଉଦ୍ଘାଟନ କରିବେ
August 12th, 11:00 am
ଅଗଷ୍ଟ 13, 2020ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ସ୍ୱଚ୍ଛ ଟିକସ ବ୍ୟବସ୍ଥା-ସଚ୍ଚୋଟଙ୍କୁ ସମ୍ମାନ’ (ଟ୍ରାନ୍ସପାରେଣ୍ଟ ଟାକ୍ସେସନ-ଅନରିଂ ଦି ଅନେଷ୍ଟ) ପ୍ଲାଟଫର୍ମର ଉଦ୍ଘାଟନ କରିବେ ।