ଶିକ୍ଷକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 05th, 08:07 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିକ୍ଷକ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ମଧ୍ୟ ଭାରତର ପୂର୍ବତନ ରାଷ୍ଟ୍ରପତି ଡ. ରାଧାକ୍ରିଷ୍ଣନ୍ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି, ତାଙ୍କର ଜୟନ୍ତୀକୁ ଶିକ୍ଷକ ଦିବସ ଭାବେ ପାଳନ କରାଯାଉଛି ।ଶିକ୍ଷକ ଦିବସରେ ଶିକ୍ଷାବିତମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଂଶସା
September 05th, 09:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶିକ୍ଷକ ଦିବସ ଅବସରରେ ଶିକ୍ଷକମାନଙ୍କ ପ୍ରଶଂସା କରିଛନ୍ତି ଯେଉଁମାନେ ସ୍ୱପ୍ନକୁ ପ୍ରେରଣା ଦେବା ସହ ଜିଜ୍ଞାସାକୁ ଉତ୍ସାହିତ କରି ଭବିଷ୍ୟତ ଗଠନ କରନ୍ତି ।ଶିକ୍ଷକ ଦିବସରେ ଶିକ୍ଷକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିବାଦନ
September 05th, 09:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷକ ଦିବସରେ ଶିକ୍ଷକମାନଙ୍କୁ ଆମ ଭବିଷ୍ୟତ ନିର୍ମାଣ ଏବଂ ପ୍ରେରଣାଦାୟକ ସ୍ୱପ୍ନ ଦେଖାଇବାରେ ସେମାନଙ୍କ ଅବିରତ ଉଦ୍ୟମ ଏବଂ ମହାନ୍ କାର୍ଯ୍ୟ ଲାଗି ଅଭିବାଦନ ଜଣାଇଛନ୍ତି ।ଶିକ୍ଷକ ଦିବସ ଅବସରରେ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
September 04th, 10:33 pm
ଶିକ୍ଷକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ୭, ଲୋକକଲ୍ୟାଣ ମାର୍ଗଠାରେ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ର ବିଜେତାମାନଙ୍କ ସହ ଆଲୋଚନା କରିଛନ୍ତି । ଏଥିରେ ୭୫ ଜଣ ପୁରସ୍କାର ବିଜେତା ଅଂଶଗ୍ରହଣ କରିଥିଲେ।Role of a teacher is to show the light to a person: PM Modi
September 05th, 11:09 pm
On the occasion of Teacher’s day, Prime Minister Narendra Modi interacted with the National Award winning teachers. The Prime Minister highlighted the knowledge and dedication of teachers and pointed out that their biggest quality is a positive outlook that enables them to work with students relentlessly for their improvement.ପିଏମ-ଶ୍ରୀ ଯୋଜନାର ଘୋଷଣା କଲେ ପ୍ରଧାନମନ୍ତ୍ରୀ
September 05th, 07:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଦିବସ ଉପଲକ୍ଷେ ଉଦୀୟମାନ ଭାରତ ପାଇଁ ପ୍ରଧାନମନ୍ତ୍ରୀ ବିଦ୍ୟାଳୟ ଯୋଜନା ବା ପ୍ରଧାନମନ୍ତ୍ରୀ ସ୍କୁଲ୍ସ୍ ଫର୍ ରାଇଜିଂ ଇଣ୍ଡିଆ (ପିଏମ-ଶ୍ରୀ) ଯୋଜନାର ଘୋଷଣା କରିଛନ୍ତି । ଏହି ଯୋଜନା ଅଧୀନରେ ସାରା ଦେଶରେ ଥିବା ୧୪,୫୦୦ ବିଦ୍ୟାଳୟର ବିକାଶ ଓ ଉନ୍ନତିକରଣ କରାଯିବ ।ଗୁରୁ ଦିବସ ଅବସରରେ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକମାନଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
September 05th, 06:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଦିବସ ଅବସରରେ ନୂଆଦିଲ୍ଲୀରେ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକମାନଙ୍କ ସହ ଆଲୋଚନା କରିଥିଲେ । ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିସହ ସେ ଶିକ୍ଷକମାନଙ୍କୁ ମନେ ପକାଇ ଦେଇଛନ୍ତି ଯେ ବର୍ତ୍ତମାନର ଭାରତର ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଯିଏ କି ଜଣେ ଶିକ୍ଷକ ଏବଂ ଓଡିଶାର ଉପାନ୍ତ ଅଂଚଳରେ ମଧ୍ୟ ଶିକ୍ଷାଦାନ କରିଛନ୍ତି । ଆଜି ଯେତେବେଳେ ଦେଶ ଆଜାଦୀ କା ଅମୃତ ମହୋତ୍ସବର ସ୍ୱପ୍ନକୁ ପୂରଣ କରିବା ଆରମ୍ଭ କରିଛି, ସେତେବେଳେ ଶିକ୍ଷା କ୍ଷେତ୍ରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଉଦ୍ୟମ ଆମ ସମସ୍ତଙ୍କୁ ପ୍ରେରଣା ଯୋଗାଉଛି । ଏହି ଅବସରରେ ମୁଁ ଜାତୀୟ ପୁରସ୍କାର ପ୍ରାପ୍ତ ସମସ୍ତ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ଗୁରୁ ଦିବସ ଅବସରରେ କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
September 05th, 10:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବପୀଢିଙ୍କ ମନରେ ଶିକ୍ଷାର ଆନନ୍ଦ ସଂଚାର କରୁଥିବା କର୍ତ୍ତବ୍ୟନିଷ୍ଠ ଶିକ୍ଷକମାନଙ୍କୁ ଗୁରୁ ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ପୂର୍ବତନ ରାଷ୍ଟ୍ରପତି ଡଃ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ମଧ୍ୟ ଜ୍ଞାପନ କରିଛନ୍ତି ।ମୋଦୀ ସରକାର ଶିକ୍ଷା କ୍ଷେତ୍ରରେ ଏଭଳି ପରିବର୍ତ୍ତନ ଆଣୁଛନ୍ତି
September 07th, 12:03 pm
ମୋଦୀ ସରକାର ପ୍ରାଥମିକ, ଉଚ୍ଚ ଏବଂ ଡାକ୍ତରୀ ଶିକ୍ଷା ଉପରେ ଧ୍ୟାନ ଦେଉଛନ୍ତି ଏବଂ ଶିକ୍ଷା କ୍ଷେତ୍ରରେ ଦ୍ରୁତ ପରିବର୍ତ୍ତନ ପାଇଁ ଜୋର ଦେଉଛନ୍ତି। ମୋଦୀ ସରକାର 2014 ରୁ ନୂତନ ଆଇଆଇଟି, ଆଇଆଇଏମ, ଆଇଆଇଟି, ଏନଆଇଟି ଏବଂ ଏନଆଇଡି ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି । 2014 ରୁ ପ୍ରତିବର୍ଷ ଏକ ନୂତନ ଆଇଆଇଟି ଏବଂ ଆଇଆଇଏମ ଖୋଲାଯାଇଛି ।ଗୁରୁଦିବସ ଅବସରରେ ଶିକ୍ଷକମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା; ଜୟନ୍ତୀ ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ
September 05th, 09:20 am
ଗୁରୁଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଜୟନ୍ତୀ ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।PM expressed gratitude to teachers on Teachers Day
September 05th, 10:21 am
Prime Minister Shri Narendra Modi expressed gratitude to teachers on Teachers Day and also paid tributes to Dr. S Radhakrishnan."ଶିକ୍ଷକ ଅସାଧାରଣ ମାର୍ଗଦର୍ଶକ ଏବଂ ଗୁରୁ ମଧ୍ୟ ହୋଇଥା’ନ୍ତି : ପ୍ରଧାନମନ୍ତ୍ରୀ ମୋଦୀ "
September 05th, 11:42 am
ଗୁରୁ ଦିବସ ଅବସରରେ ଶିକ୍ଷକ ସମ୍ପ୍ରଦାୟକୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ,''ଶିକ୍ଷକ ଅସାଧାରଣ ମାର୍ଗଦର୍ଶକ ଏବଂ ଗୁରୁ ମଧ୍ୟ ହୋଇଥା’ନ୍ତି, ଯେଉଁମାନେ କି ସେମାନଙ୍କ ଛାତ୍ରମାନଙ୍କ ଜୀବନରେ ପ୍ରମୁଖ ଭୂମିକା ଗ୍ରହଣ କରିଥା’ନ୍ତି ।'' ପ୍ରଧାନମନ୍ତ୍ରୀ ଶିକ୍ଷକମାନଙ୍କୁ ଆଗ୍ରହ କରିଛନ୍ତି ,ଆପଣମାନେ ଜାଣନ୍ତି କି ଦେଶ ପ୍ଲାଷ୍ଟିକର ଏକକ ଉପଯୋଗକୁ ବନ୍ଦ କରିବା ପାଇଁ ଏକ ଜନ ଆନ୍ଦୋଳନ ଆରମ୍ଭ କରିଛି । ମୁଁ ଏହି ଜନ ଆନ୍ଦୋଳନରେ ଶିକ୍ଷକ ସମୁଦାୟର ସକ୍ରିୟ ସହାୟତା ଏବଂ ଭାଗିଦାରିତା ଚାହୁଁଛି ।ଗୁରୁ ଦିବସ ଅବସରରେ ଶିକ୍ଷକ ସମ୍ପ୍ରଦାୟକୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ; ଜୟନ୍ତୀ ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି
September 05th, 10:17 am
ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷକ ସମ୍ପ୍ରଦାୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।ଶିକ୍ଷକ ସମାଜକୁ ଜ୍ଞାନର ସୂଚନା ପ୍ରଦାନ କରିବା ସହ ଶିକ୍ଷାଦାନ ଓ ମାର୍ଗଦର୍ଶନ କରିଥାନ୍ତି :ପ୍ରଧାନମନ୍ତ୍ରୀ ମୋଦୀ
September 05th, 05:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଦିବସ ଅବସରରେ ଶିକ୍ଷକ ସମାଜକୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଶିଶୁମାନଙ୍କ ଜୀବନକୁ ଶିକ୍ଷକମାନେ ଗଭୀର ଭାବେ ପ୍ରଭାବିତ କରିଥାନ୍ତି ଏବଂ ସେମାନଙ୍କ ପ୍ରେରଣା ଛାତ୍ରଛାତ୍ରୀମାନଙ୍କ ମନରେ ଜୀବନ ବ୍ୟାପୀ ରେଖାପାତ କରିଥାଏ ।ଗୁରୁ ଦିବସ ଅବସରରେ ଦେଶର ଶିକ୍ଷକ ସମାଜଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ; ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି
September 05th, 10:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁରୁ ଦିବସ ଅବସରରେ ଶିକ୍ଷକ ସମାଜକୁ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
September 04th, 06:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଶିକ୍ଷକ ଦିବସ ଅବ୍ୟବହିତ ପୂର୍ବରୁ ଆଜି (ମଙ୍ଗଳବାର) ଲୋକ କଲ୍ୟାଣ ମାର୍ଗଠାରେ ବର୍ଷ 2017ର ରାଷ୍ଟ୍ରୀୟ ଶିକ୍ଷକ ପୁରସ୍କାର ବିଜେତାମାନଙ୍କ ସହ ମତ ବିନିମୟ କରିଛନ୍ତି । ଏହି ଅବସରରେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ଶ୍ରୀ ପ୍ରକାଶ ଜାଭଡେକର ଉପସ୍ଥିତ ଥିଲେ ।"ଅଟଲଜୀ ଜଣେ ସଚ୍ଚା ଦେଶଭକ୍ତ ଥିଲେ : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "
August 26th, 11:30 am
ମନ କି ବାତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରକ୍ଷାବନ୍ଧନ ଏବଂ ଜନ୍ମାଷ୍ଟମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଟଳଜୀଙ୍କୁ ସ୍ମରଣ କରି ତାଙ୍କ ଜୀବନର ବିଭିନ୍ନ ପଦକ୍ଷେପର ଗୁରୁତ୍ୱାରୋପ କରି ତାଙ୍କୁ ସଚ୍ଚା ଦେଶଭକ୍ତ ବୋଲି କହିଥିଲେ । ପ୍ରଧାନମନ୍ତ୍ରୀ ବିଶ୍ୱ ସଂସ୍କୃତ ଦିବସ ,ଗୁରୁଦିବସ ,ଏସୀୟ କ୍ରୀଡ଼ା ଏବଂ ସଂସଦର ମୌସୁମୀ ଅଧିବେଶନର ଉତ୍ପାଦକତା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ । କେରଳରେ ହୋଇଥିବା ପ୍ରବଳ ବନ୍ୟାର ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସଶସ୍ତ୍ର ବଳ ଏବଂ ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଦ୍ୱାରା ସଂଚାଳିତ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଅଭିଯାନର ପ୍ରଶଂସା କରିଥିଲେ ।ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 5, 2017
September 05th, 07:24 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ଗୁରୁ ଦିବସରେ ଶିକ୍ଷକ ସମାଜକୁ ପ୍ରଧାନମନ୍ତ୍ରୀଙ୍କ ଅଭିବାଦନ, ଜନ୍ମବାର୍ଷିକୀରେ ପ୍ରାକ୍ତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି
September 05th, 11:14 am
ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷକ ସମାଜକୁ ଅଭିବାଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ପୁର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 27, 2017
August 27th, 07:20 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।