List of Outcomes: State visit of President of Indonesia to India (January 23-26, 2025)

January 25th, 08:54 pm

PM Modi and President Prabowo Subianto of Indonesia witnessed key outcomes during the state visit (January 23-26, 2025). Five MoUs were signed, including health cooperation, maritime safety, traditional medicine quality assurance, digital development, and a cultural exchange program (2025-28). Additionally, the 3rd India-Indonesia CEOs Forum presented its joint report to the leaders.

ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 05th, 12:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀରେ ୧୨,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ସାହିବାବାଦ ଆରଆରଟିଏସ ଷ୍ଟେସନରୁ ନ୍ୟୁ ଅଶୋକ ନଗର ଆରଆରଟିଏସ ଷ୍ଟେସନ ପର୍ଯ୍ୟନ୍ତ ନମୋ ଭାରତ ଟ୍ରେନରେ ଯାତ୍ରା କରିଥିଲେ ପ୍ରଧାନମନ୍ତ୍ରୀ । ଆଞ୍ଚଳିକ ଯୋଗାଯୋଗ ବୃଦ୍ଧି ଏବଂ ଯାତ୍ରାକୁ ସହଜ କରିବା ଏହି ପ୍ରକଳ୍ପଗୁଡ଼ିକର ମୁଖ୍ୟ ଲକ୍ଷ୍ୟ ରହିଛି ।

Our government's intentions, policies and decisions are empowering rural India with new energy: PM

January 04th, 11:15 am

PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.

PM Modi inaugurates the Grameen Bharat Mahotsav 2025

January 04th, 10:59 am

PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.

The relationship between India and Kuwait is one of civilizations, seas and commerce: PM Modi

December 21st, 06:34 pm

PM Modi addressed a large gathering of the Indian community in Kuwait. Indian nationals representing a cross-section of the community in Kuwait attended the event. The PM appreciated the hard work, achievement and contribution of the community to the development of Kuwait, which he said was widely recognised by the local government and society.

କୁଏତରେ ‘ହାଲା ମୋଦୀ’ କାର୍ଯ୍ୟକ୍ରମରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 21st, 06:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୁଏତର ଶେଖ ସାଦ ଅଲ ଅବଦୁଲ୍ଲା ଇଣ୍ଡୋର ସ୍ପୋର୍ଟସ କମ୍ପ୍ଲେକ୍ସରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ 'ହାଲା ମୋଦୀ'ରେ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କୁଏତରେ ସମ୍ପ୍ରଦାୟର ବିଭିନ୍ନ ବର୍ଗର ପ୍ରତିନିଧିତ୍ୱ କରୁଥିବା ଭାରତୀୟ ନାଗରିକମାନେ ଯୋଗ ଦେଇଥିଲେ।

ଗୁୟାନାର ରାଷ୍ଟ୍ରପତିଙ୍କ ସହ ସରକାରୀ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

November 21st, 04:23 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦ ନଭେମ୍ବରରେ ଜର୍ଜଟାଉନ୍ ସ୍ଥିତ ଷ୍ଟେଟ୍ ହାଉସ୍ରେ ଡକ୍ଟର ମହମ୍ମଦ ଇରଫାନ୍ ଅଲିଙ୍କୁ ସାକ୍ଷାତ କରିଥିଲେ । ଷ୍ଟେଟ୍ ହାଉସରେ ପହଞ୍ଚିବା ପରେ ରାଷ୍ଟ୍ରପତି ଅଲି ତାଙ୍କୁ ସ୍ୱାଗତ କରିଥିଲେ ଏବଂ ଗାର୍ଡ ଅଫ୍ ଅନର୍ ପ୍ରଦାନ କରିଥିଲେ ।

ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 21st, 02:15 am

ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।

ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ

November 21st, 02:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -

Now every senior citizen of the country above the age of 70 years will get free treatment: PM Modi

October 29th, 01:28 pm

PM Modi launched, inaugurated and laid the foundation stone for multiple projects related to the health sector worth around Rs 12,850 crore at All India Institute of Ayurveda (AIIA) in New Delhi. Noting that the progress of a nation is directly proportional to the health of its citizens, PM Modi outlined the five pillars of health policy.

୧୨,୮୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 29th, 01:00 pm

ଧନନ୍ତରୀ ଜୟନ୍ତୀ ଏବଂ ନବମ ଆୟୁର୍ବେଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବେଦ ପ୍ରତିଷ୍ଠାନ (ଏଆଇଆଇଏ)ରେ ପ୍ରାୟ ୧୨,୮୫୦ କୋଟି ଟଙ୍କାର ସ୍ୱାସ୍ଥ୍ୟ କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶୁଭାରମ୍ଭ, ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ।

ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ତବ୍ୟ

July 04th, 01:29 pm

ଏସସିଓର ସଦସ୍ୟ ଭାବରେ ଏହାର ସ୍ୱୀକୃତି ୨୦୧୭ କାଜାଖ ଅଧ୍ୟକ୍ଷତା ସମୟରେ ହୋଇଥିଲା ବୋଲି ଭାରତ ପ୍ରଶଂସାର ସହ ମନେ ପକାଉଛି । ସେବେଠାରୁ ଆମେ ଏସସିଓରେ ଅଧ୍ୟକ୍ଷତାର ଏକ ପୂର୍ଣ୍ଣ ଚକ୍ର ଶେଷ କରିଛୁ । ୨୦୨୦ରେ ଭାରତ ଉଭୟ ରାଷ୍ଟ୍ର ମୁଖ୍ୟଙ୍କ ବୈଠକ ଏବଂ ୨୦୨୩ରେ ରାଷ୍ଟ୍ର ମୁଖ୍ୟ ପରିଷଦ ବୈଠକ ଆୟୋଜନ କରିଥିଲା। ଏସସିଓ ଆମ ବୈଦେଶିକ ନୀତିରେ ଏକ ପ୍ରମୁଖ ସ୍ଥାନ ଅଧିକାର କରିଛି ।

ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ୍ତବ୍ୟ

July 04th, 01:25 pm

ଏସସିଓର ସଦସ୍ୟ ଭାବରେ ଏହାର ସ୍ୱୀକୃତି ୨୦୧୭ କାଜାଖ ଅଧ୍ୟକ୍ଷତା ସମୟରେ ହୋଇଥିଲା ବୋଲି ଭାରତ ପ୍ରଶଂସାର ସହ ମନେ ପକାଉଛି । ସେବେଠାରୁ ଆମେ ଏସସିଓରେ ଅଧ୍ୟକ୍ଷତାର ଏକ ପୂର୍ଣ୍ଣ ଚକ୍ର ଶେଷ କରିଛୁ । ୨୦୨୦ରେ ଭାରତ ଉଭୟ ରାଷ୍ଟ୍ର ମୁଖ୍ୟଙ୍କ ବୈଠକ ଏବଂ ୨୦୨୩ରେ ରାଷ୍ଟ୍ର ମୁଖ୍ୟ ପରିଷଦ ବୈଠକ ଆୟୋଜନ କରିଥିଲା। ଏସସିଓ ଆମ ବୈଦେଶିକ ନୀତିରେ ଏକ ପ୍ରମୁଖ ସ୍ଥାନ ଅଧିକାର କରିଛି ।

ଚନ୍ଦ୍ରଯାନ ୩ ଅଭିଯାନର ସଫଳତା ଉପରେ ଟିମ ଇସ୍ରୋକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 26th, 08:15 am

ଆପଣ ସମସ୍ତଙ୍କ ଗହଣରେ ଆସି ଆଜି ଏକ ଭିନ୍ନ ପ୍ରକାରର ଆନନ୍ଦ ଅନୁଭବ କରୁଛି । ବୋଧହୁଏ, ଏଭଳି ଖୁସି ବହୁତ ବିରଳ ଘଟଣାରେ ହିଁ ମିଳିଥାଏ, ଯେତେବେଳେ ଦେହ ମନ ଖ୍‌ୁସିରେ ଭରିଯାଇଥାଏ ଏବଂ ବ୍ୟକ୍ତିର ଜୀବନରେ ଅନେକଥର ଏଭଳି ଘଟଣା ଘଟିଥାଏ କି ତାହା ଉପରେ ଉତ୍କଣ୍ଠାର ମାତ୍ରା ଅଧିକ ହୋଇଯାଏ । ଏଥର ମୋ ସାଥିରେ ମଧ୍ୟ ଏହିଭଳି ହିଁ ହୋଇଛି, ଏତେ ଉତ୍କଣ୍ଠା । ମୁଁ ଦକ୍ଷିଣ ଆଫ୍ରିକାରେ ଥିଲି । ପୁଣି ଗ୍ରୀସ୍‌ର କାର୍ଯ୍ୟକ୍ରମ ଥିଲା । ତେଣୁ ସେଠାକୁ ଚାଲିଗଲି । କିନ୍ତୁ ମୋ ମନ ସମ୍ପୁର୍ଣ୍ଣ ରୂପେ ଆପଣଙ୍କ ସହ ଯୋଡି ହୋଇ ରହିଥିଲା । କିନ୍ତୁ ବେଳେ ବେଳେ ମତେ ଅନୁଭବ ହୁଏ ଯେ ମୁଁ ଆପଣମାନଙ୍କ ସହିତ ଅନ୍ୟାୟ କରି ଦେଉଛି । ଉତ୍କଣ୍ଠା ମୋର କିନ୍ତୁ କଷ୍ଟ ଆପଣଙ୍କର । ଏତେ ସକାଳୁ ସକାଳୁ ଆପଣ ସମସ୍ତଙ୍କୁ ଏବଂ ଏହି ସମୟରେ ବାସ୍ ମନ ଚାହୁଁଥିଲା ଯିବାକୁ ଏବଂ ଆପଣମାନଙ୍କୁ ପ୍ରଣାମ କରିବାକୁ । ଆପଣମାନଙ୍କୁ କଷ୍ଟ ହୋଇଥିବ, କିନ୍ତୁ ମୁଁ ଭାରତରେ ପହଂଚିବା ମାତ୍ରେ ହିଁ ଶୀଘ୍ର ଶୀଘ୍ର ଆପଣମାନଙ୍କ ଦର୍ଶନ କରିବାକୁ ଚାହୁଁଥିଲି । ଆପଣ ସମସ୍ତଙ୍କୁ ସଲାମ କରିବାକୁ ଚାହୁଁଥିଲି । ସଲାମ ଆପଣଙ୍କ ପରିଶ୍ରମକୁ, ସଲାମ ଆପଣଙ୍କ ଧୈର୍ଯ୍ୟକୁ, ସଲାମ ଆପଣଙ୍କ ନିଷ୍ଠାକୁ, ସଲାମ ଆପଣମାନଙ୍କ ଜୀବନ୍ତତାକୁ, ସଲାମ ଆପଣମାନଙ୍କ ଆବେଗକୁ । ଆପଣମାନେ ଦେଶକୁ ଯେଉଁ ଶିଖର ପର୍ଯ୍ୟନ୍ତ ନେଇଯାଇଛନ୍ତି, ଏହା କୌଣସିି ସାଧାରଣ ସଫଳତା ନୁହେଁ । ଏହା ଅନନ୍ତ ଅନ୍ତରୀକ୍ଷରେ ଭାରତର ବୈଜ୍ଞାନିକ ସାମର୍ଥ୍ୟର ଶଙ୍ଖନାଦ ଅଟେ ।

ଚନ୍ଦ୍ରଯାନ-୩ ର ସଫଳତା ନେଇ ପ୍ରଧାନମନ୍ତ୍ରୀଙ୍କ ଟିମ୍ ଇସ୍ରୋକୁ ସମ୍ବୋଧନ

August 26th, 07:49 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୬-୦୮-୨୦୨୩) ଇସ୍ରୋ ଟେଲିମେଟ୍ରି ଟ୍ରାକିଂ ଆଣ୍ଡ କମାଣ୍ଡ ନେଟୱର୍କ (ଆଇଏସଟିଆରଏସି) ବେଙ୍ଗାଲୁରୁ ଗସ୍ତ କରିଛନ୍ତି । ଗ୍ରୀସରୁ ଭାରତ ଫେରିବା ପରେ ସେ ସେଠାରେ ପହଞ୍ଚି ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ଟିମ୍ ଇସ୍ରୋକୁ ସମ୍ବୋଧନ କରିଛନ୍ତି । ଚନ୍ଦ୍ରଯାନ-୩ ଅଭିଯାନରେ ସଂଶ୍ଳିଷ୍ଟ ଇସ୍ରୋର ବୈଜ୍ଞାନିକମାନଙ୍କୁ ପ୍ରଧାନମନ୍ତ୍ରୀ ଭେଟି ସେମାନଙ୍କ ସହ ବାର୍ତ୍ତା ବିନିମୟ କରିଥିଲେ । ପ୍ରଧାନମନ୍ତ୍ରୀଙ୍କୁ ଚନ୍ଦ୍ରଯାନ-୩ ଅଭିଯାନର ଖୋଜ୍ ଓ ଅଗ୍ରଗତି ନେଇ ମଧ୍ୟ ସୂଚନା ପ୍ରଦାନ କରାଯାଇଥିଲା ।

ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ସଂଳାପରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

August 25th, 12:12 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ ସଂଳାପରେ ଭାଗ ନେଇଥିଲେ।

ବ୍ରିକ୍ସ - ଆଫ୍ରିକା ଆଉଟ୍‌ରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ଡାଏଲଗରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 24th, 02:38 pm

ଆଫ୍ରିକା ମାଟିରେ ଆପଣ ସମସ୍ତ ବନ୍ଧୁ ମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ମୋତେ ବହୁତ ଆନନ୍ଦିତ କରୁଛି ।

ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

August 18th, 02:15 pm

ଭାରତର ୧୪୦ କୋଟି ଲୋକଙ୍କ ତରଫରୁ, ମୁଁ ଆପଣମାନଙ୍କୁ ଭାରତ ଏବଂ ମୋର ନିଜ ରାଜ୍ୟ ଗୁଜରାଟକୁ ସ୍ୱାଗତ କରୁଛି । ଆପଣଙ୍କୁ ସ୍ୱାଗତ କରିବା ରେ ମୋ ସହିତ ଭାରତରେ ୨.୪ ନିୟୁତ ଡାକ୍ତର, ୩.୫ ନିୟୁତ ନର୍ସ, ୧.୩ ନିୟୁତ ପାରାମେଡିକ୍ସ, ୧.୬ ନିୟୁତ ଫାର୍ମାସିଷ୍ଟ ଏବଂ ଅନ୍ୟ ଲକ୍ଷ ଲକ୍ଷ ଲୋକ ଅଛନ୍ତି ।

ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 18th, 01:52 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗର ଠାରେ ଆୟୋଜିତ ଜି-୨୦ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକକୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିଛନ୍ତି ।

୨୩ତମ ଏସସିଓ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

July 04th, 12:30 pm

ଆଜି ୨୩ତମ ଏସସିଓ ଶିଖର ସମ୍ମିଳନୀରେ, ଆପଣମାନଙ୍କୁ ସ୍ୱାଗତ ଜଣାଉଛି । ବିଗତ ଦୁଇ ଦଶନ୍ଧି ମଧ୍ୟରେ, ଏସସିଓ ସମଗ୍ର ଏସୀୟ କ୍ଷେତ୍ରରେ ଶାନ୍ତି, ସମୃଦ୍ଧି ଓ ବିକାଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ରୂପରେ ଉଭା ହୋଇଛି । ଏହି କ୍ଷେତ୍ର ସହିତ ଭାରତର ହଜାର ହଜାର ବର୍ଷ ପୁରୁଣା ସାଂସ୍କୃତିକ ଏବଂ ନାଗରିକ ସମ୍ପର୍କ ରହିଛି । ଆମ ସହଭାଗୀ ଐତିହ୍ୟ ଏହାର ଜୀବନ୍ତ ପ୍ରମାଣ। ଆମେ ଏହି କ୍ଷେତ୍ରକୁ କେବଳ ‘‘ସମ୍ପ୍ରସାରିତ ପଡ଼ୋଶୀ’’ ବୋଲି ଗ୍ରହଣ କରି ନାହୁଁ ବରଂ ଆମେ ଏହାକୁ ‘‘ବଡ଼ ପରିବାର’’ ଭଳି ଦେଖୁଛୁ ।