ବିଶିଷ୍ଟ ତେଲୁଗୁ ଅଭିନେତା ଶ୍ରୀ ଚନ୍ଦ୍ରମୋହନ ଗାରୁଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ
November 11th, 05:12 pm
ବିଶିଷ୍ଟ ତେଲୁଗୁ ଅଭିନେତା ଶ୍ରୀ ଚନ୍ଦ୍ରମୋହନ ଗାରୁଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ବ୍ୟକ୍ତ କରିଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍'
August 27th, 11:30 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ର ଅଗଷ୍ଟ ମାସର ଅଧ୍ୟାୟରେ ଆପଣମାନଙ୍କୁ ପୁଣି ଥରେ ବହୁତ ବହୁତ ସ୍ୱାଗତ । ଅତୀତରେ କେବେ ଶ୍ରାବଣ ମାସରେ ଦୁଇ ଦୁଇ ଥର ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ହୋଇଥିବା ମୋର ମନେ ପଡ଼ୁନି, କିନ୍ତୁ ଏଥର ତାହା ହେଉଛି । ଶ୍ରାବଣ ଅର୍ଥାତ୍ ମହାଦେବଙ୍କ ମାସ, ଉତ୍ସବ ଏବଂ ଉଲ୍ଲାସର ମାସ । ଚନ୍ଦ୍ରଯାନର ସଫଳତା ଏହି ଉତ୍ସବର ଖୁସିକୁ ବହୁ ଗୁଣ ବୃଦ୍ଧି କରିଦେଇଛି । ଚନ୍ଦ୍ରଯାନ ଚନ୍ଦ୍ରପୃଷ୍ଠକୁ ପହଂଚିବାର ତିନି ଦିନରୁ ଅଧିକ ସମୟ ହେଲାଣି । ଏହା ଏତେ ବଡ଼ ସଫଳତା ଯେ, ଏହା ବିଷୟରେ ଯେତେ ଆଲୋଚନା କଲେ ମଧ୍ୟ ତାହା କମ୍ ହେବ । ଆଜି ଆପଣଙ୍କ ସହିତ କଥା ହେଉଥିବାବେଳେ ମୋର ଗୋଟିଏ ପୁରୁଣା କବିତାର କିଛି ପଂକ୍ତି ମନେ ପଡ଼ୁଛି . . .ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁଙ୍କ ଦ୍ୱାରା ଆୟୋଜିତ ଉଗାଡି ସମାରୋହରେ ଭାଗ ନେଲେ ପ୍ରଧାନମନ୍ତ୍ରୀ
March 20th, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ ଭେଙ୍କୟା ନାଇଡୁଙ୍କ ଦ୍ୱାରା ଆୟୋଜିତ ଉଗାଡି ସମାରୋହରେ ଭାଗ ନେଇଛନ୍ତି ।ତେଲୁଗୁ ଭାଷା ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
August 29th, 07:29 pm
ତେଲୁଗୁ ଭାଷା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।